ଭୁବନେଶ୍ୱର: ପରିଚାଳନା କ୍ଷେତ୍ରରେ କର୍ମଚାରୀ/ଶ୍ରମିକମାନଙ୍କ ଅଂଶଗ୍ରହଣର ଏକ ଅଂଶ ଭାବରେ ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ, ରେଳ ସଦନ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ମିଳିତ ଭାବରେ ଅଧିକ ପ୍ରଭାବଶାଳୀ ମାଧ୍ୟମରେ କାର୍ଯ୍ୟ କରିବାକୁ ଲକ୍ଷ୍ୟ ରଖିଥିବା ଏହି ବୈଠକରେ […]
ଭୁବନେଶ୍ୱର: ଭୁବନେଶ୍ୱର କିଟ୍ ବିଶ୍ବବିଦ୍ୟାଳୟ ପରିସରରେ ଜୁଲାଇ ୫ତାରିଖରୁ ୧୧ତାରିଖ ଯାଏଁ ସାତଦିନ ବ୍ୟାପୀ “ଦିବ୍ୟକଳା ମେଳା” କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟ, ଭାରତ ସରକାର, ଜାତୀୟ ଭିନ୍ନକ୍ଷମ ଅର୍ଥ ଓ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲାରେ ଏକ ଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୁର୍ମୁଷୁ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ କବିସୂର୍ଯ୍ୟନଗର ଥାନା ପୋଲିସ୍ ଘଟଣାସ୍ଥଳରୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ପଠାଇଛି। ଖବରରୁ ଜଣାପଡିଛି ଯେ, ବୁଗୁଡ଼ା ଅଞ୍ଚଳର […]
ଚିଲିକା (ସୀତାରାମ ଅଗ୍ରୱାଲ): ଚିଲିକା ବ୍ଲକ ଆଙ୍କୁଲା ପଞ୍ଚାୟତରେ କିଛି ଦିନ ହେବ ଦେଖା ଦେଇଛି ଚାଉଳ ବଣ୍ଟନ ରାଜନୀତି। ଚାଉଳ ବାଣ୍ଟିବାପାଇଁ ଯୋଗାଣ ସହାୟକ ଥିବାବେଳେ ଅନ୍ୟ ଦୁଇଜଣଙ୍କୁ ସରପଞ୍ଚ ରଖିଛନ୍ତି। ବିଜେପିର କିଛି ଲୋକଙ୍କୁ ରଖିବାପାଇଁ ବିଜେପି କର୍ମୀ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରି ଏଥିରେ ଗ୍ରହଣ କରାଯାଇଥିବା ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିଷୟରେ ଘୋଷଣା କରିଛନ୍ତି। ଆଜିର ବୈଠକରେ କୃଷି ଓ କୃଷକର ସର୍ବାଙ୍ଗୀନ ଉନ୍ନତି, ଶ୍ରମିକଙ୍କ ଜୀବନ ଜୀବିକାର […]
ଚିଲିକା (ସୀତାରାମ ଅଗ୍ରୱାଲ): ଚିଲିକାରେ ଦିନକୁ ଦିନ ଅବାଧ ପକ୍ଷୀ ଶିକାର ବଢ଼ିବାରେ ଲାଗିଛି। ନିକଟରେ ଦୁଇ ଜଣ ପକ୍ଷୀଶିକାରୀ ଗିରଫ ହୋଇଥିବା ବେଳେ ଆଜି ପୁଣି ଆଉଜଣେ ପକ୍ଷୀଶିକାରୀ ଗିରଫ ହୋଇଛନ୍ତି। ଚିଲିକା ବନ୍ୟପ୍ରାଣୀ ଡ଼ିଏଫଓ ଅମ୍ଲାନ ନାୟକଙ୍କ ସୂଚନା […]
ପୁରୀ: ପୁରୀରେ ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା ଲାଗି ସାରା ବିଶ୍ଵର କୋଣ ଅନୁକୋଣରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲୋକଙ୍କ ସୂଅ ଛୁଟିଛି। ଏହି ସମୟରେ ପୁରୀ ବଡ ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। କିନ୍ତୁ ଭକ୍ତିମୟ ପରିବେଶ ମଧ୍ୟରେ […]
ଭୁବନେଶ୍ବର: ବିଜୁ ଶ୍ରମିକ ସାମୁଖ୍ୟ ସଂଗଠନ ର ଅଧକ୍ଷ ତଥା କଟକ ମେୟର ଶ୍ରୀ ସୁବାସ ସିଂ ଙ୍କ ନେତୃତ୍ୱ ରେ ସାରା ଓଡିଶାରୁ ଆସିଥବା ସାମୁଖ୍ୟର କର୍ମକର୍ତ୍ତା ମାନେ ଗତକାଲି ସନ୍ଧ୍ୟାରେ ନବୀନ ନିବାସଠାରେ ବିଜୁ ଜନତା ଦଳର ସଭାପତି […]
ଭୁବନେଶ୍ବର: ଓଡିଶାକୁ ଶିଳ୍ପ କ୍ଷେତ୍ରରେ ଦେଶରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରି ରାଜ୍ୟର ଯୁବକଯୁବତୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]
ରଣପୁର: ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥ ଯାତ୍ରାରେ ସୋମବାର ବଡ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ଓ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ଗୁଣ୍ଡିଚା ମନ୍ଦିର ନିକଟରେ ପହଚିଂଥିବା ବେଳେ ମଙ୍ଗଳବାର ମହାବାହୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା […]
ପୁରୀ: ଆଜି ରଥଯାତ୍ରାରେ ବଡ ଅଘଟଣ ପରିଲକ୍ଷିତ ହୋଇଛି। ଆଜି ସଂଧ୍ୟାରେ ତିନିଠାକୁର ଆଡପ ମଣ୍ଡପ ବିଜେ ବେଳେ ଏହି ଅଘଟଣ ଘଟିଛି। ଏଥିରେ ପ୍ରଭୃ ବଳଭଦ୍ର ଆଡପ ମଣ୍ଡପକୁ ବିଜେ କରୁଥିବା ବେଳେ ଚାରମାଳ ଉପରେ ଖସିପଡିଛନ୍ତି। ସେବାୟତଙ୍କ ଉପରେ […]
ଭୁବନେଶ୍ୱର: ଓଡ଼ିଶାରେ ନିର୍ବାଚନ ସରିଛି ଓ ବିଜେପି ଏକାକି ସରକାର ଗଠନ କରିଛି । ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତାମାନେ ଅକ୍ଳାନ୍ତ ପରିଶ୍ରମ କରିଥିଲେ, ସେମାନଙ୍କ ଉଦ୍ୟମ ଯୋଗୁଁ ଓଡ଼ିଶାରେ ବିଜେପି ପ୍ରଥମ ଥର ପାଇଁ ଏକାକି ସରକାର […]
ଭୁବନେଶ୍ୱର: ଆଇଗିଣିଆ ଓଭରବ୍ରିଜ ଦବିବା ଘଟଣାକୁ ନେଇ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସୀର ନୱାଜ ଏବଂ ପ୍ରଦେଶ ଯୁବ କଂଗ୍ରେସ ରଣଜିତ ପାତ୍ରଙ୍କ ମିଳିତ ନେତୃତ୍ୱରେ ମଙ୍ଗଳବାର ଦିନ ଛାତ୍ର ଓ ଯୁବ କଂଗ୍ରେସର ଏକ ପ୍ରତିିନିଧି ଦଳ ଖଣ୍ଡଗିରି […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ବ୍ଲକ ସଭା ଗୃହରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀରେ ଖୋଦ ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସାମ୍ବାଦିକଙ୍କୁ ଅଭିଯୋଗ ଶୁଣାଣୀରେ ବସିପାରିବେ ନାହିଁ ବୋଲି ରୋକ ଠୋକ ମନା କରିବା ଏବଂ ସଭା ସମାପ୍ତ ପରେ […]
ଭୁବନେଶ୍ଵର: ଆଜି ଭୁବନେଶ୍ୱରଠାରେ ଅନୁଷ୍ଠିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଯୋଗ ଦେଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ, ନାଇଜରର ଯାତ୍ରା ଅଳ୍ପ କିଛି ବର୍ଷ […]
ଭୁବନେଶ୍ୱର: ଅନ୍ଧାରୁଆ ଠାରେ ଥିବା ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ, ଭୁବନେଶ୍ୱରକୁ ଆଜି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପରିଦର୍ଶନ କରିଛନ୍ତି। ଏଥିରେ ମନ୍ତ୍ରୀ ପ୍ରତିଷ୍ଠାନର ପରିସର ଯଥା ପ୍ରଶାସନିକ ବ୍ଲକ, ଏକାଡେମିକ ବ୍ଲକ, ଲାଇବ୍ରେରୀ ଓ […]
ଚିଲିକା (ସୀତାରାମ ଅଗ୍ରୱାଲ): ମନାଲିରୁ ଲେହ ପର୍ଯ୍ୟନ୍ତ ଦ୍ରୁତତମ ମହିଳା ଭାବରେ ଗିନିଜ୍ ୱାର୍ଲ୍ଡ ରେକର୍ଡଧାରୀ ବେଦଙ୍ଗୀ କୁଲକର୍ଣ୍ଣି ୭ ଜୁଲାଇ ୨୦୨୪ରେ ଭାରତୀୟ ନୌପୋତ ଚିଲିକା ପରିଦର୍ଶନ କରିଥିଲେ। ସେ ଦୁଇଥର ବିଶ୍ୱରେ ସାଇକେଲ ଚଳାଇ ଇତିହାସ ସୃଷ୍ଟି କରିବାକୁ […]
ପୁରୀ: ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ନେଇ ବଡ ଖବର ଆସିଛି। ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ନିଷ୍ପତ୍ତି ହୋଇଛି। ଆଜି ରତ୍ନଭଣ୍ଡାର କମିଟିର ବୈଠକରେ ଏହି ବଡ ନିଷ୍ପତ୍ତି ହୋଇଛି। ତେବେ ଚାବି […]
ପୁରୀ: ରଥଯାତ୍ରା ଉପଲକ୍ଷେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପୁରୀର ୧୩ ଗୋଟି ସ୍ଥାନରେ ସୂଚନାକେନ୍ଦ୍ର ଖୋଲାଯାଇଛି। ଏହିସବୁ କେନ୍ଦ୍ରରେ ସ୍ବେଚ୍ଛାସେବୀଙ୍କ ସହାୟତାରେ ପରସ୍ପର ସହ ବିଚ୍ଛିନ୍ନ ହୋଇଯାଉଥିବା ଶ୍ରଦ୍ଧାଳୁମାନଙ୍କ ବିଷୟରେ ମାଇକ୍ ଦ୍ବାରା ଘୋଷଣା କରାଯାଉଛି। ସୂଚନା କେନ୍ଦ୍ରରେ […]
ପୁରୀ: ବିଶ୍ଵପ୍ରସିଦ୍ଧ ପୁରୀ ରଥଯାତ୍ରା ଜାରି ରହିଥିବାବେଳେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି। ତେବେ ଏହାର ସୁଯୋଗ ନେଇ କିଛି ଲୁଟେରା ମାନେ ଭକ୍ତଙ୍କ ନିକଟରୁ ମୋବାଇଲ ଓ ଟଙ୍କା ଲୁଟି ନେଉଛନ୍ତି। ତେବେ ଏହା ଉପରେ କଡ଼ା ନଜର […]
ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ଜୁଲାଇ ୮, ୨୦୨୪) ଓଡ଼ିଶାର ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଡିଭାଇନ୍ ରିଟ୍ରିଟ୍ ସେଣ୍ଟରକୁ ଉଦଘାଟନ କରିଛନ୍ତି। ସେ ବ୍ରହ୍ମକୁମାରୀମାନଙ୍କର ‘ଦୀର୍ଘସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ର ଏକ ଜାତୀୟ ଅଭିଯାନ ମଧ୍ୟ ଆରମ୍ଭ କରିଥିଲେ। […]