ଭୁବନେଶ୍ୱର: ଆଜି କଂଗ୍ରେସ ସମେତ ରାଜ୍ୟର ୧୭ ଗୋଟି ସମଭାବାପନ୍ନ ରାଜନୈତିକ ଦଳ (ବିଜେଡ଼ି ଓ ବିଜେପି ବ୍ୟତୀତ) ମୁଖ୍ୟମାନଙ୍କର ଏକ ବୈଠକ ରାଜ୍ୟ ଅତିଥି ଭବନ ଭୁବନେଶ୍ୱର ଠାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଶ୍ରୀ ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ […]
ଚିଲିକା (ସୀତାରା ଅଗ୍ରୱାଲ): କେନ୍ଦ୍ର ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ବିକାଶ ମନ୍ତ୍ରୀ ପୁରୁଷୋତ୍ତମ ରୁପାଲା ଆଜି ଦିନିକିଆ ଚିଲିକା ନିର୍ବାଚନମଣ୍ଡଳି ଗସ୍ତରେ ଆସିଛନ୍ତି। ଶ୍ରୀ ରୁପାଲା ଆଜି ମଧ୍ୟାହ୍ନରେ ବାଲୁଗାଁ ଚିଲିକା କୂଳ ଜେଟିରେ ପହଞ୍ଚି ଏକ ସରକାରୀ ସଭାରେ […]
ଖୋର୍ଦ୍ଧା: ଗତକାଲି ବିଳମ୍ବିତ ରାତ୍ରିରେ ବେଆଇନ ଗୋରୁ ଚାଲାଣ ହେଉଥିବା ଖବର ପାଇ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ ଓ ଟିମ ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ମଲାଗୁଣି ନଦୀ ଓଭରବ୍ରିଜ ଠାରେ ଚଢ଼ାଉ କରି ଏକ […]
ଭୁବନେଶ୍ୱର: ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ଜାନୁଆରୀ ୪ ରୁ ୬ ପର୍ଯ୍ୟନ୍ତ ବିପର୍ଯ୍ୟୟ ପରିଚାଳନା ଉପରେ ଏକ ୩ ଦିନିଆ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ପୌର ପରିଷଦର […]
ଭୁବନେଶ୍ୱର: ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଏକାଦଶତମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ ହୋଇଯାଇଛି। ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବକ୍ତୃତାମାଳାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଯୁଗ୍ମ ଶାସନ […]
ଭୁବନେଶ୍ୱର: ଆଜି ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଧାମରାଇ ମଣ୍ଡଳ ଅନ୍ତର୍ଗତ ଧାମରା, ଜାଗୁଳା, କରଞ୍ଜମାଳ ପଂଚାୟତରୁ ଶତାଧିକ ନେତା ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ କଂଗ୍ରେସ ଓ ବିଜେଡି ଦଳ ଛାଡି ଆଜି ଆନୁଷ୍ଠାନିକ ଭାବେ […]
ଭୁବନେଶ୍ବର: ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵର ର […]
ଭୁବନେଶ୍ୱର: ରାଜ୍ୟର ସ୍କୁଲମାନଙ୍କରୁ ଅଧାରୁ ପାଠଛାଡ଼ିବା ଛାତ୍ରଛାତ୍ରୀଙ୍କ ସଂଖ୍ୟା ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ରାଜଧାନୀର ଏହି ପିଲାମାନେ ପାଠପଢ଼ିବା ପରିବେର୍ତ୍ତ ପରିବାର ଚଳାଇବା ପାଇଁ ଜରି ଗୋଟାଇବା ସହିତ ଭିକ୍ଷାବୃତ୍ତି କରୁଛନ୍ତି। ତେଣୁ ଏଭଳି ପିଲାମାନଙ୍କୁ ଶିକ୍ଷାପ୍ରଦାନ କରି ସମାଜର ମୁଖ୍ୟଧାରାକୁ […]
ଭୁବନେଶ୍ବର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କର ତିନି ଦିନିଆ ଓଡିଶା ଗସ୍ତ ସମୟରେ, 6 ଜାନୁୟାରୀ ମଧ୍ୟରାତ୍ରିରେ, କଟକ ଜିଲ୍ଲା ଅନ୍ତର୍ଗତ ଆଠଗଡ ବ୍ଲକର, ଗୋବ୍ରା ଗ୍ରାମ ପଞ୍ଚାୟତ ବାସିନ୍ଦାଙ୍କ […]
ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଜଗନ୍ନାଥ ରଥ ବୁଲିବା ଆରମ୍ଭ ହୋଇଛି। ରାଜ୍ୟରା ସମସ୍ତ ଜିଲ୍ଲା ଓ ପଞ୍ଚାୟତରେ ଏହି ରଥ ବୁଲିବ। ପ୍ରତ୍ୟେକ ଘରୁ ଅରୁଆ ଚାଉଳ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବହୁ ଲୋକ ଭିନ୍ନ ଭିନ୍ନ ଉପହାର ପ୍ରଦାନ କରିଥାନ୍ତି। ତେବେ ସେ ଭିତରେ ଫୁଲତୋଡା ହେଉଛି ସବୁଠାରୁ ବହୁ ପ୍ରଚଳିତ ଉପହାର। ତେବେ ବେଳେ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଯାହା କେହି ଭାବି ନ ଥିବେ ସେପରି […]
ନୂଆଦିଲ୍ଲୀ: ପର୍ଯ୍ୟଟନ ମନ୍ତ୍ରଣାଳୟ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ (ଏମଓଇଏଫ୍ ଏବଂ ସିସି) ସହଯୋଗରେ ଆଞ୍ଚଳିକ ନିର୍ଦ୍ଦେଶକ (ପୂର୍ବ) ଡ. ସାଗନିକ ଚୌଧୁରୀଙ୍କ ଉପସ୍ଥିତିରେ ଚିଲିକା ହ୍ରଦର ସ୍ଥାନୀୟ ସଦସ୍ୟ, ଡଙ୍ଗା ମାଲିକ ଏବଂ ଜଙ୍ଗଲ ବିଭାଗ ଅଧିକାରୀଙ୍କ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-‘ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଭି. କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ଲୋକମାନଙ୍କଠୁ ସିକିମ ସ୍ୱତ୍ତ୍ୱ ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ନିବେଦନ ପତ୍ର ପ୍ରାପ୍ତ ହୋଇଥିଲା। ଏହି ସବୁ ନିବେଦନ […]
ଭୁବନେଶ୍ୱର: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ […]
ଭୁବନେଶ୍ବର: ନିର୍ବାଚନ ଯେତିକି ପାଖେଇବାରେ ଲାଗିଛି ବିଜୁ ଜନତା ଦଳ ସେତିକି ତାହାର ସଂଗଠନକୁ ସୁଦୃଢ କରିବାରେ ଲାଗିଛି। ଯାହାପ୍ରତି ସନ୍ଦେହ ହେଉଛି ତାଙ୍କୁ ଦଳରୁ ନିଳମ୍ବିତ କିମ୍ବା ବହିସ୍କାର କରିଦିଆଯାଉଛି। ବିଗତ କିଛି ମାସ ଧରି ବିଜେଡି ଜଣଙ୍କ ପରେ […]
ଭୁବନେଶ୍ବର: ରାଜ୍ୟର ନବନିଯୁକ୍ତ ଅର୍ଥସେବା ଅଧିକାରୀମାନେ ରାଜସ୍ୱ ଆଦାୟ, କୋଷାଗାର ପରିଚାଳନା ଓ ବିତ୍ତୀୟ ପରାମର୍ଶ ଆଦି କ୍ଷେତ୍ରରେ ସେମାନଙ୍କର କର୍ତ୍ତବ୍ୟ ଓ ଦାୟିତ୍ୱକୁ ନିଷ୍ଠା ଓ ଦକ୍ଷତାର ସହ ତୁଲାଇବା ପାଇଁ ଅର୍ଥମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଆହ୍ୱାନ […]
ଭୁବନେଶ୍ବର: ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି […]
ଭୁବନେଶ୍ଵର: ଦଶପଲ୍ଲା ରେଳ ଷ୍ଟେସନରେ ପ୍ରାୟ ୮ ହଜାର ଲୋକଙ୍କ ସମାଗମରେ ଆୟୋଜିତ କାର୍ଯ୍ୟକ୍ରମରେ ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନବନିର୍ମିତ ନୂଆଗାଁ ରୋଡ୍ – ଦଶପଲ୍ଲା ରେଳ ସେକ୍ସନ, ଦଶପଲ୍ଲା […]
ଭୁବନେଶ୍ୱର: ୭୫ତମ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ । ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଏହି ରାଷ୍ଟ୍ରୀୟ ସମାରୋହରେ ଉପସ୍ଥିତ ରହିବେ। ଆଜି ପୂର୍ବାହ୍ନରେ ସୂଚନା ଓ ଲୋକସଂପର୍କ […]
ଭୁବନେଶ୍ୱର: ଭୁବନେଶ୍ୱର ଏସଟିଏଫକୁ ବଡ ସଫଳତା ମିଳିଛି। କୋଟିଏ ରୁ ଉର୍ଦ୍ଧ୍ଵ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି ଏସଟିଏଫ। ସୂଚନା ମୁତାବକ ଗତକାଲି ରାତିରେ ବିଶେଷ ସୂତ୍ରରୁ ଖବର ପାଇ ଭୁବନେଶ୍ୱର ଏସଟିଏଫ ର ଏକ ଟିମ ପୁରୀ ଜିଲ୍ଲା […]
ଖୋରଧା: ଖୋରଧା ଜିଲ୍ଲା ଅନ୍ତର୍ଗତ ୮ ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଜିଲ୍ଲାରେ ମୋଟ ୧୮୬୫୪୫୫ ଜଣ ମତାଦାତା ରହିଛନ୍ତି। ସେମାନଙ୍କ ମଧ୍ୟରେ ୯୭୧୫୫୪ ଜଣ ପୁରୁଷ ଓ ୮୯୩୩୪୧ ଜଣ ମହିଳା ଭୋଟର […]