ଭୁବନେଶ୍ବର: ଜିଓର ସୁଲଭ ୪ଜି ଫିଚର୍ ଫୋନ୍ ଜିଓଭାରତ ୪ଜି ମୋବାଇଲ୍ ଦେଶର ୨ଜି ଏବଂ ୩ଜି ଗ୍ରାହକଙ୍କ ପାଇଁ ଏକ ବରଦାନ ସଦୃଶ ହୋଇଛି। ଦେଶରେ ୨ଜି ଏବଂ ୩ଜି ବ୍ୟବହାର କରୁଥିବା ଏକ କୋଟିରୁ ଅଧିକ ଗ୍ରାହକ ଜିଓଭାରତ […]
ଭୁବନେଶ୍ବର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀଙ୍କ ସହ ସାକ୍ଷାତ କଲେ ଜାପାନୀ ପ୍ରତିନିଧି ଦଳ । ଓଡ଼ିଶାରେ ଦୃଷ୍ଟିବାଧିତ ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍ୱତନ୍ତ୍ର ଧନ୍ଦାମୂଳକ ତାଲିମ୍ ଶିକ୍ଷାନୁଷ୍ଠାନ କିମ୍ବା ବିଶ୍ୱବିଦ୍ୟାଳୟ […]
ଖୋର୍ଦ୍ଧା: ଆଜି ଉପମୁଖ୍ୟମନ୍ତ୍ରୀ, ପ୍ରଭାତୀ ପରିଡା ଏବଂ ଶିକ୍ଷା, କ୍ରୀଡା, ଯୁବସେବା ଓଡିଆ ଭାଷା ସାହିତ୍ୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କର ଖୋର୍ଦ୍ଧା ଜିଲ୍ଲାର ପର୍ଯ୍ୟଟନ ସ୍ଥଳ ଯଥା ବରୁଣେଇ, ଖୋର୍ଦ୍ଧାଗଡ, ଏବଂ ଅଟ୍ରୀ ଓ ହାଟକେଶ୍ଵର ମନ୍ଦିର ପରିଦର୍ଶନ କରି ଏହାର […]
ଭୁବନେଶ୍ବର: ରାଜ୍ୟ ଉନ୍ନୟନ କମିଶନର-ତଥା -ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳସମ୍ପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ ଆଜି ପୂର୍ବାହ୍ନରେ ସେଚ ସଦନସ୍ଥିତ ବନ୍ୟା ନିୟନ୍ତ୍ରଣ କକ୍ଷ ପରିଦର୍ଶନ କରି ସେଠାରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ […]
ଭୁବନେଶ୍ୱର: ଆଫ୍ରିକାର ବ୍ୟବସାୟିକ ଦୃଶ୍ୟପଟ୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଥିବା ଭାରତୀୟ ଆଇଟି କମ୍ପାନୀ ସିଏସ୍ଏମ୍ ଟେକ୍, ଏକ ଭିନ୍ନ ତଥା ଅତ୍ୟାଧୁନିକ ମାନବ ସମ୍ବଳ ପରିଚାଳନା ସୂଚନା ପ୍ରଣାଳୀ (HRMIS) ସହାୟତାରେ ଗାମ୍ବିଆରେ ଶାସନ ପରିଚାଳନା କ୍ଷେତ୍ରରେ ଏକ […]
ଭୁବନେଶ୍ୱର: ଆଦିବାସୀ ଭାଷା ଓ ସଂସ୍କୃତି ଏକାଡ଼େମୀ ଏବଂ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ମିଳିତ ଆନୁକୂଲ୍ୟରେ ବହୁଭାଷୀ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର ଆସନ୍ତା […]
ଭୁବନେଶ୍ୱର: ଶେଷ ହୋଇଛି ପାଚିକା ତଥା ସହାୟିକାଙ୍କ ପ୍ରଶିକ୍ଷଣ ଶିବିର। ଜୁଲାଇ ୭ ରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଆଜି ଲୋକସେବା ଭବନରେ କେନ୍ଦ୍ର କୋଇଲା ବିଭାଗ ସଚିବ ଶ୍ରୀ ଅମ୍ରିତ ଲାଲ ମୀନା ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଶ୍ରୀ ମୀନାଙ୍କ ସହିତ କୋଲ୍ ଇଣ୍ଡିଆର ଅଧ୍ୟକ୍ଷ ଶ୍ରୀ ପି.ଏମ୍ […]
ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଏଥିରେ 20 ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି। ଦେଖନ୍ତୁ ପୁରା ତାଲିକା ବିଜୟ କୁମାର ଉପାଧ୍ୟାୟ- ନିର୍ଦ୍ଦେଶକ ଭାଷା ସଂସ୍କୃତି ବିଭାଗ ଆଶିଷ ଠାକରେ- ସଚିବ, ରାଜସ୍ବ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବନାଞ୍ଚଳ ଅନ୍ତର୍ଗତ ରାଇଲ ଫରେଷ୍ଟ ସେକ୍ସନର ରାଇଲ ଗ୍ରାମରେ ବୁଧବାର ସକାଳୁ ଏକ ଭାଲୁ ଆକ୍ରମଣରେ ୨ ଜଣ ଗ୍ରାମବାସୀ ଆହତ ହୋଇଥିବା ଜଣାପଡିଛି। ତେବେ ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା […]
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି। ଏହି କ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଟାଟା ଷ୍ଟିଲ ଟେକନିକାଲ […]
ଭୁବନେଶ୍ୱର: ଉନ୍ନତ ଜରୁରୀକାଳୀନ ଚିକିତ୍ସା ବ୍ୟବସ୍ଥାର ବିକାଶ ଲକ୍ଷ୍ୟରେ ଆଇସିଏମଆର ଏକ ଜାତୀୟ ସ୍ୱାସ୍ଥ୍ୟ ଅନୁସନ୍ଧାନ ପ୍ରାଥମିକତା ପ୍ରକଳ୍ପ ଆରମ୍ଭ କରିଛି। ଏହି ପ୍ରକଳ୍ପ ମାଧ୍ୟମରେ ଆମ ରାଜ୍ୟର ପୁରୀ ଜିଲ୍ଲା ସମେତ ଲୁଧିଆନା (ପଞ୍ଜାବ), ଭିଦିଶା (ମଧ୍ୟପ୍ରଦେଶ), ଭଦୋଦରା (ଗୁଜୁରାଟ) […]
ଭବାନୀପାଟଣା: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଜୈବିକ ଓ ପ୍ରାକୃତିକ କୃଷି କେନ୍ଦ୍ର ପକ୍ଷରୁ କୋରାପୁଟ ଲକ୍ଷ୍ମୀପୁରସ୍ଥିତ ବିପିକେପି କ୍ଲଷ୍ଟର ଏଫ୍ଆଇଏସି ସୌଧରେ ସହଭାଗୀ ଗ୍ୟାରେଣ୍ଟି ବ୍ୟବସ୍ଥା(ପିଜିଏସ୍) ଉପରେ ଏକ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ସରକାରଙ୍କ ଅଧିକାରୀ […]
ଭୁବନେଶ୍ବର: ଭାରତୀୟ ରେଳବାଇର ସବୁଜ ପଦକ୍ଷେପ ନୀତି ଅନୁଯାୟୀ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ବିଭିନ୍ନ ଷ୍ଟେସନ ଏବଂ ସର୍ଭିସ ବିଲଡିଙ୍ଗର ଛାତ ଉପରେ ସୌରଶକ୍ତି ଅଥବା ସୋଲାର ପାୱାର ପ୍ଲାଣ୍ଟ ସ୍ଥାପନ କରିବାକୁ ଯୋଜନା କରିଥିବାବେଳେ ରେଳପଥ ପରିସୀମା […]
ନୂଆଦିଲ୍ଲୀ: ଆଜି ଭାରତ ନିର୍ବାଚନ କମିଶନର ଓଡ଼ିଶା ସମେତ ୯ ରାଜ୍ୟରେ ଖାଲିପଡ଼ିଥିବା ୧୨ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ସେହି ଅନୁସାରେ ସେପ୍ଟେମ୍ବର ୩ ତାରିଖ ଏହି ଉପନିର୍ବାଚନ ହେବ। ଏଥିପାଇଁ ଅଗଷ୍ଟ ୧୪ରେ […]
ଭୁବନେଶ୍ବର: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ଆଜି ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ […]
ଭୁବନେଶ୍ୱର: ଗତ କିଛିବର୍ଷ ଧରି ପାର୍ଟିର କାର୍ଯ୍ୟକର୍ତାମାନେ ସମସ୍ତ ଦେଶବାସୀଙ୍କ ସହ ମିଶି ସାରା ଦେଶରେ ହର୍ଷୋଲ୍ଲାସ ସହିତ ଦେଶର ଏକତା ତଥା ଅଖଣ୍ଡତା ଉଦ୍ଦେଶ୍ୟରେ ‘ହର ଘର ତ୍ରିିରଙ୍ଗା’,‘ତ୍ରିରଙ୍ଗା ଯାତ୍ରା’ ଆଦି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ କରି ଆସୁଛନ୍ତି। […]
ଭୁବନେଶ୍ବର: ଆଜି ପୁଣି ଭିଜିଲାନ୍ସ ଜାଲରେ ଫସିଛି ଏକ ବଡ ମାଛ। ସେ ହେଉଛନ୍ତି କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ତାଙ୍କର ଏକକାଳୀନ ୮ଟି ସ୍ଥାନରେ ଚଢାଉ ଚାଲିଛି । ଆୟବହୂର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛି […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ନିମଖଣ୍ଡି ଥାନା ଅନ୍ତର୍ଗତ ଯୋଗିଆପଲୀ ଉପକଣ୍ଠ ଟେକ୍ନୋ ପାର୍କ ସାମନାରେ ଏକ ବଡ଼ ଗଛରେ ଝୁଲୁଥିବା ଅବସ୍ଥାରେ ଦୁଇ ପ୍ରେମୀ ଯୁଗଳ ଙ୍କ ଶବକୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରି ବ୍ୟବଛେଦ ନିମନ୍ତେ ବ୍ରହ୍ମପୁର […]
ନୂଆଦିଲ୍ଲୀ: ଧାର୍ମିକ ବିଶ୍ଵାସ ଅନୁଯାୟୀ, ବର ଗଛର ବଡ ମହୀମା କୁହାଯାଏ। ଏହି ଗଛଟି ତ୍ରିମୂର୍ତ୍ତିର ପ୍ରତୀକ। ଏହାର ଛେଲିରେ ବିଷ୍ଣୁ, ମୂଳରେ ବ୍ରହ୍ମା ଏବଂ ଶାଖାରେ ଶିବ ରହିଥାନ୍ତି। ଏହି ଗଛଟି ଦୀର୍ଘ ସମୟ ପର୍ଯ୍ୟନ୍ତ ଅକ୍ଷୟ ରହିଥାଏ, ତେଣୁ ଏହାକୁ […]
ମେଷ- ପରିଶ୍ରମର ଫଳ ମିଠା ହେବ। ସାମାଜିକ କାର୍ଯ୍ୟରେ ଆଗ୍ରହୀ ହେବେ। ଆପଣଙ୍କପ ସମ୍ମାନ ମିଳିବ। ବ୍ୟବସାୟ ଇଚ୍ଛାକୃତ ଲାଭ ପ୍ରଦାନ କରିବ। ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ପରିଚୟ ବୃଦ୍ଧି ପାଇବ। ଶାରୀରିକ କଷ୍ଟ ସମ୍ଭାବନା। ଅଜ୍ଞାତ ଭୟ ହନ୍ତସନ୍ତ କରିବ। ଚିନ୍ତା […]