ଭୁବନେଶ୍ବର: ସାଧାରଣ ନିର୍ବାଚନ ତଥା ଓଡିଶାର ବିଧାନସଭା ନିର୍ବାଚନରେ କଂଗ୍ରେସର ବିପର୍ଯ୍ୟୟର କାରଣ ଖୋଜିବ ଦଳ। ଏ ନେଇ ଏଆଇସିସି ତରଫରୁ ଗୋଟିଏ କମିଟ କରାଯାଇଛି। ଏହି କମିଟ ଓଡିଶା ଆସି ବିଭିନ୍ନ ନେତାଙ୍କୁ ସାକ୍ଷାତ କରି ହାରିବାର ନେଇ ସମୀକ୍ଷା […]
ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ। ରାଷ୍ଟ୍ରପତି ମୁର୍ମୁ ୧୯୫୮ ଜୁନ ୨୦ ତାରିଖରେ ମୟୁରଭଂଜ ଜିଲ୍ଲା ରାଇରଂଗପୁରର ଉପରବେଡା ଗ୍ରାମରେ ଜନ୍ମ ଗ୍ରହଣ କରିଛନ୍ତି। ସେ ରାଷ୍ଟ୍ରପତି ହେବା ପୂର୍ବରୁ ଝାଡଖଣ୍ଡର ରାଜ୍ୟପାଳ ଥିଲେ। ରାଷ୍ଟ୍ରପତିଙ୍କ […]
ଭୁବନେଶ୍ୱର: ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ପ୍ରସ୍ତାବ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ […]
ଭୁବନେଶ୍ବର: ଜୁନ୍ ୨୧ ତାରିଖରେ ରାଜ୍ୟରେ ପାଳନ ହେବ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତ ବର୍ଷ ୧୦ମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ହେବ। ଏ ବର୍ଷ ଯୋଗ ଦିବସ ପାଳନର ଥିମ୍ ରହିଛି ନିଜର ଓ ସମାଜ ପାଇଁ ଯୋଗ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଭାଗ ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଲୋକସେବା ଭବନସ୍ଥିତ ଉଚ୍ଚଶିକ୍ଷା ବିଭାଗର ସମ୍ମିଳନୀ କକ୍ଷରେ ଏହି ସମୀକ୍ଷା ବୈଠକ ଆଜି ପୂର୍ବାହ୍ନ ୧୨ ଘଣ୍ଟାରେ ଅନୁଷ୍ଠିତ […]
ଭୁବନେଶ୍ଵର: ବିଜେଡି ସଭାପତି ନବୀନ ପଟ୍ଟନାୟକ ହେବେ ବିଧାନସଭାରେ ବିରୋଧୀ ଦଳ ନେତା। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତକ୍ରମେ ଦଳୀୟ ବିଧାୟକମାନେ ନବୀନଙ୍କୁ ବିରୋଧୀ ଦଳ ନେତା ଭାବରେ ନିର୍ବାଚିତ କରିଛନ୍ତି। ଦଳର ବରିଷ୍ଠ ନେତା […]
ପୁରୀ: ବଶ୍ୱିପ୍ରସିଦ୍ଧ ରଥଯାତ୍ରାରେ ଶ୍ରୀକ୍ଷେତ୍ର ପୁରୀକୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିବ। ଶ୍ରଦ୍ଧାଳୁଙ୍କ ସୁଗମ ପରବହନକୁ ଆଖି ଆଗରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଏକ ସମନ୍ଵୟ ବଠୈକ ଅନୁଷ୍ଠିତ ହାଇଛି। ପ୍ରାଧିକରଣର ମୁଖ୍ୟାଳୟରେ ରାଜ୍ୟ ପରିବହନ ଆୟୁକ୍ତ […]
ଭୁବନେଶ୍ଵର: ଓଡିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିଛି। ନିର୍ବାଚନ ପୂର୍ବରୁ ଶ୍ରୀମନ୍ଦିରର ଚାରି ଦ୍ଵାର ଖୋଲିବା ଏବଂ ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟବାସୀଙ୍କୁ ବିଜେପି ପ୍ରତିଶ୍ରୁତି ଦେଇଥିଲା। ତେବେ ଶ୍ରୀମନ୍ଦିରର ଚାରି ଦ୍ଵାର ତ ଖୋଲା […]
ଖୋର୍ଦ୍ଧା: ଆଜି ସକାଳ ୯.୩୦ ସମୟରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଜିଲ୍ଲା ଶ୍ରମ ଅଧିକାରୀଙ୍କ ତରଫରୁ ଆୟୋଜନ ହୋଇଥିବା ମୋବାଇଲ ଭ୍ୟାନ ଅଭିଯାନ ସଚେତନ ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଶିଶୁ ଶ୍ରମକୁ ହଟାଇବା ପାଇଁ ସଚେତନତା […]
ଭୁବନେଶ୍ଵର: ରାଜ୍ୟରେ ନୂତନ ସରକାର ଗଠନ ପରେ ଗତକାଲି ଓଡିଶା ବିଧାନସଭାରେ ବିଧାୟକମାନେ ଶପଥ ଗ୍ରହଣ କରିଥିଲେ। କାମ ଚଳା ବାଚସ୍ପତି ଭାବେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ସମସ୍ତ ବିଧାୟକମାନଙ୍କୁ ଶପଥ ପାଠ କରାଇଥିଲେ। ତେବେ ଆଜି ବିଜେପି ବିଧାୟକ ଦଳର […]
ନୂଆଦିଲ୍ଲୀ: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ ବିବାହ କରିଛନ୍ତି। ସେ ନେଦରଲ୍ୟାଣ୍ଡର ଯୁବତୀ ନାଦିଆଙ୍କୁ ବିବାହ କରିଥିବାର ଜଣାପଡିଛି। ଏହି ବିବାହ ଉତ୍ସବ ନେଦରଲ୍ୟାଣ୍ଡରେ ଗତ 17 ତାରିଖରେ ହୋଇଥିବାର ଜଣାପଡିଛି। ଅରୁଣଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ […]
ଭୁବନେଶ୍ୱର: ଭାରତୀୟ ଗଣମାଧ୍ୟମ ଓ ମନୋରଞ୍ଜନ ଜଗତକୁ ନୂଆ ଦିଗ ଦେଖାଇଥିବା ରାମୋଜୀ ରାଓଙ୍କୁ ଓଡ଼ିଶା ଗଣମାଧ୍ୟମ ପରିବାର ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ମଙ୍ଗଳବାର ଏକାଦଶାହ ଅବସରରେ ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ମିଡିଆ ଓ ମନୋରଞ୍ଜନ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ଜୈନିକ ବ୍ୟକ୍ତିଙ୍କ ଠାରୁ ଦଶ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡି ଜେଲ ଗଲେ ଡ଼ଇଁଚା ଆର ଆଇ। ଭିଜିଲାନ୍ସ ବିଭାଗ ତରଫରୁ ଏକ ପ୍ରେସ ଇସ୍ତାହାରରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି […]
ଭୁବନେଶ୍ଵର: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ଆଜି ବିଭାଗ ଅଧିନସ୍ଥ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଉକ୍ତ ସମୀକ୍ଷା ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତି […]
ଖୋର୍ଦ୍ଧା: ଜିଲ୍ଲା ସ୍ତରରେ ବିପର୍ଯ୍ୟୟ ପରିଚାଳନା ପାଇଁ ଏକ ଟେବୁଲ୍ ଟପ ଅଭ୍ୟାସ ଆଜି ପୂର୍ବାହ୍ନ 10 ଘଟିକା ସମୟରେ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଖୋର୍ଦ୍ଧାଙ୍କ ଅଧ୍ୟକ୍ଷତାରେ ଜ଼ିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଖୋର୍ଦ୍ଧା ଠାରେ ଏକ ପ୍ରସ୍ତୁତି […]
ଭୁବନେଶ୍ବର: ଆଜି ବିଧାନସଭାରେ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କୁ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶପଥପାଠ କରାଇଛନ୍ତି। ଆଜି ନବୀନ ଗୃହ ମଧ୍ୟରେ ପ୍ରବେଶ କରିବା ପରେ ଟ୍ରେଜରୀ ବେଞ୍ଚରେ ବସିଥିବା […]
ଭୁବନେଶ୍ଵର: ସାରା ଦେଶରେ ୯.୨୬ କୋଟି ଚାଷୀଙ୍କ ଅପେକ୍ଷା ଶୀଘ୍ର ଶେଷ ହେବାକୁ ଯାଉଛି ଏବଂ ସରକାର ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୧୭ ତମ କିସ୍ତି ମୁକ୍ତ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଡିବିଟି ମାଧ୍ୟମରେ ଉତ୍ତରପ୍ରଦେଶର ବାରାଣାସୀରୁ […]
ଭୁବନେଶ୍ଵର: କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ପରେ ଆଜି ହାଇକୋର୍ଟ ରାୟ ପ୍ରକାଶ କରିଛନ୍ତି। ଏହି ମାମଲାର ଏକ ବଡ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମେରିଟ ଆଧାରରେ ନିଯୁକ୍ତି ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାୱାରୀ କନିଷ୍ଠ […]
ଭୁବନେଶ୍ଵର: ଆଜି ଓଡିଶା ବିଧାନସଭାରେ ନବ ନିର୍ବାଚିତ ବିଧାୟକମାନଙ୍କ ଶପଥ ଗ୍ରହଣ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ଶପଥ ନେଇଥିବା ବେଳେ ପରେ ପରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ […]
ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାରେ ନୂଆ ସରକାର ଗଠନ ହୋଇଛି। ଓଡିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ପୂର୍ଣ୍ଣ ଗରିଷ୍ଠତା ସହ କ୍ଷମତାକୁ ଆସିଛି। ନିର୍ବାଚନ ପୂର୍ବରୁ ବିଜେଡ଼ି-ବିଜେପି ମଧ୍ୟରେ ମେଣ୍ଟ ହେବା ଖବର ଚର୍ଚ୍ଚା ହେଉଥିବା […]
ଭୁବନେଶ୍ବର: ଶେଷରେ ବିଧବଧ ଭାବେ ବିଜେପିରେ ମିଶିଲେ ଭୁବନେଶ୍ବରର 4 ଥର ସାଂସଦ ଥିବା ପ୍ରସନ୍ନ ପାଟ୍ଟଶାଣୀ। ସେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟରେ ବିଜେପିରେ ସାମିଲ ହୋଇଛନ୍ତି। ପୂର୍ବରୁ ସେ ବିଜେପିରେ ସାମିଲ ହେବେ ବୋଲି ଦିଲ୍ଲୀ ଯାଇଥିଲେ। […]