ନୂଆଦିଲ୍ଲୀ: ଧାର୍ମିକ ବିଶ୍ଵାସ ଅନୁଯାୟୀ, ବର ଗଛର ବଡ ମହୀମା କୁହାଯାଏ। ଏହି ଗଛଟି ତ୍ରିମୂର୍ତ୍ତିର ପ୍ରତୀକ। ଏହାର ଛେଲିରେ ବିଷ୍ଣୁ, ମୂଳରେ ବ୍ରହ୍ମା ଏବଂ ଶାଖାରେ ଶିବ ରହିଥାନ୍ତି। ଏହି ଗଛଟି ଦୀର୍ଘ ସମୟ ପର୍ଯ୍ୟନ୍ତ ଅକ୍ଷୟ ରହିଥାଏ, ତେଣୁ ଏହାକୁ […]
ମେଷ- ପରିଶ୍ରମର ଫଳ ମିଠା ହେବ। ସାମାଜିକ କାର୍ଯ୍ୟରେ ଆଗ୍ରହୀ ହେବେ। ଆପଣଙ୍କପ ସମ୍ମାନ ମିଳିବ। ବ୍ୟବସାୟ ଇଚ୍ଛାକୃତ ଲାଭ ପ୍ରଦାନ କରିବ। ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ପରିଚୟ ବୃଦ୍ଧି ପାଇବ। ଶାରୀରିକ କଷ୍ଟ ସମ୍ଭାବନା। ଅଜ୍ଞାତ ଭୟ ହନ୍ତସନ୍ତ କରିବ। ଚିନ୍ତା […]
ଭୁବନେଶ୍ୱର: କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ବିଡ଼ି, ସିନେ ଓ ଖଣି (କୋଇଲାକୁ ଛାଡ଼ି) ଶ୍ରମିକଙ୍କ ପିଲାମାନଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ଆଗ୍ରହୀ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଠାରୁ ଯୋଜନା ପାଇଁ ଆବେଦନ ଆହ୍ୱାନ କରାଯାଇଛି। […]
ଭୁବନେଶ୍ୱର : ଯକୃତ ନଷ୍ଟ ହୋଇ ଗୁରୁତର ହୋଇପଡ଼ିଥିବା ଜଣେ ୯ ବର୍ଷୀୟା ବାଳିକାଙ୍କର ପ୍ଲାଜ୍ମା ଏକ୍ସଚେଞ୍ଜ ଚିକିତ୍ସା ମାଧ୍ୟମରେ ସମ୍ ଅଲ୍ଟିମେଟ ମେଡିକେୟାରର ଚିକିତ୍ସକ ସମ୍ପୂର୍ଣ୍ଣ ସୁସ୍ଥ କରିପାରିଛନ୍ତି। ବାହ୍ୟ ସଂକ୍ରମଣ ଯୋଗୁଁ ଜଣ୍ଡିସ୍ରେ ପୀଡ଼ିତା ବାଳିକାଟି ଅସୁସ୍ଥ ଅବସ୍ଥାରେ […]
ନୂଆଦିଲ୍ଲୀ: ୨୦୨୪ ମସିହା ସ୍ଵାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ଭାରତର ରାଷ୍ଟ୍ରପତିଙ୍କ ଦ୍ୱାରା ଆୟୋଜିତ ମର୍ଯ୍ୟାଦାପୂର୍ଣ୍ଣ “ଏଟ୍ ହୋମ୍ ରିସେପସନ୍” ବା ” ଆବାସରେ ଅଭ୍ୟର୍ଥନା” କାର୍ଯ୍ୟକ୍ରମର ନିମନ୍ତ୍ରଣପତ୍ର ଯତ୍ନର ସହ ବିତରଣ କରିବ ଓଡ଼ିଶା ଡାକ ପରିମଣ୍ଡଳ। ଏହି ମର୍ଯ୍ୟାଦାପୂର୍ଣ୍ଣ […]
ପୁରୀ: ଆଦିତ୍ୟବାହିନୀ ଦ୍ଵାରା ନିଃଶୁଳ୍କ ଏକ ଦିବସୀୟ ଦନ୍ତ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ମହାରାଜାଙ୍କ ନିଜସ୍ଵ ସଚିବ ସ୍ଵାମୀ ନିର୍ବିକଳ୍ପାନନ୍ଦ ସରସ୍ଵତୀ ମହାରାଜଙ୍କ ଶୁଭ କରକମଳରେ ମଠ ପରି ସରସ୍ଥିତ ଭାଗବତ କକ୍ଷରେ ଉଦ୍ଘାଟିତ […]
ଭୁବନେଶ୍ବର: ଶେଷରେ ଭିଜିଲାନ୍ସ ଦ୍ବାରା ଗିରଫ ହେଲେ କୋଟିପତି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ। ସେ କଟକ ଓବିସିସି ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଗତକାଲି ତାଙ୍କର ଅୟବର୍ହିଭୂତ ସଂପତ୍ତି ଥିବା ଅଭିଯୋଗ ନେଇ ଭିଜିଲାନ୍ସ ଚଢାଉ କରିଥିଲା। […]
ଭୁବନେଶ୍ବର: କେନ୍ଦ୍ରସରକାର ପୋଲାଭରମ ନିର୍ମାଣ ପାଇଁ ବ୍ୟବରାଦ କରିବା ପରେ ବର୍ତ୍ତମାନ ଓଡିଶାର ଚିନ୍ତା ବଢିଯାଇଛି। ଏହା ଦ୍ବାରା ଓଡିଶାର ବହୁ କ୍ଷତି ହେବା ସହ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହେବ ବୋଲି ଅନୁମାନ କରାଯାଇଛି। ଏହାକୁ ନେଇ ପୂର୍ବରୁ ଓଡିଶା […]
ନୂଆଁଖାଇ :ପାଖେଇଲା ନୂଆଖାଇ। ପଶ୍ଚିମ ଓଡିଶାର ଏହା ହେଉଛି ଏକ ବଡ ପର୍ବ। ଯେଉଁଥିରେ ସମସ୍ତେ ଏକାଠି ବସି ନୂଆ ଫସଲର ଭୋଗ ଖାଇଥାନ୍ତି। ତେବେ ପଶ୍ଚିମ ଓଡିଶାର ବଲାଙ୍ଗୀର ପାଇଁ ନୂଆଖାଇ ଲଗ୍ନ ଧାର୍ଯ୍ୟ କରାଯାଇଛି। ସେହି ଅନୁସାରେ ଆସନ୍ତା […]
ଭୁବନେଶ୍ବର: ଆସନ୍ତାକାଲି ବୁଧବାର ଦିନ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ବର୍ତ୍ତମାନ ସୃଷ୍ଟି ହୋଇଥିବା ଟ୍ରପଲାଇନ ଧିରେ ଧିରେ ସକ୍ରିୟ ହେବାରେ ଲାଗିଛି। ତାହା ଲଘୁଚାପକୁ ପରିବର୍ତ୍ତନ ହେବ ବୋଲି ଅନୁମାନ କରାଯାଉଛି। ଏହାଫଳରେ ରାଜ୍ୟରେ […]
ଭୁବନେଶ୍ବର: ରାଜ୍ୟ ସରକାର ଓଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ମୁଖ୍ୟତଃ ନବୀନ ସରକାରରେ ଗାଦିମାଡି ବସିଥିବା ବହୁ ଅଧିକାରୀଙ୍କୁ ମୋହନ ସରକାର ବଦଳ କରିଦେଇଛନ୍ତି। କେତେକ ଅଧିକାରୀଙ୍କୁ ସଚିବାଳୟରୁ ବାହାର କରି ଅନ୍ୟ ସ୍ଥାନକୁ ପଠାଇଦେଇଛନ୍ତି। ଯେଉଁମାନଙ୍କର ବଦଳ […]
ଭୁବନେଶ୍ବର: ବିଜୁ ଜନତା ଦଳ ଏକ ନୂଆ ପାୱାରଫୁଲ କମିଟ ଗଠନ କରିଛି। ଏହି କମିଟ ଦଳୀୟ ବ୍ୟାପାରରେ ସମସ୍ତ ନିଷ୍ପତି ଗ୍ରହଣ କରିବେ। ସେମାନଙ୍କ ନିଷ୍ପତି ଅନୁସାରେ ଦଳ ପରିଚାଳିତ ହେବ। ଏ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ […]
ଭୁବନେଶ୍ୱର: ଡିଏଭି ପୋଖରୀପୁଟର ଦଶମ ଓ ଦ୍ୱାଦଶ ଶ୍ରେଣୀରେ ୯୫ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ପ୍ରାପ୍ତ କରିଥିବା ମୋଟ ୯୮ (ଦଶମ – ୬୨, ଦ୍ୱାଦଶ – ୩୬ ) ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଭବ୍ୟ ସମାରୋହକୁ […]
ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ଏବଂ ଶ୍ରମ ଓ ନିୟୋଜନ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ଏବଂ ଉତ୍ତର-ପୂର୍ବାଞ୍ଚଳ ବିକାଶ ଓ ସଂଚାର ମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆ ଆଜି ନୂଆଦିଲ୍ଲୀରେ ୩୩ତମ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ […]
ଭୁବନେଶ୍ବର: ଅଗଷ୍ଟ ୯ ତାରିଖରେ ନାଭାଲ ଷ୍ଟାଫ ମୁଖ୍ୟ (ସିଏନଏସ) ଆଡମିରାଲ୍ ଦିନେଶ କେ. ତ୍ରିପାଠୀ ଅଗ୍ନିବୀର ମାନଙ୍କର ଚତୁର୍ଥ ବ୍ୟାଚ୍ର ଚୂଡ଼ାନ୍ତ ପ୍ୟାରେଡ୍ (ପିଓପି)ର ସମୀକ୍ଷା କରିବେ। ଆଇଏନଏସ ଚିଲିକାରେ ଏହି ସମାରୋହରେ ୨୧୬ ଜଣ ମହିଳା ଅଗ୍ନିବୀରଙ୍କ ସମେତ […]
ନୂଆଦିଲ୍ଲୀ: ୨୦୧୨ ମଇ ୧୦ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଦେଶର ସମସ୍ତ ରାଜ୍ୟ ପାଇଁ କୋଇଲା ଉପରେ ରୟାଲଟି ହାର କାରବାର ମୂଲ୍ୟର ୧୪% ଧାର୍ଯ୍ୟ କରାଯାଇଛି । ଏଥିରେ ପଶ୍ଚିମବଙ୍ଗ ରାଜ୍ୟକୁ ବାଦ୍ ଦିଆଯାଇଛି ଯେଉଁଠାରେ ରୟାଲ୍ଟି ହାର […]
ଭୁବନେଶ୍ୱର: ଭାରତ ସରକାରଙ୍କ ଅଧୀନରେ ଜିଏସଟି କାଉନ୍ସିଲ ଗଠନ କରାଯାଇଛି। ଏଥିରେ ଦେଶର ବିଭିନ୍ନ ରାଜ୍ୟର ମନ୍ତ୍ରୀମାନଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଛି। ଆମ ରାଜ୍ୟ ଓଡିଶାରୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି ସମ୍ମାନନୀୟ ପରିଷଦର ସଦସ୍ୟ ରୂପେ […]
ଭୁବନେଶ୍ବର: ଆଜି ସକାଳେ କେନ୍ଦୁଝର ଜିଲ୍ଲା ଯୋଡା ଡି.ଏ.ଭି. ସ୍କୁଲ ନିକଟରେ ଏକ ଅଜଣା ଟ୍ରକ ଧକ୍କାରେ ଦୁଇ ଜଣ ଛାତ୍ରଙ୍କ ସମେତ ଜଣେ ଅଭିଭାବକଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ ଯୋଡା ଆଜାଦ୍ ବସ୍ତିର କ୍ରିଷ୍ଣା ଭୁଷାଲ, ଷ୍ଟାଣ୍ଡାର୍ଡ ୧ […]
ଭୁବନେଶ୍ବର: ତାଳଚେର ବିଧାୟକ ଶ୍ରୀ ବ୍ରଜକିଶୋର ପ୍ରଧାନଙ୍କ ନେତୃତ୍ୱ ରେ ତାଳଚେର ଓ କଣିହାଁ ବ୍ଲକ ଏବଂ ତାଳଚେର ମୁନିସିପାଲିଟି ର ଅଧକ୍ଷ ଉପାଧ୍ୟାକ୍ଷ ଓ ସଭ୍ୟମାନେ ଆଜି ସନ୍ଧ୍ୟାରେ ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟନାୟକଙ୍କୁ ଭେଟି […]
ନୂଆଦିଲ୍ଲୀ: ବିଜେଡି ଛାଡି ବିଜେପିରେ ଯୋଗଦେଇଥିବା ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହାନ୍ତ ଆଜି ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡିଶାର ବହୁ ବିଜେପି ସାଂସଦଗଣ ମଧ୍ୟ ଉପସ୍ଥିତ ଥିଲେ। ଶ୍ରୀ […]
ଭୁବନେଶ୍ୱର: ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୨ ତମ ପ୍ରତିଷ୍ଠା ଦିବସ ଆଜି ପ୍ରତିଷ୍ଠାନ ପରିସରରେ ଥିବା ନୂତନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପ୍ରକାଶ ଚନ୍ଦ୍ର ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ ଉତ୍ସବରେ ଏନ୍ ସିଇଆର୍ ଟିର […]