ଭୁବନେଶ୍ବର: ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଉପକୂଳ ଛୁଇଁଛି। ଆଗାମୀ ୪୮ ଘଣ୍ଟା ଭିତରେ ସାରା ରାଜ୍ୟରେ ମୌସୁମୀ ସକ୍ରିୟ ହେବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଚଳିତ […]
ଭୁବନେଶ୍ବର, ସାଂସଦ ଅନୁଭବ ମହାନ୍ତିଙ୍କ ଧର୍ମପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବେ ରାଜନୀତି କରିବେ। ତେବେ ଏହା ବର୍ଷାଙ୍କର କୌଣସି ଘୋଷଣା ନୁହେଁ, ବରଂ ତାଙ୍କର ହାବଭାବ ଦେଖି ସ୍ପଷ୍ଟ ହୋଇଛି ଯେ, ବର୍ଷା କେଉଁ ମୂର୍ହୁତରେ ରାଜନୈତିକ ମଞ୍ଚକୁ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୧୬୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା […]
ଭୁବନେଶ୍ବର: ଆଜି ରାଜ୍ୟରେ ୬ ହଜାର ୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୩୪୪୬ ଜଣ […]
ଭୁବନେଶ୍ବର, ସାବିତ୍ରୀ ବ୍ରତ ହେଉଛି ଏପରି ଏକ ପୂଜା ଯାହା ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଥିବା ପବିତ୍ର ସଂପର୍କର ବାର୍ତ୍ତା ପ୍ରଦାନ କରିଥାଏ । ଏହି ବ୍ରତରୁ ସ୍ପଷ୍ଟ ଯେ ଜଣେ ନାରୀର ଏତେ ଶକ୍ତି ଅଛି ଯେ ସେ ଯମରାଜଙ୍କ ଠାରୁ […]
ଭୁବନେଶ୍ବର, ରଜ ହେଉଛି ଓଡିଶାର ଏକ ଗଣପର୍ବ। ଏହି ପର୍ବ ସମୟରେ ଗାଁଗଣ୍ଡା ଉଛୁଳି ପଡେ। ବିଶେଷ କରି ଝିଅମାନଙ୍କର ଏହି ପର୍ବ ବେଶ ଆନନ୍ଦ ଦାୟକ। ତେବେ ଏହି ରଜରେ ଏକ ବହୁଳ ବ୍ୟବହାର ଜିନିଷ ହେଉଛି ପାନ। ସାଧାରଣତଃ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ରାତିରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ତୋଟାପଡ଼ା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଉକ୍ତ ଗ୍ରାମର ଜଣେ ମହିଳା ବିଷପିଇ ଆତ୍ମହତ୍ୟା କରିଥବାର ଅଭିଯୋଗ ହୋଇଛି। ପୋଲିସଠାରୁ ମିଳିଥିବା ସୂଚନା ଅନୁଯାୟୀ ଚିଲିକା […]
ନୟାଗଡ଼/ଚାନ୍ଦପୁର: ଆସନ୍ତାକାଲି ସାବିତ୍ରୀ ଅମାବାସ୍ୟା ଥିବାବେଳେ ଆଜି ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ସାବିତ୍ରୀଙ୍କୁ ସତ୍ୟବାନ ମରଣାନ୍ତକ ଆକ୍ରମଣ କରି ଜେଲ ଯାଇଛନ୍ତି। ଟାଙ୍ଗୀ ମଙ୍ଗଳାଯୋଡ଼ି ଅଞ୍ଚଳର ସୁଶାନ୍ତ ମହାରଣା ତାଙ୍କ ପତ୍ନୀ କୁନି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖଣିରେ ବେଆଇନ ବ୍ଲାଷ୍ଟିଂକୁ ନେଇ ଗ୍ରାମଵାସୀମାନଙ୍କ ଦ୍ଵାରା ବିରୋଧ କରାଯାଇଛି। ଟାଙ୍ଗୀ ଥାନା ବ୍ରୁଷବନ୍ଧ ପାହାଡରେ ବ୍ଲାଷ୍ଟି ଯୋଗୁଁ ଧନ ଜୀବନ କ୍ଷୟକ୍ଷତି ହେଉଥିବା ନେଇ ଗ୍ରାମଵାସୀ ଅଭିଯୋଗ କରି ରାସ୍ତା ଅବରୋଧ କରିଛନ୍ତି। ଘଟଣା ସ୍ଥଳରେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୯୮୧, କଟକରୁ ୮୯୦, ପୁରୀରୁ ୪୬୭, ସୁନ୍ଦରଗଡରୁ […]
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୪୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୪୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ୱାଲର୍ଡ ୟୁନିଭରସିଟି ର୍ୟାଙ୍କିଂସ୍ ୨୦୨୨ ସଂସ୍କରଣରେ ଓଡ଼ିଶାରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ସ୍ଥାନ ପାଇବାର ସଫଳତା ଅର୍ଜନ କରିଛି। ମଙ୍ଗଳବାର ପ୍ରକାଶିତ ଏହି ର୍ୟାଙ୍କିଂସ୍ରେ ସ୍ଥାନ ପାଇଥିବା ଭାରତର ୩୫ଟି ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିକ ମଧ୍ୟରେ ଓଡ଼ିଶାରୁ […]
ଭୁବନେଶ୍ବର, ଆଜି ରାଜ୍ୟ ସରକାର ଆଇପିଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସେହି ଅନୁସାରେ ଯେଉଁ ନୂଆ ବିଭାଗ ମିଳିଲା ତାହା ହେଲା.. 1- ଦୀପ୍ତେଶ ପଟ୍ଟନାୟକ- ଆଇଜି ଜେଲ ବିଭାଗ 2-ନରସିଂହ ଭୋଳ- ଆଇଜି କେନ୍ଦ୍ରାଞ୍ଚଳ, କଟକ […]
ଭୁବନେଶ୍ବର: ଆସନ୍ତାକାଲି ଠାରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷା ଯୋଗୁଁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି […]
ଭୁବନେଶ୍ବର, ଆାସନ୍ତାକାଲି ଗୁରୁବାରରେ ସାବିତ୍ରୀ ବ୍ରତ। ପ୍ରତିଟି ସଧବାମାନେ ଏହି ସାବିତ୍ର ବ୍ରତ ପାଳନ କରିଥାନ୍ତି। ଏହି ବ୍ରତ ପାଇଁ ଆବଶ୍ୟକ ପଡିଥାଏ ବିଭିନ୍ନ ପ୍ରକାରର ଫଳମୂଳ। ହେଲେ ଲକଡାଉନ ଯୋଗୁଁ ଓଡିଶାରେ ମାତ୍ର ଦିନ 11ଟା ପର୍ଯ୍ୟନ୍ତ ଦୋକାନ ଖୋଲିବାକୁ […]
ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ଆଜି କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଖୁସି ଖବର ଦେଇଛି। କେନ୍ଦ୍ର କ୍ୟାବିନେଟରେ ଆଜି ବିଭିନ୍ନ ଖାଦ୍ୟଶସ୍ୟର ସର୍ବନିମ୍ନ ସହାୟକ ମୂଲ୍ୟରେ ବୃଦ୍ଧି ନେଇ ନିଷ୍ପତ୍ତି ହୋଇଛି। ଧାନ କ୍ଵିଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୧୯୪୦ […]
ଭୁବନେଶ୍ବର, ପୁରୀ ଏବଂ ବିକାନେର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତି ନିଆଯାଇଛି। ସେହି ଅନୁସାରେ ନିମ୍ନଲିଖିତ ଅନୁଯାୟୀ ଏହି ଟ୍ରେନଟି ଚଲାଚଳ କରିବ। ୦୪୭୦୯/୦୪୭୧୦ ବିକାନେର-ପୁରୀ-ବିକାନେର ସ୍ପେଶାଲ୍ ଟ୍ରେନ ବିକାନେର ଠାରୁ ଜୁନ ମାସ […]
ଭୁବନେଶ୍ୱର, ରାଜଧାନୀରେ କୋଭିଡ଼ ମହାମାରୀ ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆଉ କୋଡ଼ିଏ କୋଟି ଟଙ୍କା ମଂଜୁର କରିଛନ୍ତି । ପୂର୍ବରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ କୁ 77କୋଟି ଟଙ୍କା ଦିଆଯାଇଛି । […]
ଭୁବନେଶ୍ବର, ସାଧାରଣତଃ ରଜଗୀତଟି ଓଡିଶାର ପୁରପଲ୍ଲୀରେ ବେଶ୍ ଆଦୃତି ଲାଭ କରିଛି। ଏହି ଏକ ଲୋକଗୀତା ଯାହା ପିଢି ପରେ ପିଢି ଗାଇ ଆସୁଛନ୍ତି। ଏହି ଗୀତକୁ କିଏ ରଚନା କରିଛି ତାହା ଏ ପର୍ଯ୍ୟନ୍ତ କେହି ଜାଣନ୍ତି ନାହିଁ। ହେଲେ […]
ଭୁବନେଶ୍ବର, ଆଜି ହେଉଛି ଓଡିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ତଥା ଲୌହମାନବୀ ନନ୍ଦିନୀ ଶତପଥୀଙ୍କ ଜନ୍ମ ଦିନ। ଜନ୍ମଦିନ ଉପଲକ୍ଷେ ରାଜଭବନ ଛକ ପାଖରେ ଥିବା ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ରାଜ୍ୟର ପ୍ରତିଷ୍ଠିତ ବ୍ୟକ୍ତିମାନେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। […]