ରାଜ୍ୟ ଖବର

ଭୁବନେଶ୍ବର: ଓଡ଼ିଶାର ଜୀବନରେଖା ମହାନଦୀର ଜଳବଣ୍ଟନ ଓ ପରିଚାଳନା ସମ୍ପର୍କିତ ଦୀର୍ଘଦିନର ବହୁଚର୍ଚ୍ଚିତ ସମସ୍ୟାର ସ୍ଥାୟୀ ଓ ଗ୍ରହଣୀୟ ସମାଧାନ ଦିଗରେ ନୂଆଦିଲ୍ଲୀଠାରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…

ନୂଆଦିଲ୍ଲୀ: ରାଜଧାନୀ ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଓଡ଼ିଶାର ସମାନ୍ତରାଳ…

ଭଦ୍ରକ: ଭଦ୍ରକ ଜିଲ୍ଲାର ଇରମ ପଞ୍ଚାୟତର ପଞ୍ଚାୟତ ଏକ୍ସିକ୍ୟୁଟିଭ୍‌ ଅଫିସର (ପିଇଓ) ଚିନ୍ମୟୀ ପଣ୍ଡାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ। କର୍ତ୍ତବ୍ୟରେ ଅବହେଳା ଏବଂ ଅର୍ଥ ହେରଫେର ଅଭିଯୋଗରେ…

ସୁନ୍ଦରଗଡ଼: କାର୍‌ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର ପରେ ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ। ଯୁବକଙ୍କ ମୃତ୍ୟୁକୁ ନେଇ ଉଠିଛି ହତ୍ୟା ଅଭିଯୋଗ। ମୃତକଙ୍କ ଦେହର ବିଭିନ୍ନ ସ୍ଥାନରେ ମାଡ଼…

ଭୁବନେଶ୍ୱର: ଚାଲିଥିବା ସ୍ୱଚ୍ଛତା ହି ସେବା ୨୦୨୬ ଅଭିଯାନର ଅଂଶସ୍ୱରୂପ ପୂର୍ବ ତଟ ରେଳପଥ ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ ରେଳ ବିହାର ପଡ଼ିଆରେ “ଏକ ଦିନ, ଏକ…

ଖୋରଧା: ଆଜି ପୂର୍ବାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଓଡ଼ିଶା ରାଜ୍ୟ ଏଡସ ନିୟନ୍ତ୍ରଣ ସମିତି ଏବଂ ଜିଲ୍ଲା ସ୍ବାସ୍ଥ୍ୟ ସମିତି…

ଭୁବନେଶ୍ବର: ଭୁବନେଶ୍ୱର ବାଲିଅନ୍ତା ଜିଆରପି କନଷ୍ଟେବଳ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ରହସ୍ୟକୁ ନେଇ ଚାଲିଥିବା ନ୍ୟାୟିକ ଲଢ଼େଇରେ ଏକ ନାଟକୀୟ ମୋଡ଼ ସାମ୍ନାକୁ ଆସିଛି। ସୌମ୍ୟରଞ୍ଜନଙ୍କ ମୃତ୍ୟୁର ସିବିଆଇ…

ଭୁବନେଶ୍ୱର: ଏନ୍‌ଏସ୍‌ଏସ୍ ଦିବସ ଉପଲକ୍ଷେ ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନସେ୍‌ସ (ଏସ୍‌ପିଏସ୍‌) ପକ୍ଷରୁ ଗୁରୁବାର କ୍ୟାମ୍ପସ୍‌-୫ ଷ୍ଟାଡିୟମ୍‌ରେ “ଏକ…

କଟକ : ଓଡ଼ିଶା ହାଇକୋର୍ଟରେ ଆବଶ୍ୟକ ସଂଖ୍ୟକ ବିଚାରପତି ନଥିବାରୁ ବିଚାର ପ୍ରକ୍ରିୟା ବ୍ୟାହତ ହେଉଥିବା ଦେଖାଯାଇଛି। ଏହି ବିଚାରପତି ସଙ୍କଟକୁ ନେଇ ଗଭୀର ଚିନ୍ତା ପ୍ରକାଶ…

ଖୋର୍ଦ୍ଧା: ବକ୍ସି ଜଗବନ୍ଧୁ ଉଚ୍ଚ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତିପାଳନ କମିଟିର ଗଣମାଧ୍ୟମ ସଂଯୋଜକ ଊମାଶଙ୍କର ପ୍ରସାଦଙ୍କ ଆବାହକତ୍ୱରେ ଏକ ସ୍ଵଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ଚିକିତ୍ସକ ତଥା ଶିକ୍ଷାବିତ୍ ଏବଂ ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପଦେଷ୍ଟା ପ୍ରଫେସର (ଡାକ୍ତର) ଲଳିତ କୁମାର ମେହେରଙ୍କୁ ଚଳିତ ବର୍ଷର…

ରେଢ଼ାଖୋଲ (କନ୍ଦର୍ପ ବେହେରା): ପୋଖରୀରେ ଗାଧୋଇବାକୁ ଯାଇ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବା ଜଣାପଡିଛି। ରେଢ଼ାଖୋଲ ଥାନା ସାମସିଙ୍ଗା ଗ୍ରାମରେ ଏଭଳି ଘଟଣା ଘଟିଛି। ମୃତକ ଜଣଙ୍କ…

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ସର୍କଲର ରେଳ ସୁରକ୍ଷା କମିଶନର (CRS) ଶ୍ରୀ ସୁମିତ ସିଂଘଲ ଆଜି ପୂର୍ବ ତଟ ରେଳପଥର ରାୟଗଡ଼ା ଡିଭିଜନ ଅନ୍ତର୍ଗତ କାକିରିଗୁମା ଓ…

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ସମସ୍ତଙ୍କ ପାଇଁ ଅଧିକ ସୁଗମ ଓ ସୁବିଧାଜନକ କରିବା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ବିଶେଷ କରି ଦିବ୍ୟାଙ୍ଗ…

ବଲାଙ୍ଗୀର: ଟ୍ରେନ୍ ମାଧ୍ୟମରେ ଦୂରଦୂରାନ୍ତକୁ ଗଞ୍ଜେଇ ଚୋରାଚାଲାଣ କରାଯାଉଥିବା ଏକ ବଡ଼ ଷଡ଼ଯନ୍ତ୍ରକୁ ପଣ୍ଡ କରିଛି ଟିଟିଲାଗଡ଼ ଜିଆର୍‌‌ପି ପୁଲିସ। ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ରେଳ ଷ୍ଟେସନରେ…

ଚାନ୍ଦବାଲି: ଶାସନ ବ୍ୟବସ୍ଥାରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ପ୍ରତି ଅବହେଳାକୁ ସହ୍ୟ ନକରି ରାଜ୍ୟ ସରକାର ଅତି କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କାର୍ଯ୍ୟରେ ଗୁରୁତର ଅବହେଳା…

ଭୁବନେଶ୍ବର: ରାୟଗଡ଼ା ଜିଲ୍ଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ପେଣ୍ଡିଲି ପଞ୍ଚାୟତର ଡି. ପେଣ୍ଡିଲି ଗ୍ରାମରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସୃଷ୍ଟି…

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅନ୍ତର୍ଗତ ସନ୍ଧାପାନି ଘାଟିରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ବୋଲେରୋ ଗାଡ଼ି ଭାରସାମ୍ୟ ହରାଇ…

ଭୁବନେଶ୍ୱର: ଏ ସହର ଆମର ଏବଂ ଏହାର ସ୍ୱଚ୍ଛତାର ଦାୟିତ୍ୱ ମଧ୍ୟ ଆମ ସମସ୍ତଙ୍କର। ବର୍ତ୍ତମାନ ଦେଶର ସ୍ୱଚ୍ଛତା Ranking ରେ ଭୁବନେଶ୍ୱର ନବମ ସ୍ଥାନରେ ରହିଛି।…

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ଅନ୍ତର୍ଗତ ମାର୍ଥାପୁର ଗାଁରେ ଝାଡ଼ାବାନ୍ତିକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଏପର୍ଯ୍ୟନ୍ତ ୩…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ଚାନ୍ଦୁଲି ଗ୍ରାମର ନର୍ମଦା ମହାରଣା ନାମ୍ନୀ ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତ ଯୁବତୀଙ୍କ ପରିବାର…