ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଦେଶବ୍ୟାପୀ ସ୍ଵାଧୀନତା ଦିବସ ମହାଧୂମଧାମରେ ପାଳିତ ହୋଇଯାଇଛି। ସମଗ୍ର ଦେଶ ଉତ୍ସବମୁଖର ଥିବା ବେଳେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ସ୍ଵାଧୀନତା ଦିବସ ପାଳନ ସହିତ ବାଣପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ଦାବିରେ ଏକ ଅଭିନବ […]
ଭୁବନେଶ୍ବର: ନବରଙ୍ଗପୁର ଜିଲ୍ଲା ସ୍ତରୀୟ ୭୮ ତମ ସ୍ଵାଧୀନତା ଦିବସ ପ୍ୟାରେଡ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପାତ୍ର ଯୋଗଦେଇ ଆନୁଷ୍ଠାନିକ ଭାବେ […]
ଭୁବନେଶ୍ବର: ଓଡିଶାର ଗୋଟିଏ ରାଜ୍ୟସଭା ଆସନ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହି ଅନୁସାରେ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ । ୨୨ ତାରିଖରେ ଯାଞ୍ଚ ପ୍ରକ୍ରିୟା ସରିବା ସହ ୨୭ରେ ପ୍ରାର୍ଥିପତ୍ର […]
ଭୁବନେଶ୍ୱର: ଅଠସ୍ତରୀ ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟ ରେ ସମାରୋହ ସହକାରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସର ରେ ଜାତୀୟ ପତାକା ଉତୋଳନ […]
ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ୭୮ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଦ୍ୟାଳୟ ତା’ର ସଫଳତା ପାଇଁ ସମଗ୍ର […]
ଭୁବନେଶ୍ୱର: ରାଜ୍ୟ ପୋଲିସ୍ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୯୪ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ରାଷ୍ଟ୍ରପତି, ରାଜ୍ୟପାଳ […]
ଭୁବନେଶ୍ବର: ସ୍ବାଧୀନତା ଦିବସ ଅବସରରେ ଗାନ୍ଧୀମାର୍ଗଠାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟସ୍ତରୀୟ ପରେଡ୍। ଏଥିରେ ୫୮ ଟି ପ୍ଲାଟୁନ ଅଂଶଗ୍ରହଣ କରିଥିଲେ। ଏହି ପ୍ଲାଟୁନଗୁଡିକ ମଧ୍ୟରେ ୧୨୦ ବାଟାଲିୟନ, ସୀମା ସୁରକ୍ଷା ବଳ, ସିଆରପିଏଫ, ଆଇଟିବିପି, ଏସଓଜି ଚନ୍ଦକା, ଛତିଶଗଡ଼ ସଶସ୍ତ୍ର ପୁଲିସ […]
ଭୁବନେଶ୍ବର: ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ -୨୦୨୪ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯାହା ଉଦବୋଧନ ଦେଲେ ତାହା ହେଲା.. ଜୟ ଜଗନ୍ନାଥ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ଆଜି, ଭାରତ ବର୍ଷର ପବିତ୍ର ୭୮ତମ ସ୍ୱାଧୀନତା […]
କଟକ: କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆଜି କଟକ ଏସସିବି ଡାକ୍ତରଙ୍କ ପକ୍ଷରୁ ପ୍ରତିବାଦ କରାଯାଇଛି। କଟକ ଏସ୍ସିବିରେ ଜୁନିଅର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ସମୟରେ ଜୁନିଅର ଡାକ୍ତରମାନେ ଜରୁରୀକାଳିନ ସେବାକୁ ଛାଡି […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ୭୮ ତମ ଜିଲା ସ୍ବାଧିନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସମବାୟ ଓ ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା […]
ଭୁବନେଶ୍ଵର: ଆଜି ସ୍ଵାଧୀନତା ଦିବସରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ ଘୋଷଣା କରିଛନ୍ତି। କର୍ମଜୀବି ମହିଳାମାନଙ୍କ ପାଇଁ ଉପ-ମୁଖ୍ୟମନ୍ତ୍ରୀ ଛୁଟି ଘୋଷଣା କରିଛନ୍ତି। ଋତୁସ୍ରାବ ପାଇଁ କର୍ମଜୀବି ମହିଳାମାନଙ୍କୁ ଉପ-ମୁଖ୍ୟମନ୍ତ୍ରୀ ଦିନେ ଛୁଟି ଘୋଷଣା କରିଛନ୍ତି। କଟକଠାରେ ସ୍ବାଧୀନତା ଦିବସ […]
ଭୁବନେଶ୍ୱର: ଆଜି ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ସେ ପ୍ରଥମ ଥର ପାଇଁ ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ଏହି ସମୟରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି। ସମାରୋହରେ ଓଡ଼ିଆ […]
ଡକ୍ଟର ସତ୍ୟ ଷଡ଼ଙ୍ଗୀ ହିନ୍ଦୁସ୍ଥାନର ମୁକ୍ତି ସଂଗ୍ରାମ ପାଇଁ ନିଜ ରକ୍ତରେ କାବ୍ୟ ଲେଖିଥିଲେ ଇଂଲଣ୍ଡର ଜଣେ କାରାବନ୍ଦୀ ଇଂରେଜ କବି। ଏପରି ଗମ୍ଭୀର ଐତିହାସିକ ତଥ୍ୟର ସନ୍ଧାନ ଦେଇଛନ୍ତି ବିଶିଷ୍ଟ ସାହିତ୍ୟ ଗବେଷକ ପ୍ରଫେସର ଦେବେନ୍ଦ୍ର କୁମାର ଦାଶ। ସେହି […]
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଠାରେ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଅଭିଯାନ ଆମ ସମସ୍ତଙ୍କୁ ଦେଶ ପ୍ରେମର ସୂତ୍ରରେ ବାନ୍ଧି ରଖିବାରେ […]
ଭୁବନେଶ୍ୱର: କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଂଚାର ବ୍ୟୁରୋ, ଭୁବନେଶ୍ବର ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ବୋଲଗଡଠାରେ ବିଭାଜନ ବିଭିଷୀକା ସ୍ମୃତି ଦିବସ ପାଳିତ ହୋଇଯାଇଛି। ବାଚସ୍ପତି ସୁରମା ପାଢୀ କାର୍ଯ୍ୟକ୍ରମକୁ ଉଦଘାଟନ କରି ଦେଶ ବିଭାଜନରେ କଷ୍ଟଯନ୍ତ୍ରଣା […]
ଖୋର୍ଦ୍ଧା: ଦେଶ ପାଳୁଛି ସ୍ବାଧିନତାର 78 ବର୍ଷ। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ ଚାଲିଛି ଅଗଷ୍ଟ 9 ରୁ 15 ତାରିଖ ପର୍ଯ୍ୟନ୍ତ ହର ଘର ତ୍ରିରଙ୍ଗା ଅଭିଯାନ। ଏହି କ୍ରମରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଜିଲ୍ଲା ସ୍ତରୀୟ ତ୍ରିରଙ୍ଗା […]
ଖୋର୍ଦ୍ଧା: ରାଜ୍ୟ ସରକାରଙ୍କର ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଆଜି ଖୋର୍ଦ୍ଧା ଜିଲ୍ଲାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଭୁବନେଶ୍ଵର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ “ସୁଭଦ୍ରା” ଯୋଜନା ନିମିତ୍ତ ଏକ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ […]
ଭୁବନେଶ୍ୱର: ରାଜ୍ୟ ତଥା ସମଗ୍ର ପୂର୍ବ ଭାରତ ପାଇଁ ପୁଣିଥରେ ସଫଳତାର ଆନନ୍ଦ ଆଣିଦେଇଛି ଏମ୍ସ ଭୁବନେଶ୍ୱର। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ତାଲିକା (ଏନଆଇଆରଏଫ)ରେ ଏମ୍ସ ଭୁବନେଶ୍ୱରକୁ ଦେଶର ଶ୍ରେଷ୍ଠ ମେଡିକାଲ କଲେଜ […]
ନୂଆଦିଲ୍ଲୀ: ପୂର୍ବ ତଟ ରେଳପଥ ଏହାର ପରିସୀମା ମଧ୍ୟରେ ନୂତନ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ରେଳ ଟନେଲରେ ଉନ୍ନତ ବାଲାଷ୍ଟ ବିହୀନ ଟ୍ରାକ୍ ଟେକ୍ନୋଲୋଜି ଗ୍ରହଣ କରୁଛି। ଏହି ରଣନୀତିକ ପଦକ୍ଷେପ ରେଳ ପରିବହନର ନିରାପତ୍ତା, ଦକ୍ଷତା ଏବଂ ସ୍ଥିରତାକୁ ବୈପ୍ଲବିକ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ମଙ୍ଗଳବାର ପୂର୍ବାହ୍ନରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଚିଲିକା ଗ୍ରସ୍ତ କରିଛନ୍ତି। ଭାରତୀୟ ନୌସେନା ଆଇଏନଏସ ଚିଲିକା ଭିତ୍ତିଭୂମି ପରିଦର୍ଶନ କରିବା ସହ ନୌସେନା ଅଧିକାରୀ ଏବଂ ଯବାନମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ଆଇଏନଏସ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୈଦ୍ୟନାଥ ପୁର ଥାନା ଅନ୍ତର୍ଗତ ଲାଞ୍ଜିପଲୀ ଓଭରବ୍ରିଜ୍ ତଳୁ ଜଣେ ଅଜଣା ଯୁବକର ଖଣ୍ଡ ବିଖଣ୍ଡିତ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୁବକର ବୟସ ୩୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। କୌଣସି ଏକ […]