ରେଢ଼ାଖୋଲ (କନ୍ଦର୍ପ ବେହେରା): ଶୁକ୍ରବାର ଅପରାହ୍ନରେ ନାକଟିଦେଉଳ ଥାନା ଚରଡ଼ପଶି ମଠ ନିକଟରୁ ୨ଟି ଗାଡ଼ିରୁ ୧୨୯ କେଜି ୬୯୦ ଗ୍ରାମ ଗଂଜେଇ ନାକଟିଦେଉଳ ପୋଲିସ ଜବତ କରିବାରେ ସଫଳ ହୋଇଛି। ଏଥିରେ ସମ୍ପୃକ୍ତି ଥିବା ତିନି ଜଣଙ୍କୁ ପୋଲିସ ଗିରଫ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଶୁକ୍ରବାର ଅପରାହ୍ନରେ ଆଇଏନଏସ ଚିଲିକା ପ୍ୟାରେଡ଼ ଗ୍ରାଉଣ୍ଡ ଠାରେ ଆନୁଷ୍ଠାନିକ ଭାବେ ଚତୁର୍ଥ ବ୍ୟାଚ୍ ଅଗ୍ନିବୀର ପ୍ରଶିକ୍ଷାର୍ଥୀ ପାସିଙ୍ଗ ଆଉଟ୍ ପ୍ୟାରେଡ ଅନୁଷ୍ଠିତ ହୋଇଯାଇଛି। ଏହି ବ୍ୟାଚରେ ସମୁଦାୟ ୧୩୮୯ ଆଗ୍ନିଭର୍ସଙ୍କ ମଧ୍ୟରେ ୨୧୬ ଜଣ ମହିଳା […]
ଭୁବନେଶ୍ୱର: ଡିଏଭି ପୋଖରୀପୁଟର ଛାତ୍ର ପ୍ରତିନିଧଙ୍କ ଶପଥ ଗ୍ରହଣ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥିରୂପେ ୧-ଓଡ଼ିଆ ବାଟାଲିଅନ୍, ଏନ୍.ସି.ସି.ର କମାଣ୍ଡିଙ୍ଗ୍ ଅଫିସର କର୍ଣ୍ଣେଲ ସଞ୍ଜୀବ୍ ଦିୱାନ୍ ଯୋଗଦାନ କରି ନିଜର ବକ୍ତବ୍ୟରେ ଶୃଙ୍ଖଳିତ, ମାର୍ଜିତ, ତ୍ୟାଗ, ସେବା, ସମର୍ପଣ […]
ଭୁବନେଶ୍ୱର: ଅଗଷ୍ଟ ୧୬ ତାରିଖ ଶିକ୍ଷକ ଦାବିଦିବସ। ଏହି ଦିବସରେ ସମବେତ ହେବାକୁ ଯାଉଛନ୍ତି ଅନେକ ଶିକ୍ଷକ ସଂଗଠନ। ରାଜ୍ୟର ଶିକ୍ଷାବ୍ୟବସ୍ଥା ତଥା ଛାତ୍ରଶିକ୍ଷକମାନଙ୍କର ସମସ୍ୟାକୁ ନେଇ ପ୍ରମୁଖ କିଛି ଦାବି ଉଠାଇବେ ଶିକ୍ଷକ ସଂଗଠନ। ସେଥିମଧ୍ୟରୁ ଅନୁଦାନ ଯୋଗ୍ୟ ସ୍କୁଲ […]
ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଏହି ଅବସରରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହିତ ସମସ୍ତ ବିଦ୍ୟାର୍ଥୀ ଓ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ସ୍ୱଭାବକବିଙ୍କ ଆଦର୍ଶରେ ଅନୁପ୍ରାଣିତ […]
ଭୁବନେଶ୍ବର: ଆଜି ବିଶ୍ବ ଆଦିବାସୀ ଦିବସ ତଥା କ୍ରାନ୍ତୀ ଦିବସକୁ ପାଳନ କରିଛି ବିଜୁ ଜନତା ଦଳ। ଏଥିରେ ଦଳର ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଯୋଗଦେଇ ଯାହା କହିଲେ ତାହା ହେଲା… ସମସ୍ତଙ୍କୁ ନମସ୍କାର, ଆଜି, […]
ଭୁବନେଶ୍ବର: ରାଜ୍ୟରେ ଦୀର୍ଘଦିନ ଧରି ଲାଗି ରହିଛି ବର୍ଷା। ଏହା ଦ୍ବାରା ଧାନ ଚାଷର ବିପୁଳ କ୍ଷତି ହୋଇଛି ବୋଲି ଅନୁମାନ କରାଯାଇଛି। ଜମିରେ ଆଣ୍ଠୁଏ ପାଣି ଯାଉଥିବାରୁ ଧାନତଳି ଆଉ ଉପରକୁ ଉଠିପାରୁ ନାହିଁ। ଫଳରେ ଚାଷୀ ବର୍ତ୍ତମାନ ବଡ […]
ଭୁବନେଶ୍ବର: ଓଡିଶାର ଖାଲିପଡିଥିବା ଗୋଟିଏ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ ବୋଲି ଘୋଷଣା ହୋଇସାରିଛି। ସେହି ଅନୁସାରେ ଆସନ୍ତା ସେପ୍ଟେମ୍ବର ୩ ତାରିଖ ଉପନିର୍ବାଚନ ହେବ। ଏଥିପାଇଁ ଅଗଷ୍ଟ ୧୪ରେ ଉପନିର୍ବାଚନ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇବ। ଅଗଷ୍ଟ ୨୧ […]
ଭୁବନେଶ୍ବର: ବର୍ତ୍ତମାନ ସମୟର ସବୁ ସଫଳତା ଓ ସବୁ ଆନନ୍ଦ ପଛରେ ରହିଛି ଆମର ମହାନ ସ୍ୱାଧୀନତା ସଂଗ୍ରାମୀମାନଙ୍କର ଚରମ ତ୍ୟାଗ ଓ ବଳିଦାନ। ତେଣୁ ରାଜ୍ୟ ସରକାର ସ୍ୱାଧୀନତା ସଂଗ୍ରାମୀମାନଙ୍କର ପରିବାରକୁ ଚିହ୍ନଟ କରି ସେମାନଙ୍କୁ ପରିଚୟ ଦେବା ସହିତ […]
ଭୁବନେଶ୍ୱର: ଡିଏଭି ପୋଖରୀପୁଟର ଦଶମ ଓ ଦ୍ୱାଦଶ ଶ୍ରେଣୀରେ ୯୫ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ପ୍ରାପ୍ତ କରିଥିବା ମୋଟ ୯୮ (ଦଶମ – ୬୨, ଦ୍ୱାଦଶ – ୩୬ ) ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଭବ୍ୟ ସମାରୋହକୁ ଶ୍ରୀ […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ନିକଟରେ ସେ ରୁଷର ସେଣ୍ଟ ପିଟର୍ସବର୍ଗରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହାପରେ ସୁଦର୍ଶନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ […]
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ କ୍ରାନ୍ତି ଦିବସ ସମାରୋହ ଅନୁଷ୍ଠିତ ହୋଇ ଯାଇଅଛି। ଉକ୍ତ ଉତ୍ସବରେ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରିଥିଲେ ବରିଷ୍ଠ ସାମ୍ବାଦିକ ଓ ସ୍ତମ୍ଭକାର ଶ୍ରୀଯୁକ୍ତ ପ୍ରଭୁକଳ୍ୟାଣ ମହାପାତ୍ର । ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ […]
ଭୁବନେଶ୍ୱର: ଓଡ଼ିଶାରେ ଖୋଲିଛି ଭାରତର ପ୍ରଥମ ୨୪ ଘଣ୍ଟିଆ ଅନ୍ନପୂର୍ତ୍ତି ‘ଶସ୍ୟ ଏଟିଏମ୍’।ଏହାକୁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱରଠାରେ ଏହି ‘ଶସ୍ୟ ଏଟିଏମ୍’କୁ ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମ ରାଜ୍ୟ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲାପାଳଙ୍କ ସମ୍ମୀଳନୀ କକ୍ଷରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ପୌରହିତ୍ୟରେ ଏକ ସମୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ୱାନ୍ ଷ୍ଟପ୍ ସେଣ୍ଟର (ସକ୍ଷୀ) ଓ ଜାଗୃତି ଅନୁଷ୍ଠାନର ସମୀକ୍ଷା କରାଯାଇଛି। ଏହି ସମୀକ୍ଷା […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଗୁରୁବାର ସନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ନାଭାଲ ଫାଣ୍ଡି ନିକଟସ୍ଥ ୧୬ ନଂ ଜାତୀୟ ରାଜପଥ ସରନଇ ଓଭର ବ୍ରିଜ ନିକଟରୁ ମୁର୍ମୁଷ ଅବସ୍ଥାରେ ଜଣେ ଅଜଣା ବ୍ୟକ୍ତିଙ୍କୁ ଉଦ୍ଧାର କରିଛି ପୋଲିସ। ମୁର୍ମୁଷ ଅବସ୍ଥାରେ ଜଣେ ବ୍ୟକ୍ତି […]
ଭୁବନେଶ୍ବର: ଆଜାଦୀ କା ଅମୃତ ମହୋତ୍ସବ ଅଧିନରେ “ହର ଘର ତ୍ରିରଙ୍ଗା” ଅଭିଯାନ ରାଜ୍ୟ ବ୍ୟାପି ଅନୁଷ୍ଠିତ ହେବ। ଆଗାମୀ ଅଗଷ୍ଟ ୧୫ ତାରିଖରେ ଦେଶ ସ୍ୱାଧୀନତାର ୭୭ ବର୍ଷ ପାଳନ ଅବସରରେ ଏହି ଅଭିଯାନ ଅଗଷ୍ଟ ୧୩ରୁ ୧୫ ତାରିଖ […]
ଭୁବନେଶ୍ବର: ଆଜି ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ହକି ଦଳ ଗୌରବ ଆଣିଛନ୍ତି। ସ୍ପେନକୁ ଭାରତ ୨-୧ ରେ ପରାସ୍ତ କରି ବ୍ରୋଞ୍ଜ ପଦକ ହାସଲ କରିଛି। ଏହି ଖବର ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ଟିମକୁ ଅଭିନନ୍ଦନ ଜଣାଇଛନ୍ତି। […]
ଭୁବନେଶ୍ବର: ପ୍ୟାରିସ ଅଲିମ୍ପିକସ୍ରେ ସ୍ପେନ ବିରୁଦ୍ଧରେ ଚମକପ୍ରଦ ବିଜୟ ହାସଲ କରି ବ୍ରୋଞ୍ଜ ପଦକ ପାଇଥିବାରୁ ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ […]
ଭୁବନେଶ୍ୱର: ରାଜ୍ୟରେ ଦୁର୍ଘଟଣା ଓ ତଦଜନିତ ମୃତୁ୍ୟସଂଖ୍ୟା ହ୍ରାସକୁ ପ୍ରାଧାନ୍ୟ ଦେଇଛି ବାଣିଜ୍ୟ ଓ ପରିବହନ ବିଭାଗ। ବିଶେଷକରି ଗ୍ରାମାଞ୍ଚଳ ଓ ଅଧିକ ଦୁର୍ଘଟଣାପ୍ରବଣ ଜିଲ୍ଲା ଉପରେ ବିଶେଷ ଧ୍ୟାନ ଦିଆଯିବ। ଏ ସଂକ୍ରାନ୍ତରେ ଆଗକୁ ପଦକ୍ଷେପ ନେବା ଲକ୍ଷ୍ୟରେ ଆଇଆଇଟି […]
ଭୁବନେଶ୍ୱର: ରେଳ ନିରାପତ୍ତାକୁ ବୃଦ୍ଧି କରାଇବା ସହିତ ଟ୍ରେନ ମାନଙ୍କର ବେଗବୃଦ୍ଧି ବଢାଇବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ପୂର୍ବ ତଟ ରେଳପଥ ଭୁବନେଶ୍ୱର-ପଲାସା ରେଳ ସେକ୍ସନରେ ନିରାପତ୍ତା ବାଡ (ଫେନସିଂ) ପ୍ରକଳ୍ପ ଆରମ୍ଭ କରିଛି। ଭୁବନେଶ୍ୱର ଏବଂ ପଲାସା ରେଳ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ନିମଖଣ୍ଡି ଥାନା ପୋଲିସ୍ ଅର୍ଥ ଠକେଇ ଅଭିଯୋଗରେ ବଡ଼ବଜାର ଥାନା ଅନ୍ତର୍ଗତ ରଙ୍ଗୁଣିବନ୍ଧ ସାହିର ପ୍ରଶାନ୍ତ କୁମାର ନାୟକ ଓ ଜରଡା ଥାନା ଅନ୍ତର୍ଗତ ଅଭୟପୁର ଗ୍ରାମର ସୁଧୀର ପ୍ରଧାନ ନାମକ ଦୁଇଜଣ ବ୍ୟକ୍ତିଙ୍କୁ ଗିରଫ […]