ରାଜ୍ୟ ଖବର

ଭୁବନେଶ୍ବର: ଓଡିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ପୂର୍ବରୁ ଏହି ସ୍ପଷ୍ଟ ଲଘୁଚାପ ଭାବେ ସୃଷ୍ଟି ହେଉଥିଲା। ତେବେ ତାହା ଦୁର୍ବଳ ହୋଇ ଏବେ କେବଳ…

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୮୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୪୩ ଜଣ ଆକ୍ରାନ୍ତ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଜୁନାଗଡ଼ ସ୍ଥିତ ଆଦର୍ଶ ବିଦ୍ୟାଳୟ ଠାରେ ସ୍ଥାୟୀ ଅଧ୍ୟକ୍ଷ ଓ ଶିକ୍ଷକ ନିଯୁକ୍ତି ଦାବୀ ନେଇ ବିଦ୍ୟାଳୟ ସମ୍ମୁଖରେ ଶ୍ରେଣୀ ବର୍ଜନ…

ଭୁବନେଶ୍ୱର: ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି । ତେବେ ସହରାଞ୍ଚଳମାନଙ୍କରେ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ଟିକାକରଣ, ସଚେତନତା ଏବଂ ସଠିକ୍ ସୂଚନା…

ଚାନ୍ଦପୁର: ଆଜି ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ବ୍ୟକ୍ତିଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ସୂଚନା…

ଭୁବନେଶ୍ବର: ଆଜି ବିଧାନସଭାରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସର ଅକ୍ଷେପକୁ ନେଇ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଧାର୍ଯ୍ୟ ସମୟରେ ପ୍ରଶ୍ନୋତ୍ତର କାର୍ଯ୍ୟକାଳ ଆରମ୍ଭ ହେବା କ୍ଷଣି…

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୭୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୮୦୪ ଜଣ ଆକ୍ରାନ୍ତ…

ଭୁବନେଶ୍ବର: ଗତକାଲିର ସୁଦୃଶ ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇ ଗୋଟିଏ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦକ୍ଷିଣ-ଉପକୂଳ ଓଡିଶା ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ…

ଭୁବନେଶ୍ବର: ବିଜେବି କଲେଜ ଛାତ୍ରୀ ରୁଚିକାଙ୍କ ଆତ୍ମହତ୍ୟା ଘଟଣା ନେଇ ସାରା ଓଡିଶା ବନ୍ଦ ହେବ। ଆସନ୍ତା ୧୯ ତାରିଖରେ ଏହି ବନ୍ଦ ଡାକରା ଦେଇଛି ଓଡିଶା…

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ ତଥା ଅବସରପ୍ରାପ୍ତ ପ୍ରଶାସକ ପ୍ରଦୀପ କୁମାର ରଥଙ୍କ ଆତ୍ମ ଜୀବନୀ  ‘ ଥ୍ରୁ ରେନ୍‍ସ ଆଣ୍ଡ ସନ୍‍ସାଇନ- ଷ୍ଟୋରି ଅଫ୍‍ ଏ ସିଭିଲ…

ଭୁବନେଶ୍ବର: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଯଥା ଓଡିଶା କୃଷି ନିଗମ ଲିଃ, ଓଡିଶା କାଜୁ ଉନ୍ନୟନ ନିଗମ ଲିଃ…

ଭୁବନେଶ୍ବର: ଉଭୟ ଦିବ୍ୟାଙ୍ଗ ଏବଂ ଅଣ ଦିବ୍ୟାଙ୍ଗ ନିଯୁକ୍ତି ଆଶାୟୀଙ୍କ ଲାଗି ଭୁବନେଶ୍ବରସ୍ଥିତ ଏନସିଏସସିଡିଏ (ଦିବ୍ୟାଙ୍ଗଜନଙ୍କ ପାଇଁ ଜାତୀୟ କ୍ୟାରିଅର ସେବା କେନ୍ଦ୍ର) ପକ୍ଷରୁ ଏକ ସ୍ବତନ୍ତ୍ର…

ଭୁବନେଶ୍ବର: ପୂର୍ବରୁ ତାଣ୍ଡବ ଏବଂ ଚଳିତବର୍ଷ ରଜରେ ରିଲିଜ୍ ହୋଇଥିବା ଓଡିଆ ସିନେମା ଗୁପଚୁପର ନିର୍ଦ୍ଦେଶକ ଥିବା ପୃଥିରାଜ ପଟ୍ଟନାୟକ ଓଡିଆ ସିନେମାପ୍ରେମୀଙ୍କ ପାଇଁ ନୂଆ ସିନେମା…

ଭୁବନେଶ୍ବର: ଆଜି ହେଉଛି ଗୁରୁ ପୂର୍ଣ୍ଣିମା। ଆଷାଢ ପୂର୍ଣ୍ଣିମାକୁ ଗୁରୁ ପୁର୍ଣ୍ଣିମା ଭାବେ ପାଳନ କରାଯାଇଥାଏ। ହିନ୍ଦୁ ଧର୍ମରେ ଏହି ଦିନଟି ବେଶ ମହତ୍ବ ରଖେ। ଏହି…

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭୪୩ ଜଣ ଆକ୍ରାନ୍ତ…

ମୁମ୍ବାଇ : ନଭି ମୁମ୍ବାଇର ଖରଘର ସେକ୍ଟର ୩, ବାଲାଜି ଆଙ୍ଗନସ୍ଥିତ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଉତ୍ସବ ଶେଷ ହୋଇଛି। ଜୟ ଜଗନ୍ନାଥ ଲୋକ ତରଣ…

ବଡ଼ବିଲ: ଆଜାଦୀ କା ଅମୃତ ମହୋତ୍ସବର ଏକ ଅଂଶ ଭାବେ ଦେଶର ଅଗ୍ରଣୀ ଷ୍ଟିଲ ଉତ୍ପାଦନକାରୀ କମ୍ପାନୀ, ଜେଏସ୍‌ଡବ୍ଲ୍ୟୁ ଏହାର କାର୍ଯ୍ୟାଳୟ ପରିସର ଏବଂ ଖଣି ଅଞ୍ଚଳରେ…

ଭୁବନେଶ୍ୱର: ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗରେ ଖାଲିଥିବା ପଦବୀଗୁଡ଼ିକୁ ଅଗ୍ରାଧିକାର ଭିତ୍ତିରେ ପୂରଣ କରିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ…

ଭୁବନେଶ୍ବର: ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସଂଧ୍ୟାରେ ବିମାନ ଯୋଗେ ଆସିଛି ବାଲଟ ବକ୍ସ। ଭାରତ ନିର୍ବାଚନ କମିଶନର ପଠାଇଥିବା ଏହି ବକ୍ସକୁ ଓଡିଶା ବିଧାନସଭା କର୍ମଚାରୀ…

ଭୁବନେଶ୍ୱର: ରେଳମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ପୂର୍ବତଟ ରେଳପଥ ପୁରୀ-ନୁଆଗାଁ ରୋଡ୍ ମଧ୍ୟରେ ପାସେଞ୍ଜର ସ୍ପେଶାଲ ଟ୍ରେନ ଚଳାଚଳ ପାଇଁ ନିଷ୍ପତ୍ତି ନେଇଛି। ୦୮୪୨୩/୦୮୪୨୪ ପୁରୀ-ନୁଆଗାଁ ରୋଡ୍-ପୁରୀ ପାସେଞ୍ଜର…