ରାଜ୍ୟ ଖବର

ପୁରୀ: ଆଜି ଭକ୍ତଙ୍କ ପାଇଁ ଖୁସି ଖବର ମିଳିଛି। ମହାପ୍ରଭୁଙ୍କ ସ୍ନାନଯାତ୍ରା ନିମନ୍ତେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଦଇତାପତି ନିଯୋଗ ବୈଠକରେ ଏକ ବଡ ନିଷ୍ପତ୍ତି…

ଭୁବନେଶ୍ୱର: ଓଡ଼ିଶା ଅଗ୍ନିଶମ ସେବା ଦ୍ୱାରା ଆଜି ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳ ନିମନ୍ତେ ଚିତ୍ରକୋଣ୍ଡାଠାରେ ଏବଂ ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ୍‌ ଅଧୀନସ୍ଥ ଚାନ୍ଦୁଆଠାରେ ଅଗ୍ନିଶମ…

ଭୁବନେଶ୍ୱର: ବିଧାନସଭା ଷ୍ଟାଡିଂ କମିଟି -୧୦ର ତୃତୀୟ ବୈଠକ ବିଧାୟକ ସୁବ୍ରତ ତରାଇଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ବିଭିନ୍ନ…

ଭୁବନେଶ୍ୱର: ଆଜି ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ପଦାକୁ ଆସିଛି। ତାହା ହେଲା ଜଣେ ଯୁବକଙ୍କୁ କେହି ଜିଅନ୍ତା କିମ୍ବା ହତ୍ୟା ପରେ ପୋଡି ଦେଇଥିବାର ଜଣାପଡିଛି। ସେହି…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ବିଗତ ୨୦୧୭ ମସିହା ତ୍ରୀସ୍ତରୀୟ ପଂଚାୟତିରାଜ ନିର୍ବାଚନରେ ନର୍ଲା ବ୍ଲକରେ ମହାଂତି ଦଂପତି ଅଧ୍ୟକ୍ଷା ଓ ଉପାଧ୍ୟକ୍ଷ ହେବା…

ଭୁବନେଶ୍ୱର: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୩୨ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସେଥିରେ ରହିଛି ଆସନ୍ତା ୩ବର୍ଷରେ ନିର୍ମାଣ ହେବ ୧୨୮୦…

କନ୍ଦର୍ପ ବେହେରା ରେଢ଼ାଖୋଲ: ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରାର ରଥ ନିର୍ମାଣ ପାଇଁ ରେଢ଼ାଖୋଲ ଜଙ୍ଗଲରୁ ପ୍ରଥମଥର ପାଇଁ ଧଉରା କାଠ ଏକ ଟ୍ରକ୍ ରେ ଆଜି ପଠାଯାଇଛି।…

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍ (ଆଇଆରସିଟିସି) ଜୁଲାଇ ୨୦୨୨ ରେ ସ୍ୱତନ୍ତ୍ର ପର୍ଯ୍ୟଟନ ପ୍ୟାକେଜ୍ “ସ୍ଵଦେଶ ଦର୍ଶନ ସହିତ ମାତା…

କନ୍ଦର୍ପ ବେହେରା ରେଢାଖୋଲ: ଭଗବାନଙ୍କୁ ସାକ୍ଷୀ ରଖି ବିବାହ ବନ୍ଦନରେ ବାନ୍ଧି ହୋଇଥାନ୍ତି ପୁଅ ଆଉ ଝିଅ। ନୂତନ ସଂସାର ଗଢିବା ପାଇଁ ବିବାହ ହେଉଛି ଏକ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ଆୟୋଜିତ ଓଡ଼ିଶା ପରିବେଶ କଂଗ୍ରେସ୍ –୨୦୨୨ ଅବସରରେ ଚିତ୍ରଶିଳ୍ପୀ ସୁଧାକର ବିଶ୍ୱାଳଙ୍କୁ “ପରିବେଶ ଓ ବନ୍ୟପ୍ରାଣୀ” ପୁସ୍ତକ ଡିଜାଇନିଂ…

ଭୁବନେଶ୍ୱର: ଆସନ୍ତାକାଲି ତଥା ୧୯ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୪ ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୧୪ ଟି ଜିଲ୍ଲାରେ କାଳବୈଶାଖୀ ଜନିତ…

ବାଲେଶ୍ଵର: ଓଡ଼ିଶା ଉପକୂଳ ଚାନ୍ଦିପୁର ସ୍ଥିତ ସମନ୍ବିତ ପରୀକ୍ଷଣ ଘାଟୀ (ଆଇଟିଆର)ରୁ ମେ ୧୮, ୨୦୨୨ରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ନୌସେନାର ଜାହାଜ ବିଧ୍ବଂସୀ କ୍ଷେପଣାସ୍ତ୍ରର ପ୍ରଥମ…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଜାତୀୟ ରାଜପଥରେ ଲୁଟେରାମାନଙ୍କ ପ୍ରାଦୁର୍ଭାବ ବଢିଚାଲିଛି। ଆଜି ମଧ୍ୟ ଟାଙ୍ଗୀ-ଚାନ୍ଦପୁର ବାଇପାସ୍ ରେ ଲୁଟ୍ ଘଟଣା ସାମ୍ନାକୁ ଆସିଛି।…

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଆଜି ଉତ୍ସବ ମୁଖରିତ। ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା ତାରାତାରିଣୀଙ୍କ ପୀଠରେ। ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡକୁ,…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡିରେ ଆଇପିଏଲ ସଟ୍ଟା ମୁହାଁ ହୋଇଛନ୍ତି ଯୁବଗୋଷ୍ଠୀ। ବିନା ପରିଶ୍ରମରେ ଟଙ୍କା ଉପାର୍ଜନର ଲୋଭ ଦେଖାଇ ସଟ୍ଟା ବ୍ୟବସାୟୀ କରୁଛନ୍ତି ବ୍ୟବସାୟ।…

ଭୁବନେଶ୍ବର: ଓଡିଶାର ପ୍ରସିଦ୍ଧ ଶକ୍ତିପିଠ ମା ତାରା ତାରିଣୀର ନବୀକରଣ ପ୍ରତିଷ୍ଠା ଉତ୍ସବର ଆୟୋଜନ ହେଉଛି। ଏହି ଉତ୍ସବର ଆଜି ହେଉଛି ପୂର୍ଣ୍ଣାହୂତି ପର୍ବ। ସେଥିପାଇଁ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ଆଜି ବସୁଛି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅପରାହ୍ନରେ ବସିବ। ଏଥିରେ ମୁଖ୍ୟମନ୍ତ୍ରୀ ଭଚ୍ୟୁୟାଲ ମାଧ୍ୟମରେ ଯୋଗଦେବେ। ଏହି ବୈଠକରେ ୨୦ଟି…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ପ୍ରସିଦ୍ଧ ଗଂଜାମର ମା ତାରାତାରିଣୀ ମନ୍ଦିର ଗସ୍ତ କରିବେ। ସେ ସେଠାରେ ଚାଲିଥିବା ପ୍ରତିଷ୍ଠା ଉତ୍ସବରେ ଯୋଗେଦେବେ। ରାଜ୍ୟ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ଗ୍ରାମାଞ୍ଚଳ ସମେତ ସହରାଞ୍ଚଳରେ ବେଧଡକ ଭାବେ ଚାଲିଛି ଜୁଆ ଖେଳ। ପୋଲିସ ଆଖିରେ ଧୂଳି ଦେଇ କଳାହାଣ୍ଡି ଜିଲ୍ଲାରେ…

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶରେ ଉଚ୍ଚ ଶିକ୍ଷାନୁଷ୍ଠାନ ମାନଙ୍କରେ କାର୍ଯ୍ୟରତ ଶିକ୍ଷକ ଓ ପ୍ରାଧ୍ୟାପକଙ୍କ ଦକ୍ଷତା ବିକାଶ ପାଇଁ ଦେଶବ୍ୟାପୀ “ମାଲବୀୟ ମିଶନ” ଆରମ୍ଭ ହେବ। କେନ୍ଦ୍ର ଶିକ୍ଷା, ଦକ୍ଷତା…