ରାଜ୍ୟ ଖବର

ଭୁବନେଶ୍ୱର: ସେନାବାହିନୀରେ ଯୋଗଦେବା ନିମନ୍ତେ ନିଯୁକ୍ତି ପ୍ରକ୍ରିୟାରେ ଢାଞ୍ଚାଗତ ପରିବର୍ତ୍ତନ କରାଯାଇଛି । ବର୍ତ୍ତମାନ ପରୀକ୍ଷାର୍ଥୀମାନେ ପ୍ରଥମେ ଅନ୍‌ଲାଇନ୍‌ରେ ନିଜର ପଂଜୀକରଣ କରିବା ପରେ ବୈଧ ଥିବା…

ଚାନ୍ଦପୁର: ଗାଧୋଇବା ବେଳେ ପୋଖରୀରେ ବୁଡି ୧୦ ବର୍ଷିୟା ନାବାଳିକାର ମୃତ୍ୟୁ ହୋଇଥିବା ଖବର ହସ୍ତଗତ ହୋଇଛି। ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା କନ୍ଧ ନୟାଗଡ ଗ୍ରାମରେ…

ବାଲେଶ୍ବର: ମାଟ୍ରିକ ପରୀକ୍ଷା ଶେଷ ହେବା ପରେ ପରୀକ୍ଷା ଖାତା ଦେଖା ଆରମ୍ଭ ହୋଇଯାଇ ଥିଲା। ହେଲେ ଖାତା ଦେଖିବା ବେଳକୁ ଶିକ୍ଷକ ଏବଂ ପରୀକ୍ଷା ନିୟନ୍ତ୍ରକଙ୍କ…

ଭୁବନେଶ୍ବର: ଆଜି ରାଜ୍ୟର ତାପମାତ୍ରା ହ୍ରାସ ପାଇବ ବୋଲି ସମ୍ଭାବନା ରହିଥିଲା। ହେଲେ ଆଜି ସକାଳୁ ଯେତିକି ତାପମାତ୍ରା ରେକର୍ଡ କରାଯାଇଛି ତାହା ଆଶ୍ଚର୍ଯ୍ୟ କରିଛି। ଭୁବନେଶ୍ବର…

ଭୁବନେଶ୍ୱର: ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି ସରକାର ଏକ ବଡ ଘୋଷଣା କରିଛନ୍ତି। ରାଜ୍ୟ ସରକାର ଆଗୁଆ ଗ୍ରୀଷ୍ମକାଳୀନ ଛୁଟି…

ଭୁବନେଶ୍ଵର: ବହୁ ପ୍ରତିକ୍ଷିତ ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଲୋକପ୍ରିୟ ରିଏଲିଟି ସୋ ‘ରଜ କୁଇନ୍‌’ ଏପ୍ରିଲ୍ ୨୨ ରୁ ପ୍ରତ୍ୟେକ ଶନିବାର ଓ…

ଭୁବନେଶ୍ୱର: ଭୁବନେଶ୍ୱର ଜିଲ୍ଲା ସଭାପତି ବିଶ୍ୱଜିତ ଦାଶଙ୍କ ସଭାପତିତ୍ୱରେ ଆଜି ଭୁବନେଶ୍ୱର ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା କଂଗ୍ରେସ ପକ୍ଷରୁ “ଜୟ ଭାରତ ସତ୍ୟାଗ୍ରହ”…

ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ବିଭିନ୍ନ…

ଭୁବନେଶ୍ଵର: ଓଡ଼ିଶାର ପ୍ରତିଷ୍ଠିତ କଣ୍ଠଶିଳ୍ପୀ ତଥା ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ ପାଢ଼ୀଙ୍କର ଏକ ସୁନ୍ଦର ସଙ୍ଗୀତ ସଂଧ୍ୟା ଯାହା ଏସ ଏସ ମିଡ଼ିଆ କ୍ରିଏସନ ପ୍ରସ୍ତୁତି…

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧାର ଗୁରୁଜଙ୍ଗ ଠାରେ ପ୍ରସିଦ୍ଧ ଜୟପୁର ଫୁଟ୍‌ର ଏକ ନୂଆ କେନ୍ଦ୍ର ‘ବିଜୁ ମହାବୀର ଜୟପୁର ଫୁଟ ସେଣ୍ଟର’ ଉଦ୍‌ଘାଟନ…

ଭୁବନେଶ୍ଵର: ସୂର୍ଯ୍ୟମୟୀଙ୍କ ପ୍ରଥମ ପୋଲିସ ଅବତାର ଚଳଚ୍ଚିତ୍ର “IPS ଦୁର୍ଗା” ଜୀ- ସାର୍ଥକରେ ଆସନ୍ତା ଏପ୍ରିଲ ୨୩ ତାରିଖ ସନ୍ଧ୍ୟା ୬:୩୦ ରେ ମୁକ୍ତିଲାଭ କରିବାକୁ ଯାଉଥିବା…

ଧରୱାଡ: କର୍ଣ୍ଣାଟକର ଧରୱାଡରେ ଜଣେ ବିଜେପି ପଞ୍ଚାୟତ ନେତାଙ୍କୁ ହତ୍ୟା କରାଯାଇଛି। ଏହି ଘଟଣା ପରେ ରାଜ୍ୟରେ ମାହୋଲ ଗରମ ହୋଇଛି। ମଙ୍ଗଳବାର ରାତିରେ ଏକ ଧାର୍ମିକ…

ଭୁବନେଶ୍ଵର: ଆଜି ମଧ୍ୟ ତତଲା କଡେଇରେ ଓଡିଶା ଡହଳ ବିକଳ ହେଉଛି। ବଢୁଥିବା ତାପମାତ୍ରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ତେବେ ସବୁ ଦିନ ଭଳି ଆଜି…

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ଆଉ ଆସନ୍ତାକାଲି ଦୁଇଦିନ ପାଇଁ ରାଜ୍ୟର ସମସ୍ତ ବିଦ୍ୟାଳୟ ବନ୍ଦ ରହିବାକୁ ରାଜ୍ୟ ସରକାର ଘୋଷଣା…

ଭୁବନେଶ୍ଵର: ଏପ୍ରିଲ୍ ୧ ତାରିଖରୁ ଆରମ୍ଭ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମରେ ୧୮ ତମ ଦିବସରେ ଆନ୍ତଃଜିଲ୍ଲା କୁଇଜ୍, ତର୍କ, ପ୍ରବନ୍ଧ, ସ୍ଲୋଗାନ ଲିଖନ ତଥା ଛାୟା ଜି-୨୦…

ଭୁବନେଶ୍ୱର: ଭୁବନେଶ୍ଵର ବ୍ଲକରେ ପଛୁଆ ବର୍ଗଙ୍କ ସାମାଜିକ ଓ ଶିକ୍ଷା ସର୍ଭେ ନିମନ୍ତେ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଭୁବନେଶ୍ଵର ପଞ୍ଚାଯତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଆଜି ଶ୍ରୀ ସରୋଜ କୁମାର ସାମଲ ପୂର୍ବତନ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କଠାରୁ ଦାୟିତ୍ୱ…

ଭୁବନେଶ୍ଵର: ଓଡ଼ିଶାବାସୀଙ୍କୁ ଅରାଜକ କହି ବାରମ୍ଵାର ଅପମାନିତ କରୁଥିବା ବିଜେପି ଏବେ ପୁଣିଥରେ ସମ୍ବଲପୁରରେ ହିଂସା ଓ ଅରାଜକତା ସୃଷ୍ଟି କରିବାକୁ ଉଦ୍ୟମ କରୁଛି ବୋଲି ବିଜୁ…

ଭୁବନେଶ୍ୱର: ଚଳିତ ଝାରସୁଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କ ନିମନ୍ତେ ପ୍ରଚାର କରିବା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପରାମର୍ଶ…

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଉ ଦୁଇ ଦିନ ରାଜ୍ୟର ସମସ୍ତ ବିଦ୍ୟାଳୟ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ସୀତାରାମ ଅଗ୍ରୱାଲ କାଳୁପଡ଼ା: ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ କାଳୁପଡ଼ା ଘାଟ ରେଳ ଷ୍ଟେସନରେ ଖୁବ ଶୀଘ୍ର ରହିବ ପ୍ରଶାନ୍ତି ଏକ୍ସପ୍ରେସ। ଏ ନେଇ ସୂଚନା…