ଭୁବନେଶ୍ବର: ରାଜ୍ୟରେ ଏବେ ୪୧ ଜଣ ବ୍ଲାକ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇ ଚିକିତ୍ସାଧୀନ ଅଛନ୍ତି। ଚିହ୍ନଟ ହେଉଥିବା ବ୍ଲାକ ଫଙ୍ଗସ୍ ରୋଗୀଙ୍କ ଚିକିତ୍ସା ପାଇଁ ସ୍ଵତନ୍ତ୍ର ୱାର୍ଡର ବ୍ୟବସ୍ଥା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୩୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ସୀତାରାମ ଅଗ୍ରୱାଲ ବାଣପୁର: ଲକଡାଉନ ସମୟରେ ଦୋକାନ ବଜାର ବନ୍ଦ ରହୁଥିବାବେଳେ ଜନସାଧାରଣ ଘରେ ରହୁଛନ୍ତି। ଏହାର ସୁଯୋଗ ନେଇ ଗୋ ମାଫିଆ ମାନେ ସକ୍ରିୟ ହୋଇଉଠିଛନ୍ତି। ଦିନ ହେଉ ବା ରାତି ବେଧଡକ ବେଆଇନ ଗୋରୁ ଚାଲାଣ କରିବାକୁ ମାଫିଆମାନେ […]
ଭୁବନେଶ୍ଵର: ଓଡିଶାରେ ଯୁକ୍ତ ୨ ଦ୍ବାଦଶ ଶ୍ରେଣୀ ପରୀକ୍ଷା ହେବ କି ନାହିଁ ଆଜି ହେବ ଘୋଷଣା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏନେଇ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ସିବିଏସଇ ଦ୍ଵାଦଶ ପରୀକ୍ଷା ବାତିଲ ହେବା ପରେ ରାଜ୍ୟରେ ଯୁକ୍ତ […]
ଭୁବନେଶ୍ବର, ସବୁବେଳେ କରୋନା ଆକ୍ରାନ୍ତରେ ସର୍ବାଧିକ ରହୁଥିବା ଖୋର୍ଦ୍ଧା ଜିଲ୍ଲାର ସଂଖ୍ୟା ଧିରେ ଧିରେ ନିୟନ୍ତ୍ରଣକୁ ଆସିବାରେ ଲାଗିଛି। ନୂଆ ତଥ୍ୟ ଅନୁସାରେ ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲାରେ 1102 ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦ୍ବିତୀୟରେ ରହୁଛି କଟକ ଜିଲ୍ଲା। ଏହି […]
ଭୁବନେଶ୍ବର, ଓଡିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଏକ ପ୍ରକାରର ସ୍ଥିର ରହିଛି। ପୂର୍ବରୁ ଯେପରି ହୁହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିଲା ସେଥିରେ ସାମାନ୍ୟ ରୋକ ଲାଗିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ନୂଆ ତଥ୍ୟ ଅନୁସାରେ […]
ଭୁବନେଶ୍ୱର, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ତଥା ପିସିସି ‘ୟାସ’ ଟାସ୍କ ଫୋର୍ସ କମିଟି ଅଧ୍ୟକ୍ଷ ପ୍ରଦୀପ ମାଝୀଙ୍କ ନେତୃତ୍ୱରେ ଭଦ୍ରକ, ବାଲେଶ୍ୱର ଜିଲ୍ଲାର ୟାସ କ୍ଷତିଗ୍ରସ୍ତ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ପେଟ୍ରୋଲ ପମ୍ପ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସୂଚନା ମୁତାବକ ଆଜି ରାତି ୮.୩୦ ଘଟିକାରେ ଗାଲୁଆ ପଞ୍ଚାୟତ ଅନ୍ତର୍ଗତ […]
ଭୁବନେଶ୍ଵର: ଓଡିଶାରେ ଯୁକ୍ତ ୨ ପରୀକ୍ଷା ହେବ କି ନାହିଁ, ଆସନ୍ତାକାଲି ଘୋଷଣା ହୋଇପାରେ। ଆସନ୍ତାକାଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏନେଇ ବୈଠକ ହେବା ସମ୍ଭାବନା ରହିଛି। ସିବିଏସଇ ଦ୍ଵାଦଶ ପରୀକ୍ଷା ବାତିଲ ହେବା ପରେ ରାଜ୍ୟରେ ଯୁକ୍ତ ୨ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। କୋଭିଡରେ ନିଜ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମା’ଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତା ଭିତ୍ତିରେ ଚିହ୍ନଟ କରିବା ସହିତ ଆଗାମୀ ୨ ସପ୍ତହ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧ ହଜାର ୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୮୫୯, କଟକରୁ ୧୧୧୫, ଅନୁଗୁଳରୁ ୭୨୯, ସୁନ୍ଦରଗଡରୁ […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସିବିଏସଇ ଦ୍ଵାଦଶ ବୋର୍ଡ ପରୀକ୍ଷାକୁ ନେଇ ବୈଠକରେ ଆଲୋଚନା ହୋଇଥିଲା। କରୋନା ସଂକ୍ରମଣକୁ ଦେଖି ଦ୍ଵାଦଶ ପରୀକ୍ଷାକୁ ରଦ୍ଦ କରିବା ପାଇଁ ଏହି ବୈଠକରେ ନିଷ୍ପତ୍ତି ହୋଇଛି। ଏହା ପୂର୍ବରୁ […]
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ସମୀକ୍ଷା କରିଛନ୍ତି। ଏହି ଅବସରରେ ରାଜ୍ୟର ସମସ୍ତ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଅଗ୍ରୀମ ୩ ମାସର ଭତ୍ତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ କରୋନାରେ ଅନାଥ ଓ ବିଧବା […]
ଭୁବନେଶ୍ୱର: ଓଡ଼ିଶା ପ୍ରେସ୍ ଏକାଡ଼େମୀର ୨୬ତମ ବାର୍ଷିକ ଉତ୍ସବ ଏକାଡ଼େମୀର କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ କହିଲେ ଯେ, ବହୁ ବାଧାବିଘ୍ନ ଓ ପ୍ରତିକୂଳ ବ୍ୟବସ୍ଥାରେ ଦେଶର […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮୦୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ନୂଆଦିଲ୍ଲୀ: କରୋନା ଟୀକା ନେଇ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ଡିସେମ୍ବର ସୁଦ୍ଧା ଦେଶରେ ସମସ୍ତଙ୍କୁ ଟୀକା ମିଳିବା ନେଇ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ବିଶ୍ଵରେ ଟୀକା ଉତ୍ପାଦନ କରୁଥିବା ୫ ଟି ଦେଶ ମଧ୍ୟରେ ଭାରତ ଗୋଟିଏ […]
ଭୁବନେଶ୍ବର: ଭୁବନେଶ୍ବର ମହାନଗର ଅଞ୍ଚଳରେ ଟୀକା ନେବା ପାଇଁ ଆଜି ସନ୍ଧ୍ୟାରେ ସ୍ଲଟ ବୁକିଂ ଆରମ୍ଭ ହେବ। ୧୮ ରୁ ୧୪ ବର୍ଷ ବୟସ୍କଙ୍କ ୨ ୟ ଡୋଜ ଟୀକା ପାଇଁ ସ୍ଲଟ୍ ବୁକ୍ କରିପାରିବେ। ଆଜି ଏହି ବର୍ଗର ବୟସ୍କଙ୍କ […]
ଭୁବନେଶ୍ବର: ଆଜି ଓଡିଶାକୁ ଆଉ ୧ ଲକ୍ଷ ଟୀକା ଡୋଜ ଆସିବ। ଆଜି ୫୦ ହଜାର କୋଭାକ୍ସିନ ଏବଂ ୫୦ ହଜାର କୋଭିଶିଲ୍ଡ ଟୀକା ଓଡିଶାରେ ପହଞ୍ଚିବ। ୧୮ ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ଏହି ଟୀକା ଦିଆଯିବ। ଏସବୁ […]
ଭୁବନେଶ୍ବର: କୋଭିଡ ଟୀକାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ ନିକଟକୁ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଚିଠି ଲେଖିଛନ୍ତି। କେନ୍ଦ୍ର ସରକାର ଗ୍ଲୋବାଲ ଟେଣ୍ଡର କରି ରାଜ୍ୟଗୁଡିକୁ ଟୀକା ଦେବା ପାଇଁ ଅନୁରୋଧ କରିଛନ୍ତି। ନଚେତ ଟୀକା କିଣିବା ପାଇଁ ରାଜ୍ୟ […]
ନୂଆଦିଲ୍ଲୀ: ଦୁଇ ଦିନ ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିବ ବୋଲି ଅନୁମାନ କରାଯାଇଛି। ଆସନ୍ତା ୩ ତାରିଖ ଦିନ କେରଳରେ ମୌସୁମୀ ବାୟୁ ପହଞ୍ଚିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର […]
ସୁବାସ କୁମାର ତାରଣିଆଁ କେଉଁ ଅନାଦି କାଳରୁ ମନୁଷ୍ୟ ଓ ପଶୁପକ୍ଷୀମାନଙ୍କ ମଧ୍ୟରେ ରହିଆସିଛି ନିବିଡ଼ ସମ୍ପର୍କ। ପଶୁପକ୍ଷୀ ହେଲେ ବି ଏମାନଙ୍କ ବୁଝିବାର ଶକ୍ତି ମଣିଷଙ୍କଠାରୁ କୌଣସି ଗୁଣରେ କମ୍ ନୁହଁ । ଏଥିପାଇଁ ଲୋକମାନେ ଘରେ କୁକୁର, ବିଲେଇ, […]