ଭୁବନେଶ୍ବର: ଆସନ୍ତାକାଲି ସୋମବାର ୧୯ ତାରିଖରେ ପଡୁଛି ଶ୍ରାବଣ ପୂର୍ଣ୍ଣିମା। ଏହିଦିନକୁ ରାକ୍ଷୀ ପୂର୍ଣ୍ଣିମା ମଧ୍ୟ କୁହାଯାଏ। ଏହିଦିନ ଭାଇ ହାତରେ ଭଉଣୀ ରାକ୍ଷୀ ବାନ୍ଧିଥାଏ। ହେଲେ ଚଳିତ ବର୍ଷ ରାକ୍ଷୀ ପୂର୍ଣ୍ଣିମା ଦିନ ଭଦ୍ରା କାଳ ପଡୁଥିବାରୁ ରାକ୍ଷୀ ବାନ୍ଧିବା […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ଦିନକୁ ଦିନ ନାକଟିଦେଉଳ ବନାଞ୍ଚଳରେ ହାତୀ ମୃତ୍ୟୁକୁ ନେଇ ବନ ବିଭାଗର ଚିନ୍ତାର କାରଣ ହୋଇଛି। ଗତକାଲି ରାତିରେ ନାକଟିଦେଉଳ ବନାଞ୍ଚଳ ଚରଡ଼ପଶି ନିକଟସ୍ଥ ବାବା ମଠ ନିକଟ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ […]
ଭୁବନେଶ୍ୱର: ଅଗଷ୍ଟ ୧୬ ଶିକ୍ଷକ ଦାବିଦିବସରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ପ୍ରତିନିଧି ମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଆଲୋଚନା ସକରାତ୍ମକ ଥିଲା ବୋଲି […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ଶ୍ରୀକ୍ଷେତ୍ର ବିହାର ଛକରେ ବିଭିନ୍ନ ଗାଡ଼ି ଯାଞ୍ଚ କରିବା ବେଳେ ଏକ କାର୍ କୁ ଅଟକାଇ ଯାଞ୍ଚ କରିବା ସମୟରେ କାର୍ ଭିତରୁ ୪୦ ଗ୍ରାମ ବ୍ରାଉନ ସୁଗର ଜବତ ହୋଇଛି। […]
ଭୁବନେଶ୍ବର: ବିଜେଡି ତାହାର ନୂଆ ବିଧାୟକଙ୍କୁ ଅଲଗା ପ୍ରଶିକ୍ଷଣ ଦେବ। ସରକାରୀ ସ୍ତରରେ ଆୟୋଜିତ ପ୍ରଶିକ୍ଷଣକୁ ଦଳ ବର୍ଜନ କରିଛି। ଗତକାଲି ବିଧାନସଭାରେ ଏହି ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଥିଲା। ହେଲେ କେନ୍ଦ୍ରମନ୍ତ୍ରୀଙ୍କୁ ଡକାଯାଉଥିବା ପ୍ରତିବାଦ କରି ଉଭୟ କଂଗ୍ରେସ ଓ […]
ଭୁବନେଶ୍ୱର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ୍ ଓରାମଙ୍କ ଧର୍ମପତ୍ନୀ ଶ୍ରୀମତୀ ଝିଙ୍ଗିଆ ଓରାମଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀମତୀ ପରିଡା କହିଛନ୍ତି ଯେ, ଶ୍ରୀମତୀ ଝିଙ୍ଗିଆ ଓରାମଙ୍କ ଅକାଳ ବିୟୋଗ […]
ଭୁବନେଶ୍ୱର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ୍ ଓରାମଙ୍କ ଧର୍ମପତ୍ନୀ ଶ୍ରୀମତୀ ଝିଙ୍ଗିଆ ଓରାମଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ସିଂହଦେଓ କହିଛନ୍ତି ଯେ, ଝିଙ୍ଗିଆ ଓରାମ ଜଣେ ଅତ୍ୟନ୍ତ […]
ଭୁବନେଶ୍ବର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ସେ କିଛିଦିନ ଧରି ଭୁବନେଶ୍ବର ଆପୋଲ ହସପିଟାଲରେ ଚିକିତ୍ସିତ ହେଉଥିଲେ। ହେଲେ ଶନିବାର ବିଳମ୍ବିତ ରାତିରେ ସେ […]
ଭୁବନେଶ୍ବର: ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ପାଇଁ ଆଜି ନବୀନ ନିବାସ ଲୋକାରଣ୍ୟ ହୋଇଯାଇଥିଲା। ପାଲଲହଡା, ବୋଲଗଡ଼ ବେଗୁନିଆ ବିଧାନସଭା ନିବର୍ଚନମଣ୍ଡଳୀର ସରପଞ୍ଚ, ଜିଲ୍ଲାପରିଷଦ ସଭ୍ୟ, ପଞ୍ଚାୟତ ସଭ୍ୟ, ବ୍ଲକ […]
ଭୁବନେଶ୍ବର: ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା […]
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟର (ରାଜ୍ୟ ସମ୍ମିଳନୀ କେନ୍ଦ୍ର) ରେ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ (ଏ.ଡି.ପି) ଏବଂ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ (ଏ.ବି.ପି) ସଂପର୍କିତ ଏକ ସମୀକ୍ଷା ତଥା ସଚେତନତା କର୍ମଶାଳା […]
ଭୁବନେଶ୍ବର: ପୂର୍ବତନ ମୁଖ୍ୟଶାସନ ସଚିବ ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ତାହାକୁ ସରକାର ତୁରନ୍ତ ଗ୍ରହଣ କରି ତାଙ୍କ […]
ଭୁବନେଶ୍ଵର: ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ମୋଟ 301 କିଲୋମିଟର ମଧ୍ୟରୁ 183 କିଲୋମିଟର ରେଳ ଲାଇନ ବର୍ତ୍ତମାନ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇଛି। ପ୍ରକଳ୍ପର ଶୀଘ୍ର ସମାପ୍ତ ହେବା ସୁନିଶ୍ଚିତ କରିବାକୁ ରେଳବାଇ ଉଭୟ ପାର୍ଶ୍ୱରୁ ଅର୍ଥାତ୍ ଖୋର୍ଦ୍ଧା ରୋଡ୍ […]
ଭୁବନେଶ୍ବର: ଆରମ୍ଭ ହେଲା ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର। ଓଡିଶା ବିଧାନସଭା ପରିସରରେ ଆରମ୍ଭ ହୋଇଛି ଏହି ପ୍ରଶିକ୍ଷଣ। ଆଜି ଏହାକୁ କେନ୍ଦ୍ର ସଂସଦୀୟ ମନ୍ତ୍ରୀ କିରଣ ରିଜିଜୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ନିଜର ସାଂସଦୀୟ ଅନୁଭୂତିକୁ ବିଧାୟକଙ୍କ […]
ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଖେଇ ଆସୁଥିବାରୁ କିଏ ପ୍ରାର୍ଥୀ ହେବ ସେ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଲାଗିରହିଛି। ଏହା ଭିତରେ ଏକ ବଡ ଖବର ଆସିଛି। ତାହା ହେଲା ଯେ ମମତା ମହାନ୍ତ ପୁଣି ଥରେ ରାଜ୍ୟସଭା ଯିବେ। ଏହି […]
ଭୁବନେଶ୍ୱର: କଲକତାର ରାଧା ଗୋବିନ୍ଦ କର(ଆର ଜି କର)ମେଡ଼ିକାଲ କଲେଜ ରେ ଜଣେ ସ୍ନାତକୋତ୍ତର ଡ଼ାକ୍ତରୀ ଛାତ୍ରୀ ଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ଦେଶ ବ୍ୟାପି ଆନ୍ଦୋଳନ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସାତୋଟି ସରକାରୀ ଆୟୁଷ ମହାବିଦ୍ୟାଳୟ […]
ଭୁବନେଶ଼୍ବର: ଆଜି ରାସନକାର୍ଡ ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି। ରାସନକାର୍ଡ ହିତାଧିକାରୀଙ୍କ ପାଇଁ ପୁଣିଥରେ ରାଜ୍ୟ ସରକାର ଗହମ ଯୋଗାଇଦେବେ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି। […]
ଭୁବନେଶ୍ୱର: ଅଗଷ୍ଟ ୧୬ ଶିକ୍ଷକ ଦାବି ଦିବସରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଅଣଅନୁଦାନ ପ୍ରାପ୍ତ, ଅନୁଦାନ ପ୍ରାପ୍ତ ଓ ସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଓ କର୍ମଚାରୀମାନଙ୍କର ଅନେକ ଅସମାହିତ […]
ଭୁବନେଶ୍ୱର: କଲିକତାର ଆରଜିକର ମେଡିକାଲ କଲେଜ ଆଣ୍ଡ ହସପିଟାଲ ର ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ପ୍ରସଙ୍ଗରେ ଆଜି ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ଉଦିତ ପ୍ରଧାନଙ୍କ ନେତୃତ୍ୱରେ ଏକ ମହମବତୀ ଶୋଭାଯାତ୍ରା ସତ୍ୟନଗର କାଳି ମନ୍ଦିର ଠାରୁ […]
ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଜାହାଜ ନିର୍ମାଣ ଓ ଏହାର ପୁନଃଚକ୍ରଣ ବିଷୟରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ କଲ୍ୟାଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବହୁ ପ୍ରତିକ୍ଷିତ ବ୍ରହ୍ମପୁର ପ୍ରେସ୍ କ୍ଳବ୍ ନିର୍ବାଚନ ସମାପ୍ତ ହୋଇଛି ଓ ସଦ୍ୟ ସମାପ୍ତ ନିର୍ବାଚନରେ ସଭାପତି ଭାବେ ଅଶୋକ କୁମାର ବ୍ରହ୍ମା, ଉପସଭାପତି ଭାବେ ଅଭୟ କୁମାର ପାଢୀ, ସମ୍ପାଦକ ଭାବେ ପ୍ରହଲ୍ଲାଦ ସାହୁ, […]