ନୂଆଦିଲ୍ଲୀ: ହାଇଦ୍ରାବାଦ ସ୍ଥିତ ଟୀକା ନିର୍ମାତା କମ୍ପାନୀ ବାୟୋଲୋଜିକାଲ-ଇ ସହ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରାଳୟର ଏକ ବଡ ଚୁକ୍ତି ହୋଇଛି। ୩୦ କୋଟି ଟୀକା ଡୋଜ ପାଇଁ ବାୟୋଲୋଜିକାଲ-ଇ ସହ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରାଳୟର ଚୁକ୍ତି ହୋଇଛି। ଏଥିପାଇଁ ବାୟୋଲୋଜିକାଲ-ଇ କୁ […]
ଭୁବନେଶ୍ବର: ବିଜୁ ଜନତା ଦଳର ଉପସଭାପତି ପୂର୍ବତନ ମନ୍ତ୍ରୀ ତଥା ଜନନେତା ସ୍ୱର୍ଗତ ବିଜୟଶ୍ରୀ ରାଉତରାୟଙ୍କ ପାର୍ଥିବ ଶରୀର ଆଜି ସକାଳ ୭:୩୦ ମିନିଟ୍ ସମୟରେ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟଳୟରେ ପହଁଞ୍ଚିଥିଲା। ସେଠାରେ ବିଜୁ ଜନତା ଦଳର ସଙ୍ଘଠନ ସମ୍ପାଦକ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୮ ହଜାର ୮୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୪୯୪୮ ଜଣ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି ଉତ୍ତମ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୫୯୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୧୭୯, କଟକରୁ ୧୧୫୨, ଅନୁଗୁଳରୁ ୯୬୯, ସୁନ୍ଦରଗଡରୁ […]
କଟକ: ବେଆଇନ ଚିଙ୍ଗୁଡି ଘେରି ମାମଲାରେ ଚାରି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଅଦାଲତରେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଚାରି ଜିଲ୍ଲାପାଳଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ବ୍ୟକ୍ତିଗତ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା “ୟଶ୍”ର କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ବାତ୍ୟା “ୟଶ୍” ଯୋଗୁଁ ରାଜ୍ୟରେ ମୋଟ ୬୧୦ କୋଟି ଟଙ୍କା କ୍ଷତି ହୋଇଛି। ସରକାରୀ ଭିତ୍ତି ଭୂମିର କ୍ଷତି ପରିମାଣ ୫୨୦ କୋଟି ଟଙ୍କା ହୋଇଥିବା ବେଳେ […]
ଭୁବନେଶ୍ୱର: ୭୪ବର୍ଷର ସ୍ୱାଧୀନତା ପରେ ପ୍ରଥମ ବ୍ୟକ୍ତି ଭାବରେ ବିଶିଷ୍ଟ ସ୍ଥପତି ରଘୁନାଥ ମହାପାତ୍ରଙ୍କୁ ୨୦୧୮ ମସିହାରେ ଓଡ଼ିଶାରୁ ଭାରତବର୍ଷର ରାଷ୍ଟ୍ରପତି ରାଜ୍ୟସଭାକୁ ମନୋନୀତ କରିଥିଲେ। କିନ୍ତୁ ଦୁଃଖର କଥା କାଳର କରାଳ ସ୍ରୋତରେ କରୋନା ସଂକ୍ରମଣରେ ସଂକ୍ରମିତ ହୋଇ ରଘୁନାଥ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୪୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ଜିଲ୍ଲାରେ ତୃତୀୟ ପର୍ଯ୍ୟାୟ ୧୮ରୁ୪୪ ବୟସ ବର୍ଗଙ୍କୁ ସ୍ୱତନ୍ତ୍ର ଟିକାକରଣ ଗତ ୨୬/୫/୨୦୨୧ରୁ ୨୯/୫/୨୦୨୧ ଚାରିଦିନ ବ୍ୟାପି ଟିକାକରଣ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ପୌରପାଳିକା ଅଞ୍ଚଳରେ […]
ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଆଜି ପରଲୋକ ହୋଇଯାଇଛି। କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ବିଜୟଶ୍ରୀ ଚିକିତ୍ସିତ ହେଉଥିଲେ। କୋଭିଡ ପରବର୍ତ୍ତୀ ଜଟିଳତା ଯୋଗୁଁ ସେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ […]
ନୟାଗଡ/ଚାନ୍ଦପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣା ଘଟିଯାଇଛି। ଚାନ୍ଦପୁର ଥାନା ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକର ପଛ ପଟୁ ପିଟି ଗୋଟିଏ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାଗ୍ରସ୍ତ କାର ଭିତରୁ ୨ ଲକ୍ଷରୁ ଉର୍ଦ୍ଧ୍ଵ […]
ଭୁବନେଶ୍ବର, ବର୍ତ୍ତମାନ ସାରା ଦେଶରେ ଅମ୍ଳଜାନ ସଙ୍କଟ ପରିଲକ୍ଷିତ ହେଉଛି। କୋଭିଡ ଆକ୍ରାନ୍ତଙ୍କ ପାଇଁ ଅମ୍ଳଜାନ ଏକ ଆବଶ୍ୟକ ପଥି ହୋଇଯାଇଛି। କାରଣ କରୋନା ଭୂତାଣୁ ମଣିଶ ଶରୀର ଭିତରେ ପ୍ରବେଶ କରି ସେ ଅମ୍ଲଜାନ ସ୍ତରକୁ ହ୍ରାସ କରିଦିଏ। ସାଧାରଣତଃ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫୋଟୋ ଭାଇରାଲ କରିବା ମହଙ୍ଗା ପଡିଛି। ଏହି ମାମଲାରେ ଦୁଇ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରେ ଏପରି ଏକ ଘଟଣା ଘଟିଛି। ଏ […]
କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ବ୍ଲକ୍ ଜାମୁଯୋରୀ ପଂଚାୟତର ଆମ୍ବଝରି ଗ୍ରାମରେ ଚାଷ ଜମିରେ ଗେଲ୍ ଇଣ୍ଡିଆ ନାମକ ଏକ ଗ୍ୟାସ୍ କଂପାନୀ ପାଇପ୍ ବିଛାକୁ ନେଇ ଗ୍ରାମବାସୀ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ସହ ଏହି କାମକୁ ବିରୋଧ କରିଥିବା […]
ଭୁବନେଶ୍ବର: ରାଜ୍ୟରେ ଏବେ ୪୧ ଜଣ ବ୍ଲାକ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇ ଚିକିତ୍ସାଧୀନ ଅଛନ୍ତି। ଚିହ୍ନଟ ହେଉଥିବା ବ୍ଲାକ ଫଙ୍ଗସ୍ ରୋଗୀଙ୍କ ଚିକିତ୍ସା ପାଇଁ ସ୍ଵତନ୍ତ୍ର ୱାର୍ଡର ବ୍ୟବସ୍ଥା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୩୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ସୀତାରାମ ଅଗ୍ରୱାଲ ବାଣପୁର: ଲକଡାଉନ ସମୟରେ ଦୋକାନ ବଜାର ବନ୍ଦ ରହୁଥିବାବେଳେ ଜନସାଧାରଣ ଘରେ ରହୁଛନ୍ତି। ଏହାର ସୁଯୋଗ ନେଇ ଗୋ ମାଫିଆ ମାନେ ସକ୍ରିୟ ହୋଇଉଠିଛନ୍ତି। ଦିନ ହେଉ ବା ରାତି ବେଧଡକ ବେଆଇନ ଗୋରୁ ଚାଲାଣ କରିବାକୁ ମାଫିଆମାନେ […]
ଭୁବନେଶ୍ଵର: ଓଡିଶାରେ ଯୁକ୍ତ ୨ ଦ୍ବାଦଶ ଶ୍ରେଣୀ ପରୀକ୍ଷା ହେବ କି ନାହିଁ ଆଜି ହେବ ଘୋଷଣା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏନେଇ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ସିବିଏସଇ ଦ୍ଵାଦଶ ପରୀକ୍ଷା ବାତିଲ ହେବା ପରେ ରାଜ୍ୟରେ ଯୁକ୍ତ […]
ଭୁବନେଶ୍ବର, ସବୁବେଳେ କରୋନା ଆକ୍ରାନ୍ତରେ ସର୍ବାଧିକ ରହୁଥିବା ଖୋର୍ଦ୍ଧା ଜିଲ୍ଲାର ସଂଖ୍ୟା ଧିରେ ଧିରେ ନିୟନ୍ତ୍ରଣକୁ ଆସିବାରେ ଲାଗିଛି। ନୂଆ ତଥ୍ୟ ଅନୁସାରେ ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲାରେ 1102 ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦ୍ବିତୀୟରେ ରହୁଛି କଟକ ଜିଲ୍ଲା। ଏହି […]