ରାଜ୍ୟ ଖବର

କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ପଂଚାୟତ ସମିତିର ଅଧ୍ୟକ୍ଷ ପଦ ପାଇଁ ଆଜି ବ୍ଲକ୍ କାର୍ଯ୍ୟାଳୟ ଠାରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନରେ ପୁର୍ବତନ ବ୍ଲକ୍ ଅଧ୍ୟକ୍ଷ…

ଭୁବନେଶ୍ବର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ହିଂସା ଘଟଣାକୁ ନେଇ ବିଜେଡ଼ି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି। ସାମ୍ବାଦିକ ସମ୍ମିଳନୀରେ ବିଜେଡି ସାଂସଦ ସସ୍ମିତ ପାତ୍ର…

ଭୁବନେଶ୍ବର: ବାଣପୁର ବ୍ଲକରେ ଲୋକଙ୍କ ଉପରକୁ ଚିଲିକା ବିଧାୟକ ଗାଡି ଚଢାଇବା ଘଟଣା ଉପରେ ବିଜେଡ଼ି ବିଧାୟକ ଦେବୀ ପ୍ରସାଦ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ଶ୍ରୀ ମିଶ୍ର…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବିଜେପି କର୍ମୀଙ୍କ ଆକ୍ରମଣରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗୁରୁତର ହୋଇପଡିଛନ୍ତି।…

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୪ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ଗଞ୍ଜାମ: ଚର୍ଚ୍ଚାରେ ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଆଇଆଇସି ଉମାକାନ୍ତ ସାହୁ। ଥାନା ପରିସରକୁ ସରସ ସୁନ୍ଦର କରିବା ସହ ନାଗରିକମାନଙ୍କ ସହ ପୋଲିସର ସମ୍ପର୍କ ସୁଦୃଢ…

ଭୁବନେଶ୍ୱର: ବିଶ୍ୱ ମହିଳା ଦିବସ ପାଳନ ଅବସରରେ ବାଂଲାଦେଶର ଚଟ୍ଟୋଗ୍ରାମ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଉତ୍ସବରେ ସାମିଲ୍ ହୋଇଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ)। ଏହି କାର୍ଯ୍ୟକ୍ରମରେ…

ଭୁବନେଶ୍ୱର: ଯେକୌଣସି ଦାୟିତ୍ୱକୁ ସମ୍ଭାଳିବାର ଦକ୍ଷତା ଓ ସାମର୍ଥ୍ୟ ମହିଳାମାନଙ୍କର ରହିଛି ଏବଂ ସେମାନେ ଏହାକୁ ସୁଚାରୁରୂପେ ସଂପାଦନ କରିପାରିଥାନ୍ତି। ଏଭଳି ମତ ରଖିଛନ୍ତି ରାଜ୍ୟ ସରକାରଙ୍କ…

କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ବନଖଣ୍ଡରେ ଦିନକୁ ଦିନ ହାତୀ ଆକ୍ରମଣରେ ବହୁ ବ୍ୟକ୍ତି ମୃତ୍ୟୁ ବରଣ କରୁଥିବା ବେଳେ ହାତୀକୁ ନିୟନ୍ତ୍ରଣ କରିବାରେ ବନବିଭାଗ ଯେତେଚେଷ୍ଟା…

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ଭୁବନେଶ୍ୱର: ମୃତ ବ୍ୟକ୍ତିଙ୍କ ଶରୀରରୁ ସଂଗୃହିତ କିଡ଼ନୀ ର ପ୍ରତ୍ୟାରୋପଣ ଅସୁସ୍ଥ ବ୍ୟକ୍ତିଙ୍କ ଶରୀରରେ କରାଯିବାର ପ୍ରକିୟା (କାଡାଭର ପ୍ରତ୍ୟାରୋପଣ) ଖୁବ ଶୀଘ୍ର ସମ ଆଲଟିମେଟ ମେଡ଼ିକେଆର…

ଭୁବନେଶ୍ୱର: ଏମ୍‌ସ ଭୁବନେଶ୍ୱର ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୃକକ୍ ପ୍ରତିରୋପଣ (ରେନାଲ୍ ଟ୍ରାନ୍ସପ୍ଲାଣ୍ଟ୍‌) ସେବା। ଏନେଇ ଏମ୍‌ସ ପକ୍ଷରୁ ଭିତ୍ତିଭୂମି ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା…

ଭୁବନେଶ୍ୱର: କିଡ୍‌ନୀ ଜନିତ ରୋଗ ବର୍ତ୍ତମାନ ଏକ ବଡ଼ ସ୍ୱାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏହା ଦ୍ୱାରା ଜୀବନଶୈଳୀ ଉପରେ ଅନେକ ପ୍ରଭାବ ପଡୁଛି। ତେଣୁ…

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଦୁନିଆର ଏକ ଚିର ପରିଚିତ ନାମ ଅନୁ ଚୌଧୁରୀ। ବଡ଼ ପରଦାରେ ହସାଉଥିବା ଓ କନ୍ଦାଉଥିବା ଏହି ଅଭିନେତ୍ରୀ ଏବେ ଟେଲିଭିଜନରେ କରିବେ…

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୨୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ଭୁବନେଶ୍ବର: ଓଡିଶା ପୌର ନିର୍ବାଚନ ପାଇଁ ହୋଇଥିବା ନାମାଙ୍କନ ପତ୍ର ଯାଞ୍ଚ ପକ୍ରିୟା ଶେଷ ହୋଇଛି। ଏଥିରେ ମୋଟ ଶହେ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର ନାକଚ…

କଟକ: ଆଜି ସଂଧ୍ୟାରେ କଟକ ଛତ୍ରବଜାରସ୍ଥିତ ପୋଲ ଭୁଷୁଡି ପଡିଛି। ସେଠାରେ ଥିବା ମାଟି ଅତଡା ଖସିପଡିବାରୁ ତା ତଳେ ଦୁଇଜଣ ଶ୍ରମିକ ପୋତି ହୋଇପଡିଥିଲେ। ତୁରନ୍ତ…

କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ଥାନା ଅନ୍ତର୍ଗତ ସାହେବୀ ପଂଚାୟତର ଝାରବେଡା ଗ୍ରାମରେ ୨ ନାବାଳିକାକୁ ମିଥ୍ୟା ବିବାହର ପ୍ରତିଶୃତି ଦେଇ ଜଣେ ଯୁବକ ଅପହରଣ କରିଥିଲା।…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ମାଓବାଦୀଙ୍କ ସହ ଯୋଗାଯୋଗ ଓ ସେମାନଙ୍କୁ ମାଓ ସାମଗ୍ରୀ ଯୋଗାଇବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି କଳାହାଣ୍ଡି ପୋଲିସ। ଗିରଫ…

ନୟାଗଡ/ରଣପୁର: ନୟାଗଡ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଗୋଟିଏ ଯାତ୍ରୀବାହୀ ଅଟୋ ରିକ୍ସା ସହ ଟ୍ରକ୍ ମୁହାଁ ମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ଜଣେ…