ଭୁବନେଶ୍ବର: ଗତକାଲି ଆଉ ୨ଲକ୍ଷ ୨୭ ହଜାର ୭୫୦ ଡୋଜ୍ କୋଭିସିଲ୍ଡ ଟିକା ଓଡ଼ିଶାରେ ପହଞ୍ଚିଛି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ପୁନେସ୍ଥିତ ସେରମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆରୁ ଏହି ଟିକା ଭୁବନେଶ୍ୱରରେ ପହଞ୍ଚିଥିଲା। ଏହି ଟୀକା ଧାର୍ଯ୍ୟ ତାରିଖରୁ ଆଗୁଆ […]
ଭୁବନେଶ୍ବର, ପ୍ରତିବର୍ଷ ଜୁନ ପାଞ୍ଚ ତାରିଖକୁ ବିଶ୍ବ ପରିବେଷ ଦିବସ ଭାବେ ପାଳନ କରାଯାଇଥାଏ। ସେହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଟୁଇଟରରେ ନବୀନ ନିବାସରେ ଗଛ ଲଗାଉଥିବାର ଏକ ଫଟୋ ସେୟାର କରିଛନ୍ତି। ଏଥିସହିତ ସେ ରାଜ୍ୟବାସୀଙ୍କୁ ତାଙ୍କର […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୯୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୭ ହଜାର ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୩୯୨୧ ଜଣ […]
ଭୁବନେଶ୍ବର, ଏହି ମାସରେ 22ଟି ଜିଲ୍ଲାରେ ଟିକାକରଣ ଆରମ୍ଭ କରିବାକୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମାହାପାତ୍ର ଚିଠି ଲେଖିଛନ୍ତି। ସେ କହିଛନ୍ତି ଯେ, 22 ଜିଲ୍ଲାରେ 18 ରୁ 44 ବର୍ଷ ମଧ୍ୟରେ ସମସ୍ତଙ୍କୁ ପ୍ରଥମ ଡୋଜ […]
ଭୁବନେଶ୍ବର: କରୋନା ଯୋଗୁଁ ଯୁକ୍ତ ୨ ପରୀକ୍ଷାକୁ ରାଜ୍ୟ ସରକାର ବାତିଲ କରିଛନ୍ତି। ବର୍ତ୍ତମାନ ଛାତ୍ରଛାତ୍ରୀମାନଙ୍କ ମୂଲ୍ୟାୟନକୁ ନେଇ ରାଜ୍ୟ ସରକାର ଚିନ୍ତିତ ଅଛନ୍ତି। ଯୁକ୍ତ ୨ ପରୀକ୍ଷା ମୂଲ୍ୟାୟନ ପରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉପରେ ଯେପରି କୌଣସି ଖରାପ ପ୍ରଭାବ […]
ନୂଆଦିଲ୍ଲୀ: ଟୀକାକୁ ନେଇ ଏକ ଭଲ ଖବର ମିଳିଛି। ଦୁଇଟି ଡୋଜ ଟୀକା ନେଇଥିବା ବ୍ୟକ୍ତିଙ୍କ ପ୍ରତି କରୋନା ଘାତକ ହୋଇପାରୁନି। ଉଭୟ ଡୋଜ ଟୀକା ନେଇଥିବା ବ୍ୟକ୍ତି ସଂକ୍ରମଣ ହେଉଥିଲେ ମଧ୍ୟ ଜୀବନ ପରାଇ ବିପଦ ସୃଷ୍ଟି କରୁନାହିଁ। ସେମାନେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭ ହଜାର ୬୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଅନୁଗୁଳରୁ ୯୬୬, ଖୋର୍ଦ୍ଧାରୁ ୭୪୭, ସୁନ୍ଦରଗଡରୁ ୭୨୧, ବାଲେଶ୍ବରରୁ […]
ଭୁବନେଶ୍ୱର: ଜାତୀୟ କ୍ୟାନ୍ସର ସରଭାଇଭର ଦିବସ ପ୍ରତିବର୍ଷ ଜୁନ ମାସ ପ୍ରଥମ ରବିବାର ପାଳନ କରାଯାଏ। ଏହି ଦିବସ ଦର୍ଶାଇଥାଏ ଯେ “କର୍କଟ ରୋଗ ଚିହ୍ନଟ ପରେ ମଧ୍ୟ ଜୀବନର ବାସ୍ତବତା ରହିଥାଏ”। ଜାତୀୟ କ୍ୟାନ୍ସର ସରଭାଇଭର ଦିବସ ଫାଉଣ୍ଡେସନ କର୍କଟରୁ ସୁସ୍ଥ […]
ଭୂବନେଶ୍ଵର: ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟର ଆନୁକୂଲ୍ୟରେ ବିଶ୍ଵ ପରିବେଶ ଦିବସ ଅବସରରେ ଏକ ଅନ୍ ଲାଇନ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ, ଇଂରାଜୀ, ହିନ୍ଦୀ ଭାଷାରେ ସମାନ୍ତରାଳ ଭାବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୪୦ ରୁ ଅଧିକ […]
ଭୁବନେଶ୍ବର, ଭୁବନେଶ୍ୱର ମହାନଗର ନିଗମର ନର୍ଥ ଜୋନ୍ରେ ଆରମ୍ଭ ହୋଇଛି ବ୍ୟବସାୟୀ ମାନଙ୍କର ସାମୁହିକ କୋଭିଡ଼୍ ପରୀକ୍ଷା । କମିଶନର ସଞ୍ଜୟ କୁମାର ସିଂହଙ୍କ ଅନୁମତି କ୍ରମେ ବ୍ୟବସାୟୀ ମାନଙ୍କର କୋଭିଡ଼୍ ପରୀକ୍ଷଣକୁ ଆଜି ଆରମ୍ଭ କରାଇଛନ୍ତି ବି ଏମ୍ ସି […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୯୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୮୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର, ଆଜି ଭୁବନେଶ୍ୱର ମହାନଗର ନିଗମ ବା ବିଏମସି ସୀମା ମଧ୍ୟରେ ଥିବା ସହରାଂଚଳ ଆଶ୍ରୟସ୍ଥଳୀରେ ହୋଇଛି ଟିକାକରଣ । କମିଶନର ସଞ୍ଜୟ କୁମାର ସିଂହ ଏହି ଟିକାକରଣକୁ କରିବାକୁ ସମ୍ପୃକ୍ତ ଜୋନାଲ୍ ଡ଼େପୁଟି କମିଶନରମାନଙ୍କୁ ନିର୍ଦ୍ଦେଶ ଦେବାପରେ ଆଜି ଏହି […]
ଭୁବନେଶ୍ୱର, ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଏକ ସାମ୍ବାଦିକ ସମ୍ମିଳନୀରେ ନୀତି ଆୟୋଗଙ୍କ ଏସ୍ଡିଜି ରିପୋର୍ଟରେ ଓଡ଼ିଶାର ମୂଲ୍ୟାୟନକୁ ନେଇ ମତ ରଖିଥିଲେ। ତାଙ୍କ ମତରୁ ସ୍ପଷ୍ଟ ବାରିହେଲା ଯେ ଏହା ତାଙ୍କର ଏକ ପ୍ରକାରର ପ୍ରଳାପ। ବିଜେପି ନେତ୍ରୀଙ୍କ ପାଇଁ […]
ସୀତାରାମ ଅଗ୍ରୱାଲ ଚିଲିକା: ବିଶ୍ୱ ପ୍ରସିଦ୍ଧ ଚିଲିକା ହ୍ରଦକୁ ଘେରି ମୁକ୍ତ କରିବା ପାଇଁ ଓଡିଶା ଉଚ୍ଚ ନ୍ୟାୟଳୟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଉଚ୍ଚ ନ୍ୟାୟଳୟଙ୍କ ଆଦେଶକୁ ପୂରଣ କରିବା ପାଇଁ କ୍ରମାଗତ ଭାବେ ଉଦ୍ୟମ ଜାରି ରଖିଛି। […]
ଭୁବନେଶ୍ବର: ଆସନ୍ତା ସୋମବାରରୁ ରାଜଧାନୀ ଭୁବନେଶ୍ବରରେ ସ୍ଵତନ୍ତ୍ର ଟୀକାକରଣ ଅଭିଯାନ ଆରମ୍ଭ ହେବ। ୧୮ ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କ ପାଇଁ ସ୍ଵତନ୍ତ୍ର ଟୀକାକରଣ ଅଭିଯାନ ଆରମ୍ଭ ହେବ। ଏହି ବର୍ଗର ବ୍ୟକ୍ତିଙ୍କ ପାଇଁ ଉଭୟ ପ୍ରଥମ ଓ ଦ୍ଵିତୀୟ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୫୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଯୁକ୍ତ ୨ ପରୀକ୍ଷା ମୂଲ୍ୟାୟନ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ୧୫ ଦିନ ଭିତରେ ଏନେଇ ଏକ ବିଶେଷଜ୍ଞ ଟିମ ଗଠନ ହେବ। ବିଶେଷଜ୍ଞ କମିଟିରେ ବିଶିଷ୍ଠ ଶିକ୍ଷାବିତ ଓ ସିଏଚଏସଇ କର୍ତ୍ତୁପକ୍ଷ ରହିବେ। ସିବିଏସଇ […]
ଭୁବନେଶ୍ବର: ଆଜି ରାଜ୍ୟରେ ୭ ହଜାର ୩୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୪୧୬୯ ଜଣ […]
ଭୁବନେଶ୍ୱର, ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନର ଅର୍ଥ ଜମାକରି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ବାସ୍ତବ ଜମା ରାଶିର ପରିମାଣ ନିରୁପରଣ ନିମନ୍ତେ ସଂପୃକ୍ତ ଜମାକାରୀମାନଙ୍କଠାରୁ ଅନ୍ଲାଇନ୍ରେ ଦାବି ଦରଖାସ୍ତ ଆହ୍ୱାନ ନିମନ୍ତେ ଓଡ଼ିଶା ସରକାରଙ୍କର ଏକ ନୂତନ ୱେବ୍ସାଇଟ୍ […]
ଭୁବନେଶ୍ୱର, କେଜ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି । ସଂପ୍ରତି କେଜ କଲଚରକୁ ଜଳଭଣ୍ଡାରରେ ମାଛଚାଷର ଭବିଷ୍ୟତ ବୋଲି ବିବେଚନା କରାଯାଉଛି । କେଜ କଲଚର ମାଧ୍ୟମରେ ରାଜ୍ୟରେ ଥିବା ଜଳଭଣ୍ଡାରଗୁଡ଼ିକରୁ ବର୍ଷକୁ ୧ ଲକ୍ଷ […]