ଭୁବନେଶ୍ବର: ଭୁବନେଶ୍ୱର ମହାନିଗର ନିଗମର କର୍ପୋରେଟର୍ ତଥା ବିଜେଡି ନେତ୍ରୀ ଶ୍ରୀମତୀ ବନ୍ଦିତା ପାଲ ନିଜ ଜସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ଏଥିସହିତ ରାୟଗଡା ଜିଲ୍ଲା ବିଜେଡିର ବରିଷ୍ଠ ସଂଗଠକ ଶ୍ରୀ ୟାଲା ଭେଙ୍କେଟେଶ୍ୱର […]
ଭୁବନେଶ୍ୱର: ଭାରତୀୟ ତୈଳ ନିଗମର ନିର୍ଦ୍ଦେଶକ (ଯୋଜନା ଓ ବାଣିଜ୍ୟ ବିକାଶ) ସୁଜୟ ଚୌଧୁରୀ ଶୁକ୍ରବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଶ୍ରୀ ଚୌଧୁରୀ ମୁଖ୍ୟମନ୍ତ୍ରୀଙ୍କୁ ନିଗମ ପକ୍ଷରୁ […]
ଭୁବନେଶ୍ବର: ଆଜି ଅପରାହ୍ନରେ ଓଡିଶା ପୋଲିସ ଡିଜି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଯୋଗେସ ବାହାଦୂର ଖୁରାନିଆ। ଆଜି କଟକସ୍ଥିତ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ସେ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି। ବର୍ତ୍ତମାନ କାମଚଳା ଡିଜି ଥିବା ଅରୁଣ ଷଡଙ୍ଗୀଙ୍କଠାରୁ ସେ […]
ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ନିକଟରେ ଚାରି ଦିନିଆ ଦିଲ୍ଲୀ ଗସ୍ତର ଶେଷ ଦିନରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଯୋଗାଣ ଓ ସାଧାରଣ ବଣ୍ଟନ, […]
ଭୁବନେଶ୍ୱର: ରାଷ୍ଟ୍ରଭକ୍ତିର ଅଫୁରନ୍ତ ମହକରେ ଏମ୍ସ ଭୁବନେଶ୍ୱରରେ ପାଳିତ ହୋଇଛି ୭୮ତମ ସ୍ୱାଧୀନତା ଦିବସ। ଏହି ଜାତୀୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଡ. […]
ନୂଆଦିଲ୍ଲୀ: ୨୦୨୨ ବର୍ଷ ପାଇଁ ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଘୋଷଣା ପୂର୍ବରୁ ଚଳଚ୍ଚିତ୍ର ପୁରସ୍କାରର ବିଚାରକ ମଣ୍ଡଳୀ ଆଜି ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀଙ୍କୁ ପୁରସ୍କାର […]
ଭୁବନେଶ୍ବର: ଶେଷରେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ସେ ଏକ ମେଲ ଜରୀଆରେ ଏଆଇସିସି ସଭାପତିଙ୍କୁ ତାଙ୍କର ଇସ୍ତଫା ପତ୍ର ପଠାଇଦେଇଛନ୍ତି। ସେ ସମୀକ୍ଷାକୁ କହିଛନ୍ତି ଯେ, ମୋତେ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ବଧୁ ହତ୍ୟା ମାମଲାରେ ଶାଶୁ ଶଶୁରକୁ ଗିରଫ କରିଛି ବାଲୁଗାଁ ପୋଲିସ।ଖବର ମୁତାବକ ଚଳିତ ମାସ ୧୩ ତାରିଖରେ ବାଲୁଗାଁ ଥାନା ଅନ୍ତର୍ଗତ ଧୂଆଁଳ ଗ୍ରାମରେ ବଧୁ ହତ୍ୟା ନେଇ ମୃତକଙ୍କ ବାପା ଥାନାରେ ଅଭିଯୋଗ […]
ଭୁବନେଶ୍ବର: ଭାରତୀୟ ହକି ଦଳ ର ଓଡ଼ିଆ ଖେଳାଳୀ ଶ୍ରୀ ଅମିତ ରୋହିଦାସ ଙ୍କୁ ଆଜି ବିରୋଧୀ ଦଳନେତା ଶ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରେ ସମ୍ବର୍ଦ୍ଧିତ କରିଛନ୍ତି।ଅମିତଙ୍କୁ ରୁପା ତାରାକାସି କାମର ରଥା ରୁଢ଼ ଜଗନ୍ନାଥ, ବଲଭଦ୍ର ଓ ସୁଭଦ୍ରାଙ୍କ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଉତ୍ସାହର ସହ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସୋଆର ଛାତ୍ରଛାତ୍ରୀ, ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ ଏବଂ ସିକ୍ୟୁରିଟି ସୁରକ୍ଷା […]
ଚିଲିକା (ସୀତାରାମ ଅଗ୍ରୱାଲ): ସ୍ୱାଧୀନତା ଦିବସ ଅବସରରେ ଭୀରତୀୟ ନୌସେନାର ପ୍ରଶିକ୍ଷଣ ଅନୁଷ୍ଠାନ ଆଇଏନଏସ ଚିଲିକାରେ ନୂତନ କମାଣ୍ଡିଂ ଅଫିସର ତଥା ଓଡିଶା ଇନଚାର୍ଜ ନାଭାଲ ଅଫିସର ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ବି ଦୀପକ ଅନୀଲ। କମୋଡର ବି ଦୀପକ ଅନୀଲ […]
ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୨୦ ରୁ ୨୫ ତାରିଖ ପର୍ଯ୍ୟନ୍ତ ଇଣ୍ଡୋନେସିଆର ପେକାନ୍ବାରୁ ସିଟି ସହରରେ ଆୟୋଜିତ ହେବାକୁ ଥିବା ଇନ୍ଟରନ୍ୟାସ୍ନାଲ୍ ଚ୍ୟାଲେଞ୍ଜ ପ୍ରତିଯୋଗିତାରେ ଭାଗ ନେବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଇଞ୍ଜିନିୟରିଂ ଛାତ୍ର ଅମ୍ରିତ୍ ମହାନ୍ତି। ସୋଆ ପରିଚାଳିତ […]
ଭୁବନେଶ୍ବର: ପ୍ୟାରିସ୍ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଶ୍ରୀ ଅମିତ୍ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍ଙ୍କୁ […]
ଭୁବନେଶ୍ବର: ପଶ୍ଚିମବଙ୍ଗ କଲିକତା ସ୍ଥିତ ଆରଜି କର ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଗତ୯ତାରିଖ ରାତ୍ରି ରେ କର୍ତ୍ତବ୍ୟ ରତ ସ୍ନାତକୋତ୍ତର ଡ଼ାକ୍ତରୀ ଛାତ୍ରୀ ଡା ମୌମିତା ଦେବନାଥ ଙ୍କୁ ବଳାତ୍କାର ଓ ହତ୍ୟା ପ୍ରତିବାଦରେ ନିରବ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। […]
ଭୁବନେଶ୍ଵର: ଦେଶର ୭୮ ତମ ସ୍ୱାଧୀନତା ଦିବସ ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ ଉନ୍ନତି ଭବନ ପରିସରରେ ଆୟୋଜିତ ଏକ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବରିଷ୍ଠ ଅଧିକାରୀ […]
ଭୁବନେଶ୍ଵର: ଅଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ଲୋକସେବା ଭବନ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଦୀର୍ଘ ପାଞ୍ଚ ଦଶନ୍ଧି […]
ଭୁବନେଶ୍ବର: ପୂର୍ବରୁ ଯେଉଁ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା ତାହା ସତ ହେଲା। ଶେଷରେ ୱାଇ ବି ଖୁରାନିଆ ହେଲେ ଓଡିଶା ପୋଲିସ ଡିଜି। ଏ ନେଇ ଆଜି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ସୂଚନା ପ୍ରଦାନ କରାଯାଇଛି। ନିକଟରେ ଖୁରାନିଆ କେନ୍ଦ୍ରୀୟ […]
ଭୁବନେଶ୍ବର: ଆସନ୍ତା ଦୁଇଟି ସୋମବାରରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ପ୍ରଦାନ କରାଯାଇଛି। ସେହି ଅନୁସାରେ ଅଗଷ୍ଟ ୧୯ ଏବଂ ଅଗଷ୍ଟ ୨୬ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ […]
ବ୍ରହ୍ମପୁର: ଗଞ୍ଜାମ ବ୍ରହ୍ମପୁର ସ୍ଥିତ କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟ ଓ ହସ୍ପିଟାଲ ର ୪୭ତମ ପ୍ରତିଷ୍ଠା ଦିବସ ଦୁଇ ଦିନ ଧରି ଏକ ମନୋଜ୍ଞ ଓ ଆକର୍ଷଣୀୟ ପରିବେଶରେ ଆୟୋଜିତ ହୋଇଯାଇଛି। ଏହାକୁ କଲେଜ ର ଅଧ୍ୟକ୍ଷ […]
ଭୁବନେଶ୍ବର: ଶେଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୫ଦିନ ଯାଏ ଲଗାତର ବର୍ଷା ଜାରୀ ରହିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ […]
ଛତ୍ରପୁର: ଗଂଜାମ ଜିଲ୍ଲା ରାଜ୍ୟ ସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଆଇନ, ପୁର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ଛତ୍ରପୁରଠାରେ ଆୟୋଜିତ ଏକ ରଂଗାରଂଗ କାର୍ଯ୍ୟକ୍ରମରେ ସେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହିତ ସେ […]