ଭୁବନେଶ୍ବର, ଉତ୍ତର ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେ ଧିରେ ସ୍ପଷ୍ଟ ରୂପ ନେବାରେ ଲାଗିଛି। ଫଳରେ ଗତକାଲି ରାତିରୁ ଓଡିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ପବନ ମଧ୍ୟ ପ୍ରବାହିତ ହେବାରେ ଲାଗିଛି। ବିଶେଷ କରି କଟକ […]
ଭୁବନେଶ୍ବର, କବି ପଦ୍ମଶ୍ରୀ ହଳଧର ନାଗଙ୍କ ନିର୍ବାଚିତ କବିତା ସଙ୍କଳନର ଇଂରାଜୀ ଅନୁବାଦିତ ପୁସ୍ତକ ବର୍ତ୍ତମାନ ଅନଲାଇନରେ ଉପଲବ୍ଧ ହୋଇଛି। ଏହାର ଇଂରାଜୀ ଅନୁବାଦ କରିଛନ୍ତି ସୁରେନ୍ଦ୍ର ନାଥ। ଓଡିଶାରେ ବିଶେଷ କରି ସମ୍ବଲପୁରରେ ହଳଧରଙ୍କ କବିତା ବେଶ୍ ଅଦୃତି ଲାଭ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ସର୍ବାଧିକ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କୁଜଙ୍ଗ ବ୍ଲକରୁ ୩୩ଜଣ, ବାଲିକୁଦା ବ୍ଲକରୁ ୨ଜଣ, ଏରସମା ବ୍ଲକରୁ ୩ଜଣ, ଜଗତସିଂହପୁର ବ୍ଲକରୁ ୩ଜଣ, ରଘୁନାଥପୁର ବ୍ଲକରୁ ଜଣେ, ତିର୍ତ୍ତୋଲ […]
ଭୁବନେଶ୍ବର: ଆଜି ରାଜ୍ୟରେ ସର୍ବାଧିକ ୨୫୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୬୨୭ ଜଣ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୨୬୬ ଜଣ କରୋନା […]
ଭୁବନେଶ୍ବର : ରାଜ୍ୟରେ ଶସ୍ତା ହେଲା କରୋନା ଟେଷ୍ଟ । ଏଣିକି ଘରୋଇ ସଂସ୍ଥାରେ କୋଭିଡ୍ ଟେଷ୍ଟ ଶସ୍ତା ହେବ । 12ଶହ ଟଙ୍କାରେ ହେବ ଆର୍ଟି ପିସିଆର ଟେଷ୍ଟ । 2200 ଟଙ୍କାରୁ କମି 12 ଶହ ଟଙ୍କା ହେବ […]
ଭୁବନେଶ୍ୱର: ଲୋକପ୍ରିୟ ବିଶ୍ବସ୍ବରୀୟ ପତ୍ରିକା ‘ଡିଜିନ୍’ରେ ସ୍ଥାନ ପାଇଛି ଓଡ଼ିଶାର କୃଷି ଭବନ । ଭାରତର ସର୍ବପ୍ରଥମ ସରକାରୀ ସୌଧ ଭାବେ ଓଡ଼ିଶାର କୃଷିଭବନର ନିର୍ମାଣ ଶୈଳୀକୁ ଅନ୍ତର୍ଜାତୀୟ ପତ୍ରିକାରେ ସ୍ଥାନିତ କରାଯାଇଛି। ସମ୍ବଲପୁର ଶାଢି ଡିଜାଇନରେ ଏହି କୃଷି ଭବନ […]
ସୀତାରାମ ଅଗ୍ରଓ୍ବାଲ ଟାଙ୍ଗୀ : ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବ୍ଳକ ଛକ ନିକଟରେ ଏକ ବାଇକ ଦୁର୍ଘଟଣା ଘଟିଯାଇଛି । ସୂଚନା ଅନୁସାରେ ଏକ ବାଇକ ଯୋଗେ ତିନି ଜଣ ଯାଉଥିବା ବେଳେ ଟାଙ୍ଗୀ ବ୍ଳକ ଛକ ନିକଟରେ […]
ଭୁବନେଶ୍ୱର : ଓଡ଼ିଶାରେ ବ୍ରୋଞ୍ଜ ପ୍ରତିମୂର୍ତ୍ତି ନିର୍ମାଣର ଜନକ ପ୍ରଖ୍ୟାତ ଭାସ୍କର୍ଯ୍ୟଶିଳ୍ପୀ ସ୍ୱର୍ଗତ ବିପ୍ରଚରଣ ମହାନ୍ତିଙ୍କ ୧୧ତମ ଶ୍ରାଦ୍ଧବାର୍ଷିକୀ ୨୫ ଅଗଷ୍ଟ ମଙ୍ଗଳବାର ଦିନ ପାଳନକରାଯାଇଛି। ଏହି ଅବସରରେ ବିପ୍ରଚରଣ ମହାନ୍ତି ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଶାସ୍ତ୍ରୀନଗରସ୍ଥିତ ଶିଳ୍ପୀଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ […]
ଭୁବନେଶ୍ବର : କରୋନାରେ କ୍ଷତିଗ୍ରସ୍ତ ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର ପାଇଁ ପ୍ୟାକେଜ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ – 19 ସହାୟତା ପ୍ୟାକେଜ୍କୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରାମାଞ୍ଚଳରେ ରହୁଥିବା ଗରିବ ଓ […]
ଭୁବନେଶ୍ବର : ନିଟ୍ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ଚିଠି ଲେଖିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ ଅନୁରୋଧ କରି ଚିଠି ଲେଖିଛନ୍ତ ନବୀନ । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ […]
ଭୁବନେଶ୍ବର : ରାଜ୍ୟରୁ ଆଜି ପୁଣି 9ଜଣଙ୍କ ଜୀବନ ନେଇଛି କରୋନା । ଗଞ୍ଜାମ ଓ ସୁନ୍ଦରଗଡ଼ରୁ 2 ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର, ବଲାଙ୍ଗିର, କଟକ, ଗଜପତି ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ମୃତ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ […]
ଭୁବନେଶ୍ବର : ଆଜି 30ଟି ଜିଲ୍ଲାରୁ ମୋଟ୍ 2 ହଜାର 752 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ପୁଣି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ 423 ଜଣ ଚିହ୍ନଟ ହୋଇଥିବାବେଳେ କଟକରୁ 247, ଯାଜପୁରରୁ […]
ଭୁବନେଶ୍ବର : ରାଜ୍ୟରେ ଆଜି 2 ହଜାର 752 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1708ଜଣ […]
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେଧିରେ ଘନିଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଏବଂ ଦକ୍ଷିଣ […]
ନୂଆଦିଲ୍ଲୀ/ଭୁବନେଶ୍ୱର, ବରିଷ୍ଠ ବିଜେପି ନେତା, ଆଇନ ବିଶାରଦ ତଥା ପୂର୍ବତନ ଅର୍ଥମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲୀ ଅସମ୍ଭବକୁ ସମ୍ଭବ କରିବାର ବ୍ୟକ୍ତିତ୍ୱ ଥିଲେ ବୋଲି ନୂଆଦିଲ୍ଲୀ ଠାରେ ତାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଆୟୋଜିତ ସ୍ମୃତିିସଭାରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ କୋଭିଡ୍ ମାର୍ଗଦର୍ଶିକା ଅନୁଯାୟୀ ଦୁର୍ଗା ଓ ହରପାର୍ବତୀ ମେଢର ସ୍ୱଳ୍ପ ସଂଖ୍ୟକ କର୍ମକର୍ତ୍ତାଙ୍କୁ ନେଇ ଦୁର୍ଗାପୂଜା ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସଂଗ୍ରାମ କେଶରୀ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆଜିଠାରୁ ଗଂଜାମ ଜିଲ୍ଲାରେ ଜୀବନଜୀବିକା ପାଇଁ କଟକଣାକୁ କୋହଳ କରାଯାଇଛି। ଦୋକାନ ଖୋଲିବା ସମୟ ସୀମା ସକାଳ ୫ ଘଣ୍ଟରୁ ରାତ୍ର ୮ ଘଣ୍ଟା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ବର୍ତ୍ତମାନ ମଧ୍ୟ ଗଂଜାମ ଜିଲ୍ଲାରେ କରୋନା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଲାଞ୍ଚ ନେଇ ଭିଜିଲାନସ ହାତରେ ଧରାପଡ଼ିଛନ୍ତି ପୁରୀ ଜିଲ୍ଲା ଚନ୍ଦନପୁର ଅଂଚଳର ତଥା ଗଜପତି ଜିଲ୍ଲା ନୁଆଗଡ଼ ବ୍ଲକ୍ ସପ୍ଲାଇ ଇନିସ୍ପେକ୍ଟ ଭାବେ କାର୍ଯ୍ୟରତ ସବ୍ୟସାଚୀ ମହାପାତ୍ର। ଜନୈକ ବ୍ୟକ୍ତିଙ୍କ ପିଡ଼ିଏସ୍ ଚାଉଳ ଗମନାଗମନ ବିଲ୍ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ ସଂକ୍ରମିତ ସଂଖ୍ୟା ଦିନକୁ ଦିନ ହ୍ରାସ ପାଉଥିବାବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ପୂର୍ବବତ୍ତ ଉଚ୍ଚ ରହିଛି। କାହିଁକି ଏହି ମୃତ୍ୟୁଦର କମୁନାହିଁ ତାହା ନେଇ କୌଣସି ସଠିକ୍ ଉତ୍ତର ମଧ୍ୟ ମିଳୁନାହିଁ। ସେପଟେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପୁଣି ଖାକିରେ ଲାଗିଛି କଳାଦାଗ। ସାରଙ୍ଗଗଡ଼ ଥାନରେ କାର୍ଯ୍ୟକରୁଥିବା ଜନୈକ ମହିଳା ଏସ୍ଆଇ ଖଲିକୋଟ ଥାନା ଏସ୍ଆଇଙ୍କ ବିରୋଧରେ ଆଣିଲେ ଦୁଷ୍କର୍ମ ଅଭିଯୋଗ। ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ବାରମ୍ବାର ଦୁଷ୍କର୍ମ କରାଯାଉଥିବା ନେଇ […]
ଭୁବନେଶ୍ବର: ଆଜି ରାଜ୍ୟରେ ସର୍ବାଧିକ ୨୫୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୪୨୮ ଜଣ ସୁସ୍ଥ ହୋଇଥିବା ବେଳେ ବାଲେଶ୍ବରରୁ ୨୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ […]