ରମେଶ ମହାନ୍ତି ଜଗତସିଂହପୁର :ଆଜି ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନାଉଗାଁ ବ୍ଲକରୁ ୯ଜଣ, କୁଜଙ୍ଗ ବ୍ଲକରୁ ୫ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ଜଣେ, ରଘୁନାଥପୁର ବ୍ଲକରୁ ୪ଜଣ, ତିର୍ତ୍ତୋଲ ବ୍ଲକରୁ ୫ଜଣ ଓ […]
ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 220 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନ୍ରୁ 134ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ରୁ 84 ଜଣ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍ସି ସୂଚନା ଦେଇଛି । କ୍ବାରେଣ୍ଟାଇନ୍ରୁ 136ଜଣ ଚିହ୍ନଟଙ୍କ ମଧ୍ୟରୁ […]
କଟକ : ଆଜି କଟକ ସହରରୁ 79ଜଣ ପଜିଟିଭ୍ ଚିହ୍ନଟ ହୋଇଛି । ମୋଟ୍ 79ଜଣଙ୍କ ମଧ୍ୟରୁ କଣ୍ଟେନମେଣ୍ଟରୁ 56 ଜଣ ଓ 23ଟି ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛି। କଣ୍ଟେନମେଣ୍ଟ ଜୋନ୍ରୁ 31 ଜଣ ଚିହ୍ନଟ ହୋଇଥିବାବେଳେ ସରକାରୀ […]
ଭୁବନେଶ୍ବର : ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ନେଇ ଜିଲ୍ଲାପାଳ ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଜିଲ୍ଲାପାଳ ସନତ କୁମାର ମହାନ୍ତି ଖୋର୍ଦ୍ଧା ଜିଲ୍ଲାରେ ଚଳିତ ଥର ଗଣେଶ ପୂଜା ବନ୍ଦ ହେବ ବୋଲି ସୂଚନା ଦେଇଛନ୍ତି । […]
ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି 9 ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମରୁ ସର୍ବାଧିକ 3 ଜଣଙ୍କ ମୃତ୍ୟୁହୋଇଥିବାବେଳେ ରାୟଗଡାରୁ 2, ସମ୍ବଲପୁର, ମାଲକାନଗିରି, ଖୋର୍ଦ୍ଧା ଓ ବାଲେଶ୍ବରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି […]
ଭୁବନେଶ୍ବର : ଆଜି 29ଟି ଜିଲ୍ଲାରୁ ମୋଟ୍ 2 ହଜାର 239ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 419 ଜଣ ଚିହ୍ନଟ ହୋଇଥିବାସ୍ଥଳେ ଗଞ୍ଜାମରୁ 246, ନୟାଗଡରୁ 147, ବାଲେଶ୍ବରରୁ 130, ରାୟଗଡାରୁ 120 କଟକରୁ 117, […]
ଭୁବନେଶ୍ବର : ରାଜ୍ୟରେ ଆଜି ସର୍ବାଧିକ 2 ହଜାର 239 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ […]
ପଦ୍ମପୁର, ବରଗଡ ଜିଲ୍ଲାର ପଦ୍ମପୁର ପୋଲିସ ବିପୁଳ ପରିମାଣର ଔଷଧ, କଫ ସିରାପ୍ , ଇଂଜେକ୍ସନ ଏବଂ ଟାବଲେଟ ଜବତ କରିଛି। ଏଥିରେ 5ଶହ ବୋତଲ କୋରେକ୍ସ, 4 ହଜାର ପ୍ୟାକେଟ ନିଟ୍ରୋସନ ଟାବେଲଟ ଏବଂ ଦୁଇ ହଜାରଟି ପେଣ୍ଟାଜୋସିନ ଇଂଜେକସନ […]
ମାଲାକାନାଗିରି, ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବର୍ତ୍ତମାନ ଓଡିଶାର ବିଭିନ୍ନ ନଦୀର ଜଳପତନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି ମାଲାକାନାଗିରିର ସାବେରୀ ନଦୀ ଫୁଲିବାରୁ ସେଠାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତକାଲି ଏହି ନଦୀ ବୋଝାଗୁଡାଠାରେ ପାଣି ମାଡିଯିବାରୁ ପୋଡିଆ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆୟୁଷ ଡ଼ାକ୍ତରମାନେ ଅଳ୍ପ ଦରମା ପାଉଥିଲେ ମଧ୍ୟ ସମସ୍ତ ନିୟମ ମାନି କୋଭିଡ଼୍-୧୯ରେ ଚିକିତ୍ସା କରୁଛନ୍ତି। ସେମାନଙ୍କ ପ୍ରତି ସରକାରଙ୍କ ଉଦାସୀନତା ଓ ବୈମାତୃକ ମନୋଭାବର ବିରୋଧ ଏବଂ ନିଜର ଦାବି ପୂରଣ ପାଇଁ ଅଗଷ୍ଟ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ରାଷ୍ଟ୍ରୀୟ ଯୁବକ କଂଗ୍ରେସ ଏବଂ ରାଜ୍ୟ ଯୁବ କଂଗ୍ରେସ ତରଫରୁ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କ ବିରୋଧରେ ଆଜି ଗଂଜାମ ଜିଲ୍ଲା ଯୁବ କଂଗ୍ରେସ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଏକ ଅଭିଯୋଗ ପତ୍ର ପ୍ରଦାନ […]
ଭୁବନେଶ୍ବରରୁ: ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ଆଜି ରାଜ୍ୟରେ ୧୫୦୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଗଞ୍ଜାମ ଜିଲାରୁ ସର୍ବାଧିକ ୨୩୨, କଟକରୁ୧୩୧, ରାୟଗଡାରୁ ୧୧୨, ସୁନ୍ଦରଗଡରୁ ୧୧୧, ବାଲେଶ୍ବରରୁ ୧୦୧, ଖୋର୍ଦ୍ଧାରୁ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏକାମ୍ରକ୍ଷେତ୍ର ଯୋଜନା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକ ପରିମିତ ଜମି ଉପରେ ଏହି ଯୋଜନା କାର୍ୟ୍ୟକାରୀ ହେବାକୁ ଯାଉଛି। […]
ଭୁବନେଶ୍ୱର : ଆସନ୍ତା 19 ତାରିଖରେ ପ୍ରକାଶ ପାଇବାକୁ ଯାଉଛି ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ । ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରେସ୍ ମିଟ୍ କରି ଏହି ସୂଚନା ଦେଇଛନ୍ତି । ଆସନ୍ତା […]
ଭୁବନେଶ୍ବର : ଆଜି ଭୁବନେଶ୍ବରରୁ 198 ପଜିଟିଭ୍ ଚିହ୍ନଟ ହୋଇଛି । ଚିହ୍ନଟ 198 ଜଣଙ୍କ ମଧ୍ୟରୁ 104 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାସ୍ଥଳେ 94 ଜଣ ଲୋକାଲ କଣ୍ଟାକ୍ଟ କେସ୍ ବୋଲି ସୂଚନା ଦେଇଛି ବିଏମ୍ସି । କ୍ବାରେଣ୍ଟାଇନ୍ରୁ ଚିହ୍ନଟ […]
ବାସୁଦେବପୁର : ପବ୍ଜି ଖେଳିବାକୁ ବାରଣ କରିବାରୁ ଜଣେ 20 ବର୍ଷୀୟ ଯୁବକ ଆତ୍ମହତ୍ୟା କରିଥିବାର ସୂଚନା ରହିଛି । ମାମୁଁ ବାରଣ କରିବାରୁ ଭଣଜା ଆତ୍ମହତ୍ୟା କରିଥିବା ସୂଚନା ରହିଛି । ମିଳିଥିବା ସୂଚନା ଅନୁସାରେ ଏହିପରି ଏକ ଅଭାବନୀୟ […]
ଭୁବନେଶ୍ୱର : ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ଜିରୋ ଟରଲେନ୍ସ ନୀତି ଆପଣାଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ଆଉ ଜଣେ ବରିଷ୍ଠ ପ୍ରଶାସକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସୋମବାର ରାଜ୍ୟ ସରକାର ପୁଣି ଜଣେ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ […]
ଭୁବନେଶ୍ବର : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ କରୋନା ହୋଇଥିବାର ସୂଚନା ରହିଛି । କରୋନା ଆକ୍ରାନ୍ତ ନେଇ ଟୁଇଟ୍ ଯୋଗେ ସୁଶାନ୍ତ ସୂଚନା ଦେଇଛନ୍ତି । ସୁଶାନ୍ତ କହିଛନ୍ତି ଯେ, ମୁଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛି, ସୁସ୍ଥ […]
ହେମାଙ୍ଗ ପ୍ରସାଦ ରାଉଳ ଦିଗପହଣ୍ଡି : ବଡଡୁମୁଳା ଗାଁରେ ପିଇଟି ଶିକ୍ଷକ ଭାବେ କାର୍ଯ୍ୟରତ ଥିବାବେଳେ ଦିଗପହଣ୍ଡିରେ ରହୁଥିଲେ ସୀମାଞ୍ଚଳ ସାହୁ। ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଏହି ସାହିରେ ପଶି ଶିକ୍ଷକଙ୍କ ସମେତ ଆଖପାଖ କିଛି ଲୋକଙ୍କ ଘର […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ଗତକାଲି ଅପରାହ୍ନରେ ନୂତନ ଭାବେ ଦାୟିତ୍ୱ ନେଇଥିବା ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ପ୍ରଥମ ଥର ପାଇଁ ଚିଲିକା ନିର୍ବାଚନମଣ୍ଡଳୀ ପରିଦର୍ଶନରେ ଆସିଥିଲେ । ଉକ୍ତ ଗସ୍ତରେ ଉପଜିଲ୍ଲାପାଳ ଅଶୋକ କୁମାର ବେହୁରିଆ ମଧ୍ୟ […]
ଭୁବନେଶ୍ବର : ରାଜ୍ୟରେ ଆଜି କରୋନା ଯୋଗୁଁ ଆଜି ଦଶ ଜଣଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ 4 ଜଣଙ୍କ ମୃତ୍ୟୁହୋଇଥିବାବେଳେ ବରଗଡ, କଟକ, ଗଞ୍ଜାମ, ପୁରୀ,ସୁନ୍ଦରଗଡ ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି […]