ଭୁବନେଶ୍ବର: ଭାରତ ସରକାରଙ୍କ ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ ପକ୍ଷରୁ ସାରା ଦେଶରେ ଜୀବନ ପ୍ରମାଣ ଆପ୍ ଜରିଆରେ ପେନସନଭୋଗୀଙ୍କ ପାଇଁ ଫେସ ଅଥେଣ୍ଟିକେସନ ପ୍ରଯୁକ୍ତି…
ରାଜ୍ୟ ଖବର
ଭୁବନେଶ୍ୱର : ବିଜେପି ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ନେଇଥିବା ଭୁଲ ପଦକ୍ଷେପ ସଂକ୍ରାନ୍ତରେ ଗତକାଲି ସନ୍ଧ୍ୟାରେ ବିଜେଡି ସାମ୍ବାଦିକ ସମ୍ମିଳନୀରେ ଯେଉଁ ଅଭିଯୋଗ…
ଭୁବନେଶ୍ୱର : ଖଣିଜ କ୍ଷେତ୍ରରେ କାର୍ଯ୍ୟ କରିବା ନିମନ୍ତେ ଯୁବବର୍ଗଙ୍କୁ କୁଶଳୀ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି ଓଡ଼ିଶା ସରକାର । ଏନେଇ ଦକ୍ଷତା ବିକାଶ ମନ୍ତ୍ରୀ…
ଭୁବନେଶ୍ୱର : ବିଜେପିରୁ ଶ୍ରୀ ପ୍ରଦୀପ ପୁରୋହିତ ଆଜି ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ପଦ୍ମପୁର ଉପନିର୍ବାଚନ ପାଇଁ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥୀପତ୍ର ଦାଖଲ…
ଭୁବନେଶ୍ୱର : ଐତିହାସିକ ବ୍ୟକ୍ତିତ୍ୱର ପରାକାଷ୍ଠା ଭୁବନେଶ୍ୱର ବାଲିଯାତ୍ରା ପରିବାର ସଦସ୍ୟଙ୍କ ହୃଦୟରେ ସ୍ଥାନିତ ହୋଇଥିଲା। ଅତୀତରେ ବରିମୁଣ୍ଡ ନୌବାଣିଜ୍ୟର କେନ୍ଦ୍ର ରୂପେ ସୁପରିିଚିତ ଥିଲା। ତାହାର…
ଭୁବନେଶ୍ୱର: ଅଗ୍ନିବୀରବାହୁ ନିଯୁକ୍ତି ପାଇଁ ଅନ୍ଲାଇନ୍ ପରୀକ୍ଷା ଆସନ୍ତା ୨୦୨୩ ଜାନୁଆରୀ ୧୮ରୁ ୨୪ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଏହି ପରୀକ୍ଷା ନିମନ୍ତେ ଅନ୍ଲାଇନ୍ରେ ପଞ୍ଜୀକରଣକୁ…
ଭୁବନେଶ୍ବର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି, ୧୯ ନଭେମ୍ବର ବେଳକୁ ଦକ୍ଷିଣ ବଙ୍ଗୋପସାଗର…
ଭୁବନେଶ୍ୱର: ମଧୁମେହ ନିୟନ୍ତ୍ରଣ ତଥା ମଧୁମେହ ସମ୍ବନ୍ଧୀୟ ଜଟିଳତାକୁ ରୋକିବା ପାଇଁ ଉପଯୁକ୍ତ ଚିକିତ୍ସା, ପୁଷ୍ଟିକର ଖାଦ୍ୟ, ନିୟମିତ ବ୍ୟାୟାମ, ଇନସୁଲିନର ସଠିକ୍ ପ୍ରୟୋଗ ଏବଂ କ୍ରମାଗତ…
ନୂଆଦିଲ୍ଲୀ: ବିଗତ ଦଶ (୧୦) ବର୍ଷ ମଧ୍ୟରେ ଆଧାର ସଂଖ୍ୟା ବ୍ୟକ୍ତିର ପରିଚୟ ପ୍ରମାଣ ଭାବରେ ଉଭା ହୋଇଛି। ବିଭିନ୍ନ ସରକାରୀ ଯୋଜନା ଏବଂ ସେବାଗୁଡିକର ଲାଭ…
ପଦ୍ମପୁର: ଆଜି ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ତାଙ୍କର ସମର୍ଥକଙ୍କ ଗହଣରେ ଆସି ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ସେ ବରଗଡ ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ଏହି…
ଭୁବନେଶ୍ବର: ଗତକାଲି ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କର ପରଲୋକ ଘଟିଛି। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ…
ଭୁବନେଶ୍ବର: ଆଜି ହେଉଛି ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ। ଫଳରେ ଆଜି ସବୁ ଦଳ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିବେ।…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ସନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ନାଭାଲ ଫାଣ୍ଡି ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ…
ଭୁବନେଶ୍ୱର: ଆଜି କେରଳ ବିଧାନସଭାର ସରକାରୀ ଭାଷା ସଂପର୍କିତ କମିଟି ଓଡ଼ିଶା ବିଧାନସଭା ପରିଦର୍ଶନ କରି ଓଡ଼ିଶା ବିଧାନସଭା ଏବଂ ସରକାରୀ ସ୍ତରରେ ମାତୃଭାଷାର ବ୍ୟବହାର ବାବଦରେ…
ଭୁବନେଶ୍ୱର: ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଆଜି ଜାତୀୟ ପ୍ରେସ୍ ଦିବସ ପାଳନ ଅବସରରେ ସ୍ଥାନୀୟ ଜୟଦେବ ଭବନଠାରେ ଏକ ସମ୍ବାଦପତ୍ର ପ୍ରଦର୍ଶନୀ…
ଭୁବନେଶ୍ୱର: ଓଡିଶା ଗସ୍ତରେ ଆସିଥିବା କେରଳର ମହାମହିମ ରାଜ୍ୟପାଳ ଅରିଫ ଅହମ୍ମଦ ଙ୍କୁ ଆଜି ରାଜଭବନ ରେ ଭେଟିଛନ୍ତି ପୂର୍ବତନ ପିସିସି ସଭାପତି ତଥା ପୂର୍ବତନ ମନ୍ତ୍ରୀ…
ଭୁବନେଶ୍ୱର : ଆଜି ବିଜେପିର ସାମ୍ବାଦିକ ସମ୍ମିଳନୀ ପୁଣିଥରେ ଓଡିଶା ବିଜେପିର ଚାଷୀ ବିରୋଧୀ ମନୋଭାବକୁ ପଦାରେ ପକାଇଛି । ଚାଷୀମାନେ ଏହାର ଉଚିତ୍ ଜବାବ ଦେବେ…
ଭୁବନେଶ୍ୱର : ଓଡିଶାର ଲୋକମାନେ ବିଜେପିର ଚାଷୀ ବିରୋଧୀ ମନୋଭାବ ଦେଖୁଛନ୍ତି। ଓଡିଶାର ଚାଷୀଙ୍କ ପ୍ରକୃତ ଫସଲ ବୀମା ପ୍ରାପ୍ୟ ଦୀର୍ଘ ସମୟ ଧରି ଅଟକି ରହିଥିଲା।…
ଖୋର୍ଦ୍ଧା: ଆଜି ଜାତୀୟ ପ୍ରେସ ଦିବସ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପାଳିତ ହୋଇଛି। ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ଏହି…
ଭୁବନେଶ୍ଵର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଆଜି ପୁରୀ ଗସ୍ତରେ ଯାଇ ପୁରୀ ରେଳ ଷ୍ଟେସନକୁ ନିରୀକ୍ଷଣ କରିବା ସହିତ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା…
ସୀତାରାମ ଅଗ୍ରୱାଲ ବାଣପୁର: ଓଡ଼ିଶାର ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିରର ଭିତର ହୁଣ୍ଡି ଆଜି ଖୋଲାଯାଇଛି। ବାଣପୁର ତହସିଲଦାର ତଥା ଦକ୍ଷେଶ୍ୱର ଭଗବତୀ ଏଣ୍ଡାଓମେଣ୍ଟ ପରିଚାଳନା…

