ଭୁବନେଶ୍ୱର: ଗତ ଶନିବାର ରାତିରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇ. ପି. ଏସ) ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବାର ଅଭିଯୋଗ ମିଳିଥିଲା। ସେ ଅଗ୍ନିଶମ ଓ ହୋମ ଗାର୍ଡ […]
ଭୁବନେଶ୍ବର: ଦୀର୍ଘ ରାଜ୍ୟପାଳ ସମୟ ଶେଷ କରି ଗତକାଲି ଛତିଶଗଡ ରାଜଭବନରୁ ବିଦାୟ ନେଇଛନ୍ତି ବିଶ୍ବଭୂଷଣ ହରିଚନ୍ଦନ। ଏ ନେଇ ରାଜଭବନ ପରିବାର ତରଫରୁ ଏକ କର୍ଯ୍ୟକ୍ରମ କରାଯାଇ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଥିରେ ସମସ୍ତେ ବିଶ୍ବଭୂଷଣଙ୍କ କାର୍ଯ୍ୟକୁ […]
ଭୁବନେଶ୍ୱର: ଉତ୍କଳ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ ଲିମିଟେଡ (ୟୁସିସିଆଇଏଲ) ଲେଡିଜ ଫୋରମ ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମର ୬ ନମ୍ବର ୱାର୍ଡରେ କାର୍ଯ୍ୟରତ ସ୍ୱଚ୍ଛକର୍ମୀମାନଙ୍କୁ ରେନକୋଟ୍ ପ୍ରଦାନ କରାଯାଇଛି। ସୋମବାର ଦିନ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ କର୍ପୋରେଟର […]
ଭୁବନେଶ୍ୱର: ଅନୁଗୁଳରେ ଜଣେ ନବମ ଶ୍ରେଣୀ ଛାତ୍ରକୁ ଦଶମ ଶ୍ରେଣୀ ଛାତ୍ର ହାଣୀ ଗୁରୁତର ଆହତ କରିବା ଘଟଣା ଜାଣିବା ପରେ ମୁଖ୍ୟମନ୍ତ୍ରୀ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ ଓ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ସହିତ ଆଲୋଚନା କରିଛନ୍ତି। ଆହତ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ନୂଆଦିଲ୍ଲୀ ଗସ୍ତ ଶେଷ କରି ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତର ସଫଳତାରେ ଖୁସିବ୍ୟକ୍ତ କରି ବିମାନ ବନ୍ଦରରେ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ସରକାରୀ ମୁଖ୍ୟ ସଚେତକ ସରୋଜ ପ୍ରଧାନ, […]
ରିପୋର୍ଟ- ହରପ୍ରସାଦ ମହାପାତ୍ର ଭୁବନେଶ୍ବର: ଭୂବନେଶ୍ୱର ସ୍ଥିତ ଏକ ଘରୋଇ ହୋଟେଲଠାରେ ଫିକି ଫ୍ଲୋ ଭୁବନେଶ୍ୱର ଚାପ୍ଟର ଆନୁକୁଲ୍ୟରେ ତଥା ଓଡ଼ିଶା ସରକାରଙ୍କ ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ବିଭାଗ ସହଯୋଗରେ ଏକ ନିଆରା ଫ୍ୟାଶନ୍ ସୋ ଲାବଣ୍ୟବତୀ (ହସ୍ତତନ୍ତ୍ରର କବିତା) […]
ଭୁବନେଶ୍ୱର: ଓଡିଶା ପ୍ରାକୃତିକ ସମ୍ପଦରେ ଭରପୁର ଏକ ଗରିବ ରାଜ୍ୟ। ସୁଦୀର୍ଘ ବେଳାଭୂମି, ପ୍ରଚୁର ଖଣିଜ ଓ ଜଙ୍ଗଲ ସମ୍ପଦରେ ପରିପୂର୍ଣ୍ଣ ଆଦିବାସୀ ବହୁଳ ରାଜ୍ୟ। ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଅନ୍ୟ ରାଜ୍ୟ ତୁଳନାରେ ଓଡିଶା ବିକାଶ କ୍ଷେତ୍ରରେ […]
ଭୁବନେଶ୍ବର: ଆଜି ବିଧାନସଭାରେ ବଜେଟ ଆଲୋଚନାରେ ଭାଗ ନେଇ ବିରୋଧୀ ଦଳର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପି ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ ପ୍ରଥମେ ଅଭିନନ୍ଦନ ଜଣାଇ ପରେ ବିଜେପି ସରକାର ଗେମ ଚେଞ୍ଜର କହୁଥିଲା, […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ଥାନା ଘୋଷରାମାଲ ପଂଚାୟତର ପାଣ୍ଡୁରିଶିଲା ଗ୍ରାମରେ ଗତ ୨୭ ଜୁଲାଇ ରାତିରେ ସ୍ୱାମୀ ଓ ସ୍ତ୍ରୀଙ୍କୁ ନୃଶଂସ ଭାବରେ ହତ୍ୟା କରିବା ଘଟଣାର ପୋଲିସ ପର୍ଦ୍ଦାଫାସ କରିଛି। ମୃତକଙ୍କ ସଡୁ ଗୋପାଳପୁରର ଶିରକା କରମାକୁ ପୋଲିସ […]
ଭୁବନେଶ୍ୱର: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଇତିମଧ୍ୟରେ ଭୁବନେଶ୍ୱର-ପଲାସା ରେଳ ସେକ୍ସନକୁ ବିସ୍ତୃତ ଭାବେ ନୀରିକ୍ଷଣ କରିଛନ୍ତି। ତାଙ୍କ ସହିତ ରେଳପଥ ମୁଖ୍ୟାଳୟର ବରିଷ୍ଠ ଅଧିକାରୀ, ପ୍ରକଳ୍ପ କାର୍ଯ୍ୟର ନିର୍ମାଣକାରୀ ଦଳ ଏବଂ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ମଣ୍ଡଳ […]
ନୂଆଦିଲ୍ଲୀ: ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟର ସଚିବ ଟି କେ ରାମଚନ୍ଦ୍ରନ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ (ପିପିଏ)କୁ ପ୍ରଥମ ଥର ପାଇଁ ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ସେ ୧୩ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଅନେକ […]
ଭୁବନେଶ୍ବର: ଆଜି ମଞ୍ଚେଶ୍ୱରରେ ରେଳ ଲାଇନର ମରାମତି ପାଇଁ ଏକାଧିକ ଟ୍ରେନକୁ ବାତିଲ କରାଯାଇଛି। ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ନିମ୍ନଲିଖିତ ଟ୍ରେନଗୁଡିକୁ ଆଜି ବାତିଲ କରାଯାଇଛି….. 1- 08431 କଟକ-ପୁରୀ ମେମୁ 2- 08446/08445 ଉଭୟ ପାର୍ଶ୍ୱରୁ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରାଳୟ ଅଧୀନରେ କାମ କରୁଥିବା ଉଚ୍ଚ ପଦାଧିକାରୀ ମାନଙ୍କର ସହଯୋଗ କାମନା କରିଛନ୍ତି। ଗତକାଲି ନୀତି ଆୟୋଗ ବୈଠକରେ ଯୋଗ ଦେବା ପରେ ଆଜି ଓଡ଼ିଶା ଭବନରେ […]
ଭୁବନେଶ୍ଵର: ଶ୍ରୀଜଗନ୍ନାଥ ଲୀଳାକ୍ଷେତ୍ର ଟ୍ରଷ୍ଟ ଆନୁକୁଲ୍ୟରେ ଶ୍ରୀଜଗନ୍ନାଥ କଥାଲହରୀର ୧୬ ତମ ଶ୍ରୀଜଗନ୍ନାଥ କଥାମୃତ କାର୍ଯ୍ୟକ୍ରମ, ଭୁବନେଶ୍ଵର ସ୍ଥିତ ବୁଦ୍ଧ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଅଛି। ପ୍ରାରମ୍ଭରେ ସ୍ଥପତି ଅରବିନ୍ଦ ଦାସ ଓ ସଂଗୀତା ଦାଶ ଭଜନ ପରିବେଷଣ କରିଥିଲେ। ସମୂହ ସ୍ତୁତିଗାନ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ମୃତ୍ୟୁ ପରେ ବି ଜୀବନ ବଞ୍ଚି ରହିବାର ଏକମାତ୍ର ମାଧ୍ୟମ ହେଉଛି ଅଙ୍ଗଦାନ। କେବଳ ସେତିକି ନୁହେଁ ଏଭଳି ଉଦ୍ୟମ ଯୋଗୁଁ ମୃତ୍ୟୁ ପରେ ମଧ୍ୟ କେହି ଜଣେ ଅକ୍ଷମ ବ୍ୟକ୍ତିଙ୍କୁ ସକ୍ଷମ କରିହେବ। ତେଣୁ ନିଃସ୍ଵାର୍ଥପର […]
ନୂଆଦିଲ୍ଲୀ: ଛତିଶଗଡର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଶେଷରେ ତାଙ୍କ ପଦବୀରୁ ଅବ୍ୟାହିତ ଦିଆଯାଇଛି। ସେଠାରେ ନୂଆ ରାଜ୍ୟପାଳ ଭାବେ କେନ୍ଦ୍ର ସରକାର ରମନ ଡେକ୍କାଙ୍କୁ ଛତିଶଗଡ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି।ଏ ନେଇ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ସେହି […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ଶୋଇଥିବା ଅବସ୍ଥାରେ ସ୍ୱାମୀ ଓ ସ୍ତ୍ରୀ ଙ୍କୁ ନୃଶଂସ ଭାବରେ ହତ୍ୟା କରାଯାଇଛି। ପୋଲିସ ଘଟଣା ସ୍ଥଳରେ ପହଂଚି ଛାନଭିନ କରୁଛି। ପ୍ରକାଶ ଯେ, ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ପାଣ୍ଡୁରିଶିଲା ଗ୍ରାମର ଆବ୍ରାହମ କୁଜୁର (୩୫) […]
ଭୁବନେଶ୍ଵର: ଆମ ଜୀବନରେ ଗଛର ଭୂମିକା ବେଶ ଗୁରୁତ୍ଵପୂର୍ଣ୍ଣ। ପରିବେଶ ସନ୍ତୁଳନ କରିବାରେ ଗଛର ଅନେକ ଯୋଗଦାନ ରହିଛି। ପରିବେଶକୁ ସବୁଜ ସୁନ୍ଦର କରିବା ତଥା ଏହାର ସୁରକ୍ଷା ପାଇଁ ଲୋକଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ୟୁସିସିଆଇ ଲେଡିଜ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ରାତି ଅଧରେ ପିକଅପ ଭ୍ୟାନ୍ ଗାଡ଼ିରେ କେନ୍ଦୁପତ୍ର ଚୋରା ଚାଲାଣ କରୁଥିବା ଖବର ପାଇ ବନ ବିଭାଗ ପିଛା କରିଥିଲା। ଯାହା ପରେ ଦ୍ରୁତ ଗତିରେ ପଳାଉ ଥିବା ଚୋରା କେନ୍ଦୁପତ୍ର ବୋଝେଇ ପିକଅପ ଭାରସାମ୍ୟ ହରାଇ […]
ଭୁବନେଶ୍ୱର: ବିଧାନସଭାର ପ୍ରଶ୍ନକାଳରେ ବିଜେଡ଼ି ବିଧାୟକ ଗଣେଶ୍ୱର ବେହେରା ଓଡିଶାରେ କାର୍ଯ୍ୟରତ ସରକାରୀ କର୍ମଚାରୀ ମାନଙ୍କ ସପକ୍ଷରେ ପୁରୁଣା ପେନସନ ଲାଗୁକରିବା ନିମନ୍ତେ ଦାବି କରିଥିଲେ। ବିଧାୟକଙ୍କ କହିବା କଥା ନୂତନ ପେନସନ ଯୋଜନାରେ କର୍ମଚାରୀ ମାନେ ଆର୍ଥିକ କ୍ଷତି ସହୁଛନ୍ତି […]
ରଣପୁର: ‘ଶିକ୍ଷା ସପ୍ତାହ’ର ଷଷ୍ଠ ଦିବସ ‘ମିଶନ ଲାଇଫ ପାଇଁ ଇକୋ କ୍ଲବ’, ‘ମା’ ପାଇଁ ଗଛଟିଏ’ ଭାବେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ […]