ରାଜ୍ୟ ଖବର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଟାଲୀର ରୋମରେ ପ୍ରବାସୀ ଓଡିଆଙ୍କୁ ଭେଟିଛନ୍ତି। ୟୁରୋପର 12 ଟି ଦେଶରୁ ଆସିଥିବା ପ୍ରବାସୀ ଓଡିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହିତ ତାଙ୍କର ବ୍ୟକ୍ତିଗତ…

ଭୁବନେଶ୍ବର:  ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ କେନ୍ଦୁଝର ଜିଲ୍ଲା ପରିଦର୍ଶନରେ ଯାଇ ଡି.ଏନ୍‌. ହାଇସ୍କୁଲର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ଭୁବନେଶ୍ବର: ଆଜି ରାଜ୍ୟ ବିଜେପିର ବିଧାୟକଗଣ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ସେମାନେ ଆଜି ସଂଧ୍ୟାରେ ବିମାନ ଯୋଗେ ନୂଆଦିଲ୍ଲୀ ଯାଇଛନ୍ତି। ସେଠାରେ ସେମାନେ ଓଡିଶା ଭବନରେ ରହିବେ।…

ଭୁବନେଶ୍ବର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସ ସମର୍ଥନ କରିବା ନାହିଁ ବୋଲି ଘୋଷଣା କରିଛି। ଏ ନେଇ ଆଜି ସ୍ପଷ୍ଟ କରିଛନ୍ତି କଂଗ୍ରେସ ବିଧାୟକ…

ଭୁବନେଶ୍ବର: “ଗୋଟିଏ ଷ୍ଟେସନ୍ ଗୋଟିଏ ଉତ୍ପାଦ” ଯୋଜନା ସ୍ଥାନୀୟ କାରିଗର, କୁମ୍ଭକାର, ବୁଣାକାର/ହ୍ୟାଣ୍ଡଲୁମ୍ ବୁଣାକାର, ଆଦିବାସୀ ମାନଙ୍କର ଜୀବିକା ବୃଦ୍ଧି ତଥା କଲ୍ୟାଣ ଉଦ୍ଦେଶ୍ୟରେ ଭାରତ ସରକାର…

ସୀତାରାମ ଅଗ୍ରୱାଲ ଚିଲିକା: ଗୁରୁବାର ପୂର୍ବାହ୍ନରେ ହରିପୁର ପଂଚାୟତର ନବନିର୍ବାଚିତ ସରପଞ୍ଚଙ୍କ ସମେତ ଶତାଧିକ ଲୋକ ଚିଲିକା ବ୍ଲକ ସମ୍ମୁଖରେ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟକଳାପ ବିରୁଦ୍ଧରେ ବିକ୍ଷୋଭ…

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ତେଜୁଛି ଓକିଲଙ୍କୁ ଆକ୍ରମଣକାରୀଙ୍କ ଗିରଫ ଦାବି। ସମର୍ଥନ ଜଣାଇଲେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଓକିଲ ସଂଘ। ଚଳିତ ମାସ ୧୭ ତାରିଖ…

ନିରାକାରପୁର: ନିରାକାରପୁର ଥାନା ଅନ୍ତର୍ଗତ ନିରାକାରପୁର ହାଟ ବଜାରରେ ଚାଲିଥିବା ଜୁଆ ଆଡ୍ଡାରେ ଚଢାଉ କରି ୫ ଜୁଆଡି ଗିରଫ କରି କୋର୍ଟ ଚାଲାଣ କରିଛି। ହାଟ…

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡାକ୍ତର ପରାଗ ହର୍ଷଦ ଗାଭାଲି। ଗୁରୁବାର ଦିନ ବିଦାୟୀ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କଠାରୁ…

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡଙ୍କୁ ସାକ୍ଷାତ କରିଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଏମ ଭେଙ୍କେୟାନାଇଡୁ। ସେ ଦିଲ୍ଲୀରେ ପହଁଞ୍ଚିବା ପରେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…

ଭୁବନେଶ୍ବର: ଆସନ୍ତାକାଲି ଶୁକ୍ରବାରରେ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଆଜି ତାଙ୍କର ନାମାଙ୍କନ ପତ୍ରରେ ଓଡିଶାର ଦୁଇଜଣ…

ନୂଆଦିଲ୍ଲୀ: ଆଜି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ପହଞ୍ଚିବା ପରେ ଓଡିଶା ଭବନରେ ଅବସ୍ଥାନ କରିଛନ୍ତି। ସେଠାରେ ତାଙ୍କୁ ବିଭିନ୍ନ ବର୍ଗରୁ ଉତ୍ସସିତ ସମ୍ବର୍ଦ୍ଧନା…

ଖୋର୍ଦ୍ଧା: ଆଜି ଖୋର୍ଦ୍ଧାର ନୂତନ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇଏଏସ କେ. ସୁଦର୍ଶନ ଚକ୍ରବର୍ତ୍ତୀ। ପୂର୍ବାହ୍ନ ୯ ଘଟିକାରେ ଅତିରିକ୍ତ ଜିଲ୍ଲାପାଳ ମନୋଜ ପାଢ଼ୀଙ୍କ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଭାଟପଡା ଛକରେ ଆଜି ଭୋରରୁ ଏକ ଅଭାବନୀୟ ଘଟଣା ଘଟିଯାଇଛି। କୁଲେଇ ସରପଞ୍ଚ ସ୍ୱାମୀଙ୍କ ସମ୍ପର୍କୀୟଙ୍କୁ…

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ନୂଆଦିଲ୍ଲୀ ଯାତ୍ରା କରିଛନ୍ତି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ବିମାନ ବନ୍ଦରରେ ତାଙ୍କୁ ଆଦିବାସୀ ନୃତ୍ୟ ଓ ସଂଗୀତରେ ଶୁଭେଚ୍ଛା ପ୍ରଦାନ…

ଭୁବନେଶ୍ବର: ବର୍ତ୍ତମାନ ରାଷ୍ଟ୍ରପତି ନିର୍ବାଚନକୁ ନେଇ ଅଡୁଆ ପରିସ୍ଥିତିରେ ପଡିଛି ଓଡିଶା ପ୍ରଦେଶ କଂଗ୍ରେସ। କାରଣ ଏନଡିଏ ତରଫରୁ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ…

ଭୁବନେଶ୍ବର: ଭୁବନେଶ୍ବରସ୍ଥିତ ଦିବ୍ୟାଙ୍ଗଜନଙ୍କ ପାଇଁ ଜାତୀୟ କ୍ୟାରିଅର ସେବା କେନ୍ଦ୍ର (ଏନସିଏସସିଡିଏ) ପକ୍ଷରୁ ଏକ ନିଃଶୁଳ୍କ ନିଯୁକ୍ତି ମେଳା ଆୟୋଜନ କରାଯିବ। ଆସନ୍ତା ୨୪ ତାରିଖରେ ଭୁବନେଶ୍ବର…

ନୂଆଦିଲ୍ଲୀ: ବିଜେଡି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଗୃହମନ୍ତ୍ରୀ ଅମିତ ସାହାଙ୍କୁ ସାକ୍ଷାତ କରିଛନ୍ତି। ତେବେ ସେ କୌଣସି ଦଳୀୟ କାମ କିମ୍ବା ଅନ୍ୟ ସାଂସଦଙ୍କ…

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଆରପିଏଫ ଖଲିକୋଟ ରେଳ ଷ୍ଟେସନରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ସମେତ ଦୁଇ ଅଭିଯୁକ୍ତଙ୍କୁ ଗିରଫ…

ଭୁବନେଶ୍ବର: ଯାହା ଚିନ୍ତା କରାଯାଉଥିଲା ତାହା ହିଁ ହେଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବେ। ଏ ନେଇ ଆଜି ନବୀନ ଟୁଇଟ କରି…

ଭୁବନେଶ୍ବର: ଆଜି ରୋମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନସିସଙ୍କୁ ସାକ୍ଷାତ କରିଛନ୍ତି। ତାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି ସଚିବ…