ଭୁବନେଶ୍ବର: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଅବକାରୀ ଗୋଇନ୍ଦା ବିଭାଗ ଉପ କମିଶନର ଡମ୍ବରୁଧର ଖଣ୍ଡା ଓ ଜିଲ୍ଲା ଉପାଧ୍ୟକ୍ଷଙ୍କ ନିର୍ଦ୍ଦେଶନାରେ ବିଭାଗର କିଛି କର୍ମଚାରୀ ବଡ଼ବଜାର ଥାନା ଅନ୍ତର୍ଗତ ଫାଷ୍ଟ୍ ଗେଟ୍ ନିକଟରେ ସନ୍ଦେହ ଜନକ ଭାବେ ରୋସନ ସାହୁ […]
ଭୁବନେଶ୍ବର: ଠକେଇ ଅଭିଯୋଗରେ ଏକ ୱେବ ଚ୍ୟାନଲ ତଥା ଖବରକାଗଜ ମାଲିକ ଗିରଫ ହୋଇଛନ୍ତି। ସେ ହେଉଛନ୍ତି ସୁରଜିତ ଧଳ। ଆଜି ଇଓଡବ୍ଲୁ ତାଙ୍କୁ ଗିରଫ କରିଛି। ତାଙ୍କୁ ଇଭୋସ ବିଲଡର କଂପାନୀଠାରୁ ଏକ କୋଟି ଟଙ୍କା ଠକି ନେବା ଅଭିଯୋଗରେ […]
ଭୁବନେଶ୍ବର: ଖୁବ ଶିଘ୍ର ରାଜ୍ୟରେ ବୃଦ୍ଧି ପାଇବ ଭତ୍ତା ଟଙ୍କା। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଘୋଷଣା କରିବେ। ଏ ସଂପର୍କରେ ଜନସଧାରଣଙ୍କୁ ସୂଚନା ଦେଇଛନ୍ତି 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ […]
ରଣପୁର: ରଣପୁର ଅଂଚଳର କଳା, ସାହିତ୍ୟ ଓ ସଂସ୍କୃତିକୁ ଉଜୀବିତ୍ ରଖିବା ଉଦ୍ଦେଶ୍ୟରେ ଆଜି ରଣପୁର ମହୋତ୍ସବ ଅର୍ଜୁନ୍-୨୦୨୪ ଉଦ୍ଘାଟିତ ହୋଇ ଯାଇଛି। ୧୯୩୯ ମସିହାରେ ଏହି ରକ୍ତ ରଞ୍ଜିତ ରଣପୁର ମାଟିରେ ବ୍ରିଟିଶ୍ ସରକାର ପଲିଟିକାଲ ଏଜେଂଟ ବେଜେଲଗେଟ୍କୁ ବାଉଁଶ […]
ଭୁବନେଶ୍ବର: ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ଏକ ଘୋଷଣା କରିଛି। ତାହା ହେଲା ଯେଉଁ ବ୍ଲକରେ ଡିଗ୍ରୀ କଲେଜ ନାହିଁ ସେହି ସ୍ଥାନରେ ଚଳିତ ବର୍ଷ ନୂଆ କଲେଜ ଖୋଲାଯିବ। ଶିକ୍ଷାରେ ସମାନତା, ଓ ଉତ୍କର୍ଷ ଆଣିବା ସହ ଶିକ୍ଷାକୁ ସୁଦୂର […]
ଭୁବନେଶ୍ୱର: ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଜିଓ ରାଜ୍ୟରେ ସର୍ବାଧିକ ପସନ୍ଦର ଏବଂ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜର ଆଧିପତ୍ୟ ବଜାୟ ରଖି ଅକ୍ଟୋବର ମାସରେ ଓଡ଼ିଶାରେ ସର୍ବାଧିକ ସଂଖ୍ୟକ ମୋବାଇଲ୍ […]
ଭୁବନେଶ୍ବର: ଏଣିକି ସମସ୍ତ ଗ୍ରାମାଞ୍ଚଳର ସବୁ ଲୋକଙ୍କୁ ମିଳିବ ମାଗଣା ଚିକିତ୍ସା। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନୁସାରେ ରାଜ୍ୟ ସରକାର ଲାଗୁ କରିଛନ୍ତି ନବୀନ କାର୍ଡ। ଏହି ଯୋଜନାରେ ଯେଉଁମାନେ ବିଏସକେୱାଇ ରେ ସୁବିଧା ପାଇ ନାହାଁନ୍ତି ସେମାନେ ଏହି […]
ଭୁବନେଶ୍ୱର: ବାଲେଶ୍ୱରରୁ ଉଜ୍ଜୟନି ଓ ଓଁକାରେଶ୍ୱରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ଯାତ୍ରାର ଶୁଭାରମ୍ଭ ହୋଇଛି। ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଏହି ସ୍ୱତନ୍ତ୍ର ଟ୍ରେନ୍ ଯାତ୍ରାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି। ଏଥିରେ ବାଲେଶ୍ୱର, ଭଦ୍ରକ, […]
ପୁରୀ/ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ପୁରୀ ସ୍ଥିତ ସ୍ୱତନ୍ତ୍ର ପ୍ରଦକ୍ଷିଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। […]
ଭୁବନେଶ୍ବର: ପାରମ୍ପରିକ ଲୋକକଳା ଓ ସଂସ୍କୃତି ହେଉଛି ଏକ ଜାତିର ଜୀବନ ଓ ଭବିଷ୍ୟତ।ସଚେତନତା ସୃଷ୍ଟି କରିବାରେ ଲୋକକଳା ଭଳି ପ୍ରଭାବୀ ମାଧ୍ୟମ ଅନ୍ୟ କୌଣସି ମାଧ୍ୟମରେ ନାହିଁ ବୋଲି ୫-‘ଟି’ ତଥା ‘ ଆମ ଓଡିଶା ନବୀନ ଓଡ଼ିଶା’ ଅଧ୍ୟକ୍ଷ […]
ଭୁବନେଶ୍ୱର: ବିଗତ ୧୦ ବର୍ଷ ମଧ୍ୟରେ କେନ୍ଦ୍ର ସରକାରଙ୍କ ସବୁଠୁ ବଡ଼ ଉପଲବ୍ଧି ହେଉଛି ସାଧାରଣ ନାଗରିକଙ୍କ ଜୀବନକୁ ସହଜ କରୁଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନାର କାର୍ଯ୍ୟକାରିତାରେ ସଫଳତା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଉଜ୍ଜ୍ୱଳା ଯୋଜନା, ପିଏମ୍ କିଷାନ୍ ଆଦି କେନ୍ଦ୍ରୀୟ […]
ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ଷ୍ଟେସନ ମୁଖ୍ୟାଳୟ, ସ୍ଥଳସେନା ଷ୍ଟେସନ, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା […]
ଭୁବନେଶ୍ୱର: ନବଜାତ ଶିଶୁର ଶରୀରର ନିମ୍ନ ଭାଗରେ ଯୋଡି ହୋଇ ରହିଥିବା ମୁଣ୍ଡ ଆକୃତିର ଟ୍ୟୁମରକୁ ସଫଳ ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା କରି ଶିଶୁକୁ ନୂଆ ଜୀବନ ଦେଇଛନ୍ତି ଇନ୍୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ସର୍ଜନ୍। ଖୋର୍ଦ୍ଧା […]
ଭୁବନେଶ୍ବର: ନୂଆଦିଲ୍ଲୀର କର୍ତ୍ତବ୍ଯ ପଥରେ ଆୟୋଜିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ସମାରୋହରେ ସାମିଲ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ। ଭାରତ ସରକାରଙ୍କ ଦ୍ବାରା ସ୍ଥିରିକୃତ “ବିକଶିତ ଭାରତ” ବିଷୟବସ୍ତୁ ଉପରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ମେଢ […]
ଭୁବନେଶ୍ୱର: ବଡଠାକୁରଙ୍କ ପରିକ୍ରମା ପ୍ରକଳ୍ପ ଆଉ ବଡ ମେ ଡିକାଲର ରୂପାନ୍ତରଣ ମୁଖ୍ୟମନ୍ତ୍ରୀଙ୍କ ବଡ ସ୍ୱପ୍ନ ଥିଲା। କଟକ ଏସସିବି ମେଡିକାଲର ରୂପାନ୍ତରଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଚାହୁଁଥିଲେ, ଚିକିତ୍ସା ପାଇଁ କେହି ଓଡ଼ିଶା ବାହାରକୁ ନ ଯାଆନ୍ତୁ। ଏମସ ପ୍ଲସ ଭଳି […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ଜଣେ ନେତାଙ୍କୁ ବହିସ୍କାର କରିଛି। ଏ ନେଇ ସାଂଗଠାନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ପ୍ରକାଶ ପାଇଛି ଏକ ବିଜ୍ଞପ୍ତି। ସେଥିରେ କୁହାଯାଇଛି ଯେ, ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିସ୍କାର କରାଯାଇଛି। […]
ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ଓଡିଶାର ନୂଆ ଭୋଟର ତାଲିକା। ଏହି ତାଲିକା ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶ କରାଯାଇଛି। ସେହି ଅନୁସାରେ ଏଥର ଓଡିଶାରେ ମୋଟ ଭୋଟର ସଂଖ୍ୟା ହେଲା ୩ କୋଟି ୩୨ ଲକ୍ଷ ୩୬ […]
ଖୋର୍ଦ୍ଧା/ଚିଲିକା (ସୀତାରାମ ଅଗ୍ରୱାଲ): ଆସନ୍ତା ୧୦ ତାରିଖରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସୁଛନ୍ତି। ସେ ଖୋର୍ଦ୍ଧାର ହାବେଳୀ ପଡିଆ ଏବଂ ବାଣପୁରର ପଲଟନ ପଡିଆରେ ଏକ ସାଧାରଣ ସଭାରେ ଯୋଗଦେବେ […]
ଭୁବନେଶ୍ଵର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କର ତିନି ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମରେ ଆସି 5 ଜାନୁୟାରୀ 2024 ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କ ଗସ୍ତ ସମୟରେ ଅଶ୍ୱିନୀ ବୈଷ୍ଣବ ଦଶପଲ୍ଲା […]
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିରରେ ରାମଲଲାଙ୍କ ପୂଜାର୍ଚ୍ଚନା ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ସେପଟେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମନା କରିଦେଇଛନ୍ତି ପୁରୀର ଶଙ୍କରାଚାର୍ଯ୍ୟ। ସେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏଭଳି କଥା କହିଛନ୍ତି […]