ରାଜ୍ୟ ଖବର

ଭୁବନେଶ୍ବର: କେନ୍ଦ୍ର ବାସଗୃହ ଏବଂ ସହରାଞ୍ଚଳ ବ୍ୟାପାର ତଥା ପେଟ୍ରୋଲିୟମ୍ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ହରଦୀପ ଏସ ପୁରୀ ଆଜି ଭାରତର ମୁକ୍ତାକାଶ ଶୌଚମୁକ୍ତ (ଓଡିଏଫ)ର…

ଖୋର୍ଦ୍ଧା: ଆଜି ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ଖୋର୍ଦ୍ଧା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ବିଷ୍ଣୁ ଚରଣ ପରିଡ଼ା। ସୂଚନା ଅନୁଯାୟୀ ଶ୍ରୀ ପରିଡ଼ା ଏକ ଧାନ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳ ମଦର ହବ ପାଲଟିଥିବା ବେଳେ ଆଜି ଅପରାହ୍ନରେ ବାଣପୁର ପୋଲିସକୁ ମିଳିଛି ସଫଳତା। ଏକ ମଦ ବୋଝେଇ…

ଭୁବନେଶ୍ବର: ଆଜି ଅପରାହ୍ନରେ କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ଓଡିଶାର ପ୍ରଥମ ମହିଳା ଲୋକସଭା ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ଶେଷକୃତ୍ୟ ସଂପର୍ଣ୍ଣ ହୋଇଛି। ଆଜି ଦିନ 12ଟା…

ଭୁବନେଶ୍ୱର : ଆଜି ଭୁବନେଶ୍ୱର ସ୍ଥିତ ଓସେପାର ସମ୍ମିଳନୀ କକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜକମାନଙ୍କର ଦୁଇଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ ଉଦ୍‌ଯାପିତ ହୋଇଅଛି…

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଶକ୍ତି ପ୍ରଦର୍ଶନ କରିଛି ବିଜୁ ଜନତା ଦଳ। ଲୋକଙ୍କ ବଳ ବିଜୁ ଜନତା ଦଳ ନାରା ଦେଉଥିବା ଏହି ଦଳ ନିର୍ବାଚନ ପୂର୍ବରୁ…

କନ୍ଦର୍ପ ବେହେରା ରେଢାଖୋଲ: ଆଜି ଅପରାହ୍ନରେ କିସିଣ୍ଡା ଥାନା ଗିରିଶ୍ଚନ୍ଦ୍ରପୁର ଅନ୍ତର୍ଗତ କଂଚନପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବଜ୍ରାଘାତରେ ୮ ଗାଈ ଓ ବଳଦ…

ସୀତାରାମ ଅଗ୍ରୱାଲ ବାଲୁଗାଁ: ଫୁଲବାଣୀରୁ ବାଇକରେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ବାଟରେ ମାଡି ବସିଲା ପୋଲିସ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ଏଭଳି ଘଟଣା…

ସୀତାରାମ ଅଗ୍ରୱାଲ ଚିଲିକା: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ମାମଲା ବାଣପୁର ଜେଏମଏଫସି କୋର୍ଟରେ ବିଚାରଧୀନ ଥିବା ବେଳେ ଆଜି ତାହାର ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। …

ଭୁବନେଶ୍ବର: ଆଜି ଭୁବନେଶ୍ବରର ଜନତା ମଇଦାନରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଓଡିଶା ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଦଳୀୟ ନେତାଙ୍କୁ ସମ୍ବୋଧୀତ କରି…

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୮୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୧୮୦  ଜଣ ଆକ୍ରାନ୍ତଙ୍କ…

ଭୁବନେଶ୍ୱର: ଏହାର ପ୍ରଥମ ଦଶନ୍ଧିର ଚମତ୍କାର ଯାତ୍ରାର ସଫଳ କାହାଣୀରେ ଚଳିତ ମାସ ଏମ୍ସ ଭୁବନେଶ୍ବର ପାଇଁ ଜାତୀୟ ସ୍ତରରେ ଆଣି ଦେଇଛି କୃତିତ୍ବପୂର୍ଣ୍ଣ ଖବର। ଏହି…

ଭୁବନେଶ୍ଵର: ଦିନକୁ ଦିନ ହୃଦରୋଗୀଙ୍କ ସଂଖ୍ୟା ବଢ଼ୁଛି। ସାରା ବିଶ୍ୱ ପାଇଁ ଏହା ଏବେ ଏକ ଚିନ୍ତାର କାରଣ ପାଲଟିଛି। ତେବେ ହୃଦରୋଗ କଣ, ଏହା କିପରି…

ବେଙ୍ଗାଲୁରୁ/ ଭୁବନେଶ୍ବର: ଓଡିଶା ସରକାର ଏବଂ ଫିକି ସହଯୋଗରେ ଆଜି ଓଡିଶା ଇନଭେଷ୍ଟରସ ମିଟ୍ ବେଙ୍ଗାଲୁରୁରେ ଆୟୋଜିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଏକ…

ସୁନ୍ଦରଗଡ଼: ମିଳିତ ଜାତିସଂଘ ପକ୍ଷରୁ ପ୍ରସ୍ତୁତ “ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ” ୨୦୩୦ର ଓଡ଼ିଶାରେ ସଫଳ ରୂପାୟନ ଲାଗି ରାଜ୍ୟ ସରକାର ବିଶେଷ ପଦକ୍ଷେପ ନେଉଛନ୍ତି। ଏନେଇ ଯୋଜନା…

ଭୁବନେଶ୍ବର: ଆଜି ଓଡିଶା ରାଜନୀତିରେ ସୃଷ୍ଟି ହେବ କମ୍ପନ। ସାଧାରଣ ନିର୍ବାଚନ ତଥା ଓଡିଶା ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ରାଜ୍ୟ ରାଜନୀତିରେ ତାତିବାରେ ଲାଗିଛି। ହେଲେ…

ଭୁବନେଶ୍ବର: କଟକ ଜିଲ୍ଲା ଓଲଟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଗବେଷଣା ସଂସ୍ଥାନ (ଏସଭି ନିର୍ତାର) ଠାରେ ଆସନ୍ତା ୩୦ ତାରିଖ ଦିନ ୧୦୦…

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲର ସ୍ଥାନୀୟ ପଞ୍ଚାୟତ ସମିତି ସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଆଜି ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନ (ଓୟୁଜେ) ର…

ସୀତାରାମ ଅଗ୍ରୱାଲ ଚିଲିକା: ଚଳିତ ସ୍ୱାଧୀନତା ଦିବସ ରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ ହୋଇଥିବା ଅହିଂସା ରଥ ଆଜି ଖୋର୍ଦ୍ଧା ଜିଲ୍ଲାକୁ ଆଗମନ କରିଛି। ସୂଚନା…

ଭୂଷଣ୍ଡପୁର: ଚାଲିଛି ମା’ଙ୍କ ପୀଠରେ ଶାରଦୀୟ ପୂଜା। ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ଶକ୍ତି ପୀଠ। ଭକ୍ତମାନେ ଦର୍ଶନ ପାଇଁ ମା’ଙ୍କ ପୀଠକୁ…