ଭୁବନେଶ୍ଵର: ଶ୍ରୀଜଗନ୍ନାଥ ଲୀଳାକ୍ଷେତ୍ର ଟ୍ରଷ୍ଟ ଆନୁକୁଲ୍ୟରେ ଶ୍ରୀଜଗନ୍ନାଥ କଥାଲହରୀର ୧୬ ତମ ଶ୍ରୀଜଗନ୍ନାଥ କଥାମୃତ କାର୍ଯ୍ୟକ୍ରମ, ଭୁବନେଶ୍ଵର ସ୍ଥିତ ବୁଦ୍ଧ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଅଛି। ପ୍ରାରମ୍ଭରେ ସ୍ଥପତି ଅରବିନ୍ଦ ଦାସ ଓ ସଂଗୀତା ଦାଶ ଭଜନ ପରିବେଷଣ କରିଥିଲେ। ସମୂହ ସ୍ତୁତିଗାନ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ମୃତ୍ୟୁ ପରେ ବି ଜୀବନ ବଞ୍ଚି ରହିବାର ଏକମାତ୍ର ମାଧ୍ୟମ ହେଉଛି ଅଙ୍ଗଦାନ। କେବଳ ସେତିକି ନୁହେଁ ଏଭଳି ଉଦ୍ୟମ ଯୋଗୁଁ ମୃତ୍ୟୁ ପରେ ମଧ୍ୟ କେହି ଜଣେ ଅକ୍ଷମ ବ୍ୟକ୍ତିଙ୍କୁ ସକ୍ଷମ କରିହେବ। ତେଣୁ ନିଃସ୍ଵାର୍ଥପର […]
ନୂଆଦିଲ୍ଲୀ: ଛତିଶଗଡର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଶେଷରେ ତାଙ୍କ ପଦବୀରୁ ଅବ୍ୟାହିତ ଦିଆଯାଇଛି। ସେଠାରେ ନୂଆ ରାଜ୍ୟପାଳ ଭାବେ କେନ୍ଦ୍ର ସରକାର ରମନ ଡେକ୍କାଙ୍କୁ ଛତିଶଗଡ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି।ଏ ନେଇ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ସେହି […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ଶୋଇଥିବା ଅବସ୍ଥାରେ ସ୍ୱାମୀ ଓ ସ୍ତ୍ରୀ ଙ୍କୁ ନୃଶଂସ ଭାବରେ ହତ୍ୟା କରାଯାଇଛି। ପୋଲିସ ଘଟଣା ସ୍ଥଳରେ ପହଂଚି ଛାନଭିନ କରୁଛି। ପ୍ରକାଶ ଯେ, ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ପାଣ୍ଡୁରିଶିଲା ଗ୍ରାମର ଆବ୍ରାହମ କୁଜୁର (୩୫) […]
ଭୁବନେଶ୍ଵର: ଆମ ଜୀବନରେ ଗଛର ଭୂମିକା ବେଶ ଗୁରୁତ୍ଵପୂର୍ଣ୍ଣ। ପରିବେଶ ସନ୍ତୁଳନ କରିବାରେ ଗଛର ଅନେକ ଯୋଗଦାନ ରହିଛି। ପରିବେଶକୁ ସବୁଜ ସୁନ୍ଦର କରିବା ତଥା ଏହାର ସୁରକ୍ଷା ପାଇଁ ଲୋକଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ୟୁସିସିଆଇ ଲେଡିଜ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ରାତି ଅଧରେ ପିକଅପ ଭ୍ୟାନ୍ ଗାଡ଼ିରେ କେନ୍ଦୁପତ୍ର ଚୋରା ଚାଲାଣ କରୁଥିବା ଖବର ପାଇ ବନ ବିଭାଗ ପିଛା କରିଥିଲା। ଯାହା ପରେ ଦ୍ରୁତ ଗତିରେ ପଳାଉ ଥିବା ଚୋରା କେନ୍ଦୁପତ୍ର ବୋଝେଇ ପିକଅପ ଭାରସାମ୍ୟ ହରାଇ […]
ଭୁବନେଶ୍ୱର: ବିଧାନସଭାର ପ୍ରଶ୍ନକାଳରେ ବିଜେଡ଼ି ବିଧାୟକ ଗଣେଶ୍ୱର ବେହେରା ଓଡିଶାରେ କାର୍ଯ୍ୟରତ ସରକାରୀ କର୍ମଚାରୀ ମାନଙ୍କ ସପକ୍ଷରେ ପୁରୁଣା ପେନସନ ଲାଗୁକରିବା ନିମନ୍ତେ ଦାବି କରିଥିଲେ। ବିଧାୟକଙ୍କ କହିବା କଥା ନୂତନ ପେନସନ ଯୋଜନାରେ କର୍ମଚାରୀ ମାନେ ଆର୍ଥିକ କ୍ଷତି ସହୁଛନ୍ତି […]
ରଣପୁର: ‘ଶିକ୍ଷା ସପ୍ତାହ’ର ଷଷ୍ଠ ଦିବସ ‘ମିଶନ ଲାଇଫ ପାଇଁ ଇକୋ କ୍ଲବ’, ‘ମା’ ପାଇଁ ଗଛଟିଏ’ ଭାବେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଠାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ […]
ଭୁବନେଶ୍ଵର: ସମଗ୍ର ଦେଶରେ ଅଗ୍ନିପଥ ଯୋଜନାକୁ ନେଇ କେନ୍ଦ୍ର ସରକାରଙ୍କୁ ବିରୋଧୀ ଦଳ ଆକ୍ରମଣ କରିଛନ୍ତି। ଏହି ଯୋଜନା ତୁରନ୍ତ ହଟାଇବା ପାଇଁ ବିରୋଧୀ ଦଳ ଦାବି କରୁଛି। ତେବେ ଏହା ଭିତରେ ଓଡିଶା ସରକାର ଏହି ଯୋଜନାକୁ ନେଇ ଏକ […]
ଭୁବନେଶ୍ଵର: ପ୍ୟାରିସ ଅଲିମ୍ପିକରେ ଭାଗ ନେବାକୁ ଯାଉଥିବା ଭାରତୀୟ ଦଳକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇଥିବା ଓଡ଼ିଶାର ଦୁଇ ଗର୍ବ, ଜାଭେଲିନ ଖେଳାଳି କିଶୋର ଜେନା ଏବଂ ହକି […]
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ପଟ୍ଟନାୟକ ବିମାନବନ୍ଦର ପରିସରରେ ବୟନିକାର ଏକ ସ୍ବତନ୍ତ୍ର ବିକ୍ରୟ କେନ୍ଦ୍ର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୟନିକାର ଏହି ସ୍ବତନ୍ତ୍ର ଶୋରୁମ୍ ଓଡିଶାର ପାରମ୍ପରିକ ହସ୍ତତନ୍ତକୁ ରାଜ୍ୟ ଓ […]
ଖୋର୍ଦ୍ଧା: ବୁଧବାର ଭୋରରୁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ନାଭଲ ଛକ ଠାରୁ ସୁନଖେଳା ଛକ ଦୀର୍ଘ ସତର କିଲୋମିଟର ଦୂରତା ମଧ୍ୟରେ ଦୁର୍ଘଟଣା ଯୋଗୁଁ ୪୫ ଗୋରୁଙ୍କ ମୃତ୍ୟୁ ହୋଇଛି। ଜାତୀୟ ରାଜପଥର ବେଲପଡା, ବାଲୁଗାଁ ଓଭର […]
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଜୈବିକ ଓ ପ୍ରାକୃତିକ କୃଷି କେନ୍ଦ୍ର (ଆରସିଓଏନଏଫ) ପକ୍ଷରୁ ୩ଟି ଜିଲ୍ଲା ଖୋର୍ଦ୍ଧା, କଟକ ଓ ପୁରୀର କୃଷି ବିଭାଗ ଅଧିକାରୀଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦଘାଟନୀ ଦିବସରେ […]
ରାୟଗଡା: ରାୟଗଡା ରେଳ ମଣ୍ଡଳ ପ୍ରତିଷ୍ଠା ପାଇଁ ଆବଣ୍ଟିତ ୭୦ କୋଟି ଟଙ୍କା ପ୍ରଦାନ ସହିତ ରାୟଗଡା ରେଳ ମଣ୍ଡଳର ପ୍ରତିଷ୍ଠା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଅଟେ। ସାଂସଦ ବଳଭଦ୍ର ମାଝୀଙ୍କ ସହ ଆଲୋଚନା ପରେ ଗଣମାଧ୍ୟମକୁ ରେଳମନ୍ତ୍ରୀ ଏହା କହିଛନ୍ତି। […]
ବାଣପୁର (ସୀତାରାମ ଅଗ୍ରୱାଲ): ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୬୮ ତମ ପୁଣ୍ୟତିଥି ଅବସରରେ ଗୋଦାବରୀଶ ମିଶ୍ରଙ୍କ ମାନସ ପୁତ୍ର ଗୋଦାବରୀଶ ମହାବିଦ୍ୟାଳୟ ପାଳନ କରିଛି ତାହାର ୬୧ତମ ପ୍ରତିଷ୍ଠା ଦିବସ। ଏହି ପରିପ୍ରେକ୍ଷୀରେ କଲେଜ ପରିସରରେ ଥିବା ବିଜୁ ପଟ୍ଟନାୟକ ଇନଡୋର […]
ଭୁବନେଶ୍ୱର: ଶିକ୍ଷା ଓ ଗବେଷଣା ସମେତ ଜଳବାୟୁ ପ୍ରଭାବିତ କୃଷିକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ (ସିଏୟୁ), ଇମ୍ଫାଲ ମଧ୍ୟରେ ଗୁରୁବାର ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି। ବୁଝାମଣା ଅନୁଯାୟୀ ସୋଆ ଏବଂ ସିଏୟୁ […]
ଭୁବନେଶ୍ଵର: ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ପ୍ରକୋଷ୍ଠରେ ସାମ୍ବାଦିକମାନେ ଭେଟିଛନ୍ତି। ରାଜ୍ୟବାସୀଙ୍କ ପାଇଁ ଏକ ଉତ୍ତମ, ବିକାଶ ଅଭିମୁଖୀ ଓ ସର୍ବଜନ କଲ୍ୟାଣକାରୀ ବଜେଟ୍ ଉପସ୍ଥାପିତ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହା ସହିତ ସାମ୍ବାଦିକମାନେ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇ.ଏସ.ଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। କେନ୍ଦୁଝର ଓ ସୋନପୂର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ। ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ […]
ଭୁବନେଶ୍ୱର: ସମ୍ପ୍ରତି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତା ଜୁଲାଇ ୨୯ ତାରିଖ ସୋମବାର ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଜନସାଧାରଣଙ୍କ […]
ରିପୋର୍ଟ- ହରପ୍ରସାଦ ମହାପାତ୍ର ଭୁବନେଶ୍ବର: ଆର. ଆର ଇଭେଣ୍ଟସ ଆଣ୍ଡ ସିନେ ପ୍ରଡକ୍ସନ ଆନୁକୂଲ୍ୟରେ ଆୟୋଜିତ ଓଡିଶା କୁଇନ -2024 ର ଗ୍ରାଣ୍ଡ ଫିନାଲେ ଉତ୍ସବ ଭୁବନେଶ୍ୱରରେ ଆୟୋଜିତ ହୋଇ ଯାଇଛି। ବିଶିଷ୍ଟ ଯୁବ ପ୍ରଯୋଜକ ରମେଶ ବାରିକଙ୍କ ଏହାଥିଲା ସ୍ୱପ୍ନର […]