ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ନୂଆ ଜଗନ୍ନାଥ ସଡକର ସିକୋ କଲେଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମିନି ଟ୍ରକ୍ ଧକ୍କାରେ ବାଇକରେ ଯାଉଥିବା ସ୍ବାମୀ ଏବଂ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, […]
ଖଲ୍ଲିକୋଟ : ସାଧାରଣ ଜନତାଙ୍କୁ ପୋଲିସ ସୁରକ୍ଷା ଯୋଗାଇଥାଏ ମାତ୍ର ପୁଲିସ ଯେତେବେଳେ ନିଜେ ଅସୁରକ୍ଷିତ ସେଠି କଣ କୁହାଯାଇପାରିବ । ଜଣେ ମହିଳା ଏସଆଇ ସହକର୍ମୀ ପୁରୁଷ ଏସଆଇଙ୍କ ବିରୋଧରେ ଏହିଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ବିବାହର ପ୍ରତିଶ୍ରୁତି […]
ଭୁବନେଶ୍ବର : ବହୁଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଦେଢ ମାସ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଘଟଣାରୁ ପରଦା ହଟିପାରିନି । ହତ୍ୟା ନା ଆତ୍ମହତ୍ୟାକୁ ନେଇ ସନ୍ଦେହ ରହିଥିବାବେଳେ ପ୍ରତ୍ୟେକ ଦିନ କିଛି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିଛି […]
ଭୁବନେଶ୍ବର : ଆଜି ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମ୍ମତି କ୍ରମେ ଏକ ତାଲିକା ଘୋଷଣା କରାଯାଇଛି । ଘୋଷଣା କରାଯାଇଥିବା ଟିମରେ 27ଜଣ ପରାମର୍ଶଦାତା, , 23 ଜଣ ସାଧାରଣ ସମ୍ପାଦକ, 24 ଜଣ ଉପ-ସଭାପତି, 79ଜଣ ସମ୍ପାଦକ […]
ମୁମ୍ବାଇ : ଦେଶର ସବୁଠୁ ମହଙ୍ଗା ଖାଦ୍ୟ (ପନିପରିବା) ମଧ୍ୟରେ ଏହା ଅନ୍ୟତମ । କେବଳ ଏହା ଶ୍ରାବଣ ମାସରେ ବିକ୍ରି ହୋଇଥାଏ । ଏହା ଦେଶର କେବଳ ଦୁଇଟି ରାଜ୍ୟରେ ଉପଲବ୍ଧ ହୋଇଥାଏ । କିନ୍ତୁ ଏହି ଦୁଇ ଜାଗାରେ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ଦଶ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଗଞ୍ଜାମ ଜିଲାରେ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡରୁ ୨ ଜଣ, କଟକ, ନୟାଗଡ, […]
ଭୁବନେଶ୍ବର: ଆଜି ୩୦ଟି ଜିଲ୍ଲାରୁ ମୋଟ୍ ୨ହଜାର ୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨ହଜାର ୯୪୯ ଆକ୍ରାନ୍ତଙ୍କ ମଧ୍ୟରୁ୧୮୨୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯କୁ ବୃଦ୍ଧି […]
ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଆଜିଠୁ ୨୭ ତାରିଖ ଯାଏ ବର୍ଷ ହେବ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୃବାନୁମାନ କରାଯାଇଛି। ସମ୍ଭାବ୍ୟ […]
ଭୁବନେଶ୍ବର : ରାଜ୍ୟରେ ଗୋଟିଏ ଦିନରେ ୬୦ ହଜାର ୯୦୯ କରୋନା ପରୀକ୍ଷା ହୋଇଛି। ଆରଟିପିସିଆର, ଆଣ୍ଟିଜେନ୍ ଓ ଟ୍ରୁଟନ୍ ମାଧ୍ୟମରେ କରୋନା ପରୀକ୍ଷା କରାଯାଇଛି। ଆରଟିପିସିଆର ଟେଷ୍ଟ ୭ ହଜାର ୪୯୦ ହୋଇଥିବାବେଳେ ଆଣ୍ଟିଜେନ୍ ଟେଷ୍ଟ ୫୩ ହଜାର ୨୯୫ […]
ଭୁବନେଶ୍ୱର, କୋଭିଡ୍-୧୯ ନିୟମାବଳୀ ଏବଂ କଟକଣାର ପାଳନ ମଧ୍ୟରେ ଆଜି ରାଜ୍ୟର ସମସ୍ତ ଆଇସିଡିଏସ୍ ପ୍ରକଳ୍ପରେ ଛତୁଆ ମିଶ୍ରଣ କରାଯାଇଛି । ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ସମନ୍ୱିତ ଶିଶୁ ବିକାଶ ଯୋଜନାରେ ଗର୍ଭବତୀ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସହରର ଗୋଷାଣିନୂଆଗାଁ ଓଭର ବ୍ରିଜ୍ ନିକଟରେ ଏକ ଟ୍ରକ ଦୋକାନ ମଧ୍ୟକୁ ପ୍ରବେଶ କରିବାରୁ ଦୋକାନଟି ସଂପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି। ଦୋକାନଟି ବନ୍ଦ ଥିବାରୁ କାହାର କିଛି କ୍ଷତି ହୋଇନାହିଁ। ଘଟଣାରୁ ପ୍ରକାଶ ଯେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତ ଦୁଇଦିନ ହେଲା ଗଂଜାମରେ ଦୁଇଶହରୁ କମ୍ ସଂକ୍ରମିତ ଚିହ୍ନଟ ହେଉଥିବାବେଳେ ଆଜି ଏଥିରେ ବୃଦ୍ଧି ପରିଲକ୍ଷିତ ହୋଇ ଏହି ସଂଖ୍ୟା ୨୭୧ରେ ପହଞ୍ଚିଛି। ଗଂଜାମରେ ଅଧିକ ପରିମାଣରେ ଟେଷ୍ଟ ହେଉଥିବାରୁ ଏହି ସଂଖ୍ୟା ବୃଦ୍ଧି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବିଗତ ପାଞ୍ଚମାସ ହେଲା ଗଂଜାମ ଜିଲ୍ଲାରେ ଲଗାତାର ଲକ୍ଡ଼ାଉନ୍, ସଟ୍ଡ଼ାଉନ୍ ଚାଲିଥିବାରୁ ବ୍ୟବସାୟ ବାଣିଜ୍ୟ ସଂପୂର୍ଣ୍ଣ ରୂପେ ଠପ୍ ହୋଇଯାଇଥିଲା। ଗଂଜାମ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ବିଭିନ୍ନ କଟକଣା ଲଗାଯାଇ ଅତି ଅଳ୍ପ ସମୟ ପାଇଁ […]
ଭୁବନେଶ୍ବର ଆଜି ରାଜ୍ୟରେ ସର୍ବାଧିକ ୨୧୨୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୭୬ ଜଣ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୨୬୫ ଜଣ […]
ଭୁବନେଶ୍ବର, ଆଜି ପବିତ୍ର ନୂଆଖାଇ ଅବସରରେ କେନ୍ଦ୍ର ପ୍ରାକୃତିକ ଗ୍ୟାସ ଏବଂ ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି। ସମ୍ବଲପୁର ଭାଷାରେ ଏକ ଭିଡିଓ ବାର୍ତ୍ତା ଜାରୀ କରି ବଡମାନଙ୍କ ଯତ୍ନ ନେବାକୁ ସେ ଅନୁରୋଧ କରିଛନ୍ତି। […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ କାଳୁପଡା ଅଞ୍ଚଳର ଜରିପଡା ପଞ୍ଚାୟତ ଦାଣ୍ଡ ସାହିରେ ଘଟିଛି ଏକ ଅଘଟଣ। ପୋଖରୀ ରେ ବୁଡି ଚନ୍ଦ୍ରକାନ୍ତ ସାହୁ(୧୮) ଙ୍କ ମୃତ୍ୟୁ ହୋଇଛି। ପୋଖରୀରେ ଗାଧୋଉଥିବା ସମୟରେ ଅସାବଧାନତା ଯୋଗୁଁ ଗୋଡ଼ […]
ସମ୍ବଲପୁର, ଆଜି ସମ୍ବଲପୁରର ପ୍ରସିଦ୍ଧ ଠାକୁରାଣୀ ମା ସମଲେଶ୍ବରୀଙ୍କ ନିକଟରେ ନିର୍ଦ୍ଧାରିତ ସମୟରେ ନବାନ୍ନ ଲାଗି କରାଯାଇଛି। ଏହି ପୂଜାକୁ ମନ୍ଦିର ଟ୍ରଷ୍ଟ ବୋର୍ଡ ତରଫରୁ ସାମାଜିକ ଗଣମାଧ୍ୟମରେ ପ୍ରସାରଣ କରାଯାଇଥିଲା। ଲୋକମାନେ ଏହା ଦେଖିବା ପରେ ନିଜଘରେ ପୂଜା ଆରମ୍ଭ […]
ଭୁବନେଶ୍ବର: ଆଜ୍ୟ ରାଜ୍ୟରେ କରୋନାରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କୋରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୪୦୯କୁ ବୃଦ୍ଧି ହୋଇଛି। ଗଞ୍ଜାମରେ ତିନିଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ବେଳେ ସେମାନେ ସମସ୍ତେ ପୁରୁଷ । ସେମାନଙ୍କ ବୟସ ଯଥାକ୍ରମେ ୬୦, […]
ଭୁବନେଶ୍ବର: ଆଜି ୩୦ଟି ଜିଲ୍ଲାରୁ ମୋଟ୍ ୨ହଜାର ୯୯୩ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨ହଜାର ୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୧୪ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ହଜାର ୫୩୦କୁ […]
ନୂଆଦିଲ୍ଲୀ, ଆଜି ନୂଆଖାଇ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତେବେ ସେ ଉଭୟ ଇଂରାଜୀ ଓ ଓଡିଆ ଭାଷାରେ ଏହି ଅଭିନନ୍ଦନ କରିଛନ୍ତି। ପ୍ରଧାନମନ୍ତ୍ରୀ ଅଭିନନ୍ଦନ ବାର୍ତ୍ତାରେ ଯାହା କହିଛନ୍ତି ତାହା ହେଲା, ” ଆମର ଚାଷୀ […]