ଜଗତସିଂହପୁର/କୁଜଙ୍ଗ: କୁଜଙ୍ଗ ଥାନା ଅନ୍ତର୍ଗତ ୧୬ ନମ୍ବର ସ୍ଥିତ କେନାଲ ରାସ୍ତାରେ ଘର କରି ରହୁଥିବା ଅବସର ପ୍ରାପ୍ତ ଅଧ୍ୟାପକ ଦେବୀ ପ୍ରସାଦ ମିଶ୍ରଙ୍କୁ ଦୁଇ ଜଣ ଦୁବୃର୍ତ୍ତ ଘରେ ପଶି ହାଣି ସୁନା ଅଳଙ୍କାର ଓ ଟଙ୍କା ପଇସା ଲୁଟି […]
ଆୟକର ବିଭାଗ, ଓଡିଶା ବୁଧବାର ୧୬୫ ତମ ଆୟକର ଦିବସ ପାଳନ କରିଛି। କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡର ଅଧ୍ୟକ୍ଷ ରବି ଅଗ୍ରୱାଲଙ୍କ ବାର୍ତ୍ତା ପ୍ରସାରଣ ସହିତ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପରବର୍ତ୍ତୀ ସମୟରେ ଜୟଦେବ ଭବନ, ସଚିବାଳୟ ମାର୍ଗ, ଭୁବନେଶ୍ୱର […]
ଭୁବନେଶ୍ଵର: ଓଡିଶା ରାଜ୍ୟ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଅବସରରେ ଏହି ପବିତ୍ର ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣକୁ ମୁଁ ସ୍ୱାଗତ କରୁଛି। ଓଡିଶାର ସାଢେ ୪ କୋଟି ଜନସାଧାରଣଙ୍କ ଆଶା, ଆକାଂକ୍ଷା ଓ ସ୍ୱପ୍ନକୁ ସାକାର କରିବା ପାଇଁ ଆମର ନୂଆ […]
ଭୁବନେଶ୍ଵର: ଆସନ୍ତା ଅକ୍ଟୋବର ୨୦ ତାରିଖରେ ଜୟଦେବ ଭବନ ଠାରେ ଅନୁଷ୍ଠିତ ହେବାକୁ ଥିବା ବାର୍ଷିକ ଉତ୍ସବ ପାଇଁ ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନ ଛକ ନିକଟସ୍ଥ ବୁଲନ ଭାଇଙ୍କ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ହୋଇଥିଲା। ଏହି ବୈଠକରେ ଅନୁଷ୍ଠାନର ସଭାପତି […]
ଭୁବନେଶ୍ୱର: ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ୍ରେ କେନ୍ଦ୍ର ସରକାର ଓଡ଼ିଶାରେ ରେଳ ବିକାଶ ପାଇଁ ୧୦ ହଜାର ୫୮୬ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ […]
ଭୁବନେଶ୍ଵର: ଓଡିଶାର ବାଲେଶ୍ଵର ଜିଲ୍ଲା ପ୍ରଶାସନ ୧୦ଟି ଗାଁରୁ ପ୍ରାୟ ୨୦ ହଜାର ଲୋକଙ୍କୁ ସାମୟିକ ଭାବେ ସ୍ଥାନାନ୍ତର କରିଛି। ପ୍ରକୃତରେ, ବୁଧବାର ଦିନ DRDO ଦ୍ୱାରା ପରିଚାଳିତ କ୍ଷେପଣାସ୍ତ୍ର ପରୀକ୍ଷଣକୁ ଦୃଷ୍ଟିରେ ରଖି ଏହି ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ପ୍ରତିରକ୍ଷା […]
ଭୁବନେଶ୍ୱର: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। […]
Budget Reaction: ଆଜି କେନ୍ଦ୍ରରେ ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଲୋକସଭାରେ ୨୦୨୪-୨୫ ପାଇଁ ବଜେଟ ଉପସ୍ଥାନ ପରିପ୍ରେକ୍ଷୀରେ ଓଡିଶାର ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି। ଶ୍ରୀ ସିଂହଦେଓ କହିଛନ୍ତି ଯେ […]
Budget 2024: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ବର୍ଷ 2024-25 ପାଇଁ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି । ଏହି ବିକାଶ ଅଭିମୁଖୀ, ଦୂରଦୃଷ୍ଟିସମ୍ପନ୍ନ ବଜେଟରେ ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଗୁରୁତ୍ଵ ଦେଉଥିବା ଚାରିଟି ପ୍ରମୁଖ ଶ୍ରେଣୀ ଯଥା ‘ଗରିବ’, ‘ମହିଳା’, […]
ଭୁବନେଶ୍ଵର: ଟନେଲ ସଂଯୋଗ କାର୍ଯ୍ୟରେ ପୂର୍ବତଟ ରେଳପଥ ଆଉ ଏକ ମାଇଲ ଖୁଣ୍ଟ ଅତିକ୍ରମ କରିଛି। ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲିଙ୍କ୍ ପ୍ରକଳ୍ପ (301 କିଲୋମିଟର) ନିର୍ମାଣ କାର୍ଯ୍ୟରେ ନିୟୋଜିତ ରେଳପଥର ନିର୍ମାଣ ବିଭାଗର ଇଞ୍ଜିନିୟରିଂ ଟିମ୍ ମାଧପୁର ବନ ରେଞ୍ଜର […]
ମୟୂରଭଞ୍ଜ/ଭୁବନେଶ୍ୱର: ଆଦିବାସୀ ବହୁଳ ତଥା ବଣ ପାହାଡ଼ଘେରା ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବିଭିନ୍ନ ଭୌଗୋଳିକ ପ୍ରତିବନ୍ଧକ ରହିଛି। ତେଣୁ ଲୋକଙ୍କ ଦୁଆର ମୁହଁରେ ଜରୁରିକାଳୀନ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବା ଏକ ଆହ୍ୱାନ ହୋଇଥାଏ। ଏବେ ଏହି ସମସ୍ୟାର ସମାଧାନ ହୋଇପାରିଛି […]
ଭୁବନେଶ୍ବର: ପାଂରପାରିକ ଧାନବିହନ ସଂରକ୍ଷଣ କରି ପଦ୍ମଶ୍ରୀ ହାସଲ କରିଥିବା କୋରାପୁଟର କମଳା ପୂଜାରୀଙ୍କ ଗତ 20 ତାରିଖରେ ପରଲୋକ ହୋଇଯାଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ସେ ମୃତ୍ୟୁବରଣ କରିଥିବାର ଜଣାପଡିଛି। ତେବେ ପରଲୋକର ତିନିଦିନ ପରେ ମୃତ୍ୟୁକୁ ନେଇ ପ୍ରଶ୍ନ […]
ଭୁବନେଶ୍ବର: ଧିରେ ଧିରେ ରାଜ୍ୟପାଳଙ୍କ ପୁଅ ଓଡିଆ କର୍ମଚାରୀଙ୍କୁ ମାଡ ମାରିବା ଘଟଣା ନୂଆ ମୋଡ ନେବାରେ ଲାଗିଛି। ଆଜି ଏହି ପ୍ରସଂଗକୁ ନେଇ ବିଧାନସଭାରେ ହଟ୍ଟଗୋଳ ହୋଇଛି। ଏପରିକି ବିଜେଡି ବିଧାୟକ ବାଚସ୍ପତିଙ୍କ ଟେବୁଲ ଉପରେ ଚଢି ତାଙ୍କ ମାଇକ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ପହଂଚିଛନ୍ତି ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର ଏକ ସାଂସ୍କୃତିକ ଦଳ। ନୃତ୍ୟ ଓ ସଂଗୀତ ମାଧ୍ୟମରେ ନିଜ ଦେଶର ପ୍ରାଚୀନ କଳା ଓ ସଂସ୍କୃତି ସୋଆରେ ପରିବେଷଣ କରିବେ ଏହି ଦଳ। […]
ଜଗତସିଂହପୁର/କୁଜଙ୍ଗ: ଏରସମା ବ୍ଲକ ଅନ୍ତର୍ଗତ ଢ଼ିଙ୍କିଆ ପଞ୍ଚାୟତରେ ସରପଞ୍ଚ ଓ ୱାର୍ଡ ସଭ୍ୟ/ସଭ୍ୟା ନିର୍ବାଚନ କରିବାକୁ ପଞ୍ଚାୟତ ବାସୀ ଦାବି କରିଛନ୍ତି। ଏନେଇ ଓଡ଼ିଶା ନିର୍ବାଚନ ଆୟୋଗ, ପଂଚାୟତରାଜ ବିଭାଗ ସଚିବ, ଜିଲ୍ଲାପାଳଙ୍କୁ ୫ଶହରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କ ସ୍ୱାକ୍ଷର ସମ୍ବଳିତ ଏକ […]
କୁଜଙ୍ଗ: ଫରେଷ୍ଟ ବିଟ ହାଉସରେ ଜୁଆ ଆଡ୍ଡା ଚାଲିବା ଓ ତାର ପ୍ରତିବାଦ କରିବାରୁ ସଂପୃକ୍ତ ବନପାଳ ମାଡ଼ ମାରିବା ଭଳି ସଙ୍ଗୀନ ଅଭିଯୋଗ ଜଗତସିଂହପୁର ଜିଲ୍ଲା ଅଭୟଚାନ୍ଦପୁର ଥାନାରେ ହୋଇଥିବା ଜଣାପଡିଛି। ପ୍ରକାଶ ଯେ, ଜଗତସିଂହପୁର ଜିଲ୍ଲା କୁଜଙ୍ଗ ରେଞ୍ଜ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସରକାର ଆଜି ସଂସଦରେ ଏହାର ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ କରିଛନ୍ତି। ବିଜୁ ଜନତା ଦଳ ଏହି କେନ୍ଦ୍ର ବଜେଟ୍ କୁ ବିରୋଧ କରିଛି। ସେପଟେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କହିଛନ୍ତି […]
ଭୁବନେଶ୍ବର: ଓଡିଶା ବିଧାନସଭାର ନୂଆ ଉପବାଚସ୍ପତି ହେବେ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ। ଆଜି ଏ ନେଇ ବିଜେପି ତରଫରୁ ସୂଚନା ଦିଆଯାଇଛି। ଏଥିସହିତ ସେ ବିଧାନସଭା ପରିସରରେ ଥିବା ସଚିବାଳୟରେ ନିଜର ନାମାଙ୍କନ ଦାଖଲ କରିଛନ୍ତି। ସଂଖ୍ୟା ଦୃଷ୍ଟିରୁ […]
ଭୁବନେଶ୍ବର: ଦାୟିତ୍ବ ଗ୍ରହଣ କରିବା ପରେ ରାଜ୍ୟ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଆଜି ସଂଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ଆଚାର୍ଯ୍ୟଙ୍କୁ ତାଙ୍କ ନୂତନ ଦାୟିତ୍ବ ପାଇଁ […]
ଭୁବନେଶ୍ୱର: ରସାୟନ ବିଜ୍ଞାନ, ଜୀବ ବିଜ୍ଞାନ, କେମିକାଲ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲଜି ଏବଂ ଏହା ସହିତ ସମ୍ପୃକ୍ତ ଅନ୍ୟ କ୍ଷେତ୍ରରେ ମିଳିତ ଗବେଷଣା ଏବଂ ଉଚ୍ଚ ଶିକ୍ଷାପ୍ରାପ୍ତ ମାନବ ସମ୍ବଳକୁ ବୃଦ୍ଧି କରିବା ଲକ୍ଷ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ଜ୍ବାଇଁର ଶାବଳ ମାଡ଼ରେ ପତ୍ନୀ ସହ ଶାଶୁର ମୃତ୍ୟୁ ହୋଇଥିବା ଖବର ଜଣାପଡିଛି। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅନ୍ତର୍ଗତ ପୋଡାବଲଣ୍ଡା ଗ୍ରାମରେ ଏଭଳି ଲୋମ ହର୍ଷଣ ଘଟଣା ଘଟିଛି। ପୋଲିସ ସୂତ୍ରରୁ ଜଣା ପଡିଛି ଯେ, […]