ଭୁବନେଶ୍ଵର: ଓଡିଶାର ସବୁଠୁ ଲୋକପ୍ରିୟ ଓଡିଆ ମନୋରଂଜନ ଚ୍ଯାନେଲ୍, ଜୀ ସାର୍ଥକ ସବୁବେଳେ ଦର୍ଶକଙ୍କ ପସନ୍ଦକୁ ଗୁରୁତ୍ବ ଦେବା ସହିତ ଓଡିଆ ପର୍ବପର୍ବାଣୀ ଓ ପରମ୍ପରାକୁ ଗୁରୁତ୍ବ ଦେବା ସହ ବିଭିନ୍ନ ପ୍ରୋଗ୍ରାମ ମାଧ୍ୟମରେ ସାମାଜିକ ସଚେତନତା ଶୃତସ୍ଥି କରିଥାଏ। ତେବେ […]
ଭୁବନେଶ୍ବର: ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ […]
ଭୂବନେଶ୍ବର: ଗତକାଲି ରାଜ୍ୟରେ ନୂଆ ସରକାର ଗଠନ ହୋଇଛି। ନୂଆ ସରକାର ଗଠନ ହେବା ମାତ୍ରେ ରାଜ୍ୟରେ ସିବିଆଇ ବଡ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଡାକ ସେବକ ନିଯୁକ୍ତି ମାମଲାରେ ସିବିଆଇ ରାଜ୍ୟର ୬୭ ଟି ସ୍ଥାନରେ ଚଢାଉ କରିଛି। ଜାଲ […]
ଭୁବନେଶ୍ୱର: ଭାରତର ଅନ୍ୟତମ ବିଶ୍ୱସ୍ତ ଅଳଙ୍କାର ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍ସ ଓଡିଶାରେ ପ୍ରସିଦ୍ଧ ରଜ ପର୍ବ ପାଇଁ ଏକ ସ୍ୱତନ୍ତ୍ର ଅଳଙ୍କାର ସମ୍ଭାର ଶୁଭାରମ୍ଭ ଘୋଷଣା କରିଛି। ଜୁନ୍ ୧୪ ତାରିଖରୁ ଆରମ୍ଭ ହେଉଥିବା ତିନି ଦିନିଆ ରଜ ପର୍ବ ନାରୀତ୍ତ୍ୱ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ ବିଧାୟକ ମାନଙ୍କ ଉପସ୍ଥିତିରେ ଆଜି ଭକ୍ତ ମାନଙ୍କ […]
ଭୁବନେଶ୍ବର: ଦୀର୍ଘ ୨୪ ବର୍ଷ ଅପେକ୍ଷା ପରେ ଚିଲିକା ନିର୍ବାଚନ ମଣ୍ଡଳୀକୁ ମିଳିଛି ମନ୍ତ୍ରୀପଦ। ଗତକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଚିଲିକାର ନବ ନିର୍ବାଚିତ ବିଧାୟକ ପୃଥୀରାଜ ହରିଚନ୍ଦନ। ସେ ପ୍ରଥମ ଥର ପାଇଁ ବିଜୟ ଲାଭ କରିଛନ୍ତି। […]
ଭୁବନେଶ୍ବର: ବୁଧବାର ଦିନ ହୋଇଥିବା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ ଯେତିକି ଚର୍ଚ୍ଚା ହୋଇ ନାହିଁ ତାହାଠାରୁ ଅଧିକ ଚର୍ଚ୍ଚା ହୋଇଛି ନବୀନ ପଟ୍ଟନାୟକଙ୍କ ଯୋଗଦାନ। ଏହି ଖବର ବୁଧବାର ରାତିସାରା ଟ୍ରେଣ୍ଡିଂ ହେବାରେ ଲାଗିଛି। ଜାତୀୟ ଗଣମାଧ୍ୟମ ବିଭିନ୍ନ […]
ଭୁବନେଶ୍ବର: ବୁଧବାର ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିଛି। ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଥିବା ବେଳେ ଉପ-ମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂ ଦେଓ ଓ ପ୍ରଭାତୀ ପରିଡ଼ା ଶପଥ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରାକରଣ ଦିବସ ଉପଲକ୍ଷେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଓ ଆଇ ଏସ୍ ଆର ଡି ସ୍ବେଚ୍ଛାସେବୀ ସଂସ୍ଥା ତରଫରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଆଇ ଏସ୍ ଆର ଡି […]
ଭୁବନେଶ୍ଵର: ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ (ଏମ୍ଏନ୍ଆରଇ) ପକ୍ଷରୁ ଭାରତୀୟ ଅକ୍ଷୟ ଶକ୍ତି ବିକାଶ ଏଜେନ୍ସି ଲିମିଟେଡ୍ (ଆଇଆରଇଡିଏ) ସହଯୋଗରେ ଆଜି ଭୁବନେଶ୍ୱରସ୍ଥିତ ଏକ ଘରୋଇ ହୋଟେଲରେ ଗ୍ଲୋବାଲ ୱିଣ୍ଡ ଡେ’ ପାଇଁ ଏକ ପ୍ରାକ୍ କାର୍ଯ୍ୟକ୍ରମ ସମ୍ମିଳନୀ ଅନୁଷ୍ଠିତ […]
ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ମୋହନ ଚରଣ ମାଝୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଶୁଭକାମନା ଜ୍ଞାପନ କରିଛନ୍ତି। […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ବୁଧବାର ସନ୍ଧ୍ୟାରେ ୧୬ ନଂ ଜାତୀୟ ରାଜପଥ ବାଲୁଗାଁ ବାଇପାସ ଠାରେ ପାଞ୍ଚଟି ଟାଟା ଏସି ଗାଡି ଜବତ କରିବାସହ ସେଥିରୁ ୧୮ ଟି ମଇଁଷି ଉଦ୍ଧାର କରାଯାଇଛି। ଖବର ମୁତାବକ କୌଣସି ସୂତ୍ରରୁ ବାଲୁଗାଁ ବଜରଙ୍ଗୀ […]
ଭୁବନେଶ୍ବର: ଆଜି ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ହୋଇଛି। ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ଆଜି ୧୬ ଜଣିଆ ମନ୍ତ୍ରୀମଣ୍ଡଳ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ନୂଆ ସରକାରରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ […]
ଭୁବନେଶ୍ବର: ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଛନ୍ତି। କ୍ୟାବିନେଟ୍ ପରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ […]
ଭୁବନେଶ୍ବର: ଆଜି ଭୁବନେଶ୍ବରର ଜନତା ମଇଦାନରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ମାଝୀ। ତାଙ୍କ ସହିତ ୧୫ ଜଣିଆ ମନ୍ତ୍ରୀ ମଣ୍ଡଳ ମଧ୍ୟ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଉପମୁଖ୍ୟମନ୍ତ୍ରୀ ଥିବା ବେଳେ ୮ ଜଣ କ୍ୟାବିନେଟ […]
ଭୁବନେଶ୍ଵର: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମୋହନ ଚରଣ ମାଝୀ। ଓଡିଶାର ରାଜ୍ୟପାଳ ରଘୁବର ଦାସ ନୂତନ ମୁଖ୍ୟମନ୍ତ୍ରୀଙ୍କୁ ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ନିତିନ […]
ଭୁବନେଶ୍ଵର: ମେ ୨୫ ତାରିଖରେ ଭୋଟ ଗ୍ରହଣ ବେଳେ ଇଭିଏମ ଭଙ୍ଗାରୁଜାକୁ ନେଇ ତତ୍କାଳୀନ ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ପ୍ରଶାନ୍ତଙ୍କୁ ପୋଲିସ ଗିରଫ ମଧ୍ୟ […]
ଭୁବନେଶ୍ବର: ଆଜି ମଧ୍ୟାହ୍ନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ସେ କରାକେଡରେ ନବୀନ ନିବାସରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ସ୍ବାଗତ କରାଯାଇ ଫୁଲତୋଡା ଦିଆଯାଇଥିଲା। ଏହାପରେ ମୋହନ ମାଝୀ ନବୀନଙ୍କ ସହିତ […]
ଭୁବନେଶ୍ବର: ଆଜି ରାଜ୍ୟର ପ୍ରଥମ ବିଜେପି ସରକାର ଶପଥ ଗ୍ରହଣ କରିବେ। ସେଥିପାଇଁ ଭୁବନେଶ୍ବରର ଜନତା ମଇଦାନକୁ ବେଶ ପ୍ରସ୍ତୁତ କରି ରଖାଯାଇଛି। ତେବେ ଏହି ଉତ୍ସବର ମୁଖ୍ୟ ଆକର୍ଷଣ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଆନ୍ଧ୍ର ପ୍ରଦେଶରେ ଚନ୍ଦ୍ରବାବୁ […]
ଭୁବନେଶ୍ଵର: ଆଜି ଓଡିଶାରେ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଅପରାହ୍ନ ୪.୪୫ ମିନିଟରେ ଅନୁଷ୍ଠିତ ହେବ। ଓଡିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ସମେତ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ […]
ଭୁବନେଶ୍ବର: ଆଜି ଅପରାହ୍ନରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେନ୍ଦୁଝର ବିଧାୟକ ମୋହନ ମାଝୀ। ଭୁବନେଶ୍ବର ଜନତା ମଇଦାନରେ ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟ ସରକାରଙ୍କ ତରଫରୁ ସେଠାରେ ବ୍ୟାପକ ଆୟୋଜନ କରାଯାଇଛି। ଏଥିସହିତ […]