ନୂଆଦିଲ୍ଲୀ/ଭୁବନେଶ୍ଵର: ଚଳିତ ବର୍ଷ ରାଷ୍ଟ୍ରପତି ଭବନରେ ରକ୍ଷା ବନ୍ଧନ ଉତ୍ସବ ପାଳନ କରିଛନ୍ତି ଓଡ଼ିଶାର ୨୫ ଜଣ ଛାତ୍ରଛାତ୍ରୀ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାକ୍ଷୀ ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଇଛନ୍ତି। ଓଡ଼ିଶାର ୫ ଟି ଜିଲ୍ଲାରୁ ଯାଇଥିବା ଛାତ୍ରଛାତ୍ରୀ ମହାମହିମ […]
ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ଛାତ୍ରୀ, ମହିଳା ଏବଂ ବିଭିନ୍ନ ବ୍ୟକ୍ତିବିଶେଷଙ୍କ ହାତରୁ ରାକ୍ଷୀ ବାନ୍ଧିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରାଷ୍ଟ୍ରପତି ଭବନରେ ଆୟୋଜିତ […]
ଭୁବନେଶ୍ୱର: ବିଜେପି ସମ୍ବିଧାନ ଅନୁସାରେ ପ୍ରତି ତିନି ବର୍ଷରେ ଥରେ ନୂତନ ସଭ୍ୟ ସଂଗ୍ରହ କରାଯାଇଥାଏ। ସଭ୍ୟ ସଂଗ୍ରହ ଅଭିଯାନ ପରେ ସଦସ୍ୟତା ଆଧାରରେ ଦଳର ପୁର୍ନବିନ୍ୟାସ ହେବା ସହ ନୂତନ ଦାୟିତ୍ୱ ବଂଟନ କରାଯାଏ। ବିଜେପିର ଆରମ୍ଭ ହେବ ସଦସ୍ୟତା […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଷ୍ଟେସନ ଉତ୍ତର କ୍ୟାବିନ ନିକଟ ଓଭରବ୍ରିଜ ତଳ ଟ୍ରାକରେ ଜଣେ ଅଜଣା ମୃତ ଦେହ ଉଦ୍ଧାର ହୋଇଛି। ଉକ୍ତ ମର ଶରୀରଟି ଜଣେ ମହିଳାଙ୍କ ହୋଇଥିବା ବେଳେ ଶରୀର […]
ଭୁବନେଶ୍ୱର: ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ପଶ୍ଚିମ ଓ ଦକ୍ଷିଣ ଓଡିଶାରେ ବୃଦ୍ଧି ପାଉଥିବା ଶିଳ୍ପ ଚାହିଦା ପୂରଣ ଦିଗରେ ପୂର୍ବତଟ ରେଳପଥ ସମ୍ବଲପୁର ନିକଟସ୍ଥ ସରଲା ଷ୍ଟେସନରେ ଏକ ପଣ୍ୟବାହୀ ଟ୍ରେନ୍ ପରୀକ୍ଷଣ ଏବଂ ରୁଟିନ୍ ମରାମତି (ROH) ସୁବିଧାକୁ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ଏବଂ ବେଙ୍ଗାଲୁରୁ ସ୍ଥିତ ଭେରି ଲାର୍ଜ ସ୍କେଲ୍ ଇନ୍ଟିଗ୍ରେସନ୍ ସୋସାଇଟି ଅଫ୍ ଇଣ୍ଡିଆ (ଭିଏସ୍ଆଇ) ମଧ୍ୟରେ ଶନିବାର ସେମିକଣ୍ଡକ୍ଟର୍ସ ଏବଂ ଭିଏଲ୍ଏସ୍ଆଇ ଡିଜାଇନ୍ କ୍ଷେତ୍ରରେ ଗବେଷଣା, ଷ୍ଟାର୍ଟଅପ୍ସ, ପ୍ରତିଭା […]
ଭୁବନେଶ୍ବର: ଆଜି ରାକ୍ଷୀ ପୂର୍ଣ୍ଣିମା ଉତ୍ସବ ଚାରିଆଡେ ଚାଲିଥିବା ବେଳେ ଏହା ଭିତରେ ଏକ ରାଜନୈତିକ ହଟଚମଟ ସୃଷ୍ଟି କରିବା ପରି ଖବର ମଧ୍ୟ ଆସିଛି। ତାହା ହେଲା ଯେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆଜି ସାକ୍ଷାତ କରିଛନ୍ତି ପୂର୍ବତନ ବିଧାୟକ […]
ଭୁବନେଶ୍ବର: ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା କଲେଜ ନିର୍ବାଚନ କରାଯିବ। ତେବେ ଚଳିତ ବର୍ଷ ନୁହେଁ ଆସନ୍ତା ବର୍ଷଠାରୁ ଏହା ନିୟମିତ କରାଯିବ। ଏହି ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।ଏ ନେଇ ସରକାରୀ ସ୍ତରରେ ଏକ ପ୍ରକାରର […]
ଭୁବନେଶ୍ୱର: ଆଜି ଭୁବନେଶ୍ୱର ସତ୍ୟନଗର ସ୍ଥିତ ଆର ଆର କନଭେନସନ ଠାରେ ରାଜ୍ୟସ୍ତରୀ ସଂଗ୍ରାମୀ କେଶରୀ ଜେନା ସ୍ମୃତିସଂସଦ ପକ୍ଷରୁ ସଂସଦର ଅଧ୍ୟକ୍ଷ ତଥା ଜୟପୁର ବିଧାୟକ ଶ୍ରୀ ତାରାପ୍ରସାଦ ବାହିନୀପତିଙ୍କ ସଭାପତିତ୍ୱରେ ପୂର୍ବତନ ପ୍ରଦେଶ ଯୁବ କଂଗ୍ରେସ ସଭାପତି ସ୍ୱର୍ଗତ […]
ଭୁବନେଶ୍ୱର: ମାନବ ସମାଜର ସୁରକ୍ଷା ପାଇଁ ପରିବେଶର ସୁରକ୍ଷା ନିତାନ୍ତ ଆବଶ୍ୟକ ଓ ପରିବେଶର ସନ୍ତୁଳନ ରକ୍ଷା କରିବା ନିମନ୍ତେ ବୃକ୍ଷରାଜି ଏବଂ ଜଙ୍ଗଲର ସୁରକ୍ଷା ଜରୁରୀ। ବୃକ୍ଷର ସୁରକ୍ଷା ନିମନ୍ତେ ଆମେ ସମସ୍ତେ ସଙ୍କଳ୍ପବଦ୍ଧ ହେବା ଜରୁରୀ ବୋଲି ଜଙ୍ଗଲ, […]
ଭୁବନେଶ୍ବର: ଆଜି ହେଉଛି ରାକ୍ଷୀ ପୂର୍ଣ୍ଣିମା। ଏହି ପବିତ୍ର ଦିନରେ ଭଉଣୀମାନେ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିଥାନ୍ତି। ଭାଇମାନେ ଭଉଣୀର ସୁରକ୍ଷା ପାଇଁ ଏହି ରାକ୍ଷୀ ବାନ୍ଧିଥାନ୍ତି। ଏହି ପବିତ୍ର ଦିନଟିକୁ ନେତ୍ରୀମାନେ ମଧ୍ୟ ହାତ ଛଡା କରିବାକୁ ଚାହିଁ ନାହାଁନ୍ତି। […]
ଭୁବନେଶ୍ୱର: ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ. ଶ୍ରୀ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା […]
ଭୁବନେଶ୍ଵର: ରବିବାର ଦିନ ରାଜ୍ୟର ୫ ଟି ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ପ୍ରତ୍ୟେକ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲ୍ଚରାଲ ସାଇନସେସ୍ (ଆଇଏଏସ୍)ରେ ୩୭ତମ ସାପ୍ତାହିକ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ର୍ରମରେ ଓୟୁଏଟିର ଅବସରପ୍ରାପ୍ତ ପ୍ରଫେସର ତଥା ରିୱାର୍ଡ ପ୍ରୋଜେକ୍ଟର ପରାମର୍ଶଦାତା ଡକ୍ଟର ଭରତ ଚନ୍ଦ୍ର ସାହୁ ମୁଖ୍ୟ […]
ଭୁବନେଶ୍ଵର: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଶଙ୍କର କ୍ରିଏସନ୍ ଦ୍ବାରା ରିଲିଜ ହେଲା ଏକ ରାକ୍ଷୀ ଭିଡିଓ “ତୋ ରାକ୍ଷୀ ପାଉଣା କରିବିନି ଊଣା” ଯେଉଁ ଭିଡିଓ ଟିକୁ ନିର୍ଦ୍ଦେଶନା ଦେଇଛନ୍ତି ନିର୍ଦ୍ଦେଶକ ବାବୁ ବାବୁ। ଏହି ଭିଡିଓ ଟି ରିଲିଜ୍ […]
ଭୁବନେଶ୍ୱର : ସର୍ବଭାରତୀୟ ଓଡିଶାନୃତ୍ୟ ଅନୁଷ୍ଠାନ ନୃତ୍ୟଧାମ ପକ୍ଷରୁ ଜାତୀୟ ସ୍ତରୀୟ ସମସ୍ତ ଲବ୍ଧପ୍ରତିଷ୍ଠିତ ଓଡିଶୀ ନୃତ୍ୟ ଗୁରୁମାନଙ୍କୁ ନେଇ ଆଗାମୀ ଅଗଷ୍ଟ ୨୦ ଓ ୨୨ ତାରିଖ ଦିନ ରବୀନ୍ଦ୍ର ମଣ୍ଡପରେ ନୃତ୍ୟଧାମର ସପ୍ତମ ଶାସ୍ତ୍ରୀୟ ନୃତ୍ୟ ଓ ଗୁରୁନମନ […]
ଭୁବନେଶ୍ୱର: ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପି ଇଡି ଅଫିସ (ପ୍ରବର୍ତନ ନିର୍ଦ୍ଦେଶାଳୟ) ସମ୍ମୁଖରେ ଆସନ୍ତା ୨୨ ତାରିଖ ଗୁରୁବାର ବିକ୍ଷୋଭ କାର୍ଯ୍ୟକ୍ରମ କରାଯିବ। ସେଥିପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଅଗଷ୍ଟ ୨୨ ତାରିଖ ଦିନ ଭୁବନେଶ୍ୱର […]
ଚିଲିକା (ସୀତାରାମ ଅଗ୍ରୱାଲ): ଅଟୋରୁ ଖସି ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ଆଜି ସକାଳେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭିକାପଡା ଗ୍ରାମର ବିପ୍ର ପାହନଙ୍କ ସ୍ତ୍ରୀ ପିତା ପାହନ (୫୨) ବିଲ କାମ କରିବାକୁ ଅଟୋ ଯୋଗେ […]
ଭୁବନେଶ୍ଵର: ଗତକାଲି ଠାରୁ ୨ ଦିନ ଧରି ବିଧାନସଭା ତରଫରୁ ଓଡିଶା ବିଧାନସଭାର ନବ ନିର୍ବାଚିତ ବିଧାୟକ ଓ ବିଧାୟିକାମାନଙ୍କ ନିମନ୍ତେ “ଜ୍ଞାନସଂସ୍କାର କାର୍ଯ୍ୟକ୍ରମ” ଆୟୋଜିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, […]
ଭୁବନେଶ୍ଵର: ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା […]
ବାଣପୁର (ସୀତାରାମ ଅଗ୍ରୱାଲ): ଘରେ ପଶି ସୁନା ଅଳଙ୍କାର ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ ଖଣତ ଗ୍ରାମର ପ୍ରଭାତ ମହାରଣା ସନ୍ଧ୍ୟା ୭ ଘଟିକାରେ ଘରୁ ବଜାରକୁ ଯାଇଥିବା ସମୟରେ ସ୍ତ୍ରୀ ଶୁଭଶ୍ରୀ ମହାରଣା ରୋଷେଇ ଘରେ […]