ରାଜ୍ୟ ଖବର

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ହରିପୂର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ତୁଠରେ ଦଶାହ କ୍ରିୟା ଚାଲିଥିବା ବେଳେ ବଜ୍ରାଘାତ ହୋଇଛି। ଯାହାଫଳରେ…

କନ୍ଦର୍ପ ବେହେରା ରେଢାଖୋଲ: କିଛି ଦିନ ତଳେ ନାକଟିଦେଉଳ ଥାନା ଚରଡପଶି ଠାରେ ଦିନ ଦି ପ୍ରହରରେ ଜନୈକ ମାଇକ୍ରୋ ଫାଇନାନସ୍ କର୍ମଚାରୀଙ୍କ ଠାରୁ ଛୁରୀ ଦେଖାଇ…

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀ ଆଜି ଚିଲିକା ବ୍ଲକର ପ୍ରସ୍ତାବିତ ୫ଟି ବିଦ୍ୟାପୀଠ ପରିଦର୍ଶନ କରିଛନ୍ତି। ତୃତୀୟ ଫେଜରେ ଚିଲିକା ବ୍ଲକ ର…

ଭୁବନେଶ୍ଵର: ସ୍ଥାନୀୟ ଗୀତଗୋବିନ୍ଦ ସଦନ ଠାରେ ଦିବଂଗତ ବିଶିଷ୍ଠ ଓଡ଼ିଆ ଚିତ୍ରଶିଳ୍ପୀ ଚନ୍ଦ୍ରଶେଖର ରାଓଙ୍କ ୮୩ ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ଦ୍ୱିତୀୟ ଚନ୍ଦ୍ରଶେଖର ରାଓ ସ୍ମାରକୀ…

ଭୁବନେଶ୍ୱର: ଭାରତର ସର୍ବବୃହତ ଓ ଦ୍ରୁତ ଅଭିବୃଦ୍ଧିଶୀଳ ପୋଷାକ ଓ ଆସେସୋରିଜ୍ ସ୍ପେସିଆଲିଟି ଶୃଙ୍ଖଳା ରିଲାଏନ୍ସ ରିଟେଲ୍‌ର ଟ୍ରେଣ୍ଡ୍‌ସ ପକ୍ଷରୁ ଟ୍ରେଣ୍ଡସ୍ ସ୍ୱାଗତମ୍ ଶ୍ରୀଗଣେଶ ପ୍ରତିଯୋଗିତା ୨୦୨୨ର…

ପୁରୀ: ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଆଜି ସେ 72 ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମ ଦିନରେ ବିଭିନ୍ନ ବର୍ଗରୁ ଅଭିନନ୍ଦନର…

ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ କୁହୁଡି ଓ ବାଲୁଗାଁ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଅଞ୍ଚଳର ରେଳ ଧାରଣା କଡରେ ଏକ ଅଚିହ୍ନା…

ଭୁବନେଶ୍ୱର: ଉତ୍ତମ ପ୍ରଶାସନ ଦିଗରେ ଅନ୍ୟ ଏକ ପଦକ୍ଷେପ ସ୍ୱରୂପ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଧାର ବ୍ୟବହାର ସଂପ୍ରସାରଣ ସମ୍ବନ୍ଧିତ କର୍ମଶାଳା…

ଭୁବନେଶ୍ବର: ଆଜି ହେଉଛି ପବିତ୍ର ବିଶ୍ବକର୍ମା ପୂଜା। ଆଜିର ଦିନରେ ପ୍ରଭୃ ବିଶ୍ବକର୍ମାଙ୍କୁ ପୂଜା କରାଯାଉଛି। ବିଶେଷ ଭାବେ ବିଶ୍ବକର୍ମା ନିର୍ମାଣ ଦେବତା ହୋଇଥିବାରୁ ଶିଳ୍ପ ଅନୁଷ୍ଠାନରେ…

ଭୁବନେଶ୍ବର: ଆଜି ଭୁବନେଶ୍ବରର ତାରକା ହେଟେଲ ସୂର୍ଯ୍ୟାଂଶ ପରିସରରେ ଲୋକାର୍ପିତ ହେଇଯାଇଛି ଝିଲିକ୍ ମୋସନ୍ ପିକଚର୍ସ ନିବେଦିତ ନୂଆ ଚଳଚ୍ଚିତ୍ର ‘ରୁଦ୍ରାଣୀ’। ଦଶହରାରେ ପ୍ରେକ୍ଷାଳୟକୁ ଆସିବା ନେଇ…

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟ ମନ୍ତ୍ରୀ, ସାଂସଦ ଶ୍ରୀ ଦିଗ୍‌ବିଜୟ ସିଂ, ସାଂସଦ ଶ୍ରୀ ଜୟରାମ ରମେଶ, ଓଡ଼ିଶା ପ୍ରଭାରୀ ଡ.…

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଅଞ୍ଚଳରେ ଗଞ୍ଜେଇ ବୋଝଇ କାର ଜବତ କରି ଜଣଙ୍କୁ ଗିରଫ କରିଛି ପୋଲିସ। ଏ ନେଇ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ…

ଭୁବନେଶ୍ୱର: ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ ଅବସରରେ ଆଜି ଭୁବନେଶ୍ୱର ଉପକଣ୍ଠ ଜରିପାଟଣା ନିକଟସ୍ଥ ବାଲିଯାତ୍ରା ପଡିଆଠାରେ ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ୍…

ଭୁବନେଶ୍ବର: ପଡ଼ୋଶୀ ରାଜ୍ୟ ସମେତ ଦେଶର କିଛି ରାଜ୍ୟରେ ଗୋମହିଷାଦି ଚର୍ମବିଣ୍ଡି ବା ଲମ୍ପି ସ୍କିନ୍‌ ରୋଗରେ ଆକ୍ରାନ୍ତ ହେଉଥିବା ପରିପ୍ରେକ୍ଷୀରେ ଓଡ଼ିଶାରେ ଏହି ରୋଗ ବ୍ୟାପିବାକୁ…

ଖୋରଧା: ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପୋଷଣ ଅଭିଯାନ କ୍ରିୟାନୁଷ୍ଠାନ କମିଟି ବୈଠକ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ପ୍ରାରମ୍ଭରେ ଚଳିତ ବର୍ଷର…

ଖୋର୍ଦ୍ଧା: ଖୋର୍ଦ୍ଧା ବିଧାନସଭା ଉନ୍ନୟନ କମିଟି ବୈଠକ ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଛି। ବୈଠକ ପ୍ରାରମ୍ଭରେ ବିଧାୟକ…

ଭୁବନେଶ୍ୱର: ଏକ ଜନହିତକର, ସ୍ବେଚ୍ଛାସେବୀ ତଥା ବଦାନ୍ୟ ସଂଗଠନ ଭାବେ ପରିଚିତ ପୂର୍ବ ତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ) ର ସଭାପତି ଅନୁପମା ଶ୍ରୀବାସ୍ତବ…

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ବରିଷ୍ଠ ପ୍ରଶାସକ ସାଫଲ୍ୟ ମଣ୍ଡିତ ପ୍ରଧାନ। ଶ୍ରୀ ପ୍ରଧାନ ଏହା ପୁର୍ବରୁ ଢେଙ୍କାନାଳ ଜିଲ୍ଲାର…

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମିଶନ ଶକ୍ତି କାଫେ ଶୁଭାରମ୍ଭ ହୋଇଛି। ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡିର ଧର୍ମ, କଳା, ସଂସ୍କୃତି ଅନନ୍ୟ ଓ ସ୍ବତନ୍ତ୍ର। ଏଠାକାର ସଂସ୍କୃତି ଅନ୍ୟକୁ ପ୍ରଭାବିତ କରିଛି ସିନା ଅନ୍ୟ ଠାରୁ ପ୍ରଭାବିତ…

ଭୁବନେଶ୍ବର: ଗୃହଲକ୍ଷ୍ମୀଙ୍କୁ ଲକ୍ଷପତି କରାଇଛି ଜୀ ସାର୍ଥକ। ଲୋକପ୍ରିୟ ଓଡିଆ ମନୋରଂଞ୍ଜନ ଚ୍ୟାନେଲ ଜୀ ସାର୍ଥକରେ ଆରମ୍ଭ କରାଯାଇଥିଲା ଏକ ମେଗା ପ୍ରତିଯୋଗିତା। ଯାହାର ନାଁ ରହିଥିଲା…