ରାଜ୍ୟ ଖବର

ଭୁବନେଶ୍ୱର : ଓଡ଼ିଶାର ଭୌଗୋଳିକ ପରିସୀମାର ପ୍ରାୟ ୩୭ ପ୍ରତିଶତ ଅଞ୍ଚଳ ଜଙ୍ଗଲ ପରିବେଷ୍ଟିତ। ଜନଜାତି ଅଧ୍ୟୁଷିତ ଅନୁସୂଚିତ ଅଞ୍ଚଳରେ ଜଙ୍ଗଲର ପରିମାଣ ଅପେକ୍ଷାକୃତ ଅଧିକ, ଯାହା…

ଭୁବନେଶ୍ବର: ଏଣିକି ଆଉ କେହି ପାଣିରେ ବୁଡ଼ି ମୃତ୍ୟୁ ବରଣ କରିବେ ନାହିଁ। ପାଣି ବୁଡ଼ିରୁ ବିଶ୍ଵବାସୀଙ୍କୁ ବଞ୍ଚାଇବ ପାଇଁ ଓଡ଼ିଶା କୌଶଳ ଶିକ୍ଷାଇବ ବୋଲି ପୂର୍ବତନ…

ପୁରୀ: ଆଜି ଦେଶର ପନ୍ଦରତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଦ୍ରୌପଦୀ ମୁର୍ମୁ। ସେ ସଂସଦଭବନର ସେଣ୍ଟ୍ରାଲ ହଲରେ ତାଙ୍କୁ ଶପଥପାଠ କରାଇଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ…

ନୂଆଦିଲ୍ଲୀ/ଭୁବନେଶ୍ବର: ଲୋକଙ୍କ ଉପରକୁ ଗାଡି ଚଢାଇବା ମାମଲାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ ମିଳିଛି। ଆଜି ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରି ଚିଲିକା ବିଧାୟକଙ୍କୁ…

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ଶପଥ ନେଲେ। ତାଙ୍କୁ ସୁପ୍ରିମକୋର୍ଟ ମୁଖ୍ୟବିଚାରପତି ଏମ ଭି ରମନା ଶପଥ ପାଠ କରାଇଥିଲେ। ସେ ସଂସଦର ସେଣ୍ଟ୍ରାଲ…

ନୂଆଦିଲ୍ଲୀ: ସଂସଦଭବନର କେନ୍ଦ୍ରୀୟ ହଲରେ ଦେଶର 15 ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ।  ଶପଥପାଠ ପରେ ମଝିରେ ବସିଥିବା ରାଷ୍ଟ୍ରପତି ରାମାନଥ କୋବିନ୍ଦ…

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୭୩୯ ଜଣ ଆକ୍ରାନ୍ତଙ୍କ…

ନୂଆଦିଲ୍ଲୀ: ଆଜି ଭାରତର 15 ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି ଦ୍ରୌପଦୀ ମୁର୍ମୁ। ଆଉ କିଛି ସମୟ ପରେ ସେ ଏହି ଶପଥ…

ନୂଆଦିଲ୍ଲୀ: ଆଜି ଓଡିଶା ତଥା ସାରା ଭାରତ ପାଇଁ ଏକ ଗର୍ବର ବିଷୟ। କାରଣ ହେଲା ଆଜି ଭାରତର 15ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ…

ନୂଆଦିଲ୍ଲୀ: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦିନ ୧୦ଟା ୧୫ ମିନିଟ୍ ରେ ନୂଆଦିଲ୍ଲୀସ୍ଥିତ ସଂସଦ ଭବନର କେନ୍ଦ୍ରୀୟ କକ୍ଷରେ ଶପଥ ନେବେ। ଏହି…

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ନବୀନ ନୂଆଦିଲ୍ଲୀସ୍ଥିତ ମୁର୍ମୁଙ୍କ ଅସ୍ଥାୟୀ ବାସଭବନକୁ ଯାଇ ସାକ୍ଷାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ…

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍‌ ଏବଂ ସୂଚନା ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଓ ଯୁବସେବା ତଥା ଗୃହ ବିଭାଗର ମାନ୍ୟବର ରାଷ୍ଟମନ୍ତ୍ରୀ…

ଭୁବନେଶ୍ବର: ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଆଇଆଇଟି ଭୁବନେଶ୍ୱର ଗସ୍ତରେ ଆସି ଛାତ୍ରଛାତ୍ରୀମାନଙ୍କୁ ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ପାଇଁ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ରାଜ୍ୟରେ ଦିନକୁ ଦିନ ଚତୁର୍ଥ ସ୍ତମ୍ଭ ବା କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ଉପରେ ଆକ୍ରମଣ ଦେଖିବାକୁ ମିଳୁଛି। କିଛି ଦିନ ତଳେ…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ପୋଲିସ ଜଣେ ଦୁର୍ଦ୍ଦାନ୍ତ ଆନ୍ତଜିଲ୍ଲା ଅପରାଧୀକୁ ଗିରଫ କରି କୋର୍ଟଚାଲାଣ କରିଛି। ଅପରାଧୀ ଜଣକ ହେଲେ ଗଞ୍ଜାମ…

ଭୁବନେଶ୍ବର:  ଆଜି ଦ୍ରୌପଦୀ ମୁର୍ମୁ ଓଡିଶାରୁ ରାଷ୍ଟ୍ରପତି ହେଉଥିବାରୁ ସାରା ଓଡିଶାରେ ଆନନ୍ଦର ଲହରୀ ଖେଳିଯାଇଛି। ଚାରିଆଡେ ଖୁସିର ବାତାବରଣ। ହେଲେ ତାଙ୍କ ପୂର୍ବରୁ ଓଡିଶାର ଆଉ…

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନୁଗୁଳ, ବାଲେଶ୍ୱର,…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଦୁଇ ଦିନ ପରେ ଗ୍ରାମ ପୋଖରୀରୁ ଯୁବକଙ୍କ ମୃତଦେହ ମିଳିଛି। ମୃତ ଯୁବକଙ୍କ ନାମ ତପନ ବିଶ୍ୱାଳ (୧୮)। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ…

ଭୁବନେଶ୍ବର: ଜୀ ସାର୍ଥକରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଓଡିଶାର ସବୁଠାରୁ ବଡ ସିଂଗିଙ୍ଗ ରିୟାଲିଟି ସୋ ‘ସା ରେ ଗା ମା ପା– ସ୍ୱରର ମହାମଞ୍ଚ’।…

ନୂଆଦିଲ୍ଲୀ: ସାରା ଭାରତରେ ଚହଳ ପକାଇଥିବା ଅଲି ଅର୍ଜ୍ଜୁନଙ୍କ ପୁଷ୍ପା ଚଳଚିତ୍ର ବର୍ତ୍ତମାନ ଦେଶ ବିଦେଶର ଦଶଟି ଭାଷାରେ ମୁକ୍ତିଲାଭ କରିବ। ଏ ନେଇ ପ୍ରଯୋଜନା ସଂସ୍ଥା…