ଭୁବନେଶ୍ଵର: ନୂଆପଡ଼ା ଜିଲ୍ଲା ଖଡିଆଳ ଥାନା ଛକ ଠାରେ ଖଡିଆଳ କଂଗ୍ରେସ ପକ୍ଷରୁ ଏକ ବିକ୍ଷୋଭ କରି ବାବା ସାହେବ୍ ଅମର ରହେ ନାରା ଗୁଞ୍ଜରିତ ହୋଇଥିଲା। କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ସାହା ରାଜ୍ୟସଭାରେ ଦେଇଥିବା ଉଦବୋଧନ ବେଳେ ବାବା ସାହେବଙ୍କ […]
ବାଣପୁର: ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ଇଣ୍ଡୋର ଷ୍ଟାଡିୟମ ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ହୁଇଲଚେୟାର ଫେନସିଂ ଚମ୍ପିୟାନସିପରେ ବିଭିନ୍ନ ଜିଲ୍ଲାର ପୁରୁଷ ଏବଂ ମହିଳା ବର୍ଗରେ ୧୦୦ ରୁ ଉର୍ଦ୍ଧ୍ଵ ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଥିଲେ। ସେଥିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଗ୍ରାମ ବିଷରପାଟଣାର […]
ଭୁବନେଶ୍ୱର: ଭାରତରେ କ୍ରୀଡ଼ାର ବିକାଶ ନିମନ୍ତେ କ୍ରୀଡ଼ା ପ୍ରତି ଜନସାଧାରଣଙ୍କ ଦୃଷ୍ଟିଭଙ୍ଗୀ ପରିବର୍ତ୍ତିତ ହେବା ଆବଶ୍ୟକ ବୋଲି ବିଶିଷ୍ଟ କ୍ରୀଡ଼ା ସାମ୍ବାଦିକ ଦିଗବିଜୟ ସିଂହଦେଓ କହିଛନ୍ତି। ଅଲିମ୍ପିକ୍ ସମେତ ଅନେକ ବିଶ୍ୱସ୍ତରୀୟ କ୍ରୀଡ଼ାକୁ ଗଣମାଧ୍ୟମରେ ଉପସ୍ଥାପିତ କରିଥିବା ଶ୍ରୀ ସିଂହଦେଓ କହିଥିଲେ […]
ଭୁବନେଶ୍ୱର: ଗୋନାସିକା ମହୋତ୍ସବ ହେଉଛି ଆମ କଳା, ସଂସ୍କୃତି, ପରମ୍ପରା ଓ ମାନବବାଦର ଏକ ଅପୂର୍ବ ସଂଗମ। ଗୋନାସିକା ପର୍ବତମାଳା ଓ ବୈତରଣୀ ନଦୀ ଏ ମାଟିକୁ ପବିତ୍ର କରିଛି। ଗୋନାସିକା ମହୋତ୍ସବ ଆମ ସମୃଦ୍ଧ ସଂସ୍କୃତିର ପ୍ରକୃତ ନିଦର୍ଶନ ବୋଲି […]
ନୂଆଦିଲ୍ଲୀ: କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ ଆଜି କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆଇନ (ମନରେଗା)କୁ ଆହୁରି ସୁଦୃଢ଼ […]
ଭୁବନେଶ୍ଵର: ଭୁବନେଶ୍ୱରର ପୂର୍ବତଟ ରେଳପଥ ମୁଖ୍ୟାଳୟ, ରେଳ ସଦନ ଠାରେ ହାଇ-ଟେକ୍ ମେଡିକାଲ ଦ୍ୱାରା ଆୟୋଜିତ ଏକ ମାଗଣା ସ୍ୱାସ୍ଥ୍ୟ ଯାଞ୍ଚ ଶିବିର ଅନୁଷ୍ଠିତ ହୋଇଯାଇଅଛି। ରେଳ କର୍ମଚାରୀଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ଏହି ଶିବିରକୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ […]
ନୂଆଦିଲ୍ଲୀ: ଭାରତୀୟ ସେନାରେ ଯିବା ପାଇଁ ଇଚ୍ଛା ରଖିଥିବା ଯୁବକମାନଙ୍କ ପାଇଁ ଖୁସି ଖବର ଅଛି। ଭାରତୀୟ ବାୟୁସେନ୍ (IAF) ଅଗ୍ନିପଥ ଯୋଜନା ଅଧୀନରେ ଅଗ୍ନିବୀର ବାୟୁ ପ୍ରବେଶ 01/2026 ପାଇଁ ଏକ ବିଜ୍ଞପ୍ତି ପ୍ରଦାନ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ଅଗ୍ନିବୀର […]
ମୁମ୍ବାଇ/ଭୁବନେଶ୍ୱର: ରିଲାଏନ୍ସ ଜିଓ ଗ୍ରାହକମାନଙ୍କ ପାଇଁ ୨୦୨୫ ଟଙ୍କା ମୂଲ୍ୟର ଏକ ନୂଆ ବର୍ଷ ୱେଲକମ ପ୍ଲାନ ଆରମ୍ଭ କରିଛି। ୨୦୦ ଦିନର ଭାଲିଡିଟି ରହିଥିବା ଏହି ସ୍ୱତନ୍ତ୍ର ପ୍ଲାନରେ ଅସୀମିତ ୫ ଜି ସେବା, ୫୦୦ ଜିବି ୪ ଜି […]
ଭୁବନେଶ୍ଵର: କେନ୍ଦ୍ରପଡା ଜିଲ୍ଲା ପ୍ରଶାସନ (ଜିଲ୍ଲା ସଂସ୍କୃତି ପରିଷଦ), ନେହେରୁ ଯୁବ କେନ୍ଦ୍ର ତଥା ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟ ଓ ଜିଲ୍ଲା ସଂସ୍କୃତି ଭବନଠାରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ଏଥିରେ […]
ଭୁବନେଶ୍ଵର: ରାଜ୍ୟ ସ୍ତରୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ଠାରେ ଚଳିତ ମାସ ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ପ୍ରଥମ ଓଡ଼ିଶା ଆନ୍ତଃ ତୃଣମୂଳ ସ୍ତରୀୟ (୧୪ ବର୍ଷରୁ କମ୍) ରାଜ୍ୟ ସ୍ତରୀୟ ଭାରଉତ୍ତୋଳନ ପ୍ରତିଯୋଗୀତା […]
ବ୍ରହ୍ମପୁର: କଇଁଛ ସଂରକ୍ଷଣ ଅଂଚଳରେ ମାଛ ଧରିବାକୁ ଯିବା ସମୟରେ ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ବାଧା ସୃଷ୍ଟି ନକରିବା ଲାଗି ମଙ୍ଗଳବାର ଓଡିଶା ପାରମ୍ପରିକ ମତ୍ସ୍ୟ କର୍ମୀ ୟୁନିୟନ ପକ୍ଷରୁ ଗଞ୍ଜାମ ଜିଲ୍ଲାପାଳଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। […]
ଭୁବନେଶ୍ଵର: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେକ୍ସନ ଅଫିସରଙ୍କୁ ଗିରଫ କରିଛି ନବରଙ୍ଗପୁର ଭିଜିଲାନ୍ସ ଵିଭାଗ। ପାପଡାହାଣ୍ଡି ବ୍ଲକ ଶିକ୍ଷା ଵିଭାଗ କାର୍ଯ୍ୟାଳୟରେ କାର୍ଯ୍ୟରତ ସେକ୍ସନ ଅଫିସର ରଂଜିତ କୁମାର ଷଡ଼ଙ୍ଗୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ରାମଚନ୍ଦ୍ର […]
ଭୁବନେଶ୍ବର: ଆଜି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି। ଏଥିରେ ପ୍ରଖ୍ୟାତ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ ମିଳବ ଏହି ପୁରସ୍କାର। ତାଙ୍କ ଦ୍ବାରା ଲିଖିତ ପୁସ୍ତକ ‘ଭୂତି ଭକ୍ତି ବିଭୂତି’ ପାଇଁ ସେ ଏହି ପୁରସ୍କାର ପାଇଁ ମନୋନିତ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅର୍ନ୍ତଗତ ରାଳବ ଗ୍ରାମର ବର୍ଷା ମୁନି ନାମ୍ନୀ ଜଣେ ଯୁବତୀ ଆଇ ଘର ନିମି ଗାଁ ରୁ କାହାକୁ କିଛି ନକହି ଗତ ମାସରେ ଘରୁ ନିଖୋଜ ହୋଇଯାଇଥିଲେ। ଏନେଇ ଯୁବତୀଙ୍କ ମାଁ […]
ଭୁବନେଶ୍ବର: ରାଜ୍ୟରେ ଯେପରି ଦରଦାମ ବୃଦ୍ଧି ପାଇଛି ତାହା ସାଧାରଣ ଲୋକଙ୍କୁ ଅତିଷ୍ଠ କରିସାରିଲାଣି। ହେଲେ ଓଡିଶା ସରକାର ଚୁପଚାପ ବସିରହିଛନ୍ତି। ଏହାର ବିରୋଧରେ ରାସ୍ତାକୁ ଓହ୍ଲାଇବ ବିଜୁ ଜନତା ଦଳ। ଆଜି ରାଜ୍ୟ କାର୍ଯ୍ୟାଳୟରେ ଏହି ଘୋଷଣା କରିଛନ୍ତି ଦଳର […]
ଭୁବନେଶ୍ୱର: ଆସନ୍ତା ୨୦ ତାରିଖରେ ଆୟୁଷ ଚିକିତ୍ସକ ମହାସଂଘ ପକ୍ଷ ରୁ ରାଜ୍ୟରେ କାର୍ଯ୍ୟରତ ଆୟୁଷ, ଆରବିଏସକେ, ମୋବାଇଲ ହେଲଥରେ କାର୍ଯ୍ୟରତ ଡାକ୍ତର ମିଳିତ ଭାବେ ଲୋୟର ପିଏମଜି ରେ ଆନ୍ଦୋଳନ କରିବେ ବୋଲି ଓଡ଼ିଶା ଆୟୁଷ ଡାକ୍ତର ମିଳିତ କ୍ରିୟାନୁଷ୍ଠାନ […]
ଭୁବନେଶ୍ଵର: ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ପାଇଁ ଅଡୁଆ ବଢିଛି। ବର୍ତ୍ତମାନ ପ୍ରମିଳାଙ୍କ ଘରେ ଇଡି ଚଢାଉ କରିଛି। ସମ୍ବଲପୁରରେ ୩ ଟି ସ୍ଥାନ ଏବଂ ଦିଲ୍ଲୀର ଗୋଟିଏ ସ୍ଥାନରେ ଇଡି ଚଢାଉ କରିଛି। ବିଶ୍ଵ ଏନଜିଓ ଉପରେ […]
ପୁରୀ: ଆଗାମୀ ଜାନୁଆରୀ ୮ ତାରିଖ ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ଓଡିଶାରେ ଆୟୋଜନ ହେବାକୁ ଯାଉଅଛି ପ୍ରବାସୀ ଭାରତୀୟ ଦିବସ। ଭୁବନେଶ୍ୱରରେ ଆୟୋଜିତ ହେଉଥିବା ସତ୍ତ୍ୱେ ସଂଖ୍ୟାଧିକ ପ୍ରବାସୀ ଭାରତୀୟଙ୍କ ପାଇଁ ପୁରୀ ଆକର୍ଷଣର କେନ୍ଦ୍ର ହେବାକୁ ଯାଉଅଛି। ଏ […]
ଭୁବନେଶ୍ବର: ସଂସଦରେ ଗତକାଲି ଭୋଟ ବିଭାଜନ ବେଳେ ବିଜେପି ବଡ ଅଡୁଆ ପରିସ୍ଥିତିରେ ପଡିଯାଇଥିଲା। ଗୋଟିଏ ଦେଶ ଗୋଟିଏ ନିର୍ବାଚନ ବିଲ ଆଗତ ପାଇଁ ବିରୋଧୀ ଭୋଟ ବିଭାଜନ କରିବାକୁ ଚାହିଁଥିଲେ। ଫଳରେ ସବୁ ଦଳ ତାଙ୍କର ସାଂସଦମାନେ ଏଥିରେ ଉପସ୍ଥିତ […]
ଭୁବନେଶ୍ୱର: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି। ଧାନ କିଣା ପ୍ରକ୍ରିୟାକୁ ସ୍ଵଚ୍ଛ କରିବା ପାଇଁ ପ୍ରତ୍ୟେକ ମଣ୍ଡି ଉପରେ କଡା ନଜର ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ମର୍ମରେ ସମ୍ପୃକ୍ତ ଜିଲ୍ଲା […]
ପୁରୀ: ରତ୍ନଭଣ୍ଡାର ମରାମତିର ପ୍ରଥମ ଦିନରେ ଭିତର ଭଣ୍ଡାରରେ ଭାର ବନ୍ଧା କାର୍ଯ୍ୟ ଶେଷ ହୋଇଛି। ମରାମତି କାର୍ଯ୍ୟ କରିବା ପାଇଁ ପ୍ରାୟ ୨୦ ଫୁଟ୍ ଉଚ୍ଚର ଲୁହାର ଭାରା ବନ୍ଧା ଯାଇଛି। ଭିତର ଭଣ୍ଡାରରେ ବନ୍ଧା ଯାଇଛି ଏହି ଭାରା। […]