ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା ପେନସନ […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରୀଗଡ଼ ଅଭୟାରଣ୍ୟ ସମେତ ଦେଶର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ସମ୍ବଲପୁର ଜିଲ୍ଲା ଖିଣ୍ଡା ଗ୍ରାମାଞ୍ଚଳର ବିକାଶ ପାଇଁ […]
ଭୁବନେଶ୍ବର: ଆସନ୍ତାକାଲି ବୁଧବାର ୪ ଘଣ୍ଟା ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଏ ନେଇ ମନ୍ଦିର ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଆସନ୍ତାକାଲି ଅପରାହ୍ଣ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। […]
ଭୁବନେଶ୍ଵର: ନୂଆ ବର୍ଷ ଅବସରରେ ଦୀପାଞ୍ଜଳୀ ମ୍ୟୁଜିକ୍ ରେ ବାବୁ ବାବୁଙ୍କ ନିର୍ଦ୍ଦେଶନାରେ ରିଲିଜ୍ ହୋଇଛି ପ୍ରଭୁ ଜଗନ୍ନାଥଙ୍କ ଏକ ସୁନ୍ଦର ଭଜନ “ତୁମେ ଅସୀମ ଅନନ୍ତ ହେ ଜଗନ୍ନାଥ”। ଯେଉଁ ଗୀତ ଟିରେ ଖୁବ୍ ସୁନ୍ଦର ଭାବେ ଅଭିନୟ କରିଛନ୍ତି […]
ଭୁବନେଶ୍ବର: ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ବରେଣ୍ୟ ବ୍ୟକ୍ତିତ୍ବ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ମରଣ କରିଛନ୍ତି। ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣକରି […]
ଭୁବନେଶ୍ବର: ଆଜି କଟକ ଚାନ୍ଦବାଲି ରାସ୍ତା ର ନିଶ୍ଚିନ୍ତକୋଇଲି ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ […]
କଟକ: ନୂଆବର୍ଷ ସକାଳୁ ସକାଳୁ ଘଟିଛି ଏକ ଭୟଙ୍କର ସଡକ ଦୁର୍ଘଟଣା। ଏହା କଟକ-ଚାନ୍ଦବାଲି ରାସ୍ତାରେ ଘଟିଛି। ଘଟଣାରୁ ଜଣାପଡିଛି ଯେ, ନିଶ୍ଚିତକୋଇଲିର କଟରପଡା କଳା ପୋଲ ନିକଟରେ ଦଶ ଚକିଆ ଟ୍ରକ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। […]
ଭୁବନେଶ୍ବର: ଆଜି ନୂଆବର୍ଷ ଉପଲକ୍ଷେ ରାଜ୍ୟର ବରିଷ୍ଠ ଆଇଏଏସ ଏବଂ ଆଇପିଏସ ଅଧିକାରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଆଜି ସମସ୍ତେ ନବୀନ ନିବାସ ଆସି ମୁଖ୍ୟମନ୍ତ୍ରୀଙ୍କୁ ଫୁଲତୋଡା ପ୍ରଦାନ କରି 2024ର ଶୁଭେଚ୍ଛା ଜଣାଇଥିଲେ। ମୁଖ୍ୟଶାସନ ସଚିବ ପ୍ରଦୀପ […]
ପୁରୀ: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ରେକର୍ଡ଼ ସଂଖ୍ୟକ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ୨୦୨୪ ନୂଆବର୍ଷର ଆରମ୍ଭ କରିଛନ୍ତି। ନୂଆବର୍ଷରେ ଶ୍ରୀକ୍ଷେତ୍ର ଜନସମୁଦ୍ରରେ ପରିଣତ ହୋଇଛି। ମହାପ୍ରଭୁଙ୍କ ଆଶିଷ ଲାଭ ସହିତ ଆସନ୍ତା ଜାନୁଆରୀ ୧୭ ତାରିଖରେ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ସାକ୍ଷାତ କରିଛନ୍ତି ନବନିଯୁକ୍ତ କାର୍ଯ୍ୟକାରୀ ପୋଲିସ ଡିଜି ଅରୁଣ ଷଡଙ୍ଗୀ। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୂଆ ବର୍ଷ ଅଭିନନ୍ଦନ ଦେବା ସହିତ ତାଙ୍କୁ ଡିଜିପି ଭାବେ ନିଯୁକ୍ତି ଦେଇଥିବାରୁ ଅଭିନନ୍ଦନ ଜଣାଇଥିଲେ। ନୂଆ କାର୍ଯ୍ୟକାରୀ ଡିଜିପି […]
ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୩୩ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୨୫ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି […]
ଭୁବନେଶ୍ବର: ଆଜି 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ନୂଆ ବର୍ଷ ଅଭିନନ୍ଦନ ଜଣାଇବା ପାଇଁ ପ୍ରବଳ ଜନସମାଗମ ହୋଇଥିଲା। ଆଜି ସକାଳୁ ନବୀନ ନିବାସରେ ଲାଗିଥିଲା ପ୍ରବଳ ଭିଡ। ବିଭିନ୍ନ ବର୍ଗର ଲୋକେ ଆସି ତାଙ୍କୁ ଫୁଲତୋଡା […]
ରଣପୁର: ସବୁଆଡେ ଆଜି ପୁରୁଣା ବର୍ଷ ୨୦୨୩ କୁ ବିଦାୟ ଦେଇ ନୂତନ ବର୍ଷ ୨୦୨୪ କୁ ସ୍ୱାଗତ କରାଯାଇଛି। ଏହି ଅବସରରେ ଲୋକମାନେ ପରିବାର, ବନ୍ଧୁବର୍ଗଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ବିଭିନ୍ନ ସ୍ଥାନ ବୁଲି […]
ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ନୂତନ ସିଭିଲ କୋର୍ଟ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଆଜି ଶିଳାନ୍ୟାସ ତଥା ଭୂମିପୂଜା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ଭୂମିପୂଜା କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଓଡିଶା ଉଚ୍ଚ […]
ଭୁବନେଶ୍ୱର: ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ କିଟ ପରିସରରୁ ଏକ ୱାକଥନ ବାହାରି ଚନ୍ଦ୍ରଶେଖରପୁରସ୍ଥିତ ଡ୍ରାଇଭିଂ ଟେଷ୍ଟ ଟ୍ରାକ ପର୍ଯ୍ୟନ୍ତ ଯାଇଥିଲା। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଏହାକୁ ପତାକା […]
କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ […]
ଭୁବନେଶ୍ବର: ଶେଷରେ ବିଜେଡିର ତୁଣ୍ଡ ବୋଲି କୁହାଯାଉଥିବା ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଉପରୁ ଦଳ ବହିସ୍କାର ଆଦେଶ ପ୍ରତ୍ୟାହାର କରିଛି। ତାଙ୍କୁ ଦଳ ବିରୋଧୀ କାର୍ଯ୍ୟପାଇଁ ୨୦୧୮ ମସିହାରେ ଦଳ ବହିସ୍କାର କରିଥିଲା। ଏହାପରେ ସେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ନିର୍ବାଚନ ପ୍ରଚାର ଆରମ୍ଭ କରିଦେଇଛନ୍ତି। ଆଜି ସେ ବାରଙ୍ଗରେ ମେଟ୍ରୋ ଟ୍ରେନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାକୁ ଯିବା ବେଳେ ଏକ ରୋଡ ସୋ କରି ଯାଇଛନ୍ତି। ନବୀନ ପ୍ରଥମେ ଭୁବନେଶ୍ୱର ଏୟାରପୋର୍ଟ ଛକରୁ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଦିନଟି ରାଜ୍ୟର ବିକାଶ […]
ପୁରୀ: ଆଜି ନୂଆ ବର୍ଷରେ ପୁରୀରେ ଭକ୍ତଙ୍କୁ ମିଳିଛି ନୂଆ ଅନୁଭବ। ଏତର ଜଗାକୁ ଦର୍ଶନ କରିବା ପାଇଁ ଛିଡା ହୋଇ ଅପେକ୍ଷା କରିବା ଆବଶ୍ୟକ ନାହିଁ। ବ୍ୟାରିକେଟ ଭିତରେ ବସିବାର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ଘଣ୍ଟାଘଣ୍ଟା ଧରି […]
ଭୁବନେଶ୍ବର: ଆଜି ନୂଆ ବର୍ଷ ପଦାର୍ପଣ କରୁକରୁ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାଇଁ ଆଣିଦେଇଛି ଖୁସି। ତାହା ହେଲା ଯେ, ବିଜୁ ଜନତା ଦଳ ତାଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରି ନେଇଛି। ଏ ନେଇ […]