ଭୁବନେଶ୍ୱର: ସୋମବାର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ପାରାଦ୍ୱୀପ ଠାରୁ ୫୩୦ କି.ମି ଦୂରରେ କେନ୍ଦ୍ରିଭୂତ ହୋଇଥିବା ଘୂର୍ଣ୍ଣିଝଡ “ୟଶ୍” ଉତ୍ତର-ଉତ୍ତର ପଶ୍ଚିମ ଦିଗ ଆଡକୁ ମୁହାଁଇବ ଏବଂ ମେ ୨୬ ତାରିଖ ପୂର୍ବାହ୍ନରେ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଏବଂ ବାଲେଶ୍ୱର […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧ ହଜାର ୬୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୪୦୭, ସୁନ୍ଦରଗଡରୁ ୧୨୦୬, କଟକରୁ ୧୧୮୦, ଅନୁଗୁଳରୁ […]
ଭୁବନେଶ୍ବର: ବାତ୍ୟାକୁ ନେଇ ୩ ଟି ଜିଲ୍ଲାରେ ତିନି ଦିନ ପାଇଁ ଟୀକାକରଣ ବନ୍ଦ ରହିବ। ୨୫, ୨୬ ଏବଂ ୨୭ ତାରିଖରେ ୩ ଟି ଜିଲ୍ଲାରେ ଟୀକାକରଣ ବନ୍ଦ ରହିବ। ବାଲେଶ୍ଵର, ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାରେ କୋଭିଡ ପରୀକ୍ଷା ସହ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯୦୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୬୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲକୁ ସମ୍ମାନଜନକ ନ୍ୟାସନାଲ ଆକ୍ରେଡିସନ ବୋର୍ଡ ଫର ହସ୍ପିଟାଲ୍ସ ଆଣ୍ଡ ହେଲଥକେୟାର ପ୍ରୋଭାଇଡର୍ସ (ଏନଏବିଏଚ) ସ୍ୱୀକୃତି ପ୍ରାପ୍ତ ହୋଇଛି। ଗତ ମେ ୧୩ ତାରିଖରୁ […]
ଭୁବନେଶ୍ବର, ମହାମାରୀ ସମୟରେ ଅମ୍ଳଜାନ ଅଭାବ ଥିବା ରାଜ୍ୟମାନଙ୍କୁ ପର୍ୟ୍ୟାପ୍ତ ପରିମାଣର ଅମ୍ଳଜାନ ସହାୟତା ଏବଂ ରିଲିଫ୍ ଯୋଗାଇବା ପାଇଁ ଭାରତୀୟ ରେଳବାଇ ଦେଶର ବିଭିନ୍ନ ପ୍ରାନ୍ତରୁ ଅମ୍ଳଜାନ ଏକ୍ସପ୍ରେସ ସ୍ପେଶାଲ ଟ୍ରେନ୍ ଚଳାଚଳ କରୁଅଛି। ଜାତୀୟ ପରିବହନକାରୀ ଭାରତୀୟ ରେଳବାଇ ଦ୍ୱାରା […]
ଭୁବନେଶ୍ବର, ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର। ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ଆସୁଥିବା ବାତ୍ୟା ପରିପ୍ରେକ୍ଷୀରେ ଲୋକମାନଙ୍କ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ସତର୍କ କରି ମୁଖ୍ୟମନ୍ତ୍ରୀ […]
ଭୁବନେଶ୍ବର, ପାଞ୍ଚ ଜଣ ବରିଷ୍ଠ ଆଇଏସଙ୍କ ପରି ବରିଷ୍ଠ ଆଇପିଏସଙ୍କୁ ମଧ୍ୟ ପ୍ରଭାବିତ 5ଟି ଜିଲ୍ଲାର ଦାୟିତ୍ବ ଦିଆଯାଇଛି। ଏ ନେଇ ପୋଲିସ ମହାନିର୍ଦ୍ଦେଶକଙ୍କ ଅଫିସରୁ ଏକ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ସେମାନେ ପ୍ରଭାବିତ ଜିଲ୍ଲାରେ କିପରି ବାତ୍ୟା ମୁକାବିଲା କରିବେ […]
ଭୁବନେଶ୍ବର, ଆଜି ମଧ୍ୟାହ୍ନରୁ ଭୁବନେଶ୍ବର କଟକ ସମେତ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି। ମୁଖ୍ୟତଃ ଉପକୂଳବର୍ତ୍ତି ଜିଲ୍ଲାମାନଙ୍କରେ ଆଜି ମଧ୍ୟାହ୍ନରୁ କଳାହାଣ୍ଡିଆ ମେଘ ଆସି ଅନ୍ଧାର କରିଦେଇଛି। କିଛି ସମୟ ପରେ ବର୍ଷା ସହିତ କୋହଲା ପବନ ମଧ୍ୟ […]
ଭୁବନେଶ୍ବର, ତଳିଆ ଅଞ୍ଚଳରେ ଥିବା ଲୋକଙ୍କୁ ଶିଘ୍ର ସ୍ଥାନାନ୍ତରିତ କର। କୌଣସି ବିଳମ୍ବ ନ କରି ଏହି ନେଇ ପଦକ୍ଷେପ ନିଅ। ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏହିପରି ଏକ ଜରୁରୀ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ଏହି ଜରୁରୀ ବାର୍ତ୍ତାରେ ଏସଆରସି ତଥା […]
ଭୁବନେଶ୍ବର: ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସେଥିପାଇଁ ଅଧିକ ପ୍ରଭାବିତ ହେଉଥିବା ୫ ଟି ଜିଲ୍ଲାକୁ ୫ ଜଣ ଆଇଏଏସଙ୍କୁ ଦାୟିତ୍ଵ ଦିଆଯାଇଛି। ଆଇଏଏସ ଅଧିକାରୀ ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡା ଦାୟିତ୍ଵ ଦିଆଯାଇଥିବା ବେଳେ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଳକ ଅଞ୍ଚଳରେ କରୋନା କଟକଣାକୁ ଫୁ କରି ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାରଙ୍କ ନାଗିନ୍ ନୃତ୍ୟକୁ ନେଇ ଏବେ ଜୋରଦାର ଚର୍ଚ୍ଚା। କରୋନା ମହାମାରୀକୁ ନେଇ ସମଗ୍ର ବିଶ୍ୱ ଆତଙ୍କିତ ଥିବା ବେଳେ […]
ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ଏକ ବଡ ସଫଳତା ମିଳିଛି। ବେଆଇନ ଗୋରୁ ଚାଲାଣ କରୁଥିବା ଏକ କଣ୍ଟେନରକୁ ପୋଲିସ ଜବତ କରିଛି। ସେଥିରେ ୪୫ ଟି ଗୋରୁଙ୍କୁ ପୋଲିସ ଉଦ୍ଧାର କରିବା ସହ ଡ୍ରାଇଭରକୁ ଗିରଫ କରିଛି। ସୂଚନା […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଗତକାଲି ସଟଡାଉନ ରାତିରେ ଲୁଟେରାମାନେ ସକ୍ରିୟ ହୋଇଥିବା ଦେଖାଯାଇଛି। ଏଟିଏମ ମେସିନ୍ ଭାଙ୍ଗି ଟଙ୍କା ଲୁଟିନେବାକୁ ଲୁଟେରା ଉଦ୍ୟମ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ କାଳୁପଡାଘାଟ ଗଣେଶ ବଜାରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ସଟ୍ ଡାଉନ ଯୋଗୁଁ […]
ଭୁବନେଶ୍ବର: ଆଜି ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇପାରନ୍ତି। ସେପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ତିନୋଟି ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ସାମ୍ଭାବ୍ୟ ବାତ୍ୟାକୁ ନେଇ […]
ଭୁବନେଶ୍ବର: ବଙ୍ଗୋପସାଗରରେ ସକାଳ ୫ ଟା ୩୦ରେ ସୃଷ୍ଟ ଲଘୁଚାପ ବାତ୍ୟା ରୂପ ନେଇଛି। ଗତ ୬ ଘଣ୍ଟା ଯାଏଁ ସମୁଦ୍ର ଭିତରେ ଏହା ଗତି କରିନ ଥିବା ବେଳେ ବର୍ତ୍ତମାନ ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ତେବେ […]
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଯୋଗୁଁ ୧୦ଟି ଜିଲ୍ଲାରେ ଲକଡାଉନ କଟକଣାକୁ କୋହଳ କରାଯାଇଛି। ୧୦ ଟି ଜିଲ୍ଲାରେ କଟକଣାକୁ ୨ ଘଣ୍ଟା କୋହଳ କରାଯାଇଛି। ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରେ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୫୧୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୧ ହଜାର ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୬୧୯୩ ଜଣ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା ‘ୟାସ’ ଜନିତ ପରିସ୍ଥିତିର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ଓ ଯୋଜନାର ସମୀକ୍ଷା କରିଛନ୍ତି। ଏଥିରେ ସେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରୀୟ ମନ୍ତ୍ରଣାଳୟ ଏବଂ ସଂସ୍ଥାର ପ୍ରତିନିଧିମାନଙ୍କ […]
ଭୁବନେଶ୍ବର, ଆସନ୍ତା ୨୬ତାରିଖ ଦିନ ପୂର୍ବ ଉପକୂଳରେ ମାଡ ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ’ ପ୍ରଭାବର ମୁକାବିଲା ନିମନ୍ତେ ସଶସ୍ତ୍ର ସେନା ପ୍ରସ୍ତୁତି ଆରମ୍ଭ କରିଦେଇଛି । ଭାରତୀୟ ବାୟୁସେନା ଦ୍ୱାରା ୯୫୦ଜଣ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ ବା […]