ଭୁବନେଶ୍ଵର: ଆଜି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ। ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ମାର୍ଗ ଦର୍ଶିକା ଅନୁସାରେ ରତ୍ନ ଭଣ୍ଡାର ମରାମତି ନେଇ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ।ତେବେ ମରାମତି ସମୟରେ ସାଧାରଣ ଭକ୍ତ ଓ ଶ୍ରଦ୍ଧାଳୁ […]
ଭୁବନେଶ୍ଵର: ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଅନ୍ତର୍ଗତ ଛତରଦାଣ୍ଡି ସଂରକ୍ଷିତ ଜଙ୍ଗଲରେ ଏକ ମାଓ କ୍ୟାମ୍ପ ଠାବ କରାଯାଇଛି। ଏହି ଶିବିରରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ କରାଯିବା ସହ ଜୀବନ୍ତ ଗୁଳି, ବନ୍ଧୁକ, ଟିଫିନ ବାକ୍ସ, ମାଓ ପୋଷାକ, […]
ଭୁବନେଶ୍ୱର: ହାବିଲଦାର, କନଷ୍ଟେବଳ ଓ ସିପାହୀମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଏହା ସହ ହାବିଲଦାର ଓ କନଷ୍ଟେବଳମାନେ ପୂର୍ଵରୁ ସାଇକେଲ […]
ଭୁବନେଶ୍ଵର: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ଆଜି କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ ଉଦ୍ବୋଧନ ଦେଇ […]
ଖୋର୍ଦ୍ଧା: ଆଜି ଅପରାହ୍ନ ୫.୩୦ ମିନିଟ ସମୟରେ ଜିଲ୍ଲାପାଳ, ଖୋର୍ଦ୍ଧାଙ୍କ ସମ୍ମିଳନୀ କକ୍ଷରେ ପାଣି ପଞ୍ଚାୟତ ପକ୍ଷ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ଅତିରିକ୍ତ ମୁଖ୍ୟ […]
ଆଜି ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଚାଷୀଙ୍କ ନିମନ୍ତେ ସଚେତନତା ରଥକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଶୁଭାରମ୍ଭ କରିଛନ୍ତି। ଚଳିତ ଖରିଫ୍ ଧାନ ସଂଗ୍ରହ କାର୍ଯ୍ୟକ୍ରମ ଜିଲ୍ଲାରେ ଆସନ୍ତା ଜାନୁଆରୀ ମାସ ୩ ତାରିଖରୁ ଆରମ୍ଭ ହେବ। କେନ୍ଦ୍ର ସରକାରଙ୍କ […]
ରାୟଗଡା: ଦିନିକିଆ ରାୟଗଡା ଗସ୍ତରେ ଆସି ସ୍ଥାନୀୟ ଜିଲ୍ଲା ପରିଷଦ ବୈଠକ ଗୃହରେ ଏକ ସମୀକ୍ଷା ବୈଠକରେ ଯୋଗଦେଲେ ରାଜସ୍ବ ଓ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ। ଆଜି ଭୋରରୁ ରାୟଗଡାରେ ପହଂଚିବା ପରେ ପ୍ରଥମେ ମାଁ ମଝିଘରିଆଣି ଦର୍ଶନ କରିବା […]
ଭୁବନେଶ୍ଵର: ରାୟଗଡା ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରୁ ବନବିଭାଗ ଦ୍ୱାରା ଦୁଇ ହାତୀଦାନ୍ତ ଓ ଦୁଇ ବାଘ ଚମଡା ଜବତ କରିଥିବା ବେଳେ ଛଅ ଜଣଙ୍କୁ ଗିରଫ କରିଛି। ମୁନିଗୁଡା ବନ ବିଭାଗ ଏସଟିଏଫ୍ ସହାୟତାରେ ପାତ୍ରଗୁଡା ନିକଟରୁ ଦୁଇଟି ହାତିଦାନ୍ତ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ରବିବାର ଓଡ଼ିଶା ଓପନ୍ ଏବଂ ୧୫ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ ଆରମ୍ଭ ହୋଇଛି। ୮ ଦିନ ଧରି ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ୨୦ଟି ଦେଶରୁ ପ୍ରାୟ ୭୦୦ ପ୍ରତିଯୋଗୀ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଜରଡା ଓ କେ ନୁଆଁଗାଁ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ହୋଇଥିବା ଡକାୟତି ଅଭିଯୋଗରେ ଜରଡା ଥାନା ପୋଲିସ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଚନ୍ଦନ ଦଳେଇ, […]
ଭୁବନେଶ୍ୱର: ବିଜେଡି, କଂଗ୍ରେସ ଛାଡି କୋରାପୁଟ, କଟକ ଓ ଯାଜପୁର ଜିଲାର ବ୍ଲକ ଅଧ୍ୟକ୍ଷା, ଜିଲା ବିଜେଡି ଉପସଭାପତିଙ୍କ ସମେତ ବହୁ ସରପଂଚ ଓ ଏସ୍ଡିସି ସଦସ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଏହି ପରିପ୍ରେକ୍ଷୀରେ କୋରାପୁଟର ଜୟପୁର ବ୍ଲକ ଅଧ୍ୟକ୍ଷା […]
ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଷଷ୍ଠ ପାଳି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ସବୁ ସମୟରେ ସାଧାରଣ ଲୋକଙ୍କୁ ଭେଟିବା, ସେମାନଙ୍କ ସୁଖଦୁଃଖ ଶୁଣିବା ସହିତ ସେମାନଙ୍କ ସମସ୍ୟାର […]
ଭୁବନେଶ୍ବର: ଆଜି ଆଇଏଏସ ବିଷ୍ଣୁପଦ ସେଠୀଙ୍କ ସରକାରୀ ବାସଭବନ ଆଗରେ ଛାତ୍ର କଂଗ୍ରେସ ବିକ୍ଷୋଭ କରିବା ବେଳେ ଏକ ଅଭାବନୀୟ ଘଟଣା ଦେଖାଦେଇଛି। ତାହା ହେଲା ବିକ୍ଷୋଭ ବେଳେ ସେଠାରେ ଥିବା ମହୁଫେଣାରୁ ମହୁମାଛି ବାହାରି ଆକ୍ରମଣ କରିଥିଲେ। ଫଳରେ ସେଠାରେ […]
ନୂଆଦିଲ୍ଲୀ: ଆଜି ଓଡିଶାର ରାଜ୍ୟସଭା ସାଂସଦ ଭାବେ ଶପଥ ନେଇଛନ୍ତି ସୁଜିତ କୁମାର। ଆଜି ରାଜ୍ୟସଭା ଆରମ୍ଭ ହେବା ପରେ ଶୋକସଭା ଆଗତ କରାଯାଇଥିଲା। ଏହାପରେ ଯେଉଁମାନେ ନିର୍ବାଚତ ହୋଇ ରାଜ୍ୟସଭାକୁ ଆସିଛନ୍ତି ସେମାନଙ୍କର ଶପଥ କରାଯାଇଥିଲା। ସୁଜିତ କୁମାର ଓଡିଆରେ […]
ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ଆଜି ଧନୁ ସଂକ୍ରାନ୍ତିରେ ଆସିଛି ବଡ ଖବର। ତାହା ହେଲା ଚତୁର୍ଥ ପର୍ଯ୍ୟାୟ ଟଙ୍କା ସ୍ଥଗିତ ରଖାଗଲା। ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏହି ଟଙ୍କା ଆସନ୍ତା 25 ତାରିଖ […]
ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଜିଠାରୁ ସ୍ୱତନ୍ତ୍ର ପହିଲି ଭୋଗ ନୀତି ଆରମ୍ଭ ହୋଇଛି। ପରମ୍ପରା ଅନୁଯାୟି ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏକମାସ ଧରି ଏହି ପହିଲି ଭୋଗ ନୀତି କରାଯିବ। […]
ପୁରୀ: ଆଜି ହେଉଛି ଧନୁ ସଂକ୍ରାନ୍ତି। ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି। ପହିଲି ଭୋଗ ନୀତି ପାଇଁ ଆଜି ଶୀମନ୍ଦିରରେ ଭୋର ୩ଟାରୁ ଦ୍ୱାର ଫିଟାଯାଇ ନୀତି ଆରମ୍ଭ ହୋଇଛି। ବଲ୍ଭବ ସହିତ ବିରି ଓ ଗହମରେ ଗୃତପାକ […]
ଭୁବନେଶ୍ୱର: ବର୍ତ୍ତମାନ ସମୟରେ ସାରା ପୃଥିବୀରେ ପାଠାଗାରର ପରିଭାଷା ବଦଳିଛି। ଏହା ଆଉ କେବଳ ଗ୍ରନ୍ଥାଗାର ଭାବେ ସୀମିତ ହୋଇ ରହିନାହିଁ। ସେଠାରେ କମ୍ପ୍ୟୁଟର ଓ ଇଣ୍ଟରନେଟ୍ ବ୍ୟବସ୍ଥା ହେବା ସହ ଯୁବପିଢ଼ିଙ୍କ ନିଯୁକ୍ତି ସମ୍ଭାବନା ବୃଦ୍ଧି, ବିଭିନ୍ନ ବର୍ଗଙ୍କ ପାଇଁ […]
ଭୁବନେଶ୍ଵର: ନୟାଗଡ଼ ଜିଲା ଭାପୁର ବ୍ଲକ ଫତେଗହ ଗ୍ରାମରେ ଚାଲିଥିବା ୧୫ତମ ସର୍ବଭାରତୀୟ ସଦାଶିବ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ରବିବାର ସନ୍ଧ୍ୟାରେ ଉବ୍ଯାପିତ ହୋଇଛି। ଆଜିର ଏହି ପ୍ରତିଯୋଗୀତା ଏମ୍ଏମ୍ସିସି ଟିମ୍ ସମ୍ବଲପୁର ଏବଂ ବିଶାଖାପାଟଣାର ନବସିପ ଚମ୍ପିୟାନ୍ ଟିମ୍ ମଧ୍ୟରେ […]
ଭୁବନେଶ୍ୱର: ଯାଜପୁର କେନ୍ଦୁଝର ରୋଡ଼ ଏବଂ କୋରେଇ ହଲ୍ଟ ମଧ୍ୟରେ ସୀମିତ ଉଚ୍ଚତା ବିଶିଷ୍ଟ ଉପାମାର୍ଗ (LHS) ର ଶୀଘ୍ର ଏବଂ ଦକ୍ଷ ନିର୍ମାଣ ସହିତ ହାଓଡ଼ା-ଚେନ୍ନାଇ ମୁଖ୍ୟ ଲାଇନରେ ଏକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ବିକାଶ ଦେଖିବାକୁ ମିଳିଛି। ମାତ୍ର ସାତ […]
ପୁରୀ: ପୁରୀ ଜିଲ୍ଲା ନିମାପଡା ସ୍ଥିତ ଟାଉନ ହଲ ପରିସରରେ ମଣ୍ଡଳ ସ୍ଥରୀୟ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦାନ କରି କାର୍ଯ୍ୟକ୍ରମ ର ଉଦଘାଟନ […]