ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଶ୍ରୀ ଜଗନ୍ନାଥଙ୍କ ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି ୨୦୨୪’ର ଶୁକ୍ରବାର ଥିଲା ଉଦ୍ଯାପନୀ ସଂଧ୍ୟା। ପୁରୀର ଶ୍ରୀମନ୍ଦିର ମୁକ୍ତିର […]
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଜୁଲାଇ ୧୫ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ସୋଆର ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଜୁଲାଇ ୧୪ରେ ସେହି […]
ଭୁବନେଶ୍ୱର: ଯୁଗ୍ମ ଗବେଷଣା, ପରାମର୍ଶ, ଶିକ୍ଷା, ପ୍ରଶିକ୍ଷଣ ଓ ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ଆର୍ମୋର୍ଡ ଭେହିକିଲ୍ସ ନିଗମ ଲିମିଟେଡ୍ (ଏଭିଏନ୍ଏଲ୍) ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟରେ ଶୁକ୍ରବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି। […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଅନୁଗୁଳ ରେଳପଥର ହେଲେଇ ଗ୍ରାମ ନିକଟ ରେଳ ଧାରଣାରୁ ଆଜି ସକାଳ ୭ ଟା ସମୟରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ରେଳବାଇ ପୋଲିସ୍। ମୃତ ଯୁବକ ଜଣକ ହେଲେ ହେଲେଇ ଗ୍ରାମର ରାମା […]
ପୁରୀ: ରଥ ଉପରେ ମୋବାଇଲ ବ୍ୟବହାର ଉପରେ କଟକଣା ଲାଗିଛି। ଶ୍ରୀମନ୍ଦିରର ନବନିଯୁକ୍ତ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏନେଇ କଡା ଚେତାବନୀ ଦେଇଛନ୍ତି। ନିୟମ ନମାନିଲେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଶ୍ରୀ ପାଢୀ କହିଛନ୍ତି। ଅରବିନ୍ଦ ପାଢୀଙ୍କ ଅନୁଯାୟୀ, […]
ଭୁବନେଶ୍ଵର: ରାଜ୍ୟ ସରକାର ଆୟୁଷ ଚିକିତ୍ସା ସେବା ଓ ଆୟୁଷ ଭେଷଜ ମହାବିଦ୍ୟାଳୟ ଗୁଡିକରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା ଏବଂ ଲେକ୍ଚର, ପ୍ରଫେସର ସହିତ ଅନ୍ୟାନ୍ୟ ଅଣ ଶିକ୍ଷକ ପଦବୀ ପୂରଣ ପାଇଁ ଗୁରୁତ୍ୱ ଦେଉନଥିବା ଅଭିଯୋଗ ଆଣି ଗୁରୁବାର ଓଡ଼ିଶା […]
ଭୁବନେଶ୍ୱର: ଆମର ବଜେଟ୍ ଟି ଯେପରି ବାସ୍ତବରେ ‘ଲୋକଙ୍କ ବଜେଟ୍’ ଭାବରେ ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି। ସେଥିପାଇଁ ସମାଜର ସବୁ ବର୍ଗଙ୍କ ମତାମତ ଆମେ ଗ୍ରହଣ କରୁଛୁ। ଲୋକଙ୍କ ସରକାର ଭାବରେ […]
ଭୁବନେଶ୍ଵର: ଅଗ୍ରଣୀ ଓଡ଼ିଆ ମନୋରଞ୍ଜନଭିତ୍ତିକ ଓଟିଟି ପ୍ଳାଟଫର୍ମ “କଞ୍ଚାଲଙ୍କା” ଅତି ଉତ୍ସାହର ସହ ଘୋଷଣା କରୁଛି ବହୁ ପ୍ରତିକ୍ଷୀତ, ୱେବ ସିରିଜ “ଗ୍ୟାଙ୍ଗସ୍ ଅଫ୍ ପୁରୀବ” ର ଦ୍ୱିତୀୟ ଭାଗ ବା ସିଜନ – ୨। ଏହି ୱେବ ସିରିଜର ପ୍ରଥମ […]
ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ପରିବାର ମଧ୍ୟରେ ବାପା ପୁଅ ମଧ୍ୟରେ ବୋମା ମାଡ ହୋଇଥିବା ଜଣାପଡିଛି। ଯେଉଁଥିରେ ପୁଅର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, […]
ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିରକୁ ବଡଠାକୁର ପହଣ୍ଡି ବିଜେ ବେଳେ ଚାରମାଳ ଉପରେ ପଡିଯିବା ଘଟଣାକୁ ସରକାର ଗୁରୁତର ସହ ନେଇଛନ୍ତି। ଆଜି ସକାଳେ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କୁ ସରକାର ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ବରିଷ୍ଠ […]
ଭୁବନେଶ୍ୱର: ଦିବ୍ୟାଙ୍ଗ ଉଦ୍ୟୋଗୀ ଓ କଳାକାରଙ୍କ ସଶକ୍ତୀକରଣ ପ୍ରୟାସକୁ ଜାରି ରଖିବା ଉଦ୍ଦେଶ୍ୟରେ ଗତ ଜୁଲାଇ ୫ ରୁ ୧୧ ତାରିଖ ପର୍ଯ୍ୟନ୍ତ କିଟ କ୍ୟାମ୍ପସ, ଭୁବନେଶ୍ୱରଠାରେ ଦିବ୍ୟ କଳା ମେଳା ଓ ଦିବ୍ୟ କଳା ଶକ୍ତି କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। […]
ରଣପୁର: ଦ୍ୱିତୀୟ ଶ୍ରୀକ୍ଷେତ୍ରଭାବେ ପରିଚିତ ରଣପୁର ରଥ ଯାତ୍ରାର ହେରା ପଚଂମୀ ଅବସରରେ ଆଜି ଚଳଚଚଂଳ ହୋଇଉଠିଛି। ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବାପାଇଁ ବିଭିନ୍ନ ପ୍ରାନ୍ତରୁ ବହୁସଂଖ୍ୟରେ ଶ୍ରଦ୍ଧାଳୁଙ୍କ ଭିଡଜମିଥିବା ପରିଲିଖିତ ହୋଇଛି। ତେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ପତ୍ନୀ ମହାଲକ୍ଷ୍ମୀଙ୍କୁ ବଡଦେଉଳରେ […]
ଭୁବନେଶ୍ୱର: ବଡ ଠାକୁରଙ୍କ ଚାରମାଳ ଉପରେ ମୁହଁମାଡ଼ି ପଡ଼ିବା ଘଟଣା ଏବେ ସାରା ବିଶ୍ଵରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଏହାକୁ ନେଇ ବିଭିନ୍ନ ମହଲାରୁ ପ୍ରଶାସନର ଅବହେଳା ଯୋଗୁଁ ଏଭଳି ବଡ ଅଘଟଣା ଘଟିଲା ବୋଲି କୁହାଯାଉଛି। ବିଭିନ୍ନ ରାଜନୈତିକ […]
ଭୁବନେଶ୍ବର: ଶିକ୍ଷାବର୍ଷରେ ଓଡିଶାର ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକମାନଙ୍କ ବଦଳି ପ୍ରକ୍ରିୟାକୁ ଶୀଘ୍ର ଶେଷ କରିବା ପାଇଁ ଓଡିଶା ସରକାରୀ ହାଇସ୍କୁଲ ସି. ବି. ଟି. ଶିକ୍ଷକ ସଂଘ ଦାବି କରିଛି। ଏହାସହ ବଦଳି ପ୍ରକ୍ରିୟା ସପ୍ତାହେ ଭିତରେ ଶେଷ ନହେଲେ […]
ଭୁବନେଶ୍ଵର: ଜିଏସଟି ଫେରସ୍ତ କରିବା ବଦଳରେ ଜନୈକ ଅଭିଯୋଗକାରୀଙ୍କଠାରୁ ୧୫,୦୦୦/- ଟଙ୍କା ଲାଞ୍ଚ ନେଉଥିବା ବେଳେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର କେନ୍ଦ୍ରୀୟ ଜିଏସଟି ଏବଂ କେନ୍ଦ୍ରୀୟ ଅବକାରୀ ଅଧୀକ୍ଷକ ମନୋଜ କୁମାର ସୁବୁଦ୍ଧିଙ୍କୁ ସିବିଆଇ ଗିରଫ କରିଛି। ବ୍ରହ୍ମପୁରର କେନ୍ଦ୍ରୀୟ ଜିଏସଟି […]
ଖୋର୍ଦ୍ଧା: ଆଜି ପୂର୍ବାହ୍ନ ୧୦:୩୦ ମିନିଟ ସମୟରେ ମାନ୍ୟବର ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ପୋଷଣ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ବରର ଏକାମ୍ର ବିଧାୟକ ବାବୁ ସିଂ, ଜଟଣୀ ବିଧାୟକ […]
ଭୁବନେଶ୍ଵର: ଗୀତ ଗାଉଗାଉ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସ ଟଳି ପଡିଥିଲେ। ତାଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ଅତିରିକ୍ତ ଜିଲ୍ଲାପାଳଙ୍କ ଅକାଳ ବିୟୋଗ ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଠାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ […]
ପୁରୀ: ବିଭିନ୍ନ କ୍ଷେତ୍ରର ସମସ୍ତ ହିତାଧିକାରୀଙ୍କ ମଧ୍ୟରେ ଦାୟିତ୍ୱପୂର୍ଣ ପର୍ଯ୍ୟଟନ ତଥା ବନ୍ୟଜନ୍ତୁ ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ପୁରୀ ସମୁଦ୍ର ବେଳାଭୂମିରେ ଉଦ୍ଘାଟନ ହେଲା ବିଚ୍ ପାଭିଲିୟନ୍। ଜୁଲାଇ ମାସ ୨୦୨୪, ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାରୁ ବାହୁଡା ଯାତ୍ରା […]
ଭୁବନେଶ୍ୱର: ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ଵର୍ଗତ ଦାସ ଜଣେ ନିଷ୍ଠାପର, ଦାୟିତ୍ଵ ସମ୍ପନ୍ନ ଅଧିକାରୀ ଭାବେ […]
ଭୁବନେଶ୍ଵର: ପ୍ରକାଶ ଫିଲ୍ମସ ଏବଂ ମୁନ୍ ଟିଭି ମୁଭିଜ୍ ର ମିଳିତ ପ୍ରଯୋଜନା ରେ ଆସୁଛି ଦୁଇଟି ବିଗ ବଜେଟର ଓଡ଼ିଆ ଚଳଚ୍ଚିତ୍ର। ପ୍ରକାଶ ଫିଲ୍ମସ ର ପ୍ରଯୋଜକ ପ୍ରଶାନ୍ତ ବେହେରା ଏବଂ ସୁନୀଲ କୁମାର ୟାଦବ ପୂର୍ବରୁ ପ୍ରାୟ ୫ […]
ରଣପୁର: ଆଡପ ମଣ୍ଡପରେ ତିନି ଠାକୁର। ରତ୍ନବେଦୀ ଛାଡି ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରି ମହାପ୍ରଭୁ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହ ଜନ୍ମବେଦିକୁ ବିଜେ କରିଛନ୍ତି। ଜନ୍ମ ବେଦୀରେ ଚତୁର୍ଦ୍ଧାମୂର୍ତ୍ତି ଠାକୁରଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ସୋମବାରଠାରୁ ରଥ ଉପରୁ ଗୋଟି […]