ଭୁବନେଶ୍ଵର: ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ (ୟାଟସ୍)ର ୧୯ତମ ସଂସ୍କରଣ ଶୁଭାରମ୍ଭ ହୋଇଛି। ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନସ୍ଥିତ…
ରାଜ୍ୟ ଖବର
ଭୁବନେଶ୍ଵର: ଓଡ଼ିଶାରେ ଉତ୍ପାଦିତ ମାଣ୍ଡିଆର ବିଶେଷ ଚାହିଦା ରହିଛି। ଶ୍ରୀଅନ୍ନ ଅଭିଯାନ ଅଧୀନରେ ଅଧିକରୁ ଅଧିକ ଗୁଣାତ୍ମକ ମାଣ୍ଡିଆ ଉତ୍ପାଦନ ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ…
ଭୁବନେଶ୍ଵର: ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧୮ ତାରିଖଠାରୁ ଆରମ୍ଭ ହେବ । ଏ ସମ୍ପର୍କରେ ବିଧାନସଭା ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ…
ଭୁବନେଶ୍ଵର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ସିଂଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟିର ୧୩୯ତମ ବୈଠକରେ ୪ ହଜାର ୫୧୫ କୋଟିର ୧୮ଟି ନିବେଶ…
ଭୁବନେଶ୍ଵର: ଲୋକସେବା ଭବନରେ ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଓଡ଼ିଶାର ପର୍ଯ୍ୟଟନର ବିକାଶରେ ଯୋଡ଼ି ହୋଇଥିବା ଏହି ନୂତନ ଫର୍ଦ୍ଦର ଉନ୍ମୋଚନ ଅବସରରେ ମୁଖ୍ୟଅତିଥି…
ଭୁବନେଶ୍ୱର: ସଂଗଠନ ସୃଜନ ଅଭିଯାନ ମାଧ୍ୟମରେ ଓଡ଼ିଶାର ୩୫ ଗୋଟି ଜିଲ୍ଲା କଂଗ୍ରେସ କମିଟି ସଭାପତି ଚୟନ ପ୍ରକ୍ରିୟା ନିମନ୍ତେ ଅଖିଳ ଭାରତ କଂଗ୍ରେସ କମିଟି ୩୫…
ଭୁବନେଶ୍ବର: ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ…
ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ସେହି ଅନୁସାରେ ଆଜି 18 ଜଣଙ୍କ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ସାତଟି…
ଭୁବନେଶ୍ୱର :- ଜର୍ମାନୀ ପରି ଭାରତୀୟ ଗଣତନ୍ତ୍ରରେ ମଧ୍ୟ ସମାନୁପାତିକ ପ୍ରତିନିଧିତ୍ବ ବ୍ୟବସ୍ଥା କରି ସହମତିଭିତ୍ତିକ ସରକାର ଆଡ଼କୁ ଗତି କରିବା ବଦଳରେ ଓଲଟା କେନ୍ଦ୍ର ସରକାର…
ଭୁବନେଶ୍ୱର: ଗୁରୁବାର ହଠତ୍ ସକାଳ ୭ ଘଟିକା ସମୟରେ କିଟ୍ ଛକଠାରେ ବିଏମ୍ସିର ଉଚ୍ଛେଦକାରୀ ଦଳ ଦୁଇଟି ଡୋଜର, ପୋଲିସ୍ ଫୋର୍ସ ସହିତ ପହଞ୍ôଚ ରାସ୍ତାକଡ଼ରେ ଉଠାଦୋକାନୀ…
ମୁମ୍ବାଇ:ରିଲାଏନ୍ସ ଫାଉଣ୍ଡେସନର ବାର୍ଷିକ ଛାତ୍ରବୃତ୍ତି ପାଇଁ ଆବେଦନ ଆରମ୍ଭ ହୋଇଛି। ରିଲାଏନ୍ସ ଫାଉଣ୍ଡେସନ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ୫୧୦୦ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିବ। କେବଳ ପ୍ରଥମ…
ଭୁବନେଶ୍ଵର: ଦକ୍ଷିଣ ପୂର୍ବ ରେଳବାଇର ଚକ୍ରଧରପୁର ଡିଭିଜନର ଜରାଇକେଲା – ମନୋହରପୁର ଡାଉନଲାଇନ୍ ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି, ପୂର୍ବ ତଟ ରେଳପଥ…
ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ସହରର ମଧ୍ୟ ସ୍ଥଳରେ ଥିବା ସନ୍ଥ କବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତି ରେ ପ୍ରତିଦିନ ଫୁଲମାଳ ଓ ଅଖଣ୍ଡ ଦୀପ ଦିଆଯିବାକୁ…
ବାଲୁଗାଁ: ୧୬ ନଂ ଜାତୀୟ ରାଜପଥ ନାଭାଲ ଫାଣ୍ଡି ନିକଟସ୍ଥ ନୂଆଗଡ଼ ଓଭରବ୍ରିଜ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡିଛି। ଯେଉଁଥିରେ ଜଣେ…
ଭୁବନେଶ୍ଵର: କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡିଶା ପାଇଁ କ୍ୟାପିଟାଲ ରିଜନ ରିଙ୍ଗ ରୋଡ ମଞ୍ଜୁର କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ…
ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେବାପରେ କ୍ରମଶଃ ଦୁର୍ବଳ ହୋଇପଡିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଛତିଶଗଡ…
ଭୁବନେଶ୍ଵର: ଖୋର୍ଦ୍ଧା ରୋଡ୍ ଡିଭିଜନ ଅନ୍ତର୍ଗତ ଖୋର୍ଦ୍ଧା ରୋଡ୍-ପଲାସା ସେକ୍ସନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ ହୋଇଛି। ଟ୍ରେନଗୁଡିକ ବାତିଲ:…
ଭୁବନେଶ୍ଵର: ସିକଲ୍ ସେଲ୍ ଏବଂ ଥାଲାସିମିଆ ପରିଚାଳନା ବୈଠକ କମିଶନର ତଥା ଶାସନ ସଚିବ ଅସ୍ବତୀ ଏସ.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଇଛି। ବୈଠକରେ ରାଜ୍ୟରେ ସିକଲ୍ ସେଲ୍…
ଭୁବନେଶ୍ଵର: ସିଙ୍ଗାପୁର ସ୍ଥିତ ଅର୍ନ୍ତଜାତୀୟ ପରାମର୍ଶଦାତା ସଂସ୍ଥା ସୁରବନ ଜୁରଙ୍ଗର ଦକ୍ଷିଣ ଏସିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅବିନାଶ ମିଶ୍ରା ଏବଂ ଆଞ୍ଚଳିକ ନିର୍ଦ୍ଦେଶକ ଅଭିଷେକ ମାଲହୋତ୍ରା ଗୃହ…
ପୁରୀ: ଭାଦ୍ରବ କୃଷ୍ଣ ପକ୍ଷ ଦ୍ୱାଦଶୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେଉଛି। ମଧ୍ୟାହ୍ନ ଧୂପ ପରେ ଶ୍ରୀବଳଭଦ୍ରଙ୍କ ଏହି ବେଶ…

