ନୂଆଦିଲ୍ଲୀ: ଆଜି କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍ ପୁରସ୍କାର ଓ ଯୁବ ପୁରସ୍କାର ଘୋଷଣା କରାଯାଇଛି। ଆଜି ଗୁଜରାଟର ନର୍ମଦା ଜିଲ୍ଲାରେ ଅନୁଷ୍ଠିତ କେନ୍ଦ୍ର ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ବୈଠକରେ ଏହି ଘୋଷଣା କରାଯାଇଛି। ଏଥିରେ ୨୦୨୪ ବର୍ଷ ପାଇଁ […]
ଭୁବନେଶ୍ବର: ପ୍ରାୟ ଦୁଇମାସ ନିରବତା ପରେ ଏବେ ଭୁବନେଶ୍ବର ସଂସଦୀୟ ଅଞ୍ଚଳରେ ପ୍ରବେଶ କରିଛନ୍ତି ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର। ଚଳିତ ନିର୍ବାଚନରେ ଶ୍ରୀମୟୀଙ୍କୁ ନେଇ ସାରା ରାଜ୍ୟରେ ବେଶ ଚର୍ଚ୍ଚା ଚାଲିଥିଲା। କାରଣ ତାଙ୍କୁ ଭୁବନେଶ୍ବରର ସାଂସଦ ପ୍ରାର୍ଥୀ କରିବ […]
ଝାରସୁଗୁଡା: ନିର୍ବାଚନ ଶେଷ ହୋଇଯାଇଥିଲେ ମଧ୍ୟ ଶେଷ ହୋଇ ନାହିଁ ବିବାଦ। ବର୍ତ୍ତମାନ ଇଭିଏମ ବିବାଦ ନେଇ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି ଦୀପାଳି ଦାସ। ଦୀପାଳି ଝାରସୁଗୁଡା ବିଧାନସଭା ପାଇଁ ବିଜେଡି ପ୍ରାର୍ଥୀ ହୋଇ ହାରିଯାଇଛନ୍ତି। ସେ ବିଜେପିର […]
ଭୁବନେଶ୍ଵର: ଓଡିଶାର ୧ ନମ୍ବର ଚ୍ୟାନେଲ ଜୀ ସାର୍ଥକ ସବୁବେଳେ ଲୋକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଛି। ଦର୍ଶକେ ଦେଖିବାକୁ ଭଲ ପାଉଥିବା କାହାଣୀକୁ ଆଧାରିତ କରି ଅନେକ ଧାରାବାହିକ ସହିତ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଦର୍ଶକଙ୍କୁ ଭେଟି ଦେଇଛି ଜୀ […]
ରଣପୁର: ରଣପୁରର ଅଧିଷ୍ଠାତ୍ରୀ ଦେବୀ ଭାବେ ମା’ ମଣିନାଗ ପୂଜା ପାଆନ୍ତି। ପାହାଡ ଶିଖରରେ ମଣିନାଗ ପୂଜା ପାଉଥିବାବେଳେ ପାହାଡ ପାଦ ଦେଶରେ ବି ମା’ ମଣିନାଗ ପୂଜା ପାଆନ୍ତି। ପ୍ରତିଦିନ ଏଠାକୁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପର୍ଯ୍ୟଟକଙ୍କ ସୁଅ ଛୁଟେ। କିନ୍ତୁ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଧରାକୋଟ ଥାନ ଅନ୍ତର୍ଗତ ବାହାଡାଗୁଡା ଛକରେ ଅଭାବନୀୟ ଘଟଣା ଘଟିଛି। ସେଠାରେ ଦୋକାନ ଭିତରେ ମାଲବାହୀ ଟ୍ରକ୍ ପଶି ଯିବା ଫଳରେ ଦୋକାନ ମାଲିକ ମହେନ୍ଦ୍ର ବିଷୋୟୀଙ୍କ ମୃତ୍ୟୁ ହୋଇଛି। ଟ୍ରକ୍ ଚକା […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ପବନ ପ୍ରଭାବରେ ଗଛ ପଡି ଜଣେ ବ୍ୟକ୍ତି ଙ୍କ ମୃତ୍ୟୁ ହୋଇଥିବା ବେଳେ ବ୍ୟାପକ କ୍ଷୟ କ୍ଷତି ହୋଇଥିବା ଖବର ଜଣାପଡିଛି। ମୃତକକୁ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି ଗ୍ରାମବାସୀ। […]
ଭୁବନେଶ୍ବର: ସମୟ ଥିଲା ଅପରାହ୍ନ। ରାଜ୍ୟ ସଂଗ୍ରହାଳୟରେ ହଜାର ହଜାର ପୁଅ, ଝିଅ ଓ ଦର୍ଶକମାନଙ୍କ ଭିଡ। ପାରମ୍ପରିକ ଲୋକକଳା, ଲୋକନୃତ୍ୟ, ଲୋକବାଦ୍ୟରେ ଭରି ଉଠୁଥିଲା ସଂଗ୍ରହାଳୟ ପରିସର। ଏହି ସମୟରେ ଆସି ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। […]
ଭୁବନେଶ୍ବର: ରଜର ମୁଖ୍ୟ ଆକର୍ଷଣ ହେଉଛି ପୋଡ ପିଠା। ଚାଉଳ ଜନ୍ତୁଣୀରୁ ପ୍ରସ୍ତୁତ ହୋଇଥାଏ ଏହି ପିଠା। ଯାହାକି ପ୍ରତିଟି ଓଡିଆ ଘରେ ଏହି ପୋଡପିଠାର ମହକ ଖେଳିହୋଇଯାଏ। ତେବେ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଯେ ପୋଡପିଠା ମଧ୍ୟ ପ୍ରଭୃ ଶ୍ରୀଜଗନ୍ନାଥଙ୍କ […]
ଭୁବନେଶ୍ବର: ରଜ ନାମଟି ଉଚ୍ଚାରଣ କରିବା ମାତ୍ରେ ଆଖି ଆଗକୁ ଝଲସି ଆସି ପୋଡପିଠା ଆଉ ତାହାର ବାସ୍ନା। କାରଣ ଏହି ପୋଡପିଠା କେବଳ ରଜରେ ହିଁ କରାଯାଇଥାଏ। ପୋଡପିଠା ଆଉ ପାନଖିଆ ହେଉଛି ରଜର ଏକ ସ୍ବତନ୍ତ୍ର ପରଂପରା। ତେବେ ସାଧାରଣରେ […]
ଭୁବନେଶ୍ବର: ଆଜି ହେଉଛି ପହିଲି ରଜ। ଏହି ରଜରେ ରାଜା ସ୍ବାଇଁ ତଥା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆଜି କାମଚଳା ବାଚସ୍ପତି ଭାବେ ଶପଥ ଗ୍ରହଣ କରିଛନ୍ତି।ଆଜି ରାଜଭବନରେ ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି। ରଣେନ୍ଦ୍ର ପ୍ରତାପ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି।ମିଉଜିୟମ୍ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ […]
ନୂଆଦିଲ୍ଲୀ: ଆଜି ହେଉଛି ରଜ। ଏହି ଉପଲକ୍ଷେ ଓଡିଶାର ଗାଁଗଣ୍ଡା ବେଶ ଉତ୍ସବ ମୁଖର। ଝିଅମାନେ ସୁନ୍ଦର ବେଶଭୂଷା ସହିତ ଦୋଳି ଖେଳି ଏହି ଉତ୍ସବ ପାଳନ କରିଥାନ୍ତି। ତିନିଦିନ ଧରି ଏହି ଉତ୍ସବ ପୁରପଲ୍ଲୀରେ ପାଳିତ ହେବ। ସେହି ଉପଲକ୍ଷେ […]
ଭୁବନେଶ୍ବର: ଆଜି ସାରା ଓଡିଶାରେ ବେଶ ଧୂମଧାମରେ ପାଳିତ ହେଉଛି ରଜ। ରଜଗୀତ ବୋଲି ଦୋଳିରେ ଝୁଲି ଝିଅମାନେ ଏହି ଉତ୍ସବକୁ ବେଶ୍ ଆନନ୍ଦର ସହ ପାଳନ କରନ୍ତି। ମୁଖ୍ୟତଃ ତିନିଦିନ ଧରି ଏହି ରଜ ଉତ୍ସବ ପାଳିତ ହୋଇଥାଏ। ପ୍ରଥମେ ପହିଲି […]
ଭୁବନେଶ୍ବର: ଓଡିଶା ବିଧାନସଭାର ବରିଷ୍ଠ ସଦସ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ ହେବେ କାମଚଳା ବାଚସ୍ପତି। ଏ ନେଇ ଆଜି ରାଜ୍ୟପାଳ ରଘୁବର ଦାସ ତାଙ୍କୁ ନିଯୁକ୍ତ କରିଛନ୍ତି। ସେ ବାଚସ୍ପତି ନିର୍ବାଚନ ପର୍ୟ୍ୟନ୍ତ ଏହି କାର୍ୟ୍ୟ କରିବେ। ଆସନ୍ତା ୧୮ ଏବଂ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ଐତିହାସିକ ଶପଥ ଗ୍ରହଣ ସମାରୋହର କିଛି ଦୃଶ୍ୟକୁ ନେଇ ଏକ ଭିଡିଓ ଶେୟାର କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି; “ଓଡ଼ିଶାରେ ଐତିହାସିକ ଶପଥ ଗ୍ରହଣ ସମାରୋହର କିଛି ଝଲକ!” https://x.com/narendramodi/status/1800931096982339643?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1800931096982339643%7Ctwgr%5E86e69b5e392f9dc01da3ef96ff4b34b3a10a2548%7Ctwcon%5Es1_&ref_url=https%3A%2F%2Fpib.gov.in%2FPressReleasePage.aspx%3FPRID%3D2024883
ଭୁବନେଶ୍ବର: ସାଧାରଣତଃ ରଜ ଗୀତଟି ଓଡିଶାର ପୁରପଲ୍ଲୀରେ ବେଶ୍ ଆଦୃତି ଲାଭ କରିଛି। ଏହି ଏକ ଲୋକଗୀତ। ଯାହା ପିଢି ପରେ ପିଢି ଗାଇ ଆସୁଛନ୍ତି। ଏହି ଗୀତକୁ କିଏ ରଚନା କରିଛି ତାହା ଏ ପର୍ୟ୍ୟନ୍ତ କେହି ଜାଣନ୍ତି ନାହିଁ। […]
ରଣପୁର: ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶରେ ରଣପୁର ପୋଲିସର ତତ୍ପରତାରେ ରଣପୁରରେ ହତ୍ୟା, ଚୋରି, ଡକାୟତ ଘଟଣାଗୁଡିକୁ ଗୁରୁତ୍ୱ ଦିଆଯାଇ ସମାଧାନ ନିମନ୍ତେ ତୁରନ୍ତ ପଦକ୍ଷେପ ନିଆଯାଉଛି। ଯାହା ଫଳରେ ଖୁବ କମ ଦିନ ଭିତରେ ଘଟଣାଗୁଡିକର ସମାଧାନ ସହିତ […]
ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ପକ୍ଷରୁ ରଜ ପିଠା ପ୍ରତିଯୋଗିତା ବୁଧବାର ଆୟୋଜିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ମହିଳାମାନେ ଘରେ ପ୍ରସ୍ତୁତ କରି ବିଭିନ୍ନ ପ୍ରକାର […]
ଭୁବନେଶ୍ବର: ରାଜ୍ୟରେ ନୂଆ ସରକାର ଆସିବା ପରେ ନୂଆ ନୂଆ ପଦକ୍ଷେପ ନେବାରେ ଲାଗିଛନ୍ତି। ସେହିପରି ଏକ ବଡ ପଦକ୍ଷେପ ହେଲା ରାଜ୍ୟରୁ 5ଟି ବା ମୋ ସରକାର ବ୍ୟବସ୍ଥାକୁ ଉଚ୍ଛେଦ କରିଛନ୍ତି। ଏହାର ଲୋଗୋ କୌଣସି ସରକାରୀ କାର୍ଯ୍ୟକ୍ରମ କିମ୍ବା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ଦୁଇ ଅଫିସରଙ୍କ କାର୍ଯ୍ୟକାଳକୁ ପୁଣି ବଢେଇ ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ପି କେ ମିଶ୍ରଙ୍କ କାର୍ଯ୍ୟକାଳ ପୁଣି ବୃଦ୍ଧି କରାଯାଇଛି। ଗୁଜୁରାଟ କ୍ୟାଡରର ଏହି ଆଇଏଏସ ଅଫିସର […]