ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ଖଇରାବ୍ଲକ ଗୋବିନ୍ଦପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାହାପୁର ଗ୍ରାମର ମୁରଲୀଧର ମହାକୁଡ ମୁମ୍ବାଇରେ ଶ୍ରମଜୀବୀ ଭାବେ କାର୍ଯ୍ୟ କରୁଥିଲେ। ଅସୁସ୍ଥତା ବଶତଃ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଲା। ମୁରଲୀଧରଙ୍କ ପରିବାର ଅତ୍ୟନ୍ତ ଗରିବ। ମୁମ୍ବାଇରୁ ମୁରଲୀଧରଙ୍କ […]
ନୂଆଦିଲ୍ଲୀ: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଭାରତର ଆର୍ଥିକ ବିକାଶର ଅଭିବୃଦ୍ଧି ଆକଳନକୁ ବୃଦ୍ଧି କରିଛି। ୨୦ ପ୍ରତିଶତ ପଏଣ୍ଟ ବୃଦ୍ଧି ସହିତ ଚଳିତ ଆର୍ଥିକ ବର୍ଷରେ ୨୦୨୪-୨୫ ବର୍ଷରେ ଭାରତର ଜିଡିପି ୭ ପ୍ରତିଶତରେ ବୃଦ୍ଧି ପାଇବ ବୋଲି ଆଇଏମ୍ଏଫ୍ ଆକଳନ […]
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଭିତରକନିକା ଜାତୀୟ ଉଦ୍ୟାନ ଅନ୍ତର୍ଗତ ରାଜନଗର ତହସିଲ ଅନ୍ତର୍ଗତ ବାଙ୍କୁଆଳା ଓ ଦୁର୍ଗାପ୍ରସାଦ ଗ୍ରାମର ୫୦ରୁ ଅଧିକ ପରିବାର ଓ ୬ ଜଣ ହୋଟେଲ ମାଲିକଙ୍କୁ ଉଚ୍ଛେଦ ଆଶଙ୍କା ଦେଖାଦେଇଛି। ସରକାରୀ ଓ ଜଙ୍ଗଲ ଜମି ଜବରଦଖଲ […]
ଜଗତସିଂହପୁର: ବାଲିକୁଦା ବ୍ଲକ ପ୍ରଶାସନକୁ ଗତ ୩ ମାସର ଦିବ୍ୟାଙ୍ଗ ଭତ୍ତା ଜାଲିଆତି କରି ନେଇଥିବା ଜଣାପଡ଼ିବା ପରେ ୧୩ ଜଣ ହିତାଧିକାରୀ ଫେରାଇ ଦେଇଛନ୍ତି। ଦଳିତ ବିକାଶ ପରିଷଦ ନେତା ଶଙ୍କର ଦାସ ଅଭିଯୋଗ କରିଥିଲେ ଯେ ବ୍ଲକର ଅଯୋଗ୍ୟ […]
ଭୁବନେଶ୍ୱର: ଆଗାମୀ ୬ ବର୍ଷ ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମଡେଲ ଆଣ୍ଟି ରେବିଜ୍ କ୍ଲିନିକ୍ ଖୋଲିବାକୁ ଯାଉଛନ୍ତି ରାଜ୍ୟ ସରକାର। ରେବିଜ୍ ଏକ ଗୁରୁତ୍ୱପୂର୍ଣ୍ଣ ଜନସ୍ୱାସ୍ଥ୍ୟ ଚିନ୍ତାର ବିଷୟ ହୋଇ ରହିଛି, ପ୍ରାୟତଃ ଠିକ୍ ସମୟରେ ହସ୍ତକ୍ଷେପ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ […]
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ଲୋକସେବା ଭବନରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଶେଷ କରି ଓଡ଼ିଶାରେ ଆଗାମୀ ୨୦୨୪-୨୫ ସାଧାରଣ ବଜେଟ ଉପସ୍ଥାପନାର ରୂପରେଖ କିପରି ରହିବ, ସେ […]
ମେଲାନିଷ୍ଟିକ୍ ବାଘ ସଫାରି: ରାଜ୍ୟରେ ବାଘ ସଫାରି ପ୍ରତିଷ୍ଠା ଦିଗରେ ଆଗକୁ ବଢ଼ିବା ପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (ଏନ୍ଟିସିଏ) ଓ କେନ୍ଦ୍ରୀୟ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷଙ୍କ ବୈଷୟିକ କମିଟିର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର)ର ଚୂଡ଼ାନ୍ତ ଅନୁମୋଦନକୁ ରାଜ୍ୟ […]
ଭୁବନେଶ୍ବର: ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ଓଡିଶା ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସେ ଯୋଗ ଦେବା ପାଇଁ ଓଡିଶା ଆସୁଛନ୍ତି। ଏ ନେଇ ରାଜ୍ୟ ବିଜେପି ତରଫରୁ ଏହି ସୂଚନା ଦିଆଯାଇଛି। […]
Ratna Bhandar: ପୁଣି ଥରେ ଖୋଲାଯିବ ଭିତର ରତ୍ନ ଭଣ୍ଡାର। ଏ ନେଇ ରତ୍ନଭଣ୍ଡାର ତଦାରଖ କମିଟର ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ସୂଚନା ଦେଇଛନ୍ତି। ତାଙ୍କ ଅନୁସାରେ ଆସନ୍ତା 18 ତାରିଖ ଗୁରୁବାର ଦିନ ରତ୍ନ ଭଣ୍ଡାର ଖୋଲାଯିବ। ସେଥିପାଇଁ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଓଡିଶା ସହିତ ଜଡିତ ଥିବା ବିଭିନ୍ନ ଆନ୍ତଃ ରାଜ୍ୟ ଜଳସେଚନ ପ୍ରକଳ୍ପ ଗୁଡିକର ସମୀକ୍ଷା କରିଛନ୍ତି। ଉନ୍ନୟନ କମିଶନର ତଥା ଜଳସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ […]
ଭୁବନେଶ୍ୱର: ଓଡିଶାକୁ ଦକ୍ଷ ମାନବ ସମ୍ବଳର କେନ୍ଦ୍ରରେ ପରିଣତ କରିବା ପାଇଁ ଆମ ସରକାର ପ୍ରତିଶୃତିବଦ୍ଧ। ଦକ୍ଷତା ବିକାଶ ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରାଯାଇଛି। ଆଗାମୀ ୨-୩ ବର୍ଷ ମଧ୍ୟରେ ଆମର ଯୁବ ପିଢି ସେମାନଙ୍କର ଆଗ୍ରହ ଆଧାରରେ ଦକ୍ଷତା […]
ଭୁବନେଶ୍ୱର: ଲୋକଙ୍କ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଶୁଣିବା ଧାରା ଜାରି ରଖିଛନ୍ତି। ଜୁଲାଇ ୧ ତରିଖରୁ ଆରମ୍ଭ ହୋଇଥିବା ଅଭିଯୋଗ ଶୁଣାଣି ପ୍ରକ୍ରିୟା ଆଜି ଦ୍ୱିତୀୟ ଦିନରେ ପହଞ୍ଚିଲା। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ […]
ବ୍ରହ୍ମପୁର: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସ୍ଥାନୀୟ ଶୀତଳାପଲ୍ଲୀ କ୍ୟାମ୍ପସରେ ରବିବାର ଏକ ମାଗଣା ହାଡ଼, ଗଣ୍ଠି ଓ ମେରୁଦଣ୍ଡ ଚିକିତ୍ସା ଓ ପରାମର୍ଶ ଶିବିର ଆୟୋଜିତ ହୋଇଯାଇଛି। ଅସ୍ଥିଶଲ୍ୟ ଓ ସ୍ନାୟୁଶଲ୍ୟ ବିଶେଷଜ୍ଞମାନେ ରୋଗୀମାନଙ୍କୁ ପରୀକ୍ଷା […]
ଭୁବନେଶ୍ୱର: ଜଳବାୟୁ ପରିବର୍ତ୍ତନ ଜନିତ ସମସ୍ୟାକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆସନ୍ତା ଜୁଲାଇ ୧୮ ତାରିଖରୁ ଆୟୋଜିତ ହେବାକୁ ଥିବା ଏକ ୩- ଦିନିଆ ଆନ୍ତର୍ଜାତିକ କର୍ମଶାଳାରେ ଶିକ୍ଷା, ଶିଳ୍ପ, ଗବେଷଣା ସଂସ୍ଥା ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନର ପ୍ରତିନିଧିତ୍ୱ […]
ବାଲୁଗାଁ(ସୀତାରାମ ଅଗ୍ରୱାଲ): ଆଜି ମଧ୍ୟାହ୍ନରେ ଚିଲିକା ବନ୍ୟପ୍ରାଣୀ ବିଭାଗ ଅନ୍ତର୍ଗତ ନଳବଣ ବନ୍ୟପ୍ରାଣୀ ଅଭୟାରଣ୍ୟରେ ବେଆଇନ ପ୍ରବେଶ ଏବଂ ମାଛ ଧରାକୁ ନେଇ ୭ ଜଣ ମତ୍ସ୍ୟଜୀବୀ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତ ମାନେ ଚନ୍ଦ୍ରାପୁଟ ଗ୍ରାମର ରାଜେଶ କୁମାର ଦାସ […]
ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକ ଆଜି ନିଜ ଜନ୍ମମାଟିକୁ ଫେରିଛନ୍ତି। ଏହି ୮ ଜଣଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଶ୍ରୀ […]
ଭୁବନେଶ୍ଵର: ଯାତ୍ରୀମାନଙ୍କୁ ଆରାମଦାୟକ ଯାତ୍ରା ଯୋଗାଇବା ଏବଂ ପ୍ରଭୁ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା-2024 ସମୟରେ ପୁରୀକୁ ଚଳାଚଳ କରୁଥିବା ନିୟମିତ ଟ୍ରେନରେ ଯାତ୍ରୀଭିଡ଼କୁ ଏଡ଼ାଇବା ସହିତ ରାଜ୍ୟର ବିଭିନ୍ନ ପ୍ରାନ୍ତ ଓ ପଡୋଶୀ ରାଜ୍ୟ ମାନଙ୍କରୁ ପୁରୀ କୁ ସ୍ୱତନ୍ତ୍ର […]
ଭୁବନେଶ୍ଵର: ଓଡ଼ିଶାର ଘରେ ଘରେ ପରିଚିତ, ରାଜ୍ୟର ୧ ନମ୍ବର ମନୋରଞ୍ଜନ ଚ୍ଯାନେଲ ଜୀ ସାର୍ଥକର ଗୋଟିଏ ପରେ ଗୋଟିଏ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ ଦର୍ଶକଙ୍କ ମନ ଜିତିଛି। କେବଳ ଧାରାବାହିକ ନୁହେଁ ବରଂ ରିଏଲିଟି ସୋ ମାଧ୍ୟମରେ […]
ପୁରୀ: ଆଜି ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା। ତେଣୁ ଏଥିପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେଉଛି। ବାହୁଡ଼ାଯାତ୍ରା ଦେଖିବା ପାଇଁ ଏବେ ବି ଭକ୍ତମାନେ ପୁରୀ ଅଭିମୁଖେ ଯାତ୍ରା କରୁଛନ୍ତି। ତେବେ ପୋଲିସ୍ ପ୍ରଶାସନ ପକ୍ଷରୁ ଟ୍ରାଫିକ ବ୍ୟବସ୍ଥାକୁ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢାଖୋଲ ଥାନା ବଡକୁଡା ଗ୍ରାମରେ ପାରିବାରିକ କଳହରୁ ଦୁଇ ଭାଇଙ୍କ ମଧ୍ୟରେ ବଚସା ହେବାରୁ ସାନଭାଇର ଟାଙ୍ଗିଆ ଚୋଟରେ ବଡ ଭାଇ ଗୁରୁତର ହୋଇ ରେଢ଼ାଖୋଲ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ପ୍ରକାଶ ଯେ, ସରକାରଙ୍କ ଠାରୁ […]