ରାଜ୍ୟ ଖବର

ଭୁବନେଶ୍ବର: ଆଜି ଭିଜିଲାନ୍ସ ହାତରେ ପଡିଛି ବଡ ମାଛ। ଆଜି ସକାଳୁ ଜଣେ ଅବକାରୀ ବିଭାଗର ଅଧିକ୍ଷକଙ୍କ ଘରେ ଭିଜିଲାସ ଚଢାଉ କରିଛି। ସେ ହେଉଛନ୍ତି ନବରଂଗପୁର…

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଖ୍ୟାତ ଅଭିନେତା ତଥା ସମାଜସେବୀ ସୋନୁ ସୁଦ। ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଧରିତ୍ରୀର ସଂପାଦକ ତଥାଗତ…

ଭୁବନେଶ୍ବର: ଜାତୀୟ ରାଜପଥ ୫୫ର ମଙ୍ଗୁଳିଠାରୁ ଢେଙ୍କାନାଳ ପର୍ଯ୍ୟନ୍ତ ଏବଂ ଜାତୀୟ ରାଜପଥ ୧୬ର ମଙ୍ଗୁଳିଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ରାସ୍ତାରେ ଯାନବାହନ ଯାତାୟତ ବୃଦ୍ଧି ଦୃଷ୍ଟିରୁ ଯାନବାହନ…

ଭୁବନେଶ୍ବର: ନବକୃଷ୍ଣ ଚୌଧୁରୀ ଥିଲେ ବିପ୍ଳବୀ ଜନନାୟକ, ସାମ୍ୟବାଦୀ ଦର୍ଶନର ରୂପକାର, କୃଷକ, ଖଟିଖିଆ ଓ ମେହନତି ମଣିଷର ସୁଖଦୁଃଖର ସାଥୀ, ସରଳ, ନିରାଡ଼ମ୍ବର ଓ ସର୍ବୋପରି…

ଭୁବନେଶ୍ବର: ସ୍ବତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ବର୍ତ୍ତମାନ ମୁଖ୍ୟସ୍ରୋତରେ ଜନଜାତି ସମ୍ପ୍ରଦାୟ ସାମିଲ ହୋଇପାରିଛନ୍ତି। ଜନଜାତି ଛାତ୍ରଛାତ୍ରୀ ମାନେ ବର୍ତ୍ତମାନ ଉଚ୍ଚଶିକ୍ଷିତ ହେଉଛନ୍ତି । ସବୁ କ୍ଷେତ୍ରରେ…

ଭୁବନେଶ୍ବର: ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ,ବିଜେପୁରହେଉଛିଜଳ ସେଚନ କ୍ଷେତ୍ରରେ ରାଜ୍ୟ ସରକାରଙ୍କର ଏକ ପ୍ରମୁଖ ପ୍ରକଳ୍ପ, ଯାହା ହୀରାକୁଦ ନଦୀବନ୍ଧ ଯୋଜନାରେ ଥିବା ବରଗଡ଼ ମୁଖ୍ୟ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ…

ଭୁବନେଶ୍ଵର: ଆଜିଠୁ ବିଧାନସଭା ଆଗରେ ଓଡ଼ିଆ ଫିଲ୍ମ ‘ପ୍ରଥା’ର ପ୍ରଯୋଜିକା ସନଲିଶା ପଟେଲ ଧାରଣାରେ ବସିଛନ୍ତି। ତାଙ୍କର ଏକମାତ୍ର ଦାବି ଓଡ଼ିଆ ଫିଲ୍ମକୁ ବଞ୍ଚାଅ ଦାବିରେ ସେ ଧାରଣାରେ…

ରେଢାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକ୍ଟିଦେଉଳ ବ୍ଳକ ଘୋଷରାମାଳ ପଞ୍ଚାୟତ ଅନ୍ତର୍ଗତ ଧାତୁକିମାଲ ଗ୍ରାମ ନିକଟ ରାସ୍ତା କଡ଼ରୁ ଘୋଷରାମାଲ ପଞ୍ଚାୟତର ଜି‌ଆର‌ଏସଙ୍କ ମୃତ ଦେହ ଆଜି…

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂତନ କମିଶନର ତଥା ଶାସନ ସଚିବ ଭାବେ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ୍‌ ଦାୟିତ୍ୱ ଗ୍ରହଣ କରିଛନ୍ତି।…

ବାଲୁଗାଁ (ସୀତାରାମ ଅଗ୍ରୱାଲ): ବିଗତ କିଛି ଦିନ ହେଲା ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଓ ବାଣପୁର ଅଞ୍ଚଳରେ ବିଭିନ୍ନ ଗୋଦାମ ସମେତ ସୁନା ଗହଣା ଦୋକାନରେ ଜିଏସଟି…

ଖୋର୍ଦ୍ଧା: ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ- ୨୦୨୪, ଗତ ଅକ୍ଟୋବର ମାସ ୨୭ ତାରିଖ ଠାରୁ ଆରମ୍ଭ ହୋଇ…

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅଞ୍ଚଳର ଜୈନିକ ନାବାଳିକାର ଫୋଟ ଭାଇରାଲ୍ କରିବାର ଧମକ ଦେବା ଅଭିଯୋଗରେ କୋଦଳା ଥାନା ପୋଲିସ ୫୬୧/୨୩…

ଭୁବନେଶ୍ବର: ବଲାଙ୍ଗୀରରେ ଗତକାଲି ସୁଟିଂ ଚାଲିଥିବା ବେଳେ ଏକ ଘୋଡା ଉପରୁ ପଡି ଅଭିନେତା ଶ୍ରୀତମ ଦାସ ଆହତ ହୋଇଛନ୍ତି। ତାଙ୍କ ଡାହାଣ ହାତ ଉପରେ ପ୍ରବଳ…

କଟକ: ଓଡିଶାର ପ୍ରସିଦ୍ଧ ଶୈବ୍ୟପିଠ ଧବଳେଶ୍ବର ପିଠରେ ଆରମ୍ଭ ହୋଇଛି ପଞ୍ଚୁକ ଯାତ୍ରା। ଏହିପିଠରେ ପଞ୍ଚୁକ କରିବା ପାଇଁ ଭକ୍ତଙ୍କର ଭିଡ ପରିଲକ୍ଷିତ ହୋଇଥାଏ। ସେହିପରି ଆସନ୍ତା…

ଭୁବନେଶ୍ଵର: ‘୧୨୦୦ କାରିଗରରେ ଦାୟ ନା ଧର୍ମପଦରେ ଦାୟ’, ଏ ଉକ୍ତି ଟି ଶୁଣିଲେ ଧର୍ମପଦ କଥା ମନେ ପଡ଼ିଯାଏ। ଇତିହାସରେ ପ୍ରଥମ ସହୀଦର ମାନ୍ୟତା ପାଇଥିବା…

କେଦାର ମିଶ୍ର ଆଧୁନିକ ଶିଳ୍ପ ନଗରୀ ଅନୁଗୁଳର ଏକ ଅପରିଚିତ ଠିକଣା- ବାଜି ରାଉତ ଛାତ୍ରାବାସ। ସେଇ ପୁରୁଣାକାଳିଆ ଛାତ୍ରାବାସଟି ଆଜି ବି ଲାଗେ କେଉଁ ପ୍ରାଚୀନ…

ଭୁବନେଶ୍ଵର: 08032/08031 ଭଦ୍ରକ – ବାଲେଶ୍ୱର – ଭଦ୍ରକ ମେମୁ ଆଜିଠାରୁ 30 ତାରିଖ ମଧ୍ୟରେ ଉଭୟ ପାର୍ଶ୍ୱରୁ ବାତିଲ ରହିବ। ବାଲେଶ୍ୱର – ଭଦ୍ରକ ରେଳ…

ଭୁବନେଶ୍ଵର: ଓଡିଶାର ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକ ସର୍ବଦା ଦର୍ଶକଙ୍କୁ ନୂଆ ନୂଆ କାହାଣୀ ଓ ପାରିବାରିକ ଘଟଣାକୁ ନେଇ ଦର୍ଶକମାନଙ୍କ ମନୋରଞ୍ଜନ କରିଆସିଛି। ଓଡିଶାର ସାଂସ୍କୃତିକ ଐତିହ୍ୟରେ…

ଭୁବନେଶ୍ୱର: ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ପକ୍ଷରୁ ଏକ ରାଜ୍ୟସ୍ତରୀୟ ଜନଜାତି…