ରଣପୁର: ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ବାହୁଡା ଯାତ୍ରାରେ ଆଜି ଅନୁକୂଳ ପାଗ ଯୋଗୁ ଲକ୍ଷାଧିକ ଜନସମାଗମ ହୋଇଥିବା ଦେଖିବାକୁ ମିଳିଛି। ଗୁଣ୍ଡିଚା…
ରାଜ୍ୟ ଖବର
ଖୋର୍ଦ୍ଧା: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପକ୍ଷରୁ ଖୋର୍ଦ୍ଧା ଟାଉନ୍ ହଲ୍ ଠାରେ ଆଞ୍ଚଳିକ ଗଣମାଧ୍ୟମ…
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ବ୍ରହ୍ମପୁର ସହର ଉପକଣ୍ଠ ଦିଗପହଣ୍ଡି ଥାନା ଅନ୍ତର୍ଗତ ଅନନ୍ତେଇ ଗ୍ରାମର ସୁଶାନ୍ତ ରେଡ଼ି ନିଜ ଦୋକାନ ବନ୍ଦ କରି ଘରକୁ ଗଲା…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ପୂର୍ବାହ୍ନରେ ବାଲୁଗାଁ ଶିଙ୍ଗେଶ୍ୱର ନିକଟରେ ଏକ ପାର୍କରେ କିଛି ଶ୍ରମିକ କାମ କରୁଥିବା ବେଳେ ହଠାତ ଜଣେ ଶ୍ରମିକ କାର୍ଯ୍ୟରତ ସମୟରେ…
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି ମହାବିଦ୍ୟାଳୟ ନିକଟରେ ଭୟାବହ ଦୁର୍ଘଟଣା ପରେ ଫେରାର ହୋଇ ଯାଇଥିବା ଓଏସଆରଟିସି ବସ୍ ର ଚାଳକ…
ପୁରୀ: ବିଶ୍ବାସ ରହିଛି ଆଡପ ମଣ୍ଡପରେ ତିନିଠାକୁରଙ୍କୁ ଦର୍ଶନ କଲେ କୋଟି ଜନ୍ମ ପାପରୁ ମିଳିଥାଏ ମୁକ୍ତି। ସେଥିପାଇଁ ଜନ୍ମ ବେଦୀରେ ତିନିଠାକୁରଙ୍କୁ ଦର୍ଶନ କରିବା ପାଇଁ…
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟ ଗୁଣ୍ଡିଚା ନଗର ନିକଟରେ କୁନା ଡାକୁଆ ନାମକ ଜଣେ ଯୁବକକୁ ଲଙ୍କା ଗୁଣ୍ଡ ଫିଙ୍ଗି…
ପୁରୀ: ନିଜ ଘରକୁ ଯିବା ପାଇଁ ତିନିଠାକୁର ଆକୁଳ। ସେଥିପାଇଁ ନିର୍ଦ୍ଧାରିତ ସମୟର ପ୍ରାୟ ଚାରି ଘଣ୍ଟା ପୂର୍ବରୁ ଶେଷ ହୋଇଗଲା ପ୍ରଭୃଙ୍କ ପହଣ୍ଡି ନୀତି। ଆଜି…
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ପୁରୀରେ ଗୁଣ୍ଡିଚା ମନ୍ଦିର ନିକଟରେ ଜୁନ ୨୧ ତାରିଖରୁ ଆରମ୍ଭ ହୋଇଥିବା ଜିଓ ଷ୍ଟଲରେ ଜିଓର ଭରଚୁଆଲ ରିଆଲିଟି ଉପକରଣ ଜିଓ…
ଭୁବନେଶ୍ଵର: ଜୀ-ସାର୍ଥକରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ସାନ ପିଲାଙ୍କ ପାଇଁ ଓଡିଶାର ସବୁଠାରୁ ବଡ ସିଂଗିଙ୍ଗ ରିୟାଲିଟି ସୋ ‘ସାରେଗାମାପା ଲିଟିଲ ଚାମ୍ପ ୨୦୨୩ -…
ପୁରୀ: ଆରମ୍ଭ ହେଲା ବାହୁଡା ପହଁଣ୍ଡି। ନଅ ଦିନର ଲୀଳା ଶେଷ କରି ତିନିଠାକୁର ଫେରିବେ ଶ୍ରମନ୍ଦିର। ସେଥିପାଇଁ ଆଜି ସେବକମାନେ ପୂର୍ବନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ…
ପୁରୀ: ବାହୁଡା ଯାତ୍ରାର ଏକ ଅନନ୍ୟ ପରଂପରା ହେଉଛି ତିନିଠାକୁରଙ୍କ ମାଉସୀମା ମନ୍ଦିରରେ ପୋଡପିଠା ଖିଆ। ଏହି ପରଂପରା କାହିଁ କେଉଁ କାଳରୁ ପ୍ରଚଳିତ ହୋଇ ଆସୁଛି।…
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଟାଉନ ଥାନା ପୋଲିସ ଏକ ବଡ ଡକାୟତ ଯୋଜନାକୁ ପଣ୍ଡ କରିବା ସହ ପାଞ୍ଚ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
ପୁରୀ: ଆସନ୍ତ।କାଲି ବୁଧବ।ରରେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡିବେ ତିନିଠାକୁର। ସେଥିପ।ଇଁ ପ୍ରଶାସନ ତରଫରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି। ନଅ ଦିନର ଯାତ୍ରା ଶେଷ କରି ପ୍ରଭୃ ରତ୍ନବେଦୀରେ…
ଭୁବନେଶ୍ୱର: ଭୁବନେଶ୍ୱର ସହର ଏହାର ଐତିହାସିକ ତଥା ସାଂସ୍କୃତିକ ଐତିହ୍ୟକୁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଉଜ୍ଜୀବିତ କରିବା ନିମନ୍ତେ ଆରମ୍ଭ ହୋଇଥିବା ଏକାମ୍ର ପ୍ରକଳ୍ପ ଭୂମିପୂଜନ ସମାରୋହ…
ଭୁବନେଶ୍ୱର: ଆଜି ଭୁବନେଶ୍ୱର ରାଜଭବନରେ କବି ଅଶୋକ କୁମାର ପଟ୍ଟନାୟକଙ୍କ ପ୍ରଥମ କବିତା ସଂକଳନ “ତମିସ୍ରାର ନୀଳଜହ୍ନ ମହାମହିମ ରାଜ୍ୟପାଳ ଗଣେଶୀ ଲାଲଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି।…
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପକ୍ଷରୁ ଆଜି ମାନ୍ୟବର କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ନ୍ୟାୟିକ ସେବାର ଶିକ୍ଷାନବିସମାନଙ୍କ ପାଇଁ ଏକ ଦିଗ୍ଦର୍ଶନ କାର୍ଯ୍ୟକ୍ରମ…
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଓଡ଼ିଶା ରାଜ୍ୟ ସାମ୍ବାଦିକ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ସାମ୍ବାଦିକ ସଂଘ ତରଫରୁ ସାମ୍ବାଦିକମାନଙ୍କ ବିଭିନ୍ନ ସମସ୍ୟା ଗୁଡିକର ସମାଧାନ ପାଇଁ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବରିଷ୍ଠ ଓଡିଶା ପ୍ରଶାସନିକ ସେବା ଅଧିକାରୀ ନବରଙ୍ଗପୁରର ପୂର୍ବତନ ସହକାରୀ ଉପ- ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ରାଉତଙ୍କୁ…
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଗିରିସୋଲା ଗ୍ରାମ ମୁଖ୍ୟ ରାସ୍ତା ପୁରୁଣା ଆନ୍ତଃ ରାଜ୍ୟ ତନଖି ଫାଟକ ନିକଟ ଏକ ପରିତ୍ୟକ୍ତ ଘରୁ…
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଦିଗପହଣ୍ଡି ବନାଞ୍ଚଳ ଅଧିକାରୀ କାହ୍ନୁଚରଣ ପଟ୍ଟନାୟକଙ୍କ କାର୍ଯ୍ୟାଳୟରେ ଦୁର୍ନୀତି ନିବାରଣ ବିଭାଗର ଚଢ଼ାଉ ଜାରି ରହିଛି। ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ…

