ବ୍ରହ୍ମପୁର (କୈଳାଶ ଚଁର ଚୌଧୁରୀ): ଗଞ୍ଜାମ ଜିଲ୍ଲାରେ ଆଇଆଇସି ସ୍ତରରେ ଅଦଳବଦଳ ହୋଇଛି। ବଡ଼ବଜାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ମଲ୍ଲିକଙ୍କୁ ଗୋପାଳପୁର ଥାନାକୁ ବଦଳି ହୋଇଛି। ସେହିପରି ଗୋପାଳପୁର ଥାନା ଅଧିକାରୀ ଶରତ କୁମାର ମହାଲିକଙ୍କୁ ଟ୍ରାଫିକ ଥାନାକୁ ବଦଳି […]
ଭୁବନେଶ୍ବର: ଓଡିଶାର ଭତ୍ତା ପାଉଥିବା ହିତାଧିକାରୀଙ୍କ ପାଇଁ ଖୁସି ଖବର। ଖୁବ ଶିଘ୍ର ନୂଆ ବିଜେପି ସରକାର ବିଭିନ୍ନ ଭତ୍ତା ଟଙ୍କା ବୃଦ୍ଧି କରିବାକୁ ବିଚାର କରୁଛନ୍ତି। ଏହାକୁ ମାସିକ ୩୦୦୦ ଟଙ୍କା ବୃଦ୍ଧି କରାଯିବାକୁ ଚିନ୍ତା କରାଯାଉଛି। ଏ ସଂପର୍କରେ […]
ଭୁବନେଶ୍ଵର: ଜଗତର ନାଥ ଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ଜୀ ସାର୍ଥକ ଓଡିଆ ଦର୍ଶକଙ୍କ ମନ ଜାଣି ନେଇ ଆସୁଛି ଭକ୍ତ ଓ ଭଗବାନଙ୍କ ମିଳନର କାହାଣୀର ଚଳଚ୍ଚିତ୍ର ‘ଜଗା ମୋ ଜଗତଜିତା’। ଏହି ରଥଯାତ୍ରା ପାଇଁ ସମ୍ପୂର୍ଣ୍ଣ ନୂଆ ଓ ଭିନ୍ନ […]
ଭୁବନେଶ୍ୱର: ଲଜିଷ୍ଟିକ୍ସ ଡ୍ରୋନ୍ ନିର୍ମାଣ କ୍ଷେତ୍ରରେ ଏକ ଅଗ୍ରଗାମୀ ସଂସ୍ଥା ବନ୍ଭି ଏରୋ ବିଶ୍ୱର ସର୍ବବୃହତ ପିଚ୍ ପ୍ରତିଯୋଗିତାରେ ‘ମିଟ୍ ଦ ଡ୍ରେପର୍ସ- ସିଜନ ୬’ର ଆନ୍ତର୍ଜାତୀୟ ବିଜେତା ହୋଇ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଏହି ବିଜୟ କେବଳ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ଲିଗାଲ୍ ଷ୍ଟଡିଜ୍, ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍) ଇଂରାଜୀ ପତ୍ରିକା ବିଜିନେସ୍ ୱାର୍ଲ୍ଡ ଦ୍ୱାରା ପ୍ରସ୍ତୁତ ଟପ୍ ୧୦୦ ଲ’ ସ୍କୁଲ୍ ର୍ୟାଙ୍କିଙ୍ଗ୍ସର ତୃତୀୟ ସଂସ୍କରଣରେ ପୂର୍ବାଂଚଳରେ ୧ […]
ଭୁବନେଶ୍ବର: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଭୁବନେଶ୍ୱରର ବିଭିନ୍ନ ପ୍ରମୁଖ ପାର୍କ ଓ ଉଦ୍ୟାନ ପରିଦର୍ଶନ କରିଛନ୍ତି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଉପାଧ୍ୟକ୍ଷ ବଲୱନ୍ତ ସିଂହ ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ଜାଲ କାଗଜପତ୍ର ଦେଇ ଯୁଯୁମୁରା ଥାନା ଅଂଚଳର ଜଣେ ବ୍ୟକ୍ତିଙ୍କ ଜମିକୁ ଦୁଇ ଜଣ ଦଲାଲ ବିକ୍ରି କରିବା ଅଭିଯୋଗରେ ଯୁଯୁମୁରା ପୋଲିସ ଗିରଫ କରିଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ସମ୍ବଲପୁର ଜିଲ୍ଲା ଯୁଜୁମୁରା ଥାନା ଅଞ୍ଚଳର […]
ଭୁବନେଶ୍ୱର: ଅତ୍ୟାଧୁନିକ ନ୍ୟୁରୋ ଏବଂ ସ୍ପାଇନ୍ସ ସର୍ଜରୀ ମାଧ୍ୟମରେ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ସଫଳତାର ସହ ୭୧ ବର୍ଷୀୟ ଜଣେ ରୋଗୀଙ୍କର ସଚେତ ଅବସ୍ଥାରେ ଏକ ଜଟିଳ ମସ୍ତିଷ୍କ ଅସ୍ତ୍ରୋପଚାର କରାଯାଇଛି। ରୋଗୀଙ୍କର […]
ଭୁବନେଶ୍ବର: ଆଜି ରାଜ୍ୟ ସରକାର ବରିଷ୍ଠ ଓଏଏସ ଅଧିକାରୀ ଆଦିତ୍ୟ ମହାପାତ୍ରଙ୍କୁ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ଶ୍ରୀ ମହାପାତ୍ର ପୂର୍ବରୁ ନବୀନ ମୁଖ୍ୟମନ୍ତ୍ରୀ ଥିବା ବେଳେ ତାଙ୍କର ଓଏସଡି ଭାବେ […]
ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରର ଶିଶୁ ବିଭାଗ (ଶିଶୁରୋଗ ପଲ୍ମୋନୋଲୋଜି ଏବଂ ଆଇସିୟୁ ଦଳକୁ) ରିଥିଙ୍କ୍ ଇଣ୍ଡିଆ ଦ୍ୱାରା ଖ୍ୟାତିସମ୍ପନ୍ନ ଡକ୍ଟର କେଶବ ବଳିରାମ ହେଡ୍ଗେୟାର ଆରୋଗ୍ୟ ଭୂଷଣ ସମ୍ମାନ ପ୍ରଦାନ କରାଯାଇଛି। ଉଚ୍ଚଗୁଣବତ୍ତାପୂର୍ଣ୍ଣ ଚିକିତ୍ସା ସେବା ପ୍ରଦାନ ତଥା ନୂତନ ବୈଜ୍ଞାନିକ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଟାଉନ ହଲଠାରେ ରଥଯାତ୍ରା ରାଜ୍ୟସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥଯାତ୍ରାର ସୁପରିଚାଳନା ପାଇଁ ସମସ୍ତ ସେବାୟତଗଣ, ପ୍ରଶାସନ, ବିଭିନ୍ନ ସାମାଜିକ ସଂଗଠନ ଓ ସ୍ଥାନୀୟ ଲୋକମାନଙ୍କର ସହଯୋଗ କାମନା […]
ଭୁବନେଶ୍ୱର: ବିଶ୍ୱାସ ରହିଲେ ହୋମିଓପ୍ୟାଥିକ ଔଷଧ ଦ୍ୱାରା ସମସ୍ତ ଦୁରାରୋଗ୍ୟ ବ୍ୟାଧି ରୁ ମୁକ୍ତି ମିଳିବ ବୋଲି କହିଛନ୍ତି ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ଭୁବନେଶ୍ୱର ସ୍ଥିତ ଦେଶର ପ୍ରଥମ ଡିଗ୍ରୀ କଲେଜ ଡା […]
ଭୁବନେଶ୍ବର: ସରକାର ବଦଳିବା ସହିତ ବିଭିନ୍ନ ଯୋଜନାର ନାମ ପରିବର୍ତ୍ତନ ମଧ୍ୟ ହୋଇଯାଉଛି। କେବଳ ନାମ ନୁହେଁ ଏପରିକି ରଂଗ ମଧ୍ୟ ବଦଳି ଯାଉଛି। ଯାହାର ଜ୍ବଳନ୍ତ ଉଦାହରଣ ହେଲା ଲକ୍ଷ୍ମୀ ବସ ସେବା। ବିଜେଡି ସରକାର ବେଳେ ଏହି ସେବା […]
ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀର ରଥଯାତ୍ରା ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ରଥ ଯାତ୍ରା ଲାଗି ରାଜ୍ୟରେ ଦୁଇ ଦିନ ଛୁଟି କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। […]
ଭୁବନେଶ୍ବର: ଏଣିକି ନିଜ ବାଡିରେ ଥିବା ତାଳ ଗଛକୁ କାଟିପାରିବ ନାହିଁ। ଯଦି କାଟିବ ତେବେ ଶାଗୁଆନ ଗଛ ପରି ଅନୁମତି ନେବାକୁ ପଡିବ। ଏହି ଅନୁମତି ଜଙ୍ଗଲ ବିଭାଗ ପ୍ରଦାନ କରିବ। ଏହିପରି ଏକ କଠୋର ନିୟମ ଖୁବ ଶିଘ୍ର […]
ଭୁବନେଶ୍ଵର: ଆସନ୍ତା ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହାର ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। […]
ଭୁବନେଶ୍ୱର: ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଥିବା ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏଣିକି ଡାଇଲିସିସ୍, ସିଟି ସ୍କାନ ଓ ଏମ୍ଆର୍ଆଇ ଭଳି ପରୀକ୍ଷଣ ସୁବିଧା ସରକାରୀ-ବେସରକାରୀ ସହଭାଗୀତା (PPP) ମାଧ୍ୟମରେ ଉପଲବ୍ଧ ହେବ ଏବଂ ଏଥିରେ ନିୟୋଜିତ ହେବାକୁ ଥିବା ଡାକ୍ତର […]
ଭୁବନେଶ୍ୱର: ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ୨୮ ଜଣ ଚିତ୍ରଶିଳ୍ପୀଙ୍କୁ ନେଇ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ‘ଶ୍ରୀଜଗନ୍ନାଥ’ ଶୀର୍ଷକ ଚିତ୍ରଶିଳ୍ପୀ ଶିବିର। ଏହି […]
ଭୁବନେଶ୍ୱର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଓଡିଶା କିନ୍ନର ସମାଜର ରାଜ୍ୟ ସଭାପତି ସୁଇଟି ସାହୁଙ୍କ ନେତୃତ୍ୱରେ ସମସ୍ତ ଜିଲ୍ଲାର ସଭାପତି ଓ ସାଥୀ ବିଜେପିରେ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲା ସଭାପତି ପ୍ରିୟା, […]
ଭୁବନେଶ୍ୱର: ଆଗାମୀ ରଥଯାତ୍ରା ପରିପ୍ରେକ୍ଷୀରେ ପୁରୀ ସହରରେ ୨୪ ଘଣ୍ଟିଆ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ନିମନ୍ତେ ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପୁରୀ ସହରରେ ନିରବଚ୍ଛିନ୍ନ […]
ଭୁବନେଶ୍ଵର: ରଥଯାତ୍ରାର ସୂଚାରୁ ପରିଚାଳନା ନେଇ ରାଜ୍ୟ ଅତିଥିଭବନ ଠାରେ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ମଧ୍ୟରେ ଆଲୋଚନା ହୋଇଛି। ଭକ୍ତମାନେ କିପରି ସୁବିଧାରେ ରଥ ଟାଣିବେ […]