ଭୁବନେଶ୍ବର: ଆଜି ମଧ୍ୟାହ୍ନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ସେ କରାକେଡରେ ନବୀନ ନିବାସରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ସ୍ବାଗତ କରାଯାଇ ଫୁଲତୋଡା ଦିଆଯାଇଥିଲା। ଏହାପରେ ମୋହନ ମାଝୀ ନବୀନଙ୍କ ସହିତ […]
ଭୁବନେଶ୍ବର: ଆଜି ରାଜ୍ୟର ପ୍ରଥମ ବିଜେପି ସରକାର ଶପଥ ଗ୍ରହଣ କରିବେ। ସେଥିପାଇଁ ଭୁବନେଶ୍ବରର ଜନତା ମଇଦାନକୁ ବେଶ ପ୍ରସ୍ତୁତ କରି ରଖାଯାଇଛି। ତେବେ ଏହି ଉତ୍ସବର ମୁଖ୍ୟ ଆକର୍ଷଣ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଆନ୍ଧ୍ର ପ୍ରଦେଶରେ ଚନ୍ଦ୍ରବାବୁ […]
ଭୁବନେଶ୍ଵର: ଆଜି ଓଡିଶାରେ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଅପରାହ୍ନ ୪.୪୫ ମିନିଟରେ ଅନୁଷ୍ଠିତ ହେବ। ଓଡିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ସମେତ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ […]
ଭୁବନେଶ୍ବର: ଆଜି ଅପରାହ୍ନରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେନ୍ଦୁଝର ବିଧାୟକ ମୋହନ ମାଝୀ। ଭୁବନେଶ୍ବର ଜନତା ମଇଦାନରେ ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟ ସରକାରଙ୍କ ତରଫରୁ ସେଠାରେ ବ୍ୟାପକ ଆୟୋଜନ କରାଯାଇଛି। ଏଥିସହିତ […]
ଭୁବନେଶ୍ୱର: ୨୫ ବର୍ଷ ପୂର୍ବେ ଯଦିଓ କେହି କଳ୍ପନା କରିପାରୁ ନଥିଲେ ବର୍ତ୍ତମାନ ଅତ୍ୟାଧୁନିକ ବୈଷୟିକ ଜ୍ଞାନ ଓ ଯନ୍ତ୍ରପାତିର ଉପଲବ୍ଧି ଦ୍ୱାରା ଛୋଟ ଶିଶୁମାନଙ୍କ କ୍ଷେତ୍ରରେ ଲାପାରୋସ୍କୋପିକ ସର୍ଜରୀ ସମ୍ଭବ ହୋଇପାରୁଛି। ଏହି ଭଳି ଶଲ୍ୟ ଚିକିତ୍ସା ଇନ୍ଷ୍ଟିଚ୍ୟୁଟ୍ ଅଫ୍ […]
କଟକ: ‘ସମାଜ’ର ନୂତନ ସମ୍ପାଦକ ଭାବେ ଦାୟିତ୍ବ ନେଇଛନ୍ତି ଡଃ ପ୍ରଭାସ ଆଚାର୍ଯ୍ୟ। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିଷ୍ଠିତ ସର୍ବ ପୁରାତନ ଦୈନିକ ସମ୍ବାଦପତ୍ର ‘ସମାଜ’ର ନୂତନ ସମ୍ପାଦକ ଭାବେ ଡଃ ପ୍ରଭାସ ଆଚାର୍ଯ୍ୟ ମଙ୍ଗଳବାର ଦାୟିତ୍ଵ ଗ୍ରହଣ କରିଛନ୍ତି। […]
ଭୁବନେଶ୍ୱର: ପ୍ରତ୍ୟେକ ସର୍ଜନ୍ ଜାଣିଥାନ୍ତି ତାଙ୍କ ରୋଗୀର କେବେ ସର୍ଜରୀ କରାଯିବା ଆବଶ୍ୟକ। ତେବେ କେବେ ସର୍ଜରୀ କରାଯିବା ଆବଶ୍ୟକ ନୁହେଁ ତାହା ଜାଣିବା ପାଇଁ ସାରା ଜୀବନ ଲାଗିଯାଏ ବୋଲି କହିଛନ୍ତି ବିଶିଷ୍ଟ ଅଟୋଲାରିନ୍ଗୋଲୋଜିଷ୍ଟ ପ୍ରଫେସର (ଡାକ୍ତର) ରବି ରାମଲିଙ୍ଗମ୍। […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ସନ୍ଧ୍ୟାରେ ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଷ୍ଟେସନ ୨ନଂ ପ୍ଲାଟଫର୍ମ ନିକଟରୁ ଜଣେ ମହିଳାଙ୍କ ମୃତ ଦେହ ଉଦ୍ଧାର ହୋଇଛି। ଖବର ମୁତାବକ ବାଣପୁର ଭେଟେଶ୍ୱର ଗ୍ରାମର ଅନ୍ତର୍ଯ୍ୟାମୀ ପ୍ରଧାନଙ୍କ ସ୍ତ୍ରୀ କୁମାରୀ […]
ରଣପୁର: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ରଣପୁର ଥାନା ଅଞ୍ଚଳରେ ସିଆରପିଏଫ ଜବାନଙ୍କ ପତ୍ନୀଙ୍କୁ ଗଳାକାଟି ହତ୍ୟା କରିବା ମାମଲାର ପର୍ଦ୍ଦାଫାସ କରିଛି ରଣପୁର ପୋଲିସ। ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଆଜି ରଣପୁର ଥାନାରେ ସାମ୍ବାଦିକ ସମ୍ମିଳନୀ କରି ଏହି […]
ରଣପୁର: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅଞ୍ଚଳରେ ଏକ ଅଭନୀୟ ଘଟଣା ଘଟିଛି। ଜଣେ ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ବନ୍ଧା ହେଲେ ରସିକିଆ ଯୁବକ। ଏହାକୁ ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୁଚନାନୁସାରେ […]
ଭୁବନେଶ୍ବର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାମ ଆସିବା ପରେ ତାଙ୍କୁ ନେଇ ଚର୍ଚ୍ଚା ଜାରୀ ରହିଛି। କାରଣ ସେ ଦୀର୍ଘ 24 ବର୍ଷ ଧରି ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ନବୀନ ପଟ୍ଟନାୟକଙ୍କୁ ହଟାଇ ସେଠାରେ […]
ଭୁବନେଶ୍ବର: ଆଜି ସଂଧ୍ୟାରେ ବିଜେପିର ୭୮ ବିଧାୟକ ଏବଂ ୩ ସ୍ବାଧୀନ ବିଧାୟକ ମିଳିତ ଭାବେ ୮୧ ବିଧାୟକ ରାଜଭଭନ ଯିବେ। ସେଠାରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବୀ ପତ୍ର ଦିଆଯିବ। ଆଜି ରାଜ୍ୟ କାର୍ୟ୍ୟାଳୟରେ ଆୟୋଜିତ ଏକ […]
ଭୁବନେଶ୍ବର: ଶେଷରେ ସବୁ କଳ୍ପନା ଜଳ୍ପନା ଅବସାନ ଘଟାଇ କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ ହେବେ ଓଡିଶାର 15 ତମ ମୁଖ୍ୟମନ୍ତ୍ରୀ। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଥିବା ବିଜେପି ବିଧାୟକ ଦଳର ବୈଠକରେ ଏହି ନିଷ୍ପତି ଗ୍ରହଣ କରାଯାଇଛି। […]
ଭୁବନେଶ୍ବର: ଘୋଷଣା ହେଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତି ନିଆଯାଇଛି। ସେହି ଅନୁସାରେ ମୋହନ ମାଝୀ ହେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ। ଏ ନେଇ କେନ୍ଦ୍ରୀୟ […]
ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ଗଠନ ହେବ ନୂଆ ସରକାର। ସେଥିପାଇଁ ସରକାରୀ କର୍ମଚାରୀଙ୍କ ଦାୟିତ୍ବ ବଢିବ। ସେଥିପାଇଁ ଆସନ୍ତା ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଭାଗୀୟ ସଚିବ ଓ […]
ଭୁବନେଶ୍ଵର: ଜୀ ସାର୍ଥକରେ ଖୁବ ଶୀଘ୍ର ଏକ ନୂଆ ଓଡିଆ କାହାଣୀକୁ ଦର୍ଶକ ଦେଖିବାକୁ ପାଇବେ, ଯାହା ନିଃସ୍ୱାର୍ଥପର ପ୍ରେମକୁ ବଖାଣିବ। କାହାଣୀର ଆରମ୍ଭ ଏକ ପ୍ରତିଜ୍ଞାରୁ। ବନ୍ଧୁତାର ସମ୍ପର୍କକୁ ଆଉ ପାଦେ ଆଗକୁ ନେବାକୁ କାହାଣୀରେ ଜଗଦୀଶ ଓ ଜଗବନ୍ଧୁ […]
ଭୁବନେଶ୍ଵର: ରାଜ୍ୟରେ ୧୯ ଟି ଜିଲ୍ଲାରେ କାଳ ବୈଶାଖୀ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଏହି ଜିଲ୍ଲାଗୁଡିକରେ ଘଡଘଡି, ବିଜୁଳି ସହ ବର୍ଷା ହେବ ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ଵର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏହି […]
ଭୁବନେଶ୍ଵର: ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ ସରକାର ଗଠନ କରିବ। ଆସନ୍ତାକାଲି ନୂତନ ସରକାରର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ହେଲେ ଏପର୍ଯ୍ୟନ୍ତ ରାଜ୍ୟରେ ନୂତନ ମୁଖ୍ୟମନ୍ତ୍ରୀ କି ଏହେବ, ଏନେଇ ବିଜେପି ପକ୍ଷରୁ ସ୍ଥିର ହୋଇନାହିଁ। ଆଜି […]
ଖୋର୍ଦ୍ଧା: ଆଜି ବରୁଣେଇ ରଜ ମହୋତ୍ସବ ଉପଲକ୍ଷେ “ଦିଶାନ୍ତ” ସାମାଜିକ ଅନୁଷ୍ଠାନ ତରଫରୁ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସକାଳ ୧୦ ଘଟିକା ସମୟ ରେ ଅନୁଷ୍ଠିତ ହୋଇ […]
ଭୁବନେଶ୍ବର: ରାଜ୍ୟରେ ନୂଆ ସରକାର ଗଠନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଭୁବନେଶ୍ଵର ଜନତା ମୈଦାନରେ ଅପରାହ୍ନ ୪ ଟା ୪୫ ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ […]
ଭୁବନେଶ୍ଵର: ଜୁନ ୪ ତାରିଖରେ ଓଡିଶା ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଚଳିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଇତିହାସ ସୃଷ୍ଟି କରିଛି। ଓଡିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି। ୧୪୭ ଟି ଆସନ […]