ରାଜ୍ୟ ଖବର

ନୂଆଦିଲ୍ଲୀ: ଆମର ହିନ୍ଦୁ ଧର୍ମରେ ମନ୍ଦିର ପରିକ୍ରମା ରହିବାର ବିଧି ରହିଛି। ବିଶ୍ବାସ ରହିଛି ଯେ ଠାକରୁଙ୍କ ଚାରିପାଖରେ ପରିକ୍ରମା କଲେ ସବୁ ପାପର ବିନାସ ହୋଇଥାଏ।…

ନୂଆଦିଲ୍ଲୀ: ବିଭିନ୍ନ ସମୟରେ ରାଶିଫଳକୁ ନେଇ ହୁଏ ତର୍କବିତର୍କ। ଜ୍ୟୋତିଷ ଶାସ୍ତ୍ର ଉପରେ ଉଠେ ପ୍ରଶ୍ନ। ହେଲେ ଏହା ଏକ ପ୍ରାଚୀନ ଶାସ୍ତ୍ର। ମୁନିଋଷିଙ୍କ ଦ୍ବାରା ଏହା…

ଭୁବନେଶ୍ବର: ଶେଷରେ ଦୁର୍ଘଟଣା ଘଟିଥିବା ଲାଇନ ଉପରେ ଚାଲିଲା ଟ୍ରେନ। ଆଜି ରାତିରେ ବାଲେଶ୍ବର ବାହାନଗା ରେଳ ଧାରଣାରେ ଏକ ମାଲବାହୀ ଟ୍ରେନ ଗଡିଛି। କୋଇଲା ବୋଝେଇ…

ସୀତାରାମ ଅଗ୍ରୱାଲ ବାଲୁଗାଁ: ୧୧୬୫ ବର୍ଗ କିଲୋମିଟର ପରିଧି ବିଶିଷ୍ଟ ଏସିଆ ମହାଦେଶର ସର୍ବବୃହତ ଲବଣ ହ୍ରଦ ଚିଲିକା ପୁରୀ,ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ସୀମାନ୍ତରେ ଅବସ୍ଥାପିତ।…

Video News: ବାଲେଶ୍ବର ବାହାନଗାଠାରେ ହୋଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାର ସିବିଆଇ ତଦନ୍ତ ହେବ। ଏ ନେଇ ରେଳବାଇ ବୋର୍ଡ ସିବିଆଇକୁ ଅନୁରୋଧ କରାଯାଇଛି ବୋଲି କହିଛନ୍ତି…

ଭୁବନେଶ୍ବର: ବାଲେଶ୍ବର ରେଳ ଦୁର୍ଘଟଣାରେ ମୃତାହତମାନଙ୍କ ପରିବାରବର୍ଗ/ସମ୍ପର୍କୀୟ/ବନ୍ଧୁମାନଙ୍କୁ ସହଯୋଗ କରିବା ଲାଗି ଭାରତୀୟ ରେଳବାଇ ପକ୍ଷରୁ ୧୩୯ ହେଲ୍ପଲାଇନ ବ୍ୟବସ୍ଥା କରାଯାଇଛି। ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ଏକ…

ଭୁବନେଶ୍ବର: ଟ୍ରେନ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କୁ ଚିହ୍ନିବା ସରକାରଙ୍କ ପାଇଁ ଏକ ଚିନ୍ତାଜନକ ବିଷୟ ହୋଇପଡିଛି। ବର୍ତ୍ତମାନ ଶବଗୁଡିକ ବାହାରେ ଥିବା ତାଙ୍କ ସଂପର୍କୀୟମାନେ ଚିହ୍ନଟ କରିବା…

ଭୁବନେଶ୍ବର: ଜାତୀୟ ଉତ୍ପାଦକତା ପରିଷଦ (ଏନପିସି) ପକ୍ଷରୁ ଆସନ୍ତା ୫ ତାରିଖରେ ପୁରୀ ଠାରେ ‘‘ନବମନ୍ତ୍ର : ଉଚ୍ଚ ଉତ୍ପାଦକତା ପାଇଁ ନବସୃଜନ’’ ଶୀର୍ଷକ ଜାତୀୟ ସମ୍ମିଳନୀ…

ଭୁବନେଶ୍ୱର: ବିଶ୍ୱ ପରିବେଶ ଦିବସ ୨୦୨୩ ଅବ୍ୟବହିତ ପୂର୍ବରୁ ଓଡ଼ିଶାର ଚାରିଟି ବିପର୍ଯ୍ୟୟ ପ୍ରବଣ ଜିଲ୍ଲାରେ ବିପର୍ଯ୍ୟୟ ଜନିତ ବିପଦ ହ୍ରାସ କରିବା ପାଇଁ ପ୍ରକୃତି ଭିତିକ…

ଭୁବନେଶ୍ବର: ବାଲେଶ୍ବର ବାହନଗାର ଟ୍ରେନ ଦୁର୍ଘଟଣାରେ ମୃତାହତଙ୍କ ପ୍ରକୃତ ସଂଖ୍ୟା ବର୍ତ୍ତମାନ ଘୋଷଣା କରାଯାଇଛି। ଏହି ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ଆଜି…

ସୀତାରାମ ଅଗ୍ରୱାଲ ଚିଲିକା: ଚଳିତ ଜୁନ ୨ ତାରିଖରେ ବାଲେଶ୍ଵର ନିକଟରେ କୋରୋମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଉକ୍ତ ସ୍ଥାନରେ ମେଡିକାଲ ରିଲିଫ ଏବଂ ସହାୟତା…

ଭୁବନେଶ୍ବର: ବାହାନଗା ଟ୍ରେନ୍ ଦୁର୍ଘଟଣା ଯୋଗୁଁ କୋଲକାତାର ସାଧାରଣ ଟ୍ରେନ୍ ସେବା ବ୍ୟାହତକୁ ଦୃଷ୍ଟିରେ ରଖି ଲୋକମାନେ କୋଲକାତାରେ ପହଞ୍ଚିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେଥିପାଇଁ…

ଭୁବନେଶ୍ବର: ବାଲେଶ୍ବର ବାହାନଗାଠାରେ ହୋଇଥିବା ଭୟାବହ ଦୁର୍ଘଟଣା କିପରି ହେଲା ସେ ନେଇ ସାରା ବିଶ୍ବବାସୀ ଅନାଇ ରହିଛନ୍ତି। କାରଣ ତିନୋଟି ଟ୍ରେନ ମଧ୍ୟରେ ଧକ୍କା ସହିତ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଆଜି ଫୋନ୍ ଯୋଗେ କଥା ହୋଇଛନ୍ତି। ନବୀନ ପ୍ରଧାନମନ୍ତ୍ରୀଙ୍କୁ ସାମ୍ପ୍ରତିକ ପରିସ୍ଥିତି, ବିଶେଷକରି…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବରରେ ହୋଇଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାର ଅନୁକମ୍ଫାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ନିକଟ…

ପୁରୀ: ଆଜି ତିନିଠାକୁରଙ୍କ ସ୍ନାନ ଉତ୍ସବ। ବର୍ତ୍ତମାନ ସକାଳୁ ପହଣ୍ଡି ବିଜେ ହୋଇ ତିନିଠାକୁର ସ୍ନାନ ମଣ୍ଡପରେ ବିଜେ କରିଛନ୍ତି। ଏହାପରେ 108 ଗରା ପାଣିରେ ଠାକୁରଙ୍କୁ…

ଭୁବନେଶ୍ଵର: ଟ୍ରେନ ଦୁର୍ଘଟଣାର ଯାଞ୍ଚ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ସମୟରେ ସେ ଡାକ୍ତରଖାନାରେ ପୀଡିତମାନଙ୍କୁ ମଧ୍ୟ ଭେଟିଥିଲେ। ପ୍ରଧାନମନ୍ତ୍ରୀ…

ଭୁବନେଶ୍ୱର: ଆଜି କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହ ବିଧାନସଭାସ୍ଥିତ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବିଧାନସଭାର କମ୍ପୁ୍ୟଟରୀକରଣ ବ୍ୟବସ୍ଥା ଓ ନ୍ୟାସ୍‌ନାଲ ଇ-ବିଧାନ (ନେଭା)ର କାର୍ଯ୍ୟକାରିତା ନେଇ ସମୀକ୍ଷା…