ଭୁବନେଶ୍ବର : ରାଜ୍ୟରେ ଆଜି 3ହଜାର 25 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1844ଜଣ ଚିହ୍ନଟ […]
ଭୁବନେଶ୍ବର, ଶନିବାର ଓ ରବିବାର ବ୍ୟତୀତ ସପ୍ତାହରେ ପାଞ୍ଚଦିନ ଚଳାଚଳ କରୁଥିବା ୦୨୮୬୧/୦୨୮୬୨ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ସେବାକୁ ୨୦୨୦ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଅଛି। ୦୨୮୬୧ ରାଉରକେଲା-ଭୁବନେଶ୍ୱର ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ରାଉରକେଲା ଠାରୁ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଆଗାମୀ ବର୍ଷ ପାଇଁ ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ବିନିଯୋଗ ଯୋଜନା ଏବଂ ପ୍ରକଳ୍ପ ଉପରେ ସନ୍ତୋଷ ବ୍ୟକ୍ତ କରିଛନ୍ତି। ଶ୍ରୀ ତ୍ରିପାଠୀ ଗୋପାଳପୁର ବନ୍ଦରର […]
ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ତରଫରୁ ସେପ୍ଟେମ୍ବର ମାସ ପାଇଁ ଅନଲକ ୪.୦ ର ଗାଇଡଲାଇନ ଜାରି କରାଯାଇଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଅନୁଯାୟୀ ସପ୍ତାହନ୍ତ ସଟଡାଉନକୁ ହଟାଯାଇଥିବା ବେଳେ ରାତ୍ରୀକାଳୀନ କର୍ଫ୍ୟୁ କଟକଣାକୁ ମଧ୍ୟ କୋହଳ କରାଯାଇଛି। ସେପ୍ଟେମ୍ବର ୩୦ […]
ଭୁବନେଶ୍ବର: ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ରାୟଗଡାରୁ ସର୍ବାଧିକ ୬୦୮ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୪୬୮, […]
ଭୁବନେଶ୍ୱର: ରାଜ୍ୟ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନା ସଂକ୍ରମିତ ଭାବେ ଚିହ୍ନଟ ହୋଇଛନ୍ତି। ଆଜି ତାଙ୍କର ନମୂନା ପରୀକ୍ଷା ରିପୋର୍ଟ ଆସିବା ପରେ ସେ କରୋନା ଆକ୍ରାନ୍ତ ହୋଇଥିବା ନିଜେ ଟ୍ୱିଟର ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ଏହାସହିତ ତାଙ୍କ […]
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଥିଲେ । ସେଠାରୁ ଫେରିବା ପରେ ଏକ ଉଚ୍ଚସ୍ତରୀୟ ବୈଠକରେ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ […]
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ରାଜ୍ୟର ବନ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିଛନ୍ତି। ପରିଦର୍ଶନ ପରେ ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି । ଆଜି ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବହୁ ଜିଲ୍ଲା ଜଳମଗ୍ନ ହୋଇଥିବାବେଳେ […]
ଭୁବନେଶ୍ବର : ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର । ବନ୍ୟାଦୃଷ୍ଟିରୁ ଆବେଦନ ଅବଧି ବଢାଯାଇଥିବା କହିଲେ ଗଣଶିକ୍ଷା ମନ୍ତ୍ରୀ। ସେପ୍ଟେମ୍ବର 4 ପରିବର୍ତ୍ତେ ସେପ୍ଟେମ୍ବର 11 ଯାଏଁ ସରକାର ଯୁକ୍ତ ଦୁଇ ଆବେଦନ ଅବଧିକୁ […]
ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 404 ପଜିଟିଭ୍ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଭୁବନେଶ୍ବରରୁ ଆଜି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା ସୁସ୍ଥ ହୋଇଛନ୍ତି 273 ଜଣ । ଭୁବନେଶ୍ବରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା 10 ହଜାର 425ରେ […]
କନ୍ଦର୍ପ ବେହେରା ରେଢାଖୋଲ : ରେଢାଖୋଲ ଥାନା ବଡବାହାଳ ପଂଚାୟତର ଖଣ୍ଡହତା ଗ୍ରାମରେ ଜଣେ ବ୍ୟକ୍ତିବିଷ ପାନ କରି ଆତ୍ମ ହତ୍ୟା କରିଥିବା ଘଟଣା ରେଢାଖୋଲ ପୋଲିସ୍ ସୂତ୍ରରୁ ପ୍ରକାଶ । ପ୍ରକାଶ ଯେ,ଖଣ୍ଡହତା ଗ୍ରାମର ପ୍ରହଲ୍ଲାଦ ମାଝୀ(୫୦) ତାଙ୍କ ସ୍ତ୍ରୀଙ୍କ […]
କନ୍ଦର୍ପ ବେହେରା ରେଢାଖୋଲ : ଆଜି ରେଢାଖୋଲ ଥାନା କଦଳୀଗଡ ନିକଟସ୍ଥ ଅନୁଗୋଳ ଜିଲ୍ଲା କିଆକଟା ଥାନା ଟୁସର ପଂଚାୟତର ଓରଡା ପୋଲ ନିକଟରୁ ଜଣେ ଅଚିହ୍ନା ଯୁବତୀର ମୃତ ଦେହକୁ କିଆକଟା ପୋଲିସ୍ ଉଦ୍ଧାର କରିଛି । ପ୍ରକାଶ ଯେ, […]
ଭୁବନେଶ୍ୱର: ମଧୁବାବୁ ପେନସନ ଯୋଜନା ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ଚାରି ମାସର ଅଗ୍ରୀମ ମଧୁବାବୁ ପେନସନ ଟଙ୍କା ପାଇବେ ହିତାଧୀକାରୀ । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳୀନ ଚାରି ମାସର ଭତ୍ତା । […]
ଭୁବନେଶ୍ବର : କରୋନା ସଙ୍କଟ ସମୟରେ ସବୁ ପୂଜା ପର୍ବ ଉପରେ କଟକଣା ଲାଗିଛି । ଦ୍ବୈତନଗରୀରେ କୋଭିଡ କଟକଣା ଭିତରେ ପୂଜା କରାଯିବ ବୋଲି ସୂଚନା ରହିଛି । ଭୁବନେଶ୍ବରରେ ଆଡମ୍ବରଶୂନ୍ୟ ପୂଜା କରିବାକୁ ନିଷ୍ପତ୍ତି ନିଆଯାଇଛି । ବିଭିନ୍ନ […]
ଭୁବନେଶ୍ବର : କରୋନା ଯୋଗୁଁ ଆଜି ରାଜ୍ୟର 10 ଜଣଙ୍କ ଜୀବନ ଯାଇଛି । କନ୍ଧମାଳ ଓ ଖୋର୍ଦ୍ଧାରୁ ସର୍ବାଧିକ 3 ଜଣ ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ ଗଞ୍ଜାମ, ନୟାଗଡ, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ବୋଲି […]
ଭୁବନେଶ୍ବର : ଆଜି 30ଟି ଜିଲ୍ଲାରୁ 2 ହଜାର 602 ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 616 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ 236, ଗଞ୍ଜାମରୁ 190, କେନ୍ଦ୍ରାପଡାରୁ 128, କୋରାପୁଟରୁ 127, ଯାଜପୁର ଓ […]
ଭୁବନେଶ୍ବର : ରାଜ୍ୟରେ ଆଜି 2ହଜାର 602 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1561ଜଣ ଚିହ୍ନଟ […]
ଆସିକା : ମର୍ଣ୍ଣିଂ ଓ୍ବାର୍କ କରୁଥିବା ସମୟରେ ଏକ ଅଜଣା ଗାଡି ଧକ୍କାରେ ମାଉସୀ-ଝିଆରୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଗଞ୍ଜାମ ଜିଲ୍ଲା କୋଟିନଡା ଫାଣ୍ଡି ଅନ୍ତର୍ଗତ କେ.ଲଛମନପଲ୍ଲୀ ନିକଟରେ ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।ଏହି ଦୁର୍ଘଟଣାରେ […]
ଚାନ୍ଦବାଲି : ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ କରୋନା । ଏନେଇ ସୋସିଆଲ ମିଡିଆରେ ବିଧାୟକ ଜଣକ ସୂଚନା ଦେବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଆଇସୋଲେସନ୍ରେ ରହିବାକୁ ପରାମର୍ଶ ଦେଇଛନ୍ତି । ସୂଚନାଯୋଗ୍ୟ, ରାଜ୍ୟରେ ବହୁ ବିଧାୟକ, ମନ୍ତ୍ରୀ […]
ନୂଆଦିଲ୍ଲୀ : ଏହି ସପ୍ତାହରେ ଅବସର ନେବାକୁ ଯାଉଥିବା ସୁପ୍ରିମକୋର୍ଟର ବିଚାରପତି ଅରୁଣ ମିଶ୍ର କୋଭିଡ -19 ମହାମାରୀ କାରଣରୁ ବିଭିନ୍ନ ବାର ତରଫରୁ ଆସିଥିବା ବିଦାୟ ସମ୍ବର୍ଦ୍ଧନା ଆମନ୍ତ୍ରଣକୁ ମନା କରି ଦେଇଛନ୍ତି। ଜଷ୍ଟିସ ଅରୁଣ ସେପ୍ଟମ୍ବର 2 ତାରିଖରେ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ପରିଦର୍ଶନ କରିବେ। ରାଜ୍ୟରେ ତିନୋଟି ଲଘୁଚାପ ସୃଷ୍ଟି ଯୋଗୁଁ ବିଭିନ୍ନ ନଦୀରେ ବନ୍ୟା ସୃଷ୍ଟି ହୋଇଛି। ଫଳରେ ଅନେକ ଜିଲ୍ଲା ବନ୍ୟା ଦ୍ବାରା ପ୍ରଭାବିତ ହୋଇଛି। ମୁଖ୍ୟମନ୍ତ୍ରୀ ଆକାଶ […]