ଭୁବନେଶ୍ୱର: ସାରା ଦେଶରେ ଉତ୍ତମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଚ୍ଚକୋଟୀର କାର୍ଯ୍ୟ କରିବା ସହ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବିଭିନ୍ନ ହସ୍ପିଟାଲ୍ ଏବଂ ସେଠାରେ କାର୍ଯ୍ୟରତ ଡାକ୍ତର ମାନଙ୍କୁ ‘ଟାଇମ୍ସ ହେଲଥ ଆଇକନ୍ ଓଡ଼ିଶା […]
ଭୁବନେଶ୍ୱର: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଦୁଇଦିନିଆ ସମ୍ବଲପୁର ରେଳ ମଣ୍ଡଳ ଗସ୍ତରେ ଯାଇ ଥେରୁବାଲି-ଟିଟିଲାଗଡ଼-ସମ୍ବଲପୁର ଏବଂ ସମ୍ବଲପୁର-ଝାରସୁଗୁଡା ରୋଡ-ସମ୍ବଲପୁର ସିଟି-ଜରପଡା ରେଳ ସେକ୍ସନ ନିରୀକ୍ଷଣ କରିବା ସହିତ ଏହି ଅଞ୍ଚଳରେ ଚାଲୁରହିଥିବା ବିଭିନ୍ନ ପ୍ରକଳ୍ପ ଏବଂ ଭିତ୍ତିଭୂମି କାର୍ଯ୍ୟର […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୁଗୁଡ଼ା ଥାନା ଅଞ୍ଚଳର ସୁରେନ୍ଦ୍ର ବେହେରା ନାମକ ଜଣେ ଯୁବକ ନିଜ ଫେସବୁକ୍ ଆକାଉଣ୍ଟରେ ଅଙ୍ଗନବାଡ଼ି କର୍ମୀଙ୍କ ପ୍ରତି ଆପତ୍ତି ଜନକ ବିବୃତ୍ତି ପୋଷ୍ଟ କରିଥିବା ନେଇ ଅଭିଯୋଗ ହୋଇଛି। ଯାହାକୁ ନେଇ ଅଙ୍ଗନବାଡ଼ି କର୍ମୀ […]
ଭୁବନେଶ୍ବର: ଅମୀୟ ପଟ୍ଟନାୟକ ପ୍ରଡ଼କସନ୍ସ ବ୍ୟାନର ତଥା ଅନୁପମ ପଟ୍ଟନାୟକ ଙ୍କ ନିର୍ଦ୍ଦେଶିତ ନୂଆ ଓଡ଼ିଆ ଚଳଚ୍ଚିତ୍ର “କର୍ମ” ର ଶୁଭ ମହୁରତ ସହିତ ସ୍କ୍ରିପ୍ଟ ପୂଜା କାର୍ଯ୍ୟକ୍ରମ ଜ୍ୟୋତି ମୋଟର୍ସ ପାଖ ସଙ୍କଟ ମୋଚନ ବୀର ହନୁମାନ ମନ୍ଦିର ପ୍ରାଙ୍ଗଣରେ […]
ଭୁବନେଶ୍ଵର: ପୂର୍ବ ତଟ ରେଳପଥର ସମ୍ବଲପୁର ରେଳ ମଣ୍ଡଳ ଅନ୍ତର୍ଗତ ଟିଟିଲାଗଡ ଜଙ୍କସନ ଷ୍ଟେସନରେ ବୃଦ୍ଧି ପାଉଥିବା ରେଳ ଚଳାଚଳ ଏବଂ ଯାତାୟାତକୁ ଦୃଷ୍ଟିରେ ରଖି ରାୟପୁର-ବିଜୟନଗରମ, ଟିଟିଲାଗଡ-ସମ୍ବଲପୁର ଓ ସମ୍ବଲପୁର-ରାୟପୁର ରେଳ ସେକ୍ସନରେ ଟ୍ରେନ ଚଳାଚଳକୁ ସୁଗମ କରିବା ପାଇଁ […]
ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା […]
ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ନିଜ ସାଂସଦ ସ୍ଥାନୀୟ କ୍ଷେତ୍ର ବିକାଶ ଯୋଜନା ତଥା ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବରେ ଚୟନ କରିଛନ୍ତି। ଏ ନେଇ ଭାରତ ସରକାରଙ୍କ ଷ୍ଟାଟିଷ୍ଟିକ୍ସ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଗତ ଶନିବାର ବେଙ୍ଗାଲୁରୁ ଠାରେ କର୍ପୋରେଟ ନେତୃବୃନ୍ଦଙ୍କୁ ନେଇ ‘ଆଲିଶିପ୍ ++’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରାୟ ୭୦ ଜଣ କର୍ପୋରେଟ ନେତୃବୃନ୍ଦ ଯୋଗ ଦେଇଥିଲେ। ଏଥିରେ ପ୍ରଥମ ଭାରତୀୟ […]
ରଣପୁର: ଗତକାଲି ଭୁବନେଶ୍ୱରରେ ଅର୍ଗସ ସାମ୍ବାଦିକାଙ୍କୁ କୁକୁର ଲଗାଇ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ପ୍ରତିବାଦରେ ରଣପୁର ସାମ୍ବାଦିକ ସଂଘ ତରଫରୁ ପ୍ରତିବାଦ ସହ ଅଭିଯୁକ୍ତ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବା ପାଇଁ ରଣପୁର ଥାନା ଜରିଆରେ ପୋଲିସ ମହାନିର୍ଦ୍ଦେଶକଙ୍କୁ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବେଗୁନିଆ ପଡ଼ା ଥାନା ଅନ୍ତର୍ଗତ କନିଆରବାଡ ଗ୍ରାମର ସନ୍ତୋଷ ସାହୁ, ଦୁଇ ପୁଅ ରାଜେଶ ଓ ରବିଙ୍କ ଆକ୍ରମଣରେ ବାବୁ ସାହୁ ନାମକ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ପ୍ରଥମେ ଗୁରୁତରଙ୍କୁ ସୁମଣ୍ଡଳ ଡାକ୍ତରଖାନାରେ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଅବକାରୀ ବିଭାଗ ଜିଲ୍ଲା ପ୍ରଶାସନ, ଖୋର୍ଦ୍ଧା ଙ୍କ ମିଳିତ ସହଯୋଗରେ ଏକ ରାଲି ସକାଳ ୭ ଘଟିକା ସମୟରେ ବାହାରି […]
ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅବକାରୀ ପୋଲିସ ପକ୍ଷରୁ ୧୬ ନମ୍ବର ଜାତୀୟ ରାଜପଥ ରାମେଶ୍ୱର ନିକଟରେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ଗୋଟିଏ ଯାତ୍ରୀ ବାହି ଅଟୋ ରିକ୍ସା ସହ ୨୨ କେଜି ଗଞ୍ଜେଇ ଜବତ କରାଯାଇଛି। […]
ଭୁବନେଶ୍ବର: ଆଜି ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡା। ଓଡିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଶପଥ ନେବା ପରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏହା ହେଉଛି […]
ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚନ କାର୍ଯ୍ୟରେ ଥିବାବେଳେ ମୃତ୍ୟୁବରଣ କରିଥିବା ବିଭିନ୍ନ କର୍ମଚାରୀଙ୍କ ଆଇନ ଅନୁମୋଦିତ ଉତ୍ତରାଧିକାରୀଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶିକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ମୃତ […]
ଭୁବନେଶ୍ଵର: ସବୁଦିନ ପରି ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ପ୍ରାୟ ଏକ ହଜାର ଲୋକଙ୍କ ସମାବେଶ। ସମସ୍ତେ ଅପେକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ସେମାନଙ୍କ ସମସ୍ୟା ଶୁଣିବେ ଓ ଅଭିଯୋଗ ପତ୍ର ଗ୍ରହଣ କରିବେ। ସକାଳର […]
ଭୁବନେଶ୍ୱର: ଅଖିଳ ଭାରତୀୟ ଅଘ୍ରିଆ ସମାଜର ପ୍ରତିନିଧି ମାନେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ସେମାନେ କହିଥିଲେ ଯେ ତାଙ୍କ ସମାଜର ବିଭିନ୍ନ କର୍ମ କର୍ତ୍ତା […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି […]
ଭୁବନେଶ୍ଵର: ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନରେ ଭଙ୍ଗାରୁଜା ଚାଲିଥିବା ଖବର ମିଳିଛି। ବବିଙ୍କ ସରକାରୀ ବାସଭବନରେ ୧୦ ରୁ ଉର୍ଦ୍ଧ୍ୱ ଶ୍ରମିକ ନିୟୋଜିତ ଥିବା ଜଣାପଡ଼ୁଛି। ଯେହେତୁ ବବି ଦାସ ବର୍ତ୍ତମାନ କୌଣସି ସରକାରୀ ପଦପଦବୀରେ ନାହାଁନ୍ତି, […]
ଚିଲିକା (ସୀତାରାମ ଅଗ୍ରୱାଲ): ଗତକାଲି ଭାରତୀୟ ନୌପୋତ ଚିଲିକା ଠାରେ ୦୧/୨୪ ବ୍ୟାଚ୍ ଅଗ୍ନିବୀରଙ୍କ ପାଇଁ ଏକ ରୋମାଞ୍ଚକର ବୋଟ ଟାଣିବା ରେଗାଟା ଆୟୋଜନ କରାଯାଇଥିଲା। ଦୁଃସାହସିକତାର ଆତ୍ମା ସୃଷ୍ଟି କରିବା, ଜଳପ୍ରବାହ କୌଶଳ ବଢାଇବା, ମାନସିକ ଏବଂ ଶାରୀରିକ ଶକ୍ତି […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତକାଲି ପୁର୍ବାହ୍ନରେ ବ୍ରହ୍ମପୁର ଲାଞ୍ଜିପଲୀ ଜାତୀୟ ରାଜପଥ କଡ଼ରେ ମୁର୍ମୁଷୁ ଅବସ୍ଥାରେ ପଡ଼ିଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଥିଲେ। କିନ୍ତୁ ଡାକ୍ତର ତାଙ୍କୁ ମୃତ […]
ଭୁବନେଶ୍ଵର: ଏସ.ଏମ ଏଣ୍ଟରଟେନମେଣ୍ଟ ଏବଂ ଆମର ଷ୍ଟୁଡିଓଜ୍ ର ପ୍ରଥମ ଅବଦାନ, ଚଳଚ୍ଚିତ୍ର – “କାନତରାଟି” ‘ଦ କଣ୍ଟ୍ରାକ୍ଟର’ ର ଟାଇଟଲ ଭୁବନେଶ୍ୱର ସ୍ଥିତ ଏକ ହୋଟେଲରେ ଘୋଷଣା ହୋଇଯାଇଛି। ଜଗନ୍ନାଥ ପଟ୍ଟନାୟକ ଦିଗଦର୍ଶକ ଥିବା ବେଳେ ପ୍ରଯୋଜିକା ଭାବେ ଶ୍ରାବଣୀ […]