କୁଜଙ୍ଗ: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ମଙ୍ଗରାଜପୁର ପଂଚାୟତ ଅଧୀନ ସନ୍ତରା(କୃଷ୍ଣଚନ୍ଦ୍ରପୁର)ସ୍ଥିତ ଶିରିଡ଼ି ସାଇ ମନ୍ଦିରରୁ ଲକ୍ଷାଧିକ ଟଙ୍କା ସୁନା, ରୂପା ଅଳଙ୍କାର ଲୁଟ୍ପାଟ୍ ଘଟଣାର ପର୍ଦ୍ଦାଫାଶ୍ କରିଛି କୁଜଙ୍ଗ ପୋଲିସ୍। ମାଷ୍ଟର ମାଇଣ୍ଡ୍ ସମେତ ଗ୍ୟାଙ୍ଗ୍ର ୩ ଜଣ ସଦସ୍ୟଙ୍କୁ […]
ବ୍ରହ୍ମପୁର: ଖଲ୍ଲିକୋଟ ଥାନା ୧୬ ନଂ ଜାତୀୟ ରାଜପଥ ଡିମିରିଆ ଛକରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। କାଉଡ଼ିଆ ମନେ ଗଞ୍ଜାମ ଋଷିକୂଲ୍ୟା ନଦୀରୁ ପାଣି ନେଇ ବାଣପୁର ଅଭିମୁଖେ ଯାଉଥିବା ବେଳେ ଡିମିରିଆ ଛକ ନିକଟରେ ଦୁଇ କାଉଡ଼ିଆଙ୍କ ସହ […]
ଖୋର୍ଦ୍ଧା: ଶୁକ୍ରବାର ଅପରାହ୍ଣରେ ୪ଟାରେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ବରୁଣେଇ ସ୍ଥିତ ଶିଳ୍ପାଞ୍ଚଳ ଗସ୍ତକରି ବିଭିନ୍ନ ଶିଳ୍ପକେନ୍ଦ୍ର ପରିଦର୍ଶନ କରିବା ସଙ୍ଗେସଙ୍ଗେ ସେସବୁର ସମୀକ୍ଷା କରିଛନ୍ତି। ଇଡ଼କୋ ଡିଭିଜନାଲ କାର୍ଯ୍ୟାଳୟରେ ମାନ୍ୟବର ମନ୍ତ୍ରୀ ଶ୍ରୀ ସ୍ବାଇଁଙ୍କ ସହ ଖୋର୍ଦ୍ଧାର ବିଧାୟକ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରି ରାତିରେ ରୋଗୀ ମାନଙ୍କର କିପରି ଯତ୍ନ ନିଆ ଯାଉଛି ସେ ସମ୍ପର୍କରେ ପଚାରି ବୁଝିଛନ୍ତି। ରୋଗୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ରହିବା, […]
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ସୋମବାର ଅଗଷ୍ଟ ୫ ତାରିଖ ଦିବା ୧୧ ଘଟିକାରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବେ। ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ […]
ଭୁବନେଶ୍ଵର: ଚଳିତ ଖରିଫ ଋତୁ ପାଇଁ ଭାରତ ସରକାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (#PMFBY) ରେ ଆମ ରାଜ୍ୟର ଚାଷୀ ଭାଇ ଓ ଭଉଣୀମାନଙ୍କ ପାଇଁ ଫସଲ ପଞ୍ଜିକରଣର ଶେଷ ତାରିଖକୁ ୧୦ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ୧୦ […]
ଭୁବନେଶ୍ୱର: ସଉକ ପାଇଁ ଡାକ ଟିକଟ ସଂଗ୍ରହ କରୁଥିବା ଷଷ୍ଠରୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପ୍ରବୃତ୍ତି ଓ ଗବେଷଣାକୁ ପ୍ରୋତ୍ସାହନ ଦେବା ଲାଗି ଡାକ ବିଭାଗ ପକ୍ଷରୁ ବାର୍ଷିକ ବୃତ୍ତି ପ୍ରଦାନ ନିମନ୍ତେ ‘‘ଦୀନ ଦୟାଲ ସ୍ପର୍ଶ ଯୋଜନା’’ର ଶୁଭାରମ୍ଭ କରାଯାଇଛି। […]
ଭୁବନେଶ୍ବର: ଭିତ୍ତିଭୂମି ଉନ୍ନତିକରଣ ସଂକ୍ରାନ୍ତୀୟ ରାଜ୍ୟସ୍ତରୀୟ କମିଟିର ୬୨ତମ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ, କୃଷି, ଜଙ୍ଗଲ ଓ ପରିବେଶ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଆଦି […]
ଭୁବନେଶ୍ଵର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ସାମ୍ବାଦିକତା ବିଭାଗର ଅବସରପ୍ରାପ୍ତ ପ୍ରଫେସର ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ଆଜି ଦେହାନ୍ତ ହୋଇଯାଇଛି। ଏହି ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ଆଜି […]
ଭୁବନେଶ୍ଵର: ମା ଧନ ଲକ୍ଷ୍ମୀ ପ୍ରଡ଼କସନ୍ସର ପ୍ରଥମ ବାର୍ଷିକ ସମ୍ବର୍ଦ୍ଧନା ଉତ୍ସବ ଓଡିଶା ମାଟିର ଗୌରବ ସମ୍ମାନ ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ମା ଧନ ଲକ୍ଷ୍ମୀ ପ୍ରଡ଼କସନ୍ସର ମ୍ୟାନେଜିଂ ଡାଇରେକ୍ଟର ସ୍ମିତା ପାଣିଗ୍ରାହୀ, ପ୍ରଯୋଜକ ଧିରେନ ତ୍ରିପାଠୀ, କାର୍ଯ୍ୟକାରୀ ପ୍ରଯୋଜକ […]
ରେଢାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ ଡଇଁଚା ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ନୂତନ ଭାବରେ ସରକାରୀ କଲେଜ ଖୋଲିବା ସହ ପ୍ରବେଶ ଉତ୍ସବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ କ୍ଷୀରୋଦ କୁମାର ପଣ୍ଡା ଙ୍କ ସଭାପତିତ୍ୱରେ ଅନୁଷ୍ଠିତ […]
ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ବ୍ରଜରାଜପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ ସହ ନବ ନିର୍ମିତ ଏକ ମୁକ୍ତ ମଞ୍ଚର ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭା ବାଚସ୍ପତି ସୁରମା […]
ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହନ୍ତ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଷ୍ଟ୍ରୀୟ କାର୍ଯ୍ୟାଳୟରେ ସେ ଓଡିଶା ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ଅରୁଣ ସିଂ, ମନ୍ତ୍ରୀ […]
ରଣପୁର: ପୋଖରୀରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଛି। ମୃତ ବାଳକର ନାମ ସୂର୍ଯ୍ୟ କାନ୍ତ ବେହେରା, ବୟସ ୮ ବର୍ଷ। ବାପାଙ୍କ ନାମ ସୁରେଶ ବେହେରା। ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା କୁକୁଡ଼ା ଝରି ଗ୍ରାମରେ ଏଭଳି ଅଭାବନୀୟ ଘଟଣା […]
ଭୁବନେଶ୍ବର: ଗତକାଲି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବିଜେଡି ନେତ୍ରୀ ମମତା ମହନ୍ତ। ବର୍ତ୍ତମାନ ବିଜେଡି ସଙ୍କଟ ସମୟରେ ସେ ଏପରି ଇସ୍ତଫା ଦେବା ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଓଡିଆ ଅସ୍ମିତା କହି ବିଜେଡିରେ ବିପର୍ଯ୍ୟୟ […]
ଭୁବନେଶ୍ବର: ଆଜି ଗୃହରେ ବ୍ୟୟ ମଂଜୁରୀ ବିଲ ଉପସ୍ଥାପନା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କର ବିସ୍ତୁତ ବକ୍ତବ୍ୟ ରଖିଛନ୍ତି। ସେ ଯାହା କହିଛନ୍ତି ତାହା ହେଲା 1. ମୁଁ ଏହି ପବିତ୍ର ଗୃହରେ ଚଳିତ ମାସ 25 ତାରିଖରେ ବର୍ଷ […]
ଭୁବନେଶ୍ଵର: ରାଜ୍ୟସଭା ସାଂସଦ ସହ ବିଜେଡିରୁ ମଧ୍ୟ ମମତା ମହାନ୍ତ ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି। ଇସ୍ତଫା ପତ୍ର ସହ ଲେଖିଛନ୍ତି ଯେ, ‘ଆଜି ମୋର ସେବାର ଆବଶ୍ୟକତା ସେ ଦଳ […]
ଭୁବନେଶ୍ଵର: କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସ୍ବର୍ଗତ ଚିନାରାଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। […]
ଭୁବନେଶ୍ଵର: ଗତ ସାଧାରଣ ନିର୍ବାଚନ-୨୦୨୪ ମଇ ଆଉ ଜୁନ ମାସରେ ଅନୁଷ୍ଠିତ ହୋଇଥିଲା। ଏହି ନିର୍ବାଚନରେ ବହୁତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିର୍ବାଚନ ଦାୟିତ୍ୱ ଦିଆଯାଇଥିଲା। ମତଦାନ ଦାୟିତ୍ଵ ପୂର୍ବରୁ ୨ କିମ୍ୱା ୩ ଦିନ ନିର୍ବାଚନ ପ୍ରଶିକ୍ଷଣ ପାଇଁ ଶିକ୍ଷକ ମାନେ […]
ଭୁବନେଶ୍ଵର: ଆରୋହୀ ମିଡ଼ିଆ ହାଉସ ପ୍ରସ୍ତୁତ ଏକ ପାରିବାରିକ ତଥା ସଙ୍ଗୀତ ଭିତ୍ତିକ ଓଡ଼ିଆ ଚଳଚ୍ଚିତ୍ର ତୋ ପାଇଁ ମୁଁ ଗାଉଛି ଗୀତ ର ଶୁଭ ମହୁରତ ରାଜଧାନୀ ର ଏକ ତାରକା ହୋଟେଲ ରେ ଅନୁଷ୍ଠିତ ହୋଇଯାଇଛି। ଏହି ଶୁଭ […]
ଭୁବନେଶ୍ବର: ଓଡିଶାର ୧ ନମ୍ବର ଚ୍ୟାନେଲ ଜୀ ସାର୍ଥକ ସବୁବେଳେ ଲୋକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଛି। ଦର୍ଶକେ ଦେଖିବାକୁ ଭଲ ପାଉଥିବା କାହାଣୀକୁ ଆଧାରିତ କରି ଅନେକ ଧାରାବାହିକ ସହିତ ମନୋରଞ୍ଜନ ଭିତ୍ତିକ ରିଆଲିଟି ସୋ ଦର୍ଶକଙ୍କୁ ଭେଟି ଦେଇଛି […]