ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଏହି ବିଭାଗ ଓଡ଼ିଆ ଅସ୍ମିତାର ସୁରକ୍ଷା ଦିଗରେ ଗୁରୁ ଭୂମିକା ତୁଲାଉଥିବାରୁ ଏହାର କାର୍ଯ୍ୟଧାରା ଓଡିଶାବାସୀଙ୍କ […]
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ପୂର୍ବାହ୍ନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଦାୟିତ୍ୱ ଗ୍ରହଣ କରିବା ସହ କୃଷି ଭବନ ପରିଦର୍ଶନ କରିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ଵ ଗ୍ରହଣ ପରେ ଆଜି ପ୍ରଥମ ଥର ପାଇଁ କଟକ ଗସ୍ତ କରି ପୂଜ୍ୟ ପୂଜାର ଧାରା ଜାରୀ ରଖିଛନ୍ତି। କଟକର ଓଡ଼ିଆ ବଜାର ଠାରେ ନେତାଜୀ ଜନ୍ମ ପୀଠ ପରିଦର୍ଶନ କରି […]
ଭୁବନେଶ୍ବର: ଆସନ୍ତାକାଲି ସ୍କୁଲ ଖୋଲିବାକୁ ଥିବା ବେଳେ ବର୍ତ୍ତମାନ ଯେପରି ଖରା ହେଉଛି ସେଥିରେ କଣ କରାଯିବ ନେଇ ସମସ୍ତେ ବ୍ୟତିବ୍ୟସ୍ତ ଥିଲେ। ହେଲେ ଏହି ସମୟରେ ଖୋଦ ମୁଖ୍ୟମନ୍ତ୍ରୀ ମୋନହ ମାଝି ଜିଲ୍ଲାର ସ୍ଥିତି ନେଇ ସ୍କୁଲ ଛୁଟି ହେବ […]
ଭୁବନେଶ୍ୱର: ଭାରତୀୟ ଗଣମାଧ୍ୟମର ପ୍ରଥିତଯଶା, ଅତି ପରିଚିତ ବ୍ୟକ୍ତିତ୍ୱ, ରାମୋଜୀ ଗ୍ରୁପ୍ର ଅଧ୍ୟକ୍ଷ, ଓଡିଆ ସାମ୍ବାଦିକ ଗଢିବାର କାରଖାନା, ଈଟିଭି ଓଡିଆ ସହ ଈଟିଭି ନେଟୱାର୍କର ପ୍ରତିଷ୍ଠାତା ପଦ୍ମ ବିଭୂଷଣ ସ୍ୱର୍ଗତ ରାମୋଜୀ ରାଓଙ୍କ ଦଶାହ ଅବସରରେ ଆଜି ବିନ୍ଦୁସାଗରରେ ମୁଣ୍ଡନ […]
ଭୁବନେଶ୍ୱର: ପାଣିପାଗ ବିଭାଗ ସୂଚନା କୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର […]
ଭୁବନେଶ୍ୱର: ପଶ୍ଚିମ ବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି […]
ସମ୍ବଲପୁର: ସମ୍ବଲପୁର ଲୋକସଭା ସାଂସଦ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ବିଭିନ୍ନ ମନ୍ଦିରରେ ଦର୍ଶନ କରିବା ସହ ସ୍ଥାନୀୟ ଲୋକମାନଙ୍କୁ ଭେଟି ସମର୍ଥନ ପାଇଁ ଧନ୍ୟବାଦ ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରବିବାର ସମ୍ବଲପୁର ମାନେଶ୍ଵର ସ୍ଥିତ ଶିବ […]
ଭୁବନେଶ୍ୱର: କେନ୍ଦ୍ର ମତ୍ସ୍ୟପାଳନ, ପ୍ରାଣୀ ସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ଓ ପଞ୍ଚାୟତି ରାଜ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସପି ସିଂ ବାଘେଲ ଆଜି ଭୁବନେଶ୍ୱର ଉପକଣ୍ଠ କୌଶଲ୍ୟାଗଙ୍ଗ ଠାରେ ଥିବା ଆଇସିଏଆର-କେନ୍ଦ୍ରୀୟ ମଧୁର ଜଳ ଜୀବ ପାଳନ ପ୍ରତିଷ୍ଠାନ ପରିଦର୍ଶନ କରିଛନ୍ତି। […]
ଭୁବନେଶ୍ବର: ଆଜି ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ରଜ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ଆଇନି, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସକାଳ ଭୁବନେଶ୍ବରର ରଥ ବୈଠକ ଶେଷ କରିବା ପରେ ସେ ଖୋର୍ଦ୍ଧାରେ ପହଞ୍ଚିଥିଲେ। ସେ ବରୁଣେଈ ପୀଠ ଠାରେ […]
ଭୁବନେଶ୍ବର: ଆଜି ରବିବାର ଛୁଟିରେ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କର ସରକାରୀ କାର୍ଯ୍ୟକ୍ରମ ଜାରୀ ରଖିଛନ୍ତି। ଆଜି ସେ ଅତିଥୀ ଭବନରେ ରଥଯାତ୍ରା ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରିଥିଲେ। ଏଥିରେ ଆଇନି ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଯୋଗଦେଇଥିଲେ। ଏଥିରେ […]
ଭୁବନେଶ୍ବର: ଓଡିଶା ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଇ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଆଜି ଭୁବନେଶ୍ବରରେ ନବନିଯୁକ୍ତ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀଯୁକ୍ତ ରବି ନାରାୟଣ ନାୟକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି। ପ୍ରମୁଖ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି […]
ଭୁବନେଶ୍ବର: ଓଡିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଆଜି 95 ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଓଡିଶାର ରାଜ୍ୟପାଳ ଭାବେ ୨୦୦୭ ଅଗଷ୍ଟ ୨୧ ତାରିଖରୁ ୨୦୧୩ ମାର୍ଚ୍ଚ ୯ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ […]
ଭୁବନେଶ୍ବର: ଆଜି ଓଡିଶାର ପୂର୍ବତନ ରାଜ୍ୟପାଳ ମୁରଲିଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 95 ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ଓଡିଶା ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। […]
ଭୁବନେଶ୍ବର: ଆଜି ଓଡିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ସେ ଓଡିଶାର ରାଜ୍ୟପାଳ ଭାବେ ୨୦୦୭ ମସିହା ଅଗଷ୍ଟ ୨୧ ତାରିଖରେ ଯୋଗ ଦେଇଥିଲେ। ତାଙ୍କର କାର୍ଯ୍ୟକାଳ ଶେଷ […]
ଭୁବନେଶ୍ବର: ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଆଜି ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ କରାଯାଇଛି। ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ବିଭାଗ….. ମୋହନ ମାଝୀ: ମୁଖ୍ୟମନ୍ତ୍ରୀ, ଗୃହ, ସାଧାରଣ ପ୍ରଶାସନ ବିଭାଗ କନକବର୍ଦ୍ଧନ ସିଂହଦେଓ: ଉପ ମୁଖ୍ୟମନ୍ତ୍ରୀ, କୃଷି, ଶକ୍ତି ପ୍ରଭାତୀ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ରଜରେ ମଜାମଜଲିସ ଚାରିଆଡେ ଚାଲିଥିବା ବେଳେ ପୋଖରୀରେ ଦୁଇ ନାବାଳକ ଭାଇ ବୁଡି ମୃତ୍ୟୁବରଣ କରିଛନ୍ତି। ରେଢ଼ାଖୋଲ ଥାନା କଳିନ୍ଦର ଗ୍ରାମରେ ଏଭଳି ଘଟଣା ଘଟିଛି। ପ୍ରକାଶ ଯେ, ଆଜକୁ ଦେଢ ବର୍ଷ ହେବ ଅନୁଗୁଳ ଜିଲ୍ଲାର […]
ଭୁବନେଶ୍ୱର: କୁଏତ୍ ଭୟାବହ ଅଗ୍ନିକାଣ୍ଡରେ ୨ ଓଡ଼ିଆ ମହମ୍ମଦ ଜହୁୂର ଓ ସନ୍ତୋଷ ଗୌଢ଼ଙ୍କ ମୃତ୍ୟୁ ଘଟିଛି । ଜହୁରଙ୍କ ଘର କଟକ ଜିଲା ତିଗିରଆ ଥାନା ଅନ୍ତର୍ଗତ କରଡାପଲ୍ଳୀ ଗ୍ରାମରେ ହୋଇଥିବା ବେଳେ ସନ୍ତୋଷଙ୍କ ଘର ଗଞ୍ଜାମ ଜିଲ୍ଲା ପୁରୁଷୋତମ […]
ଭୁବନେଶ୍ବର: ଆଜି ରାଜ୍ୟ ଅତିଥୀ ଭବନରେ ଥିବା ଅସ୍ଥାୟୀ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ଲୋକାଭିମୁଖୀ କାମ କରିବା ପାଇଁ ସେ ପୋଲିସ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ଯେଉଁମାନେ ଥାନାର […]
ନୂଆଦିଲ୍ଲୀ: ଆଜି କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍ ପୁରସ୍କାର ଓ ଯୁବ ପୁରସ୍କାର ଘୋଷଣା କରାଯାଇଛି। ଆଜି ଗୁଜରାଟର ନର୍ମଦା ଜିଲ୍ଲାରେ ଅନୁଷ୍ଠିତ କେନ୍ଦ୍ର ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ବୈଠକରେ ଏହି ଘୋଷଣା କରାଯାଇଛି। ଏଥିରେ ୨୦୨୪ ବର୍ଷ ପାଇଁ […]