ଭୁବନେଶ୍ୱର: ଶିଶୁ ସାହିତ୍ୟ କ୍ଷେତ୍ରରେ ନୂତନ ପ୍ରତିଭାମାନଙ୍କ ପ୍ରୋତ୍ସାହନ, ପ୍ରକାଶକମାନଙ୍କ ଦିଗ୍ଦର୍ଶନ ନେଇ ଶିଶୁ ସାହିତ୍ୟିକ ମାନସ ରଂଜନ ସାମଲ ଗୁରୁତ୍ୱ ଆରୋପ କରିଛନ୍ତି । ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟର ‘ସାହିତ୍ୟ ମାସିକୀ’ କାର୍ଯ୍ୟକ୍ରମରେ ଯୋଗ ଦେଇ […]
ଭୁବନେଶ୍ଵର: ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ପୁରୀ ରେଳ ଷ୍ଟେସନ ପରିଦର୍ଶନ କରି ରଥଯାତ୍ରା ସମୟରେ ରେଳବାଇ ଦ୍ୱାରା ତୀର୍ଥଯାତ୍ରୀ ତଥା ଭକ୍ତଙ୍କ ସୁବିଧା ପାଇଁ କରାଯାଉଥିବା ବ୍ୟବସ୍ଥା […]
ଭୁବନେଶ୍ୱର: ବର୍ତ୍ତମାନ ସମୟରେ ଦେଶ ବିଦେଶରେ ବ୍ୟୁଟି ଥେରାପି ଏବଂ ହେୟାର ଡ୍ରେସିଂ କ୍ଷେତ୍ରରେ ଭଲ ଚାହିଦା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର “ସ୍କୁଲ ଅଫ୍ ସର୍ଭିସେସ୍” ବିଭାଗ ଅଧୀନରେ ଅତ୍ୟାଧୁନିକ “ବ୍ୟୁଟି ଆଣ୍ଡ ୱେଲନେସ୍” […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଖୋଡାସିଙ୍ଗି ଗୋପାଳପୁର ଓଭରବ୍ରିଜ୍ ତଳେ ରେଳ ଲାଇନ୍ ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ରେଳ ଚକା ତଳେ ମୁଣ୍ଡ ଦେଇ ଆତ୍ମହତ୍ୟା କରିଥିବାର ଜଣାପଡିଛି। ମୃତ ଯୁବକର ପରିଚୟ ଜଣାପଡିନାହିଁ। […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଜାଗୁଳାଇ ପାଟଣା ରଥଯାତ୍ରା ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଦିନ ୧୧ ଘଟିକାରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ଦିପ୍ତି ରଞ୍ଜନ ସେଠୀ ଏହି ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକରେ ଉପସ୍ଥିତ […]
ଭୁବନେଶ୍ୱର: ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ […]
ଭୁବନେଶ୍ୱର: ଗତ ରାତିରେ ଲଦାଖରେ ଯୁଦ୍ଧ ଅଭ୍ୟାସ ଚାଲିଥିବା ବେଳେ ଏକ ନଦୀରେ ସେନା ଟ୍ୟାଙ୍କ ଭାସିଯିବା ରୁ ସେନାର ପାଞ୍ଚ ଜଣ ଯବାନଙ୍କ ସହିଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ […]
ଭୁବନେଶ୍ବର: ଓଡିଶା ସରକାରଙ୍କ ବରିଷ୍ଠ ଆଇଏଏସ ଅଧିକାରୀ ତଥା ଉନ୍ନୟନ କମିଶନର ଅନୁ ଗର୍ଗ କେନ୍ଦ୍ରକୁ ଯିବେ। ଆଜି ଏ ନେଇ କେନ୍ଦ୍ରୀୟ ନିଯୁକ୍ତି କ୍ୟାବିନେଟ କମିଟ ଅନୁମୋଦନ କରିଛନ୍ତି। ଫଳରେ ସେ କେନ୍ଦ୍ର ସରକାରଙ୍କ କୌଣସି ବିଭାଗର ସଚିବ କିମ୍ବା […]
ଭୁବନେଶ୍ବର: ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଜଳ ଶକ୍ତି ଅଭିଯାନ-୨୦୨୪ “କ୍ୟାଚ-ଦି-ରେନ୍” ପରିପ୍ରେକ୍ଷୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗତକାଲି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ […]
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୭୫ତମ ସଂସ୍କୃତି ଚର୍ଚ୍ଚା ସମ୍ପାନ ସମାରୋହ ଅନୁଷ୍ଠିତ ହୋଇ ଯାଇଅଛି। ଉକ୍ତ ଉତ୍ସବରେ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରିଥିଲେ ଡାକ୍ତର ଆଶୁତୋଷ ପ୍ରସାଦ ମିଶ୍ର, ବିଶିଷ୍ଟ ଜଗନ୍ନାଥ ସଂସ୍କୃତି ପ୍ରଚାରକ। ମୁଖ୍ୟ ଅତିଥି ଭାବରେ […]
ନୂଆଦିଲ୍ଲୀ: ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କ ସମଧୀପିଠରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରଥମେ ସମସ୍ତେ ରାଜଘାଟ ଯାଇ ସେଠାରେ ମହାତ୍ମାଗାନ୍ଧୀଙ୍କୁ ସ୍ମରଣ କରିଥିଲେ। ଏହାପରେ ତିନି ଜଣ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ […]
ଭୁବନେଶ୍ୱର: ଓଡିଶାବାସୀଙ୍କ ଆର୍ଶୀବାଦରେ ଭାରତୀୟ ଜନତା ପାର୍ଟୀ ପ୍ରଥମ ଥର ପାଇଁ ରାଜ୍ୟରେ ଏକାକୀ ସରକାର ଗଠନ କରିଛି। ଏଥି ସହ ଦେଶବାସିଙ୍କ ଆର୍ଶୀବାଦ ପାଇ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ମଧ୍ୟ ସରକାର ଗଠନ ହୋଇଛି। ରାଜ୍ୟବାସୀ ଏଥର […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ତାରାସିଂ ଥାନା ଅନ୍ତର୍ଗତ କେପିଟି ଗ୍ରାମରେ ଜମି ବିବାଦକୁ ନେଇ ପୁର୍ବରୁ ଶିବ ଡାକୁଆ ଓ ବନ ଡାକୁଆ ପରିବାର ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା। ଆଜି ହଠାତ୍ ଶିବ ଡାକୁଆ, ସାଗର […]
ପୁରୀ: ଆଜି ଅପରାହ୍ନରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ ବୋଲି ଆଇନ, […]
ଭୁବନେଶ୍ୱର: କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପି କେ ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମ ରଘୁନାଥ ଉଚ୍ଚ ବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ଜଣେ ଛାତ୍ରର ଆକ୍ରମଣରେ ଅନ୍ୟ ଜଣେ ଛାତ୍ର ଗୁରୁତର ଆହତ ହୋଇଥିବା ଖବର ହସ୍ତଗତ ହୋଇଛି। ଗୁରୁତର […]
ଭୁବନେଶ୍ୱର: ଦେଶରେ ନୂଆ ଅପରାଧିକ ଆଇନ ଲାଗୁ ହେବା ପରିପ୍ରେକ୍ଷୀରେ ଗଣମାଧ୍ୟମର ଭୂମିକା ବୃଦ୍ଧି ପାଇଛି। ମାନବାଧିକାର ସୁରକ୍ଷା କ୍ଷେତ୍ରରେ ଗଣମାଧ୍ୟମର ଗୁରୁଦାୟିତ୍ୱ ରହିଥିବା କାରଣରୁ ସାମ୍ବାଦିକମାନେ ଦାୟିତ୍ୱପୂର୍ଣ୍ଣ ଖବର ପ୍ରସାରଣ କରିବା ଉଚିତ୍ ବୋଲି କହିଛନ୍ତି ରାଜ୍ୟ ଅଗ୍ନିଶମ ମହାନିର୍ଦ୍ଦେଶକ, […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଜମା ଖାତାରୁ ଲକ୍ଷାଧିକ ଟଙ୍କା ବିଦ୍ୟାଳୟର ଜଣେ କର୍ମଚାରୀ ହଡ଼ପ କରିଥିବା ଅଭିଯୋଗରେ ସମ୍ପୃକ୍ତ ବ୍ୟକ୍ତିକୁ ଭୁବନେଶ୍ୱରରୁ ଗିରଫ କରି କୋର୍ଟ ଚାଲାଣ କରିଛି ରେଢ଼ାଖୋଲ ପୋଲିସ। ସୂଚନା […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀ ଠାରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକଡଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। […]
ଭୁୁବନେଶ୍ୱର: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ […]
ଭୁବନେଶ୍ୱର: ଏ ସରକାର ଲୋକଙ୍କ ସରକାର। ସାଧାରଣ ଲୋକଙ୍କୁ ଉପଯୁକ୍ତ ସେବା ପ୍ରଦାନ ଆମ ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ତେବେ ରାଜ୍ୟର ସାମଗି୍ରକ ବିକାଶ ପାଇଁ ପ୍ରସ୍ତୁତ ସବୁଯୋଜନା ବ୍ଲକ୍ ସ୍ତରରୁ ଆରମ୍ଭ ହେବା ଉଚିତ ବୋଲି ଆଇନ, ପୂର୍ତ୍ତ, ଅବକାରୀ […]